ଆମ ଜିଲା ଖବର

ସର୍ବଭାରତୀୟ ପୋଲିସ ବ୍ୟାଣ୍ଡ ପ୍ରତିଯୋଗିତାରେ ଓଡ଼ିଶା ୩ୟ :ସଫଳତା ପରେ ଡିଜିପିଙ୍କୁ ଭେଟିଲା ପୋଲିସ ବ୍ୟାଣ୍ଡ୍‌ ଦଳ

କଟକ ଅଫିସ,୧।୩: ରେଳ ସୁରକ୍ଷା ବଳ ଆନୁକୂଲ୍ୟରେ ତେଲେଙ୍ଗାନାର ସିକନ୍ଦରାବାଦ୍‌ସ୍ଥିତ ରେଳ ସୁରକ୍ଷା ବଳ ସ୍ପୋର୍ଟସ କମ୍ପ୍ଳେକ୍ସଠାରେ ଗତ ୧୯ରୁ ୨୩ତାରିଖ ପର୍ଯ୍ୟନ୍ତ ୨୦ତମ ସର୍ବଭାରତୀୟ ପୋଲିସ ବ୍ୟାଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଭାଗନେଇଥିବା ଓଡ଼ିଶା ଦଳ ତୃତୀୟ ସ୍ଥାନ…

ଦେବଗଡ଼ରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ଦେବଗଡ଼,୧।୩(ଡି.ଏନ.ଏ.)-ଦେବଗଡ଼ ମନ୍ଦାକିନୀ ବାଳିକା ଉନ୍ନୀତ ବିଦ୍ୟାଳୟରେ ଶନିବାର ପ୍ରଧାନ ଶିକ୍ଷୟିତ୍ରୀ ସୁବଣ୍ଣର୍ର୍ କପରଦାରଙ୍କ ତତ୍ତ୍ୱାବଧାନରେ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି ା ଏହି ଅବସରରେ ବିଦ୍ୟାଳୟର ଛାତ୍ରୀମାନଙ୍କ ମଧ୍ୟରେ ବିଜ୍ଞାନ , ବାୟୁ ପ୍ରଦୂଷଣ ଓ ସ୍ବାସ୍ଥ୍ୟରକ୍ଷା ସମ୍ବନ୍ଧୀୟ ଜଣାଅଜଣା ପ୍ରତିଯୋଗିତା…

ଝାରସୁଗୁଡ଼ା ଜିଲା ଚିଠି: ନିଯୁକ୍ତି ମେଳା

ଶିଳ୍ପନଗର ଝାରସୁଗୁଡ଼ାରେ ଦିନକୁ ଦିନ ଶିକ୍ଷିତ ବେକାରଙ୍କ ସଂଖ୍ୟା ବଢ଼ି ଚାଲିଛି। ଜିଲାରେ ବହୁ ଶିଳ୍ପସଂସ୍ଥା ଥିଲେ ମଧ୍ୟ ସ୍ଥାନୀୟ ବେକାର ଯୁବତୀଯୁବକମାନଙ୍କୁ ନିଯୁକ୍ତି ମିଳୁନାହିଁ। ଜିଲା ପ୍ରଶାସନ ତଥା ଜିଲା ନିୟୋଜନ ଏବଂ ଦକ୍ଷତା ବିକାଶ ବିଭାଗ ପକ୍ଷରୁ ନିଯୁକ୍ତି…

ବ୍ଲକସ୍ତରୀୟ ଶିକ୍ଷୟିତ୍ରୀ, ଶିକ୍ଷକ ସମ୍ମିଳନୀ ସହ ବିଇଓଙ୍କୁ ବିଦାୟୀକାଳୀନ ସମ୍ବର୍ଦ୍ଧନା

ଲେଫ୍ରିପଡା,୧।୩(ଡି.ଏନ.ଏ)-ସୁନ୍ଦରଗଡ ଜିଲା ଲେଫ୍ରିପଡା ପ୍ରାଥମିକ ବିଦ୍ୟାଳୟରେ ବ୍ଲକସ୍ତରୀୟ ଶିକ୍ଷୟିତ୍ରୀ ଶିକ୍ଷକ ସମ୍ମିଳନୀ ଏବଂ ବ୍ଲକଶିକ୍ଷା ଅଧିକାରୀ (ବିଇଓ)ଙ୍କ ବିଦାୟୀକାଳୀନ ସମ୍ବର୍ଦ୍ଧନା ସଭା ଶନିବାର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ବୈଠକରେ ମୁଖ୍ୟଅତିଥି ଭାବେ ଜିଲା ଶିକ୍ଷା ଅଧିକାରୀ ରଞ୍ଜନ କୁମାର ଗିରି ଯୋଗଦାନ…

ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଆମ୍ବୁଲାନ୍ସ ସେବା ବନ୍ଦ: ରୋଗୀ ହନ୍ତସନ୍ତ

ବଣାଇ, ୧।୩(ସ୍ବ.ପ୍ର)- ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଗତ କିଛିଦିନ ହେବ ୧୦୮ ଆମ୍ବୁଲାନ୍ସ ସେବା ବନ୍ଦ ହୋଇଯାଇଛି। ଏଥିଯୋଗୁ ରୋଗୀ ହନ୍ତସନ୍ତ ହେଉଥିବା ଜଣାପଡିଛି। ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏଠାକୁ ଅଧିକ ଗାଡ଼ି…

