ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ନବରଙ୍ଗପୁର,୩୦।୧୨(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ନିରଞ୍ଜନ ଜେନା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଯନ୍ତ୍ରୀଙ୍କ ଭୁବନେଶ୍ୱରସ୍ଥିତ କଳାରାହାଙ୍ଗ, କଳିଙ୍ଗବିହାର ବାସଭବନ ଏବଂ…

ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁର କ୍ରାଇମବ୍ରାଞ୍ଚ ତଦନ୍ତ କରାଯାଉ: ତାରାପ୍ରସାଦ ବାହିନୀପତି

ଗୁଣପୁର, ୩୦।୧୨(ଡି.ଏନ.ଏ)- ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ବାଇକ ଦୁର୍ଘଟଣାରେ ମୁତ୍ୟୁ ହୋଇଥିଲା l ଗୁଣପୁର ପୂର୍ତ୍ତବିଭାଗ ଡାକବଙ୍ଗଳାଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ଦୁର୍ଘଟଣାକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି ବିଧାୟକ ତାରାପ୍ରସାଦ ବାହିନୀପତି। ଘଟଣାର…

ନଦୀରେ ବୁଡି ଜଣଙ୍କ ଜୀବନ ଗଲା

ଜଗନ୍ନାଥ ପ୍ରସାଦ,୩୦।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦସ୍ଥିତ ବୋଡା ନଦୀରୁ ସୋମବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି l ମୃତକ ହେଲେ ଜଗନ୍ନାଥ ପ୍ରସାଦ ଲକ୍ଷ୍ମୀବଜାରର ପଞ୍ଚୁ ସାହୁ(୬୧)। ପୂର୍ବରୁ ସେ ବାତଜନିତ ରୋଗରେ ପୀଡିତ ଥିଲେ। ସ୍ଥାନୀୟ ଲୋକଙ୍କଠାରୁ ପ୍ରକାଶ…

ସିଏଏ, ଏନ୍‌ଆର୍‌ସି କାର୍ଯ୍ୟକାରୀ ଦାବି

ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା କୁଆଁସ ଯୁବ ସଙ୍ଗଠନ ସଦସ୍ୟଙ୍କ ପକ୍ଷରୁ ସିଏଏ ଓ ଏନ୍‌ଆର୍‌ସି କାର୍ଯ୍ୟକାରୀ ନେଇ ଦାବି ହୋଇଛି। ପୂର୍ବାହ୍ନରେ ସଦସ୍ୟମାନେ ଏକତ୍ରିତ ହୋଇ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ।…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌: ଜଣେ ମୃତ

ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଚରମ୍ପା ମହିନ୍ଦ୍ରା ଶୋ’ରୁମ୍‌ ସମ୍ମୁଖରେ ସୋମବାର ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଉପରେ ଟ୍ରକ୍‌ ଚଢ଼ିଯିବା ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚରମ୍ପା ନିବାସୀ ଅନନ୍ତ…

ମା’ ଧାମରାଇଙ୍କ ମନ୍ଦିରରୁ ଚୋରି

ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା ଧାମରାର ଆରାଧ୍ୟା ଦେବୀ ମା’ ଧାମରାଇଙ୍କ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ମା’ଙ୍କ ହୁଣ୍ଡିବାକ୍ସ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟିନେଇଛନ୍ତି। ୧୫ ଦିନ ପରେ…

ମାଓବାଦୀଙ୍କ ନାଁ ନେଇ ଗୁଳିକାଣ୍ଡ

ପାଟଣାଗଡ, ୩୦।୧୨(ଡି.ଏନ.ଏ.):ପାଟଣାଗଡ ଉପଖଣ୍ଡସ୍ଥ ଗଙ୍ଗାସାଗର ଗ୍ରାମ ଶେଷ ମୁଣ୍ଡରେ ଥିବା ନବୀନ ମେହେରଙ୍କ ବାସଭବନରେ ରବିବାର ବିଳମ୍ବିତ ରାତି ୨ଟା ସମୟରେ ଜଣେ ଅଜଣା ବ୍ୟକ୍ତି ମାଓବାଦୀଙ୍କ ନାଁ ନେଇ ନବୀନଙ୍କୁ ଗୁଳି କରିଥିବା ଜଣାପଡିଛିି। ସୂଚନା ଅନୁସାରେ ନବୀନ ମେହେର…

ପ୍ରବଳ ଶୀତ, ୧୦ ଡିଗ୍ରୀ ତଳେ ୧୬ ସହରର ତାପମାତ୍ରା

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଏବେ ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା। ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ କେଉଁଠାରେ ବି ଶୀତରୁ ଲୋକଙ୍କୁ ନିସ୍ତାର ମିଳୁନାହିଁ। ଅନ୍ୟପକ୍ଷରେ ସୋମବାର ରାଜ୍ୟର ୧୬ଟି ସହରର…

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଜଗତ୍‌ସିଂହପୁର ଅଫିସ୍‌, ୩୦।୧୨:-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତ୍‌ସିଂହପୁର ସେସୁ ଜେଇ-୨ ଦୀପ୍ତି ପ୍ରକାଶ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଦୀପ୍ତିଙ୍କ ବିସିପାତଳସ୍ଥିତ ପୈତୃକ ବାସଭବନ, ଗୋପାଳ ସାଗର ନୂଆ ଘର, ଶ୍ୱଶୁର ଘର, ସେସୁ ଅଫିସ ସହିତ…

ଟ୍ରକ୍‌କୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଗାଡି: ଜଣେ ମୃତ

ବଅଁରପାଳ,୩୦।୧୨(ଡି.ଏନ.ଏ): ଅନୁଗୋଳ ଜିଲା ତାଳଚେର ବାଇପାସ ନିକଟରେ ଏକ ଦୁର୍ଘଟଣା ଘଟିଛି। ସୋମବାର ଭୋର ସମୟରେ ୧୪୯ ନମ୍ବର ଜାତୀୟ ରାଜପଥର ଗୋମତରା ନିକଟ ପେଟ୍ରୋଲ ଟାଙ୍କିଠାରେ ଏକ ଚଳନ୍ତା ଟ୍ରକ୍‌କୁ ଏକ କୁକୁଡ଼ା ବୋଝେଇ ଗାଡି ଧକ୍କା ଦେଇଛି। ଫଳରେ…

ଭିଜିଲାନ୍ସ ଜାଲରେ ରେଞ୍ଜର

ଧର୍ମଗଡ,୩୦।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବନ ବିଭାଗ ରେଞ୍ଜର ଲକ୍ଷ୍ମଣ ଶବରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଲକ୍ଷ୍ମଣଙ୍କ ପୈତୃକ ଘର ଲଡୁଗାଁ, ଶ୍ୱଶୁର ଘର ତୁନଗାଁରେ ଏକକାଳୀନ ଚଢାଉ ଜାରି ରହିଥିବାବେଳେ ଜୁନାଗଡ ରେଞ୍ଜ ଅଫିସରେ ଗୋଟିଏ ଟିମ୍‌ ଚଢାଉ…

ରାସ୍ତାକଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ସନ୍ଦେହ

ଆନନ୍ଦପୁର,୩୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ୫୩ ନଂ ରାଜ୍ୟ ରାଜପଥର କୋଡପଡା ଛକ ଠିକ୍‌ ପୂର୍ବରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଜଣଙ୍କ ହେଉଛନ୍ତି ନିକଟସ୍ଥ ଗୌଡଡିହା ଗ୍ରାମର ସନାତନ ପାତ୍ର(୫୮)। ମୃତକ ସନାତନଙ୍କ ପୁଅ ମାନସଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri