ଆମ ଜିଲା ଖବର

କ’ଣ ହେବ କୋଟିଏ

ଢେଙ୍କାନାଳ ଅଫିସ, ୩।୩ ରାଜସ୍ବ ଆଦାୟର ଅନ୍ୟତମ ପନ୍ଥା ପର୍ଯ୍ୟଟନ ଶିଳ୍ପ। ବିଳମ୍ବରେ ହେଲେ ମଧ୍ୟ ଏ କଥାକୁ ହୃଦୟଙ୍ଗମ କରିଛନ୍ତି ରାଜ୍ୟ ସରକାର। ଏହି ପରିପ୍ରେକ୍ଷୀରେ ନିଜର ପଞ୍ଚମ ପାଳି ଶାସନରେ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀଗୁଡ଼ିକ ଉପରେ ଫୋକସ୍‌ କରିଛନ୍ତି…

ଦିନକରେ ୧.୧ ଲକ୍ଷ ଜରିମାନା ଆଦାୟ

ଅନୁଗୋଳ ଅଫିସ୍‌, ୩।୩ ରାଜ୍ୟରେ ସଂଶୋଧିତ ମୋଟରଯାନ ନିୟମ କଡାକଡି ଲାଗୁ ହେବା ପରେ ପୋଲିସ ଓ ଆର୍‌ଟିଓ ପକ୍ଷରୁ ଜୋରଦାର ଧରପଗଡ ଚାଲିଛି। ଅନୁଗୋଳରେ ମଧ୍ୟ ଗାଡ଼ିମୋଟର ଯାଞ୍ଚ କଡାକଡି କରାଯାଇଛି। କେବଳ ରବିବାର ସକାଳୁ ବିଳମ୍ବିତ ରାତି ପର୍ଯ୍ୟନ୍ତ…

ବଳାତ୍କାରୀ ଶିକ୍ଷକଙ୍କୁ ୨୦ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୩।୩-ଢେଙ୍କାନାଳ ପୋକ୍‌ସୋ ଅଦାଲତରେ ସୋମବାର ଏକ ଦୃଷ୍ଟିହୀନ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଅଭିଯୁକ୍ତ ସ୍କୁଲ ଶିକ୍ଷକ ଜର୍ଜ ଗାଗରାଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ…

ଗଲାଣି ବିଶ୍ରାମାଗାର : ଜବରଦଖଲ କରିଛନ୍ତି ଦୋକାନୀ

ବଅଁରପାଳ, ୩ା୩(ଡି.ଏନ.ଏ.) ଅନୁଗୋଳ ଜିଲାର ବଅଁରପାଳ ଭଳି ଜନଗହଳିପୂର୍ଣ୍ଣ ବଜାରରେ ବିଶ୍ରାମାଗାରଟିଏ ନ ଥିବାରୁ ବସ୍‌ ଧରିବାକୁ ଅପେକ୍ଷାରତ ଯାତ୍ରୀଙ୍କୁ ଏଠାରେ ଦୀର୍ଘ ସମୟ ଧରି ଠିଆ ହେବାକୁ ପଡ଼ୁଛି। ବିଶେଷକରି ଖରା ଓ ବର୍ଷା ଦିନେ ଯାତ୍ରୀମାନେ ଅଧିକ ହଇରାଣ…

କମାରସାହି ବାସିନ୍ଦାଙ୍କୁ ମିଳୁନି ଘରଡିହ ପଟ୍ଟା

ଅନଗୁଳ ସହର, ୩ା୩ ଅନୁଗୋଳ ସହର ହୁଲୁରିସିଙ୍ଗା ଜେମାଦେଈପୁର କମାରସାହି ବାସିନ୍ଦାଙ୍କୁ ମିଳୁନି ଘରଡିହ ପଟ୍ଟା। ଦୀର୍ଘ ବର୍ଷ ଧରି ଆଦିବାସୀ ସମ୍ପ୍ରଦାୟର ପ୍ରାୟ ୪୦ ଗରିବ ପରିବାର ସେଠାରେ ବାସ କରିଆସୁଥିବା ବେଳେ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ପଟ୍ଟା ମିଳୁ…

୧୮ରୁ ଉଚ୍ଚ ବିଦ୍ୟାଳୟରେ ଖାତାଦେଖା

ଅନୁଗୋଳ ଅଫିସ୍‌, ୩।୩ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଆୟୋଜିତ ମାଟ୍ରିକ୍‌ ପରୀକ୍ଷା ସୋମବାର ଶେଷ ହୋଇଛି। ତେବେ ଶେଷ ଦିନରେ ପରୀକ୍ଷାରେ କପି କରି କେହି ଧରାପଡ଼ି ନ ଥିବା ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ଡୋର୍‌ରେ ଦଉଡ଼ି ଭିଡ଼ି ଜରୁରୀ ସେବା

ବଇଣ୍ଡା,୩।୩ (ଡି.ଏନ.ଏ.) – ଜରୁରୀ ସ୍ବାସ୍ଥ୍ୟସେବାର ଏକ ପ୍ରମୁଖ ଅଙ୍ଗ ପାଲଟିଥିବା ୧୦୮ ଆମ୍ବୁଲାନ୍ସ ଡୋର୍‌ରେ ଭିଡ଼ାଯାଉଛି ଦଉଡ଼ି। ଗାଡ଼ିର ସାଇଟ୍‌ ଓ ପଛ ଡୋର୍‌ ଭାଙ୍ଗି ଯାଇଥିବା ବେଳେ ଏସି କି ଅକ୍ସିଜେନ ସିଲିଣ୍ଡର ମଧ୍ୟ କାମ କରୁନି। ଏପରି…

ପଥର ଫଟା ଦେଉଛି ରୋଜଗାର

ପାପଡାହାଣ୍ଡି,୩।୩(ଡି.ଏନ.ଏ) ଯୁବାବସ୍ଥାରେ ଅଜଣା ରୋଗରେ ଆକ୍ରାନ୍ତ । ଚିକିତ୍ସା ଲାଗି ଅର୍ଥ ସାଜିଛି ବାଧକ । ଅସୁସ୍ଥତା କାରଣରୁ କୌଣସି କାମ କରି ପାରୁ ନାହାନ୍ତି। ଏପରି ସ୍ଥଳେ ପଥର ଫଟାଇ ଯାହା ରୋଜଗାର କରୁଛନ୍ତି ସେଥିରେ ଚୁଲି ଜଳୁଛି ।…

ରାଜ୍ୟସ୍ତରୀୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା:ସମ୍ବଲପୁରର ସୌରଭ କୁମାର ସାହୁ ଚାମ୍ପିୟନ

ଜୟପୁର, ୩।୩ (ନି.ପ୍ର) ଜୟପୁର ଲେକ ପ୍ଲେସିଡ ସଭାଗୃହଠାରେ କୋରାପୁଟ ସୁନ୍ଦର ସ୍ବାସ୍ଥ୍ୟ ଓ ସୁନ୍ଦର ଶରୀର ସଂଘ ତରଫରୁ ରାଜ୍ୟସ୍ତରୀୟ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ା ସନ୍ତୋଷ କ୍ଲାସିକ ୨୦୨୦ ନାମରେ ଏହା ଆୟୋଜିତ ହୋଇଥିଲା ା ଏଥିରେ…

ଶତାଧିକ ଅଦିବାସୀଙ୍କ ନାମରେ ବ୍ୟାଙ୍କରୁ ଋଣ ଠକେଇ

ମାଲକାନଗିରି,୩ା୩ (ଡି.ଏନ.ଏ.) ମାଲକାନଗିରି ଜିଲାରେ ଦିନକୁ ଦିନ ଠକ ଏବଂ ଦଲାଲଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ସେମାନେ ଜିଲାର ଆଦିବାସୀଙ୍କୁ ଟର୍ଗେଟ୍‌ କରୁଛନ୍ତି। ନିରୀହ ସରଳ ଆଦିବାସୀଙ୍କ ମନରେ ବିଶ୍ୱାସ ଜନ୍ମାଇ ସେମାନଙ୍କୁ ବିଭିନ୍ନ ଭାବରେ ଠକୁଛନ୍ତି। ସେମାନଙ୍କ ନାମରେ ହୋଇଥିବା…

ମୁଡ଼ ଗୁଁଜ୍‌ବାକେ ଜାଗାଠାନ୍‌ ଅଭାବ: ଖାଏଦ୍‌ ସୁରକ୍ଷା ଯୋଜନାରୁ ବଁଚିତ୍‌ ବୁରୁଧ୍‌

ଉଲୁଣ୍ଡା, ୩।୩ (ଡି.ଏନ୍‌.ଏ.)- ବଏସର ଶେଷ ମୁଡ଼ସାରେ ନିଜର ପରିବାର ଲୁକ୍‌କୁ ହରାଲା ଉତାରୁ ଭାତ ମୁଠେ ଆର ମୁଡ଼ ଗୁଁଜ୍‌ବାକେ ଜାଗା ଖଁଡ଼େ ଲାଗି ବାରଗୁଲ୍‌ଗୁଲା ହେଉଛନ୍‌ ଝନେ ୮୦ ବଛ୍‌ରିଆ ବୁରୁଧ୍‌। ସତେ ଯେନ୍‌ତା ମାଲମାଲ ସରକାରୀ ଯୋଜନା…

ଅଯୋଗ୍ୟ ହିତାଧିକାରୀ, ସରକାରୀ କର୍ମଚାରୀଙ୍କୁ ସୁରକ୍ଷା

ସୋନପୁର, ୨।୩(ନି.ପ୍ର.) ଅକ୍ଟୋବର ୨ ତାରିଖରୁ ଆରମ୍ଭ ହୋଇଛି ମୋ ସରକାର ଯୋଜନା । ପୋଲିସ ବିଭାଗରେ ସଂସ୍କାର ଆଣିବା ପାଇଁ ୫-ଟି ବ୍ୟବସ୍ଥା ପ୍ରଚଳନ ହୋଇଛି । କିନ୍ତୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ସୁବର୍ଣ୍ଣପୁର ଜିଲାରେ କାର୍ଯ୍ୟକାରୀ ହୋଇ ପାରୁନି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?