ଶିକ୍ଷକ ନିଯୁକ୍ତି ଦାବିରେ ୩ଦିନ ହେଲା ସ୍କୁଲରେ ତାଲା

ଦେବଗଡ଼,୧।୩(ଡି.ଏନ.ଏ)-ଦେବଗଡ଼ ଜିଲା ରିଆମାଳ ବ୍ଲକ ଆଡସ ପଞ୍ଚାୟତ ଅନ୍ତର୍ଗତ ନବଡିହି କରଡାପାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବସନ୍ତ କୁମାର ବିଶ୍ୱାଳଙ୍କ ନେତୃତ୍ୱରେ ତିନିଦିନ ହେଲାଣି ବିଦ୍ୟାଳୟ ଫାଟକରେ ତାଲା ପଡିଛି।…

ବାଉଁଶକଣରେ ଭୟାବହ ଅଗ୍ନିକାଣ୍ଡ

ଭୁବନ, ୧।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବ୍ଲକ ବାଲିବୋ ପଞ୍ଚାୟତର ବାଉଁଶକଣ ଗ୍ରାମ ମାଟିଆ ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୪ବଖରା ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ୫ପରିବାର ସର୍ବସ୍ବାନ୍ତ ହୋଇଯାଇଛନ୍ତି। ନିଅଁ। କିପରି ଲାଗିଲା…

ମାର୍ଚ୍ଚ ୨ରେ ସମବାୟ ସମିତିରେ ମୋ’ ସରକାର: ଯୋଡ଼ିହେବ ଏଆର୍‌ସିଏସ୍‌, ପ୍ୟାକ୍ସ, ଲ୍ୟାମ୍ପ୍ସ, ସିସିବି

ଯାଜପୁର ଅଫିସ,୧।୩: ଲୋକମାନେ ହେଉଛନ୍ତି ଗଣତନ୍ତ୍ରର ଆତ୍ମା। ଜନସାଧାରଣଙ୍କ ସେବା ପାଇଁ ସବୁ ସରକାରୀ ଅନୁଷ୍ଠାନ ସୃଷ୍ଟି କରାଯାଇଛି। ସବୁ ସରକାରୀ କର୍ମଚାରୀ ଲୋକଙ୍କ ପାଇସାରୁ ହିଁ ବେତନ ପାଆନ୍ତି ା ଗଣତନ୍ତ୍ରରେ ସରକାରୀ ଅନୁଷ୍ଠାନ ହେଉଛି ଲୋକଙ୍କ ସମ୍ପତ୍ତି ଏବଂ…

ଦଲାଲ ପଶିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ୍‌, ୧।୩ – ଅକ୍ଟୋବର ୧ରୁ ଜିଲାରେ ଆରମ୍ଭ ହୋଇଥିବା ଧାନ ସଂଗ୍ରହର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ଓ ଏଥିରେ ସୃଷ୍ଟି ହେଉଥିବା ସମସ୍ୟାକୁ ନେଇ ଶନିବାର ପୂର୍ବାହ୍ନରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀଙ୍କ ଅଧ୍ୟକ୍ଷତାରେ ଜିଲା କାର୍ଯ୍ୟାଳୟ…

ଆରମ୍ଭ ହେଲା ଆଲ୍‌ମି ଇଜ୍‌ତମା:ଯୋଗଦେଲେ ୪୦ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ରସୁଲପୁର,୧।୩(ଡି.ଏନ୍‌.ଏ.): ରସୁଲପୁର ଅନ୍ତର୍ଗତ ଅବିଭକ୍ତ ବ୍ରହ୍ମବରଦାଠାରେ ଶନିବାରଠାରୁ ୩ଦିନିଆ ବିଶ୍ୱ ମୁସଲିମ୍‌ ଧର୍ମ ସମ୍ମିଳନୀ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ୪୦ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ ହୋଇଥିବା ଲକ୍ଷ୍ୟ କରାଯାଇଛି। ତେବେ ପ୍ରଥମ ଦିନରେ ଆଶାତୀତ ଭକ୍ତଙ୍କ ସମାଗମ ହୋଇ ନ…

ନୟାଗଡ଼ ଚିନିକଳ କାର୍ଯ୍ୟକ୍ଷମ ଦାବି: ଆସନ୍ତା ୬ରେ ଜିଲା ବନ୍ଦ ଡାକରା

ଓଡ଼ଗାଁ,୧।୩(ସ୍ବ.ପ୍ର.)-୫ ବର୍ଷ ହେଲା ବନ୍ଦ ରହିଥିବା ନୟାଗଡ ଚିନିକଳକୁ କାଯର୍‌ୟକ୍ଷମ କରିବାକୁ ଚିନିକଳ କ୍ରିୟାନୁଷ୍ଠାନ କମିଟି ମାର୍ଚ୍ଚ ୬ ତାରିଖରେ ଜିଲା ବନ୍ଦ ସହିତ ହରତାଳ ଡାକରା ଦେଇଛି । ଏହି କ୍ରମରେ କମିଟିର କର୍ମକର୍ତ୍ତାଙ୍କ ସହିତ କେତେକ ଚାଷୀ ଓ…

ଜେଜେମା’ ଜେଜେବାପା ଅଲୋଡ଼ା: କଥାଘର ଦେଉଛି ଗଳ୍ପ ଶୁଣାଇବାର ସୁଯୋଗ

ନୟାଗଡ ଅଫିସ,୧।୩- ଶିଶୁମାନେ ନିଜ ପରିବାରରୁ ଜେଜେମା, ଜେଜେବାପା, ଆଈ ଓ ଅଜାଙ୍କଠାରୁ ବିଭିନ୍ନ ପ୍ରକାର କଳ୍ପନାମତ୍କ କାହାଣୀ ଓ ଗଳ୍ପ ଶୁଣି ମଜା ଉଠାଉଥିଲେ । ହେଲେ ପରିବାରରେ ଜେଜେମା’ ଓ ଜେଜେବାପା ଅଲୋଡା ହୋଇ ପଡିଛନ୍ତି । ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?