ଆମ ଜିଲା ଖବର

ଗଛରେ ପିଟିହେଲା ସହକାରୀ ଯନ୍ତ୍ରୀଙ୍କ ଗାଡ଼ି

ଝାରସୁଗୁଡ଼ା ଅଫିସ,୨।୩: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ପଞ୍ଚାୟତିରାଜ ବିଭାଗର ଜଣେ ସହକାରୀ ଯନ୍ତ୍ରୀଙ୍କ ଗାଡ଼ି (ଓଡି ୩୩ ଏନ୍‌ ୬୮୩୩) ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ଯନ୍ତ୍ରୀ ନ ଥିବା ବେଳେ ଡ୍ରାଇଭର ଜଣକ ମଦ୍ୟପାନ…

ଫିଟ୍‌ନେସ୍‌ ନ ଥିବାରୁ ସିଜ୍‌ ହେଲା ୨ଟି ବସ୍‌: ୫୧ ହଜାର ଫାଇନ୍‌

ଭୁବନେଶ୍ୱର, ୨।୩(ବ୍ୟୁରୋ): ଦୁଇ ଦୁଇ ଥର ମହଲତ ମିଳିବା ସତ୍ତ୍ୱେ ସୁଧୁରୁ ନାହାନ୍ତି ବେପରୁଆ ଗାଡ଼ି ଚାଳକ। ରବିବାର ଟ୍ବିନ୍‌ ସିଟିରରୁ ସାଢ଼େ ୬ ଲକ୍ଷ ଫାଇନ ଆଦାୟ କରାଯାଇଥିବା ବେଳେ ସୋମବାର ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନର ୨ଟି ବସ୍‌କୁ…

ବେଆଇନ ଜବରଦଖଲ ଉଚ୍ଛେଦ

ନୟାଗଡ଼ ଅଫିସ,୨।୩: ନୟାଗଡ଼ ତହସିଲ ରୋଟାରୀ ଭବନ ପଛପାଖରେ ବେଲ ପାହାଡ ପାଦ ଦେଶରେ ଗଢ଼ିଉଠିଥିବା ବେଆଇନ୍‌ ଜବରଦଖଲକୁ ସୋମବାର ପ୍ରସାସନ ପକ୍ଷରୁ ଉଚ୍ଛେଦ କରାଯାଉଛି। ନୟାଗଡ ଟାଉନ ଥାନା ପୋଲିସ ଓ ତହସିଲଦାରଙ୍କ ଉପସ୍ଥିତିରେ ଏହି ଉଚ୍ଛେଦ କାର୍ଯ୍ୟ ଚାଲୁ…

ପିଇଓଙ୍କ ନିଲମ୍ବନ ଦାବିରେ ଗଣଧାରଣା

ତିହିଡ଼ି,୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଭାଜପା ପକ୍ଷରୁ ସୋମବାର ପୂର୍ବାହ୍ନରେ ତିହିଡି ବ୍ଲକ କାର୍ଯ୍ୟାଳୟ ପରିସରରେ ଗଣଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତିରେ ସାମିଲ ଥିବା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଙ୍କ ନିଲମ୍ବନ ଦାବିରେ ଏହି ଧାରଣା…

୨୦୦ ବସ୍ତା ବେଆଇନ ବିସ୍ଫୋରକ ସାମଗ୍ରୀ ଜବତ: ୨ ଅଟକ

ଜୟପୁର,୨।୩(ଡି.ଏନ୍‌.ଏ.): ହାଇଦ୍ରାବାଦରୁ ଏକ କ୍ୟାଣ୍ଟନରରେ ୨୦୦ ବସ୍ତା ବେଆଇନ ବିସ୍ଫୋରକ ସାମଗ୍ରୀ ମାଲକାନଗିରି ଜିଲାର କୋରୁକୋଣ୍ଡା ବ୍ଲକ ଅଞ୍ଚଳକୁ ଚାଲାଣ ବେଳେ ସୋମବାର ଭୋର୍‌ରୁ ଜୟପୁର ଟାଉନ ପୋଲିସ ଜବତ କରିଛି। ଏନେଇ ଡ୍ରାଇଭର ଏବଂ ହେଲପରଙ୍କୁ ଅଟକ ରଖାଯାଇ ପଚରାଉଚରା…

ଏସ୍‌ସିବି ସମ୍ପ୍ରସାରଣ ପାଇଁ ଉଚ୍ଛେଦ ଆରମ୍ଭ: କ୍ଷତିଗ୍ରସ୍ତଙ୍କୁ ୫୦ ହଜାର ଲେଖାଏ ସହାୟତା ପ୍ରଦାନ

କଟକ ଅଫିସ,୨।୩: କଟକ ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ ଏବଂ ଉନ୍ନତିକରଣ ପାଇଁ ପୁଣି ଥରେ ସୋମବାରଠାରୁ ଆଖପାଖ ଅଞ୍ଚଳରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଯୋବ୍ରା ଏବଂ ରାଣୀହାଟ ଅଞ୍ଚଳର ୯୫ଟି ଘରକୁ ଉଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି। ସେମାନଙ୍କୁ ଜଗତପୁର…

