ଆମ ଜିଲା ଖବର

ଟାର୍ଗେଟ୍‌ ବୃଦ୍ଧି ହୋଇନି: ମଣ୍ଡିରେ ପଡି ରହିଛି ଧାନ

ସୋନପୁର,୩୧।୧୨(ନି.ପ୍ର.) ରାଜ୍ୟ ସରକାର ସୁବର୍ଣ୍ଣପୁର ଜିଲାର ଧାନ କ୍ରୟ ଟାର୍ଗେଟ୍‌ ବୃଦ୍ଧି କରି ନ ଥିବାରୁ ସମସ୍ୟା ସୃଷ୍ଟି ହୋଇଛି। ଟାର୍ଗେଟ୍‌ ସରିଥିବାରୁ ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ) ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଧାନ କିଣୁ ନଥିବା ଚାଷୀ…

ଅର୍ଥାଭାବରୁ ହୋଇପାରୁନିି ଚିକିତ୍ସା, ଜୀବନ ଯନ୍ତ୍ରଣାରେ ସୁରେଖା

ଗଣ୍ଡତୁରୁମ, ୩୧।୧୨(ଡି.ଏନ.ଏ.) ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣତୁରୁମ ଗ୍ରାମର ସୁରେଖା ମେହେର (୪୫) । ସେ ଆଜକୁ ଦୁଇବର୍ଷ ହେବ ଦଉଡ଼ି ଖଟରେ ପଡ଼ିରହି ଛଟପଟ ହେଉଛନ୍ତି। ଅର୍ଥାଭାବରୁ ମେରୁଦଣ୍ଡ ଜନିତ ସମସ୍ୟାର ଉପଚାର କରି…

ଘରେ ପଶି ଯୁବକଙ୍କୁ ଗୁଳିମାଡ଼

ପାଟଣାଗଡ଼, ୩୦ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଗଙ୍ଗାସାଗର ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ପଶି ମୁଖାପିନ୍ଧା ଦୁର୍ବୃତ୍ତ ରବିବାର ବିଳମ୍ବିତ ରାତିରେ ଆତଙ୍କ ଖେଳାଇଥିଲେ। ତାଙ୍କ ଗୁଳିମାଡ଼ରେ ଗୃହକର୍ତ୍ତା ନବୀନ ମେହେର(୪୦) ଗୁରୁତର ହୋଇଛନ୍ତି। ତାଙ୍କୁ ପାଟଣାଗଡ଼ ଡାକ୍ତରଖାନାରେ…

ସମୁଦ୍ରରେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ

ଭୋଗରାଇ, ୩୦।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୃଷ୍ଣପୁର ଗ୍ରାମର ବିଶ୍ୱଜିତ୍‌ ପାଳ (୪୫) ନାମକ ମତ୍ସ୍ୟଜୀବୀଙ୍କ ସମୁଦ୍ରରେ ଅସ୍ବାଭାବକ ମୃତ୍ୟୁ ଘଟିଛି। ଏନେଇ ତାଳସାରୀ ମେରାଇନ୍‌ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୫/୧୯) ରୁଜୁ କରାଯାଇ ମୃତଦେହକୁ…

ଚାକିରି କରାଇଦେବା ନାଁରେ ଠକେଇ: ଅଭିଯୁକ୍ତ ଯୁବକ ଗିରଫ

ବସ୍ତା, ୩୦।୧୨(ସ୍ବ.ପ୍ର.)-ଫକୀରମୋହନ ମେଡ଼ିକାଲ କଲେଜ ଓ ହସ୍‌ପିଟାଲରେ ଚାକିରି କରାଇଦେବାକୁ କହି ଟଙ୍କା ଠକି ନେଇ ପଳାଉଥିବା ଜଣେ ଯୁବକ ଲୋକଙ୍କ ଦ୍ୱାରା ଧରାପଡ଼ି ଗିରଫ ହୋଇଛନ୍ତି। ଏନେଇ ପୋଲିସ ଏକ ମାମଲା (ନଂ. ୪୪୯/୧୯) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ…

ଆନ୍ଧ୍ରକୁ ଚାଲାଣ ବେଳେ ଧାନ ବୋଝେଇ ଟ୍ରକ ଅଟକ

ତିହିଡ଼ି, ୩୦।୧୨(ଡି.ଏନ.ଏ.):ଭଦ୍ରକ ଜିଲା ତିହିଡ଼ି ବ୍ଲକରୁ ଆନ୍ଧ୍ରପ୍ରଦେଶକୁ ଚାଲାଣ ହେଉଥିବା ବେଳେ ଧାନ ବୋଝେଇ ଏକ ଟ୍ରକକୁ ସୋମବାର ତହସିଲ ଛକଠାରେ ତହସିଲଦାର ଅଟକ ରଖିଥିଲେ। ପରେ ଗାଡ଼ିକୁ ପୋଲିସକୁ ହସ୍ତାନ୍ତର କରାଯାଇଛି। ତହସିଲଦାର ରମେଶ ଚନ୍ଦ୍ର ପଣ୍ଡା ଧାନ ଯାଞ୍ଚ…

