ଆମ ଜିଲା ଖବର

କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ: ଶାହାଙ୍କ କୁଶପୁତ୍ତଳିକା ଦାହ

ରାୟଗଡ଼ା ଅଫିସ,୨୮।୨: ଜିଲା ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏନେଇ କଂଗ୍ରେସ ପକ୍ଷରୁ ଗୃହମନ୍ତ୍ରୀଙ୍କୁ କଟାକ୍ଷ କରାଯିବା ସହ ଦିଲ୍ଲୀ ହିଂସାକାଣ୍ଡ ଏବଂ…

ପାନ ଛେପ ପକାଇବା ପଡ଼ିଲା ମହଙ୍ଗା: ୫୦୦ ଜରିମାନା ଗଣିଲେ ବ୍ୟକ୍ତି

ରାଉରକେଲା ଅଫିସ,୨୮।୨: ରାଉରକେଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଭିତରେ ପାନ, ଗୁଟ୍‌ଖା ଖାଇବାକୁ ଶୁକ୍ରବାରଠାରୁ ବାରଣ କରାଯାଇଛି। କର୍ମଚାରୀଙ୍କ ସହ କାର୍ଯ୍ୟାଳୟକୁ ଆସୁଥିବା ସାଧାରଣ ଲୋକ ମଧ୍ୟ ଏହି ନିୟମ ପାଳନ କରିବାକୁ ରାଉରକେଲା ପରିବହନ ଅଧିକାରୀ (ଆର୍‌ଟିଓ ) ବିଶ୍ୱରଞ୍ଜନ…

ପୁରୀରେ ପୋକ୍ସୋ କୋର୍ଟ ଉଦ୍‌ଘାଟିତ: ବିଚାର ହେବ ଯୌନ ନିର୍ଯ୍ୟାତନା ମାମଲା

ପୁରୀ ଅଫିସ,୨୮।୨: ନାବାଳିକା ଓ ନାବାଳିକଙ୍କୁ ଯୌନ ଶୋଷଣ ମାମଲାର ବିଚାର ପ୍ରକ୍ରିୟା ତ୍ୱରାନ୍ବିତ ହେବ। ଶୁକ୍ରବାର ପୁରୀ ଜିଲା କୋର୍ଟ ପରିସରରେ ପୋକ୍ସୋ କୋର୍ଟ ଉଦ୍‌ଘାଟିତ ହୋଇଯାଇଛି । ଜିଲା ଜର୍ଜ ବିଦ୍ୟୁତ୍‌ କୁମାର ମିଶ୍ର ଉପସ୍ଥିତ ହୋଇ ଏହାକୁ…

କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ: ବାଲୁକାକଳାରେ ସଚେତନତାର ବାର୍ତ୍ତା ଦେଲେ ସୁଦର୍ଶନ

ପୁରୀ ଅଫିସ,୨୮।୨: ମାର୍ଚ୍ଚ ପହିଲାରୁ କଡ଼ାକଡ଼ି ହେବ ଟ୍ରାଫିକ୍‌ ନିୟମ। ଉଲ୍ଲଂଘନକାରୀଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯିବ। ଏହା ପୂର୍ବରୁ ବାଲୁକାକଳା ମାଧ୍ୟମରେ ଲୋକମାନଙ୍କୁ ସଚେତନ କରାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ମଦ୍ୟପାନ କରି ଗାଡ଼ି ଚଳାନ୍ତୁ ନାହିଁ। ହେଲମେଟ୍‌…

ମାଟ୍ରିକ୍‌ ନୋଡାଲ ସେଣ୍ଟରରେ ଅଗ୍ନିକାଣ୍ଡ: ପ୍ରଶ୍ନପତ୍ର ଥିବା ଷ୍ଟ୍ରଙ୍ଗ୍‌ରୁମ ପାର୍ଶ୍ୱ କିରାଣି କକ୍ଷରେ ଲାଗିଲା ନିଆଁ

ସଜନାଗଡ଼,୨୮।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବଜାରସ୍ଥିତ କୈଳାସ ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଗୁରୁବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମାଟ୍ରିକ ପରୀକ୍ଷା ଲାଗି ଉକ୍ତ ବିଦ୍ୟାଳୟକୁ ନୋଡାଲ ସେଣ୍ଟର କରାଯାଇଥିବା ବେଳେ ୧୧ଟି କେନ୍ଦ୍ର ଯଥା ନୀଳଗିରି ବ୍ଲକର ୯ ଏବଂ…

