ଆମ ଜିଲା ଖବର

ବାହାକୁଦ ଡଙ୍ଗାବୁଡ଼ିକୁ ୧୬ ବର୍ଷ: କ୍ରିକେଟ ଖେଳ ଦେଖିଲେ ଗ୍ରାମବାସୀଙ୍କ ଆଖିରୁ ଲୁହଝରେ

ପାରାଦୀପ,୧ା୩(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକ ଅଧୀନ ନୂଆଗଡ଼ ଗ୍ରାମର ଗ୍ରାମବାସୀ ଏବେବି ଯେଉଁଠି କ୍ରିକେଟ ଖେଳ ଦେଖନ୍ତି ତାଙ୍କ ଆଖିରେ ଲୁହ ଆସିଥାଏ। କାରଣ ସେହି ଗ୍ରାମ ପାଇଁ କ୍ରିକେଟ ଖେଳ ସବୁଦିନ ପାଇଁ ଦୁଃଖ ଦେଇଛି। ନୂଆଗଡ ଗ୍ରାମର…

ଜମି ଦୁର୍ନୀତିର ତଦନ୍ତ ଆରମ୍ଭ

କୁଜଙ୍ଗ,୧ା୩(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲାର କୁଜଙ୍ଗ ତହସିଲ କାର୍ଯ୍ୟାଳୟ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଏହି ତହସିଲ କାର୍ଯ୍ୟାଳୟ ଅଧୀନରେ ପାରାଦୀପ ଶିଳ୍ପାଞ୍ଚଳ ରହିଛି। ତେଣୁ ତହସିଲ ଅଧୀନ ପାରାଦୀପଗଡ଼, ଭୂତମୁଣ୍ଡାଇ ଓ କୁଜଙ୍ଗ ଆରଆଇ ସର୍କଲ ଜମିଗୁଡ଼ିକର ଚାହିଦା ଯେତିକି ମୂଲ୍ୟ ମଧ୍ୟ ସେହିପରି।…

ଧାନ ସଂଗ୍ରହ ନିମନ୍ତେ ଦ୍ୱିତୀୟ ଜିଲାସ୍ତରୀୟ କମିଟି ବୈଠକ: ଟୋକନ ଅବଧି ଏକ ମାସ କରିବାକୁ ଦାବି

ଜଗତ୍‌ସିଂହପୁର ଅଫିସ,୧ା୩: ଚଳିତବର୍ଷରୁ ପଞ୍ଜୀକୃତ ଚାଷୀମାନେ ସେମାନଙ୍କ ବଳକା ଧାନ ବିକ୍ରି କରିବା ପାଇଁ ଟୋକନ୍‌ ବ୍ୟବସ୍ଥା ହୋଇଛି। ଟୋକନ୍‌ ପାଇଲା ପରେ ଚାଷୀ ୭ଦିନ ଭିତରେ ମଣ୍ଡିରେ ଧାନ ବିକ୍ରି କରିବା ନିୟମ ରହିଛି। କିନ୍ତୁ ଅନେକ ସ୍ଥାନରେ ମିଲରଙ୍କ…

ପଞ୍ଚାୟତସ୍ତରରୁ କାର୍ଯ୍ୟକରିବ ନିୟନ୍ତ୍ରଣ କକ୍ଷ

ଢେଙ୍କାନାଳ ଅଫିସ, ୧।୩ – ଚଳିତବର୍ଷ ରେକର୍ଡ ଭାଙ୍ଗିବ ଗ୍ରୀଷ୍ମ ପ୍ରବାହ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏପରି ସୂଚନା ଦିଆଯିବା ପରେ ତାତିର ମୁକାବିଲା ଲାଗି ଅଣ୍ଟା ଭିଡ଼ିଛି ଢେଙ୍କାନାଳ ଜିଲା ପ୍ରଶାସନ। ଗ୍ରୀଷ୍ମ ପ୍ରବାହର ମୁକାବିଲା ଲାଗି ବ୍ୟାପକ…

‘ମାର୍ଚ୍ଚ ୩୧ ସୁଦ୍ଧା ଧାନ ସଂଗ୍ରହ ସାର’

ଢେଙ୍କାନାଳ ଅଫିସ, ୧।୩ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ସନ୍ଧ୍ୟାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ ମାର୍ଚ୍ଚ…

ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ପୁଅ

କ.ନୂଆଗଁ।,୧ା୩(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ.ନୂଆଗଁ। ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଟାଙ୍ଗିଆରେ ହାଣି ମା’ଙ୍କୁ ହତ୍ୟା କରିଛନ୍ତି ପୁଅ। ମୃତକ ହେଲେ ପ୍ରମା ପ୍ରଧାନ (୪୫)। ପ୍ରକାଶ ଯେ, ସାରଙ୍ଗଗଡ ଥାନା…

ଦାରିଙ୍ଗବାଡି ଯୁବକ ବିହାରରେ ଆଞ୍ଚଳିକ ଲେବର କମିଶନର

ଦାରିଙ୍ଗବାଡି,୧।୩(ଡି.ଏନ.ଏ) – କଠିନ ପରିଶ୍ରମ ଏବଂ ଇଚ୍ଛାଶକ୍ତି ଆଣିଦେଇଛି ସଫଳତା। ଭଲ ପଥ ପ୍ରଦର୍ଶକ ଓ ଅର୍ଥ ନ ଥାଇ ମଧ୍ୟ ଜଣେ ଯୁବକ ସଫଳତା ପାଇ ଦାରିଙ୍ଗବାଡି ପାଇଁ ଗୌରବ ଆଣିଛନ୍ତି। ସେ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡିର କୁନିଦେବ…

