ଆମ ଜିଲା ଖବର

ଛିଡ଼ା ହୋଇଥିବା ଟ୍ରକ୍‌କୁ ସାମ୍ନାରୁ ପିଟିଲା ଟ୍ରକ୍‌

ଭବାନୀପାଟଣା,୨୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା-ଜୁନାଗଡ଼ ଜାତୀୟ ରାଜପଥ ନଂ.୨୬ ରିଷିଗାଁ ରିଲାଏନ୍ସ ପେଟ୍ରୋଲପମ୍ଫ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ଏକ ୟୁକାଲିପଟାସ୍‌ ବୋଝେଇ ଟ୍ରକ ରାସ୍ତା କଡରେ ଛିଡ଼ା ହୋଇଥିବା ବେଳେ ଅନ୍ୟ ଏକ ମାଲ ବୋଝେଇ ଟ୍ରକ୍‌ ତାକୁ ସାମ୍ନାରୁ…

କଳାହାଣ୍ଡି ଜିଲାରେ କପିକରି ଧରାପଡ଼ିଲେ ୨୧ ପରୀକ୍ଷାର୍ଥୀ

ଭବାନୀପାଟଣା,୨୯।୨(ଡି.ଏନ୍‌.ଏ.): ମାଟ୍ରିକ୍‌ ପରୀକ୍ଷାର ବିଜ୍ଞାନ ବିଷୟରେ କଳାହାଣ୍ଡି ଜିଲାର ୨୧ ପରୀକ୍ଷାର୍ଥୀ କପିକରି ଶୁକ୍ରବାର ଧରାପଡ଼ିଛନ୍ତି। ଡିଇଓ ସ୍କ୍ବାଡ୍‌ ପକ୍ଷରୁ ମୁସ୍କୁଟି ମିଳିତ ପଞ୍ଚାୟତ ହାଇସ୍କୁଲରେ ଜଣେ, ଜୟପାଟଣା ଉମାଶଙ୍କର ହାଇସ୍କୁଲରେ ୫, ଉତ୍କଳ ଆଶ୍ରମ ହାଇସ୍କୁଲରେ ୨ ଜଣଙ୍କ ସମେତ…

ଜନ୍ମଦିନ ପାଳନ ହେଲା କାଳ: କୋଲାବରେ ୩ ସାଙ୍ଗଙ୍କ ସଲିଳ ସମାଧି

ଜୟପୁର,୨୯ା୨(ଡି.ଏନ୍‌.ଏ)- କୋରାପୁଟ ଜିଲା ସଦର ସରକାରୀ ମହାବିଦ୍ୟାଳୟ ପାର୍ଶ୍ୱ କୋଲାବ ଜଳଭଣ୍ଡାରରେ ବୁଡ଼ି ଶନିବାର ୩ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କୋରାପୁଟର ମନ୍ମଥ ସାସ୍‌ମଲ, ମାଲକାନଗିରି ଜିଲାର ସନ୍ଦୀପ ପୂଜାରୀ ଓ ରମାକାନ୍ତ ପଟ୍ଟନାୟକ। ସମସ୍ତେ ମହାବିଦ୍ୟାଳୟର…

ପାଖେଇ ଆସୁଛି ଚୈତ୍ରଯାତ୍ରା: ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ତାରାତାରିଣୀଙ୍କ ଉନ୍ନୟନ କାର୍ଯ୍ୟ

ପୁରୁଷୋତ୍ତମପୁର,୨୯।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ପାଖେଇ ଆସୁଛି। ଏ ନେଇ ମନ୍ଦିର ଉନ୍ନୟନ କାର୍ଯ୍ୟ ଲାଗି ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଶେଷ ଲାଗି ବିଭିନ୍ନ ବିଭାଗର ଅଧିକାରୀ ଲାଗି ପଡିଛନ୍ତି। ପୂର୍ତ୍ତ ବିଭାଗ ନିର୍ବାହୀ…

ମାର୍ଚ୍ଚ ପହିଲାରୁ ଗାଡିଯାଞ୍ଚ କଡ଼ାକଡ଼ି: ପରିବହନ କାର୍ଯ୍ୟାଳୟରେ ଭିଡ଼

ବ୍ରହ୍ମପୁର ଅଫିସ,୨୯ା୨: ମୋଟରଯାନ ଆଇନ କୋହଳ ସମୟସୀମାର ଶନିବାର ଶେଷ ଦିନ। ମାର୍ଚ୍ଚ ୧ ତାରିଖ ଅର୍ଥାତ୍‌ ରବିବାରଠାରୁ ଏହି ନିୟମ କଡ଼ାକଡି କରାଯିବ। ଗଞ୍ଜାମ ଜିଲାରେ ମଧ୍ୟ ନିୟମକୁ କଡ଼ାକଡ଼ି କରାଯିବାକୁ ଥିବା ବେଳେ ଯେଉଁମାନେ ଏଯାବତ୍‌ ଗାଡିର ଆବଶ୍ୟକ…

