ଚାଷୀଙ୍କୁ ଦାଉ ସାଧିଲା ଅଦିନିଆ ବର୍ଷା
ବଡ଼ସାହି,୨୮ା୧୨(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଞ୍ଚଳରେ ଅଦିନିଆ ବର୍ଷା ଦାଉ ସାଧିଛି। ଅମଳ ହୋଇ ବିଲରେ ଗଦା ହୋଇ ରହିଥିବା ପାଚିଲା ଧାନ ବର୍ଷାରେ ଓଦା ହୋଇ ଯାଇଛି ା ଚାଷ ଜମିଗୁଡିକରେ ପାଣି ଜମି ରହିଥିବାରୁ କଟା ହୋଇ…
ସେଲ୍ଫି ନେଲା ବେଳେ ଯୁବକଙ୍କୁ କଚାଡ଼ିଲା ଦନ୍ତା
କୁଆମରା,୨୮ା୧୨(ଡି.ଏନ୍.ଏ.)- ହାତୀ ଦେଖିବାକୁ ଯାଇ ଜଣେ ଯୁବକ ମୋବାଇଲରେ ସେଲ୍ଫି ନେବା ବେଳେ ମାଡ଼ି ଆସିଲା ବିପଦ। ୫୦୦ ମିଟର ପର୍ଯ୍ୟନ୍ତ ଗୋଡାଇଲା ଦନ୍ତାହାତୀ। ଶୁଣ୍ଢରେ ତାଙ୍କୁ ଉଠାଇ ଫିଙ୍ଗିଦେଲା କିଛି ଦୂରକୁ । ସୌଭାଗ୍ୟବଶତଃ ହାତୀ ଆକ୍ରମଣରୁ ବର୍ତ୍ତି ଯାଇଥିଲେ…
ଆଳୁ ୧୦, ପିଆଜ କିଲୋ ୫୦
କଟକ ସଦର,୨୮ା୧୨(ଡି.ଏନ୍.ଏ.): ରାଜ୍ୟରେ ଆଳୁ ଓ ପିଆଜ ଦର ଆକାଶଛୁଅଁ। ଥିବା ବେଳେ ଶୁକ୍ରବାର କଟକ ସଦର ବ୍ଲକ ଅନ୍ତର୍ଗତ କିଶୋରନଗର ହାଟରେ ଜଣେ ବେପାରୀ ଆଳୁ କିଲୋ ୧୦ଟଙ୍କା ଓ ପିଆଜ କିଲୋ ୫୦ଟଙ୍କା ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା।…
ଜିଲା ଯୋଜନା କମିଟି ବୈଠକ: ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ଉପରେ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୨୮।୧୨-ବାଲେଶ୍ୱର ଜିଲାପରିଷଦ ସଭାଗୃହରେ ଶୁକ୍ରବାର ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଭୋଗରାଇ ବିଧାୟକ ଅନନ୍ତ ଦାସ ଅଧ୍ୟକ୍ଷତା କରିବା ସହିତ ଜିଲାର ବିକାଶ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ…
ସିଏଏ, ଏନ୍ଆର୍ସି ବିରୋଧରେ ମାନବ ଶୃଙ୍ଖଳ
କଟକ ଅଫିସ, ୨୮ା୧୨: କେନ୍ଦ୍ର ସରକାର ବେକାରୀ, ଦରଦାମ୍ ବୃଦ୍ଧି ଓ ସାଧାରଣ ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରିବାରେ ବିଫଳ ହୋଇଛନ୍ତି। ସେହିପରି ଛାତ୍ର, ଯୁବକ, ମହିଳା, ଚାଷୀ, ଶ୍ରମିକଙ୍କ ସମସ୍ୟା ମଧ୍ୟ ଦୂର କରିପାରି ନାହାନ୍ତି। ଅନ୍ୟପକ୍ଷରେ କେନ୍ଦ୍ର…
ମାଲଗୋଦାମରେ ଜିଲା ଯୋଗାଣ ବିଭାଗର ଚଢ଼ାଉ: ପିଆଜ ୭୦, ଆଳୁ ୨୦ଟଙ୍କାରେ ବିକ୍ରି ପାଇଁ ତାଗିଦ
କଟକ ଅଫିସ,୨୮ା୧୨: କଟକ ଜିଲା ଯୋଗାଣ ବିଭାଗ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ କଟକ ମାଲଗୋଦାମ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ଜିଲା ଯୋଗାଣ ବିଭାଗ ଅଧିକାରୀ ଅମର କୁମାର ମହାପାତ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଥିଲା। ଏହି ସମୟରେ ହୋଲସେଲର ବ୍ୟବସାୟୀମାନଙ୍କୁ ପିଆଜ…
କପିଳାସ ନାଟ୍ୟ ମହୋତ୍ସବର ତୃତୀୟ ସନ୍ଧ୍ୟା:ପଥଭ୍ରଷ୍ଟ ପୁତ୍ରଙ୍କୁ ଶିକ୍ଷା ଦେବାକୁ ‘ପୁତ୍ରପୂଜା’