ବ୍ରହ୍ମପୁର ୭ ୟୁପିଏଚ୍‌ସିକୁ କାୟାକଳ୍ପ ପୁରସ୍କାର : ଆଗାସାହି ରାଜ୍ୟରେ ପ୍ରଥମ ଆସ୍କାରୋଡ, ବୈକୁଣ୍ଠନଗର ଦ୍ୱିତୀୟ ଶ୍ରେଷ୍ଠ ୧୫ ମଧ୍ୟରେ ୪ ୟୁପିଏଚ୍‌ସି

ବ୍ରହ୍ମପୁର ଅଫିସ,୧ା୩ – ୨୦୧୯-୨୦ ବର୍ଷ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କାୟାକଳ୍ପ ପୁରସ୍କାର ମଙ୍ଗଳବାର ଘୋଷଣା କରାଯାଇଛି। ଚଳିତ ବର୍ଷ ଏହି ପୁରସ୍କାରରେ ପୁଣି ବାଜି ମାରିଛି ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ସହରାଞ୍ଚଳ ପ୍ରାଥମିକ…

ଦୁଇ ନାବାଳିକାଙ୍କ ସମେତ ୪୧ ଶିଶୁ ଶ୍ରମିକ ଉଦ୍ଧାର

ବ୍ରହ୍ମପୁର ଅଫିସ,୧ା୩ – ଶିଶୁ ଶ୍ରମିକ ଉଦ୍ଧାର ଓ ଥଇଥାନ ପାଇଁ ଅନେକ ଯୋଜନା କରାଯାଇଛି। ଏବେ ଶିଶୁ ଶ୍ରମିକ ଉଦ୍ଧାର ପାଇଁ ବ୍ରହ୍ମପୁର ପୋଲିସ ଜିଲାରେ ବଚପନ୍‌ ବଚାଓ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିରେ ଜିଲା ଶ୍ରମ ଅଧିକାରୀ, ଶିଶୁ…

୨ ଶିକ୍ଷକଙ୍କ ସମେତ ୫ ଗିରଫ: ୨୨ ହଜାର ଟଙ୍କା, ରବରଷ୍ଟାମ୍ପ, କମ୍ପ୍ୟୁଟର, ଜାଲ୍‌ ସାର୍ଟିଫିକେଟ ଜବତ

ଆସିକା, ୧ା୩ (ଡି.ଏନ୍‌.ଏ) – ଜାଲ୍‌ ସାର୍ଟିଫିକେଟ ଦେଇ ବିଭିନ୍ନ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକଙ୍କୁ ଧରପଗଡ ଲାଗି ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଥିଲା। ଆସିକା ଥାନା ଇଲାକାରେ ଏହି ଶିକ୍ଷକଙ୍କ ତଲାସିବେଳେ ଗୋଟିଏ ଜାଲ୍‌ ସାର୍ଟିଫିକେଟ ଯୋଗାଣକାରୀ ର଼୍ୟାକେଟର ପର୍ଦ୍ଦାଫାଶ୍‌…

ନିୟମକୁ ଡର, ଲୋକେ ତତ୍ପର

ବ୍ରହ୍ମପୁର ଅଫିସ,୧ା୩ – ରବିବାରରୁ ଜିଲାରେ ଯାନବାହନ ଯାଞ୍ଚ କଡାକଡି ହେବ। ଯେଉଁମାନେ ଏବେ ସୁଦ୍ଧା ଗାଡିର ଆବଶ୍ୟକ କାଗଜପତ୍ର କରି ପାରିନାହାନ୍ତି ସେମାନଙ୍କ ମଧ୍ୟରେ ଏବେ ଭାଳେଣି ପଡ଼ିଲାଣି। ଲୋକଙ୍କୁ ଯଥେଷ୍ଟ ସମୟ ଦିଆଯାଇଛି। ପରିବହନ ସମ୍ପର୍କିତ ପ୍ରମାଣପତ୍ର ପ୍ରସ୍ତୁତ…

ମଧ୍ୟାହ୍ନଭୋଜନରୁ ବାହାରିଲା କାଚଗୁଣ୍ଡ, ଗୋଡ଼ି

ରାଇରଙ୍ଗପୁର, ୧ା୩(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳ ପୁରୁଣାଘାଟି ବସ୍ତି ଅଞ୍ଚଳସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଯୋଗାଇ ଦିଆଯାଉଥିବା ମଧ୍ୟାହ୍ନଭୋଜନରୁ କାଚଗୁଣ୍ଡ, ଗୋଡି ସମେତ ଅପରିଷ୍କାର ସାମଗ୍ରୀ ବାହାରିବା ପରେ ଅସନ୍ତୋଷ ଦେଖାଦେଇଛି। ଚାଉଳକୁ ସମ୍ପୃକ୍ତ ରୋଷେୟା ଭଲ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?