ଓଡ଼ିଶାରେ ଶାହା: ପୂର୍ବାଞ୍ଚଳ ଜୋନ୍‌ ପରିଷଦ ବୈଠକରେ ଯୋଗ ଦେଲେ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକରେ ଯୋଗ ଦେଇଛଛନ୍ତି। ବିମାନ ବନ୍ଦରରୁ ସିଧା ଲୋକସେବା ଭବନ ଅଭିମୁଖେ ଶାହା ଯାତ୍ରା କରିଛନ୍ତି। ୨୪ତମ ପୂର୍ବାଞ୍ଚଳ ଜୋନ୍‌…

ଛାତ୍ରୀ ଅପହରଣ ଘଟଣା: ବ୍ୟବହୃତ କାର ଜବତ, ୩ ଅଟକ

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ନିକଟ ଦେଓଗାଁ ପଡିଆରୁ ୧୮ ବର୍ଷିୟା କଲେଜ ଛାତ୍ରୀଙ୍କୁ ୪ ଦୁର୍ବୃତ୍ତ ଏକ ଧଳା ହୁଣ୍ଡାଇ ଏକ୍ସ ଟେଣ୍ଟ କାରରେ ଅପହର କରାଯାଇଥିଲା। ଗୁରୁବାର ବିଳମ୍ବିତ ରାତିରେ ତୁରୁମୁଙ୍ଗା ଓ ଘଟଗାଁ…

ଭାଲୁ ଆକ୍ରମଣରେ ମହିଳା ଗୁରୁତର

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି ପଞ୍ଚାୟତ ପଲାଣିଘାଟି ପାତା ସାହିର ଜନୈକା ମହିଳା ଶୁକ୍ରବାର ସକାଳୁ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ଜେମାମଣି ମୁଣ୍ଡା(୨୫)। ପ୍ରକାଶ ଯେ, ସକାଳୁ ଜେନାମଣି ଘର ନିକଟ ବିଲକୁ…

ବ୍ୟବସ୍ଥିତ ହେବ ଶ୍ରୀମନ୍ଦିର ନୀତି

ପୁରୀ ଅଫିସ,୨୮।୨: ଶ୍ରୀମନ୍ଦିରରେ ଅନେକ ସମୟରେ ନୀତିରେ ବିଳମ୍ବ ହେଉଛି। ଏଥିଯୋଗୁ ଶ୍ରଦ୍ଧାଳୁମାନେ ଠିକ୍‌ ଭାବେ ଠାକୁରଙ୍କୁ ଦର୍ଶନ କରିପାରୁ ନ ଥିବାବେଳେ ମହାପ୍ରସାଦ ବାହାରିବାରେ ଡେରି ହେଉଛି। ଫଳରେ ବିଭିନ୍ନ ସମୟରେ ଭକ୍ତ ଅବଢା ନ ପାଇ ଫେରିବାକୁ ବାଧ୍ୟ…

ବାଙ୍କୀ ଡବଲ ମର୍ଡର ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ

ବାଙ୍କୀ,୨୮। ୨(ସ୍ବ.ପ୍ର.): ବାଙ୍କୀ ଡବଲ ମର୍ଡର ଘଟଣାରେ ପୂର୍ବରୁ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ବେଳେ ଗୁରୁବାର ଆଉ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ନୂଆଗାଁ ପଞ୍ଚାୟତସ୍ଥିତ ଖଜୁରିପଦା…

ହାତ ଚଳୁଥିଲା ପର୍ଯ୍ୟନ୍ତ ଭାତ ମିଳୁଥିବ

କଟକ ଅଫିସ,୨୮।୨: କର୍ମ ହିଁ ମଣିଷକୁ ପରିଚୟ ଦିଏ। ହେଲେ ସମୟ ମଣିଷର କର୍ମ ଓ ପରିଚୟକୁ ବି ବଦଳାଇପାରେ। ସମୟ ବଦଳିବା ସହିତ ମଣିଷ ପାଏ ଭିନ୍ନ ପରିଚୟ। ପ୍ରତିଦିନ ବିଳମ୍ବିତ ରାତିରେ ମଙ୍ଗୁଳିଛକରେ ଚା’ ବିକୁଥିବା ହରିହର ପତିଙ୍କ…

ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ

ତିର୍ତ୍ତୋଲ,୨୮।୨ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅଧୀନ ତେନ୍ତୁଳିପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଞ୍ଚଳବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ପଞ୍ଚାୟତ ଅଞ୍ଚଳରେ ଅନେକ ଅଯୋଗ୍ୟଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇଥିବା ବେଳେ ଯୋଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?