ଢେଙ୍କାନାଳ ଅଫିସ,୨୮ା୧୨ ଢେଙ୍କାନାଳର ନାଟ୍ୟ ଅନୁଷ୍ଠାନ କଳାପରିଷଦ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମସ୍ଥିତ ଗଜଲକ୍ଷ୍ମୀ କଳାମଣ୍ଡପଠାରେ ଆୟୋଜିତ ହେଉଥିବା ଜାତୀୟ ବହୁଭାଷୀ କପିଳାସ ନାଟକ ମହୋତ୍ସବର ଶୁକ୍ରବାର ତୃତୀୟ ସନ୍ଧ୍ୟାରେ ଭୁବନେଶ୍ୱରର ପଞ୍ଚମବେଦ ପକ୍ଷରୁ ଓଡ଼ିଆ ନାଟକ ‘ପୁତ୍ର ପୂଜା’ ମଞ୍ଚସ୍ଥ…
ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନାରେ ଆଲୁମନି ମିଟ୍:ଅନୁଭୂତି କହିଲେ ନିଯୁକ୍ତି ପାଇଥିବା ୫୭ ଯୁବତୀଯୁବକ
ଅନୁଗୋଳ ଅଫିସ, ୨୮।୧୨ କେନ୍ଦ୍ର ସରକାରଙ୍କ ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନାରେ ନିଜ ଦକ୍ଷତା ବୃଦ୍ଧି କରି ଆନ୍ଧ୍ରପ୍ରଦେଶ, ବାଙ୍ଗାଲୋର, ତାମିଲନାଡ଼ୁ ଓ ମହାରାଷ୍ଟ୍ରରେ ଚାକିରି କରିଥିବା ଅନୁଗୋଳ ଜିଲାର ଯୁବତୀଯୁବକମାନେ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଏକତ୍ରିତ…
ଡାକ୍ତର ଅଙ୍କୁଶ ଜାଜୋଡ଼ିଆଙ୍କୁ ସ୍ବର୍ଣ୍ଣପଦକ
କଟକ ଅଫିସ, ୨୮ା୧୨: ଡାକ୍ତର ଅଙ୍କୁଶ ଜାଜୋଡ଼ିଆଙ୍କୁ ଦିଲ୍ଲୀସ୍ଥିତ ଆମ୍ବେଡକର ଇଣ୍ଟରନ୍ୟାଶନାଲ ସେଣ୍ଟରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ସ୍ବର୍ଣ୍ଣପଦକ ପ୍ରଦାନ କରିଛନ୍ତି। ସର୍ବଭାରତୀୟ ସ୍ତରରେ ଡିଏନ୍ବି ରେଡିିଓଲୋଜିରେ ଉଚ୍ଚମାନର କାର୍ଯ୍ୟଦକ୍ଷତା ପାଇଁ ଡା. ଅଙ୍କୁଶଙ୍କୁ ଏହି ସ୍ବର୍ଣ୍ଣପଦକ ଦିଆଯାଇଛି। ଏହି…
ପୂର୍ବ ଶତ୍ରୁତାରୁ ମୂକ ବ୍ୟକ୍ତିଙ୍କୁ ଛୁରାମାଡ଼: ଅଭିଯୁକ୍ତ ପୁଅ ଗିରଫ, ମା’ ଫେରାର
କଟକ ଅଫିସ,୨୮ା୧୨: ମାଲଗୋଦାମ ଥାନା ଅନ୍ତର୍ଗତ ସମାଧିପାଟଣମ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ମୂକ ବ୍ୟକ୍ତିଙ୍କୁ ରାଜୁ ନାୟକ (୩୦) ଓ ତାଙ୍କ ମା’ ତୁଳସୀ ନାୟକ(୫୦) ଛୁରା ମାଡ଼ କରିଛନ୍ତି।…
ଜବରଦଖଲକାରୀ ମାଡ଼ି ବସିଛନ୍ତି ଜମି: ୬୦ ବର୍ଷର ହାଟର ମିଳୁନି ଚିହ୍ନବର୍ଣ୍ଣ
ବଅଁରପାଳ, ୨୮।୧୨ (ଡି.ଏନ୍.ଏ.) ବଅଁରପାଳ ବ୍ଲକ ବଳରାମପ୍ରସାଦ ଠାରେ ଥିବା ପ୍ରାୟ ୬୦ ବର୍ଷର ଏକ ପୁରାତନ ହାଟର ଆଉ ଚିହ୍ନବର୍ଣ୍ଣ ନାହିଁ। ଏହାର ଜମି ଏବେ ଜବରଦଖଲକାରୀଙ୍କ କବ୍ଜାକୁ ଚାଲିଯାଇଛି। ଫଳରେ ଏହା ଉପରେ ନିର୍ଭର କରୁଥିବା ସ୍ଥାନୀୟ ଚାଷୀ…
ଢେଙ୍କାନାଳ ସହରରେ ସିରିଜ ଦୁର୍ଘଟଣାକୁ ନେଇ ଉତ୍ତେଜନା:୪ ବାଇକ୍କୁ ଧକ୍କା ଦେଲା କାର୍
ଢେଙ୍କାନାଳ ଅଫିସ,୨୮ା୧୨ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ପଛପାଖ କଚେରୀ ରୋଡ୍ରେ ଶୁକ୍ରବାର ସିରିଜ ଦୁର୍ଘଟଣା ଘଟିଛି। ନିଶାଶକ୍ତ ଅବସ୍ଥାରେ ଥିବା ଏକ କାର୍ ଚାଳକ ଦ୍ରୁତ ଗତିରେ ଗାଡ଼ି ଚଳାଇ ରାସ୍ତାର ବାମ ପାର୍ଶ୍ୱରେ ୪ଟି ବାଇକ୍କୁ ଧକ୍କା ଦେଇଥିଲେ। ଫଳରେ…
Archives