ଗ୍ୟାସ୍‌ ଟର୍ମିନାଲରେ ନିଆଁ: ଜଳିଗଲା ବ୍ୟାପକ ଯନ୍ତ୍ରପାତି

ଚାନ୍ଦବାଲି,୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ବନ୍ଦର କମ୍ପାନି(ଆଦାନୀ) ପରିସରରେ ନିର୍ମାଣାଧୀନ ଏଲଏନ୍‌ଜି ଗ୍ୟାସ୍‌ ଟର୍ମିନାଲରେ ରବିବାର ବିଳମ୍ବିତ ରାତିରେ ନିଆଁ ଲାଗିଛି। ନିର୍ମାଣ ସମୟରେ ଏକ ଗ୍ୟାସ୍‌ ଟାଙ୍କି ଲିକ୍‌ ହୋଇ ନିଆଁ ଲାଗିଥିବା କୁହାଯାଉଥିବା ବେଳେ ସୋମବାର ସକାଳେ ଏହାକୁ…

କିଡ଼ନୀ ରୋଗାକ୍ରାନ୍ତ ସୁଦାମଙ୍କ ଚିକିତ୍ସା ଲାଗି ଅର୍ଥନାହିଁ

ଟିକ୍ରାପଡା, ୨ା୩(ଡି.ଏନ.ଏ.) ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ବାନ୍ଦୁପଲା ପଞ୍ଚାୟତ ଅଧିନ ସନ୍ଧିବାହାଲି ଗ୍ରାମର ସୁଦାମ ମାଝି (୨୦) ା ପାଞ୍ଚ ବର୍ଷ ହେବ କିଡ଼ନୀ ରୋଗରେ ଆକ୍ରାନ୍ତ ା ଟିଟିଲାଗଡ, ବଲାଙ୍ଗୀର, ବୁର୍ଲା ସରକାରୀ ଡାକ୍ତରଖାନା ଓ ଗ୍ରହ୍ମପୁର, ଚେନ୍ନାଇ,…

ମହିଳା ଓ ଶିଶୁ ସହାୟତା କେନ୍ଦ୍ର

ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ରାଜ୍ୟର ପ୍ରମୁଖ ରେଳ ଷ୍ଟେଶନରେ କାର୍ଯ୍ୟକାରୀ ହେଉଛି ମହିଳା ଓ ଶିଶୁ ସହାୟତା କେନ୍ଦ୍ର। ମାତ୍ର ବାଲେଶ୍ୱର ରେଳ ଷ୍ଟେଶନରେ ଦୀର୍ଘ ୯ମାସ ଧରି ଭିତ୍ତିଭୂମି ଥିଲେ ମଧ୍ୟ ଏହା ନାମକୁମାତ୍ର କାର୍ଯ୍ୟକାରୀ ହୋଇଛି।…

କୁଲିମଜୁରି କରି କୁଟୁମ୍‌ ପୁଷୁଛନ୍‌ ଦୁଇ ପାଠୁଆ ଝି’

ଲାଠୋର, ୨ା୩ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ବୁରୋମାଲ ପଁଚେତ୍‌ ଅଧୀନ ଡଙ୍ଗାମରା ଗାଁର ବନ ଦୀପ। କୁଟୁମବସିଆ ସେ ଅନେକ ବଛର ହେଲା ନିଜର ଶଶୁରବାଡ଼ିରେ ଆଶ୍‌ରେ ନେଇଛନ୍‌। ସେ ଝନେ ନିହାତି ଗରିବ୍‌ ଲୋକ୍‌ ହେଇଥିଲାବେଲେ ଆଏଜ୍‌…

ଆମ୍ବୁଲାନ୍ସ ପାଖକୁ ଖଟିଆରେ ବୃଦ୍ଧାଙ୍କୁ ବୁହାଗଲା

ବଲାଙ୍ଗୀର ଅଫିସ, ୨ା୩: ବଲାଙ୍ଗୀର ସହରରେ ଜବରଦଖଲ ଏବେ ଜୀବନ ମରଣ ସମସ୍ୟା ପାଲଟିଛି ା ସହର ଭିତର ମୁଖ୍ୟ ରାସ୍ତା ସମେତ ବିଭିନ୍ନ ପଡାର ଗଳି ରାସ୍ତାଗୁଡିକ ଜବରଦଖଲ କାରଣରୁ ସଙ୍କୁଚିତ ହୋଇପଡିଛି ା ଏହି ସଙ୍କୁଚିତ ରାସ୍ତା ଯୋଗୁଁ…

ଅଯୋଗ୍ୟଙ୍କୁ ଘର, ଯୋଗ୍ୟଙ୍କଠାରୁ ଲାଞ୍ଚ

ସୋନପୁର,୨।୩(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ(ପିଏମ୍‌ଏଓ୍ବାଇଜି)ରେ ବ୍ୟାପକ ଅନିୟମିତତା ହୋଇଛି। ପକ୍କା ଘର ଥିବା ଧନୀକ ଶ୍ରେଣୀର ବ୍ୟକ୍ତିଙ୍କୁ ଏହି ଯୋଜନାରେ କାର୍ଯ୍ୟାଦେଶ ମିଳିଛି। ଅଯୋଗ୍ୟଙ୍କୁ ଯୋଜନାରେ ଜାଣିଶୁଣି ଅନ୍ତର୍ଭୁକ୍ତ କରାଯାଇଛି। ଗୋଟିଏ ପରିବାରର ୩ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?