ଭୟାବହ ଅଗ୍ନିକାଣ୍ଡ: ୧୪ ବଖରା, ଝିଅ ବାହାଘର ପାଇଁ ଥିବା ଟଙ୍କା, ଗହଣା ଭସ୍ମ

ଭୁବନ, ୨୯ା୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ବାଲିବୋ ପଞ୍ଚାୟତ ଅଧୀନ ବାଉଁଶକଣ ଗ୍ରାମର ମାଟିଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୫ ପରିବାରର ୧୪ ବଖରା ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ଗ୍ରାମବାସୀ ଖାଇ ଶୋଇବା ପରେ ଧନୁ ପ୍ରଧାନଙ୍କ…

ତେଲଙ୍ଗାନାରେ ଫସିଥିବା ୩୩ ଶ୍ରମିକ ଘରକୁ ଫେରିଲେ

ବରଗଡ଼ ଅଫିସ, ୨୯।୨: ତେଲଙ୍ଗାନା ରାଜ୍ୟର ଏକ ଇଟାଭାଟିରେ ଦୀର୍ଘଦିନ ଧରି ବନ୍ଧା ପଡ଼ିଥିବା ଶ୍ରମିକମାନେ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଯୋଗୀନ୍ଦ୍ରପୁର ଏବଂ ଝିଟକି ପଞ୍ଚାୟତର ପଥରେଲ ଗ୍ରାମରେ ଥିବା ନିଜ ଘରକୁ…

ଲିଙ୍ଗରାଜଙ୍କୁ ଦର୍ଶନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା

ଭୁବନେଶ୍ୱର, ୨୯।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଶନିବାର ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱରରେ ପହଞ୍ଚି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅଟକ

ଭଣ୍ଡାରିପୋଖରୀ,୨୯।୨ (ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାଗୀରଥି ଜେନା ୨୦୧୯ ମସିହାରେ ଜନୈକା ମହିଳାଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ଅଭିଯୋଗରେ ଭଣ୍ଡାରିପୋଖରୀ ପୋଲିସ ଶୁକ୍ରବାର ରାତିରେ ଭାଗୀରଥିଙ୍କୁ ଥାନାକୁ ଆଣି ଅଟକ ରଖି ତଦନ୍ତ…

ବାଇକ୍‌ ଡିକି ଭାଙ୍ଗି ବ୍ୟବସାୟୀଙ୍କଠାରୁ ୭ ଲକ୍ଷ ଚୋରି, ପୋଲିସ ତଦନ୍ତ ଆରମ୍ଭ

ତିହିଡି,୨୯।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଖେରଙ୍ଗ ପଞ୍ଚାୟତ ତଳବନ୍ଧ ଗ୍ରାମର ଜଣେ ବ୍ୟବସାୟୀଙ୍କ ବାଇକ୍‌ ଡିକି ଭାଙ୍ଗି କେହି ଦୁର୍ବୃତ୍ତ ଶୁକ୍ରବାର ମଧ୍ୟାହ୍ନରେ ୭ଲକ୍ଷ ଟଙ୍କା ଚୋରିକରି ନେଇଛନ୍ତି। ସେ ହେଲେ ସରୋଜ ରାଉତ। ପ୍ରକାଶ ଯେ, ସରୋଜ ଭଦ୍ରକସ୍ଥିତ…

୧୨ ଘଣ୍ଟିଆ ବାଙ୍କୀ ବନ୍ଦ: ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ

ବାଙ୍କୀ,୨୯।୨(ଡି.ଏନ୍‌.ଏ.): କଟକ ଜିଲା କଂଗ୍ରେସ ପକ୍ଷରୁ ଶନିବାର ୧୨ ଘଣ୍ଟିଆ ବାଙ୍କୀ ବନ୍ଦ ଡାକରା ଦିଆଯାଇଛି। ପୂର୍ବତନ ବିଧାୟକ ଡ. ଦେବାଶିଷ ପଟ୍ଟନାୟକଙ୍କ ନେତୃତ୍ୱରେ ସକାଳ ୬ଟାରୁ ବାଙ୍କୀ ନିର୍ବାଚନମଣ୍ଡଳୀକୁ ବନ୍ଦ କରାଯାଇଛି। ବାଙ୍କୀ, କଳାପଥର, ବୈଦେଶ୍ୱର, ଡମପଡ଼ା ଓ ବାରଙ୍ଗ…

ମାର୍ଚ୍ଚ ୧ରୁ ମୋଟର ଯାନ ଆଇନ କଡ଼ାକଡ଼ି: ଗୋଲାପ ଦେଇ ସଚେତନ କଲେ ଜିଲାପାଳ

ଢେଙ୍କାନାଳ ଅଫିସ,୨୯।୨: ମାର୍ଚ୍ଚ ୧ ତାରିଖରୁ ମୋଟର ଯାନ ଆଇନ କଡ଼ାକଡ଼ି ଭାବେ ପାଳନ କରାଯିବ। ପୂର୍ବରୁ ଦିଆଯାଇଥିବା ୬ ମାସ ସମୟ ପୂରିଯାଇଥିବା ବେଳେ ଏଥର ଯାଞ୍ଚ କଡ଼ାକଡ଼ି ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଥିଲେ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?