ଆମ ଜିଲା ଖବର

ପ୍ରଥମ ଦିନରେ ୨ ଲକ୍ଷ ଟଙ୍କାର ଜରିମାନା ଚାଲାଣ

ବ୍ରହ୍ମପୁର ଅଫିସ ,୨ା୩: ବ୍ରହ୍ମପୁର ସହରରେ ରବିବାରରୁ ଯାନବାହନ ଯାଞ୍ଚ କଡାକଡି କରାଯାଇଛି। ସହରର ବିଭିନ୍ନ ଏଣ୍ଟ୍ରି ପଏଣ୍ଟରେ ଟ୍ରାଫିକ ପୋଲିସ ପକ୍ଷରୁ ଯାଞ୍ଚ କରାଯାଇଥିଲା। ରାତି ୧୦ଟା ସୁଦ୍ଧା ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ୨ ଲକ୍ଷ ଟଙ୍କା ଜରିମାନା ଦେବାକୁ…

ସରକାରୀ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ସ୍ନେହଲତା

ବିନିକା, ୨।୩ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସାରଙ୍ଗପାଲି ଗାଁ ଗିରିଟିକ୍ରା ପଡ଼ାର ସ୍ବର୍ଗତ ବିହାରୀ କ୍ଷେତୀ ଆର ରଇବାରୀକଁର ଝି’ ହେଉଛନ୍‌ ସ୍ନେହଲତା କ୍ଷେତୀ(୨୮)। ଜନ୍‌ମୁ ତାକର ଆଏଁଖ୍‌ ଠିକ୍‌ରେ ନାଇଁ ଦିଶ୍‌ବାର। ସୁଆସ୍‌ତିଅ ବିଭାଗ ତାହାକୁ ୮୦…

ବେଳାଭୂମିରୁ ମୃତ ସାର୍କ ମାଛ ଉଦ୍ଧାର

ଚିକିଟିି,୨ା୩(ଡି.ଏନ.ଏ.) ଗଞ୍ଜାମ ଜିଲା ସୁନପୁର ବେଳାଭୂମିରୁ ରବିବାର ଏକ ମୃତ ସାର୍କ ମାଛକୁ ବ୍ରହ୍ମପୁର ଡିଏଫ୍‌ଓ ଅମ୍ଲାନ କୁମାର ନାୟକ ଉଦ୍ଧାର କରିଛନ୍ତି। ମାଛଟି ସମୁଦ୍ର ଲହଡ଼ିରେ କୂଳରେ ଲାଗିଥିଲା। ଏହାକୁ ଦେଖି ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଠେଲି ଦେଇଥିଲେ। କିନ୍ତୁ…

ପାଦ ମିଳିଥିଲା, ମିଳିଲା ଖପୁରି: ହତ୍ୟାକାଣ୍ଡର ଖିଅ ଖୋଜୁଛି ପୋଲିସ

ଯୋଡ଼ା,୨।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ବାଂଶପାଣି ଟୋଲ ଗେଟ୍‌ ନିକଟବସ୍ତିରୁ ରବିବାର ସନ୍ଧ୍ୟାରେ ଯୋଡା ପୋଲିସ ଏକ ଶିଶୁର ଖପୁରୀ ଜବତ କରିଛି। ଏହାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ା ଏନେଇ ଯୋଡ଼ା ଥାନା ଅଧିକାରୀ…

ଚୋର ଧରିବାକୁ ବୁଲିଲା ଖଟ

ଭଦ୍ରକ ଅଫିସ, ୨।୩- ଡିଜିଟାଲ ଯୁଗରେ ବି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଚୋର ଧରିବାକୁ ଲୋକେ ଗାଁରେ ବୁଲାଇଲେ ଖଟ। ରବିବାର ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଅସୁରା ଗ୍ରାମରେ ଏଭଳି ଦେଖିବାକୁ ମିଳିଥିଲା। ୪ ଜଣ ଏକ ଖଟକୁ କାନ୍ଧରେ…

ଆଦିବାସୀ ହସ୍ତଶିଳ୍ପ କଳାର ବଢୁଛି ଆଦୃତି

ବାଲେଶ୍ୱର ଅଫିସ, ୨।୩ (ମାନସ ବିଶ୍ୱାଳ)-ଜଙ୍ଗଲ ସହିତ ଆଦିବାସୀଙ୍କ ସଂସ୍କୃତି, ଜୀବନଜୀବିକା ଜଡ଼ିତ। ବନଜାତ ସାମଗ୍ରୀକୁ ନେଇ ସେମାନେ ସୁନ୍ଦର ହସ୍ତକଳା ପ୍ରଦର୍ଶନ କରି ଆସୁଛନ୍ତି। ଏହି ପୁରାତନ କଳାର ନବୀକରଣ ପରେ ସବୁଠି ବଢିଛି ଏହାର ଆଦୃତି ଓ ମହକ।…