ଟ୍ରେନ୍‌ରେ ଯାତ୍ରୀ ଛାଡ଼ିଥିବା ବ୍ୟାଗ୍‌ ଦେଲା ଆର୍‌ପିଏଫ୍‌

ଛତ୍ରପୁର,୩୦ା୧୨(ଡି.ଏନ.ଏ)-ଟ୍ରେନ୍‌ରେ ଜଣେ ଯାତ୍ରୀ ଛାଡି ଯାଇଥିବା ବ୍ୟାଗକୁ ଛତ୍ରପୁର ଆର୍‌ପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ତାଙ୍କୁ ସୋମବାର ହସ୍ତାନ୍ତର କରାଯାଇଛି। ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍‌ ଜିଲା ଇଚ୍ଛାପୁରମ୍‌ ଗୋଲା ସାହିରେ ରହୁଥିବା କେ. ମନୋଜ ସୋମବାର କୋଣାର୍କ ଏକ୍ସପ୍ରେସ୍‌ରେ ତାଙ୍କ ବ୍ୟାଗ୍‌ ଛାଡି ଓହ୍ଲାଇ…

ଲଣ୍ଡେଇ ପାହାଡ଼ ପଥର କ୍ୱାରୀରେ ଚଢ଼ାଉ: ୫ ଟ୍ରାକ୍ଟର, ବିପୁଳ ବିସ୍ଫୋରକ ଜବତ, ୧୧ ଗିରଫ

ଭଞ୍ଜନଗର,୩୦।୧୨(ଡି.ଏନ.ଏ): ବେଆଇନ ଭାବେ ମାଫିଆମାନେ ପାହାଡ଼ରେ ବିସ୍ଫୋରଣ କରି ଲକ୍ଷ ଲକ୍ଷ ଟଙ୍କାର ପଥର ଚୋରି କରି ନେଉଛନ୍ତି । ଏ ବାବଦରେ ବିପୁଳ ରାଜସ୍ବ କ୍ଷତି ହେଉଥିଲେ ମଧ୍ୟ ବିଭାଗର ଚେତା ପଶୁନାହିଁ । ଅନ୍ୟପକ୍ଷରେ ବେନିୟମ ବିସ୍ଫୋରଣ ଯୋଗୁ…

ଚୋରା ଲୁହା ସ୍କ୍ରାପ୍‌ ବୋଝେଇ ଗାଡ଼ି ଜବତ: ୨ କୋର୍ଟ ଚାଲାଣ

ଯୋଡ଼ା,୩୦।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର କମାରଯୋଡ଼ାଠାରେ ଥିବା ଏକ ଗାଡ଼ି ଶୋ’ରୁମ୍‌ ନିକଟରୁ ରବିବାର ସନ୍ଧ୍ୟାରେ ସ୍ଥାନୀୟ ପୋଲିସ ଚଢ଼ାଉ କରି ଏକ ଚୋରା ଲୁହା ସ୍କ୍ରାପ ବୋଝେଇ ଗାଡ଼ି ଜବତ କରିଥିଲା। ତେବେ ଏଥିରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ…

ବାଇକ୍‌କୁ ଧକ୍କା ଦେଲା ଅଜଣା ଗାଡ଼ି: ସ୍ତ୍ରୀ, ସ୍ବାମୀ ମୃତ, ବର୍ତ୍ତିଗଲେ ୪ ମାସର ଶିଶୁକନ୍ୟା

କେନ୍ଦୁଝର,୩୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଖଡ଼ିବାହାଳୀ ନିକଟସ୍ଥ ବାଘୁଆ ନାଳ ନିକଟରେ ସୋମବାର ଅପରାହ୍ନରେ ଏକ ଅଜଣା ଗାଡ଼ି ବାଇକ୍‌କୁ ଧକ୍କା ଦେବାରୁ ସ୍ତ୍ରୀ ଏବଂ ସ୍ବାମୀଙ୍କର ମୃତ୍ୟୁ ଘଟିଥିବାବେଳେ ୪ମାସର ଶିଶୁକନ୍ୟା ବର୍ତ୍ତି ଯାଇଛି। ସୂଚନାଯୋଗ୍ୟ, ଯାଜପୁର…

ନୂତନବର୍ଷ ପ୍ରସ୍ତୁତି: ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ପ୍ରତି ଗୁରୁତ୍ୱ

ପୁରୀ ଅଫିସ,୩୦।୧୨: ନୂତନବର୍ଷରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏନେଇ ରବିବାର ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ସିଂ ପୁରୀ ଗସ୍ତରେ ଆସି ବିଭିନ୍ନ ପ୍ରସଙ୍ଗରେ ଉପରେ ସମୀକ୍ଷା କରିଛନ୍ତି। ଡିଜିଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀମନ୍ଦିରରେ…

ଘୋଡ଼ାହାଡ଼ ନଦୀଗଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୩୦।୧୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ନୂଆଗଡ଼ ଗ୍ରାମ ନିକଟସ୍ଥ ଘୋଡ଼ାହାଡ଼ ନଦୀଗଣ୍ଡରୁ ସୋମବାର ପୂର୍ବାହ୍ନରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ନୂଆଗଡ଼ ଗ୍ରାମର ଜୟନ୍ତୀ ଗୌଡ଼(୪୮)। ସେ ଆଜି ସକାଳେ ଘୋଡ଼ାହାଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri