ଆମ ଜିଲା ଖବର

ଦିଲ୍ଲୀ ହିଂସା, ସୁବର୍ଣ୍ଣପୁରରେ କଂଗ୍ରେସର ବିକ୍ଷୋଭ

ସୋନପୁର,୨୯।୨(ନି.ପ୍ର.) ସିଏଏକୁ ନେଇ ଦେଶର ରାଜଧାନୀ ଅଶାନ୍ତ ହୋଇପଡିଛି। ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ସଂଘର୍ଷ ଲାଗିରହିଛି । ତେବେ ହିଂସା ରୋକିବା କ୍ଷେତ୍ରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବିଫଳ ହୋଇଥିବା କଂଗ୍ରେସ ଅଭିଯୋଗ କରିଛି। ଶୁକ୍ରବାର କଂଗ୍ରେସ ନେତୃବୃନ୍ଦ…

ଜନସାଧାରଣଙ୍କ ଆସ୍ଥାଭାଜନ ହୋଇ କାର୍ଯ୍ୟ କର: ଆରଡିସି

ବଲାଙ୍ଗୀର ଅଫିସ,୨୯ା୨ ଉତ୍ତରାଞ୍ଚଳ ରାଜସ୍ବ କମିଶନର(ଆରଡିସି) ନିରଞ୍ଜନ ସାହୁ ଶୁକ୍ରବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ବଲାଙ୍ଗୀର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗଦାନ କରିଥିଲେ ା ସମୀକ୍ଷା ବୈଠକ ପ୍ରାରମ୍ଭରେ ଜିଲାପାଳ ଅରିନ୍ଦମ…

ବନ ବିଭାଗର କରତକଳ ଉପରେ ଚଢାଉ: ଯନ୍ତ୍ରାଂଶ, କାଠକୁ ଛଡାଇ ନେଲେ ଲୋକେ

ସିମୁଳିଆ, ୨୮ା୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ମାର୍କୋଣା ଷ୍ଟେଶନ ବଜାର ନିକଟରେ ଥିବା ଏକ କରତକଳ ଉପରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇଛି। ମାଜିଷ୍ଟ୍ରେଟ ରୂପେ ସଦର ବ୍ଲକ ଅତିରିକ୍ତ ତହସିଲଦାର ଶତ୍ରୁଘ୍ନ ସେଠୀଙ୍କ, ବନ ବିଭାଗୀୟ ଅଧିକାରୀ ସମୀର କୁମାର…

ଭଦ୍ରକରେ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ସଚିବ

ଭଦ୍ରକ ଅଫିସ, ୨୮।୨- କେନ୍ଦ୍ର ସରକାରଙ୍କ ସଂଖ୍ୟାଲଘୁ ବ୍ୟାପାର ସଚିବ ପ୍ରମୋଦ କୁମାର ଦାସ ଶୁକ୍ରବାର ଭଦ୍ରକ ଗସ୍ତରେ ଆସି ଜିଲା ମଙ୍ଗଳ ବିଭାଗ ଦ୍ୱାରା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରି ଫେରିଛନ୍ତି। ଭଦ୍ରକ ପୌରପାଳିକା ଅଧୀନରେ ସଂଖ୍ୟାଲଘୁ ସମ୍ପ୍ରଦାୟର…

ଉପଜିଲାପାଳଙ୍କ ପାଖରେ ଫେରାଦ ହେଲେ ଚାଷୀ: ଧାନ କିଣୁନାହାନ୍ତି ମିଲର, ନଷ୍ଟ ହେଉଛି ଟୋକନ

ପୁରୁଷୋତ୍ତମପୁର,୨୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ଗ୍ରାମରେ ଚାଷୀଙ୍କ ଧାନକୁ ମିଲର ଓ ସମବାୟ ସମିତି କିଣୁ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ଚାଷୀଙ୍କୁ ବିକ୍ରି ଲାଗି ମିଳୁଥିବା ଟୋକନର ଅବଧି ସରିବାରେ ଲାଗିଛି । ଏହା…

କଳାହାଣ୍ଡି ଜିଲା କୋର୍ଟ ପରିସରରେ ସ୍ପେଶାଲ କୋର୍ଟ ‘ପୋକ୍ସୋ’ ଉଦ୍‌ଘାଟିତ

ଭବାନୀପାଟଣା,୨୮।୨ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋର୍ଟ ପରିସରରେ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ପେଶାଲ କୋର୍ଟ ‘ପୋକ୍ସୋ’ ଉଦ୍‌ଘାଟନ ହୋଇଯାଇଛି। ସୁପ୍ରିମ କୋର୍ଟ ଓ ଓଡ଼ଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟର ସବୁ ଜିଲାରେ ଅତିରିକ୍ତ ଜିଲା ଓ ଦୌରାଜଜ୍‌…

କଳାହାଣ୍ଡି ଜିଲା ଯୋଜନା କମିଟି ବୈଠକ: କୃଷି, ଉଦ୍ୟାନ ବିଭାଗ ଉପରେ ଗୁରୁତ୍ୱ

ଭବାନୀପାଟଣା,୨୮।୨ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ପ୍ଲାନିଂ ୱିଙ୍ଗ୍‌ କନ୍‌ଫେରେନି୍ଂସ ହଲ୍‌ଠାରେ ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟିର ଅଧ୍ୟକ୍ଷ ତଥା ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବକିଶୋର ଦାସ, ଗୃହ, ଶକ୍ତି, ଶିଳ୍ପମନ୍ତ୍ରୀ…

ଦିଲ୍ଲୀ ହିଂସା ପାଇଁ ଶାହାଙ୍କୁ ଦାୟୀ କଲା ପିସିସି: କୁଶପୁତ୍ତଳିକା ଦାହ, ଇସ୍ତଫା ଦାବି

ଭୁବନେଶ୍ୱର, ୨୮।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କର ଏହି ଗସ୍ତକୁ ବିରୋଧକରି ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ଆହ୍ବାନକ୍ରମେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ଶାହାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଦେଶରେ…

କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଅମିତ ଶାହାଙ୍କ କୁଶପୁତ୍ତଳିକା ଦାହ

କେନ୍ଦୁଝର,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଦେଶରେ ଅରାଜକତା ବୃଦ୍ଧି ପାଇ ଦେଖା ଦେଉଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଓ ଦିଲ୍ଲୀରେ ଘଟିଥିବା ଦଙ୍ଗାଜନିତ ହିଂସାକାଣ୍ଡ ପାଇଁ ଗୃହମନ୍ତ୍ରୀ ଅମିତ ଶାହା ଦାୟୀ। ତେଣୁ…

ପାଟଣା ବ୍ଲକର ୧୧ କେନ୍ଦ୍ରରେ କପିକରି ଧରାପଡ଼ିଲେ ୧୦ ଛାତ୍ରୀଛାତ୍ର

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୧୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ଶୁକ୍ରବାର ଦୁଇଟି କେନ୍ଦ୍ରରେ ୧୦ ଛାତ୍ରୀଛାତ୍ର କପିକରି ଧରା ପଡ଼ିଛନ୍ତି। ଏ ନେଇ ଡିପିସି ପୂର୍ଣ୍ଣଚନ୍ଦ୍ର ସେଠୀ ସୂଚନା ଦେଇଛନ୍ତି। ସାଧାରଣ ବିଜ୍ଞାନ ପରୀକ୍ଷାରେ ପାଟଣା…

ଶାହାଙ୍କ ଗସ୍ତକୁ ସୁନ୍ଦରଗଡ଼ରେ ବିରୋଧ: କୁଶପୁତ୍ତଳିକା ଦାହ କଲେ କଂଗ୍ରେସ କର୍ମୀ

ସୁନ୍ଦରଗଡ଼,୨୮।୨(ଡି.ଏନ୍‌.ଏ.): ସ୍ଥାନୀୟ ଡିଆର୍‌ଡିଏ ଛକଠାରେ ଶୁକ୍ରବାର ମଧ୍ୟାହ୍ନରେ ପୂର୍ବତନ ଜିଲାସଭାପତି ବେଣୁ ମାଧବ ତ୍ରିପାଠୀଙ୍କ ନେତୃତ୍ୱରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହାଙ୍କ ସ୍ବେଚ୍ଛାଚାରୀ ଓ ହିଂସା ସୃଷ୍ଟିକାରୀ ଶାସନ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ତାଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ଉକ୍ତ…

ମାର୍ଚ୍ଚ ପହିଲାରୁ ଗଞ୍ଜାମରେ ଟ୍ରାଫିକ ନିୟମ କଡ଼ାକଡ଼ି: ନ ମାନିଲେ ଦେବାକୁ ପଡ଼ିବ ମୋଟା ଅଙ୍କର ଜରିମାନା

ବ୍ରହ୍ମପୁର,୨୮।୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତ ୨୦୧୯ ସେପ୍ଟେମ୍ବର ୧ରେ ସାରା ଭାରତରେ ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ହୋଇଥିଲା । ବିଭିନ୍ନ କାରଣରୁ ଲୋକମାନଙ୍କୁ ସେମାନଙ୍କ ଯାନବାହନର କାଗଜପତ୍ର ପ୍ରସ୍ତୁତ ପାଇଁ ରାଜ୍ୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?