ଶ୍ରୀମନ୍ଦିରରେ ସହଜ ଦର୍ଶନର ନୂଆ ଉପାୟ

ପୁରୀ ଅଫିସ,୨।୩: ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରତ୍ୟହ ବହୁସଂଖ୍ୟାରେ ଶ୍ରଦ୍ଧାଳୁ ଆସୁଛନ୍ତି। ଏମାନଙ୍କ ମଧ୍ୟରେ ଅନେକ ଭିଆଇପି ଏବଂ ଭିଭିଆଇପି ବି ରହୁଛନ୍ତି। ସେମାନଙ୍କୁ ସହଜରେ ଦର୍ଶନ ସୁବିଧା ଯୋଗାଇଦେବା ପାଇଁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି। କୌଣସି…

୨ ଗୋଡ ହରାଇ ହାରିନାହାନ୍ତି ଗଦାଧର, ସରକାରୀ ସହାୟତା ପାଇଲେ ଜାତୀୟସ୍ତରରେ ଖେଳିବାକୁ ଇଚ୍ଛା

ଶେରଗଡ,୨ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଶେରଗଡ ବ୍ଲକ ନରେନ୍ଦ୍ରପୁର ଗ୍ରାମର ଦିବ୍ୟାଙ୍ଗ ଯୁବକ ଗଦାଧର ସାହୁ (୨୬)। ଦିବ୍ୟାଙ୍ଗ ହୋଇ ମଧ୍ୟ ସେ ଚଳିତ ବର୍ଷ ଗଞ୍ଜାମ ଜିଲାସ୍ତରୀୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା (ଦିବ୍ୟାଙ୍ଗ)ରେ ଭାଗନେଇ ପୁରସ୍କୃତ ହୋଇଛନ୍ତି। ଗତ ୧୪ ତାରିଖରେ…

ନରସିଂହ ବନ୍ଧ, ସ୍ନାନଘାଟରେ ଗଣସଫେଇ

ବଲାଙ୍ଗୀର ଅଫିସ, ୨ା୩: ଜିଲା ଚିତ୍ରଗୁପ୍ତ କଲ୍ୟାଣ ସମିତି ତଥା ବଲାଙ୍ଗୀର କରଣ ସମାଜ ପକ୍ଷରୁ ରବିବାର ସ୍ଥାନୀୟ ନରସିଂହ ବନ୍ଧର ମୁଖ୍ୟ ସ୍ନାନଘାଟରେ ଗଣସଫେଇ ଅନୁଷ୍ଠିତ ହୋଇଛି ା ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ପ୍ରତ୍ୟୁଷରୁ କରଣ ସମାଜ ସହ ବିଭିନ୍ନ…

ଦାଦନ ଯାଇ ନାବାଲକ୍‌ ପୁଓ ନିଖୋଜ: ଫିରବାର ବାଟ୍‌କେ ଚାହିଁ ଛନ୍‌ ମା’ବାପ୍‌

ସିନାପାଲି,୨।୩ (ଡି.ଏନ୍‌.ଏ.)- ପରିବାରକେ ଦାନା ଯୁଗାବାର ଲାଗି ପୁଓ ଦାଦନ୍‌ ଖଟିଯାଇଛେ। ସେ ଘରୁ ଯିବାର ଆଏଜ୍‌କେ ୬ ମାସ୍‌ ବିତିଗଲାନ। ଯାଇଛେ ଯେ ଆର ଫିରବାର ନାଇଁ। ତାର କିଛି ଖୋଜ୍‌ଖବର ନାଇଁ, ଫୋନ୍‌ କଲେ ନାଇଁ ଲାଗ୍‌ବାର। ମୋର…

ଜୀବନ ସଂଗ୍ରାମରେ ଶତ୍ରୁଘ୍ନ: ୨ କିଡ୍‌ନୀ ନଷ୍ଟ, ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ଜଗତ୍‌ସିଂହପୁର ଅଫିସ,୨ା୩: ମାତ୍ର ୩୬ ବର୍ଷ ବୟସରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି ଜଗତ୍‌ସିଂହପୁର ବ୍ଲକ ଅଧୀନ ଖଇରଙ୍ଗ ପଞ୍ଚାୟତ ନୂଆପାଟଣାର ଶତ୍ରୁଘ୍ନ ନାଥ। ମୁଲ ଲାଗି ପରିବାର ପୋଷଣ କରୁଥିବା ଶତ୍ରୁଘ୍ନ ୪ ମାସ…

ଇଞ୍ଜିନିୟରିଂ ଛାତ୍ରୀଙ୍କୁ ବ୍ଲାକମେଲିଂ ଉଦ୍ୟମ, ଯୁବକ ଗିରଫ

ଜଗତ୍‌ସିଂହପୁର ଅଫିସ,୨ା୩: ଇଞ୍ଜିନିୟରିଂ ଛାତ୍ରୀଙ୍କୁ ବ୍ଲାକମେଲିଂ କରିବାକୁ ଉଦ୍ୟମ କରି ରବିବାର ଜଣେ ଯୁବକ ଗିରଫ ହେବା ସହ କୋର୍ଟ ଚାଲାଣ ହୋଇଛନ୍ତି। ସେ ହେଲେ ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଧୂଆଁପାରିର ହିରଣ୍ମୟ ବାରିକ ଓରଫ ଶଙ୍କର। ପୋଲିସ ସୂଚନା ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?