ଆମ ଜିଲା ଖବର

ଟ୍ରକ୍‌ ତଳେ ପଶିଗଲା ମୋପେଡ, ଦମ୍ପତି ମୃତ

ପାତ୍ରପୁର,୨୭ା୨(ଡି.ଏନ୍‌.ଏ.)- ଜାତୀୟ ରାଜପଥ ନଂ.୧୬ ଆନ୍ଧ୍ରପ୍ରଦେଶ ଭେସି ଓ କୁଲାମ ମଧ୍ୟସ୍ଥଳରେ ଗୁରୁବାର ଏକ ମର୍ମତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ତଳେ ମୋପେଡ ପଶିଯିବାରୁ ନାତି ବ୍ରତୋପନୟନକୁ ଯାଉଥିବା ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ପାତ୍ରପୁର ବ୍ଲକ ଗୁଣ୍ଡ୍ରା…

ବୃଦ୍ଧଙ୍କଠାରୁ ଲୁଟିନେଲେ ଦୁର୍ବୃତ୍ତ

ଚିକିଟି,୨୭ା୨(ଡି.ଏନ.ଏ.)- ବ୍ରହ୍ମପୁର ପୋଲିସ୍‌ ଜିଲା କେ.ନୂଆଗଁା ଥାନା କରବାଲୁଆ ଛକ-ଭୋଳାସିଙ୍ଗି ରାସ୍ତାରେ ଥିବା ମା’ ବଗଳାମୁଖି ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ଜଣେ ବୃଦ୍ଧ ଲୁଟ୍‌ର ଶିକାର ହୋଇଛନ୍ତି। ସେ ହେଲେ କଳବାଡ ପଞ୍ଚାୟତ ବଡଗଁା ଗ୍ରାମର ରଘୁ ବେହେରା (୬୦)।…

ଦନ୍ତାହାତୀ ଉପଦ୍ରବ: ଲୋକେ ଆତଙ୍କିତ, ୪ଘର ଭାଙ୍ଗି ଧାନ ଚାଉଳ ଖାଇଲା

ବାଲିଶଙ୍କରା, ୨୭।୨ (ଡି.ଏନ.ଏ)-ସୁନ୍ଦରଗଡ଼ ଜିଲାର ବିଭିନ୍ନ ବନ ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ସୁନ୍ଦରଗଡ଼ ସଦର ରେଞ୍ଜ ରାଉଳଡେଗା ସେକ୍ସନର ଘୋଘର ଗ୍ରାମରେ ବୁଧବାର ରାତିରେ ଏକ ଦନ୍ତାହାତୀ ପଶି ବ୍ୟାପକ କ୍ଷତି ଘଟାଇଛି। ଫଳରେ ଲୋକେ ଆତଙ୍କିତ…

ମନ୍ଦିରକୁ ଧକ୍କା ଦେଲା କାର୍‌, ଦମ୍ପତି ଆହତ

ମନମୁଣ୍ଡା, ୨୭।୨ (ଡି.ଏନ.ଏ) ବୌଦ୍ଧ ଜିଲା ମନମୁଣ୍ଡାର ମେଟାକାନୀ ମନ୍ଦିରରେ ଗୁରୁବାର ଏକ କାର୍‌ ଧକ୍କା ଦେବାରୁ ମନ୍ଦିର ସମ୍ମୁଖ ଭାଗ ଭାଙ୍ଗି ଯାଇଛି । ସେହିପରି ସମ୍ପୃକ୍ତ କାର୍‌ ମଧ୍ୟ ଚୂରମାର ହୋଇଯାଇଛି । ଅପରାହ୍ନ ପ୍ରାୟ ସାଢ଼େ ୨ଟା…

ସଂଗ୍ରାମଙ୍କୁ ଯୁବ ପ୍ରେରଣା ସମ୍ମାନ

ବନ୍ତ,୨୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ଗ୍ରାମର ଯୁବ ପ୍ରତିଭା ତଥା ଶୁଭପଲ୍ଲବ ଇ-ପତ୍ରିକାର ପ୍ରତିଷ୍ଠାତା ତଥା ସମ୍ପାଦକ ସଂଗ୍ରାମ କେଶରୀ ସେନାପତିଙ୍କୁ ଯୁବ ପ୍ରେରଣା ସମ୍ମାନରେ ସମ୍ମାନିତ କରାଯାଇଛି। ଗତ ୨୦ ଓ ୨୧ ତାରିଖରେ ଦିଲ୍ଲୀସ୍ଥିତ କନ୍‌ଷ୍ଟିଚ୍ୟୁସନ କ୍ଲବ…

ତିନିଦିନ ହେଲା ସ୍କୁଲରେ ତାଲା, ଡିଇଓ କହିଲେ ଜାଣିନାହିଁ

କେନ୍ଦୁଝର, ୨୭ା୨(ସ୍ବ.ପ୍ର.): ସରକାର ଉତ୍ତମ ଶିକ୍ଷାଦାନ ପାଇଁ ବିଭିନ୍ନ ଯୋଜନା ଲାଗୁ କରୁଥିବା ବେଳେ କେନ୍ଦୁଝରରେ ଉପଯୁକ୍ତ ତଦାରଖ ଅଭାବରୁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ସାହାରପଡ଼ା ବ୍ଲକ ବାଇକଳା ଗ୍ରାମରେ ଥିବା ମହାପାଟ ଉଚ୍ଚ ବିଦ୍ୟାଳୟରେ ୩ ଦିନ…

ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା: ଗଛକୁ ଧକ୍କା ଦେଲା ଅଟୋ, ୮ ଆହତ

ହିିଞ୍ଜିଳିକାଟୁ, ୨୭ା୨(ଡି.ଏନ୍‌.ଏ): ଘନ କୁହୁଡ଼ି ଯୋଗୁ ଗଞ୍ଜାମ ଜିଲା ୫୯ ନଂ. ଜାତୀୟ ରାଜପଥ ହିଞ୍ଜିଳିକାଟୁ ଥାନା ସୋମପୁର ଛକ ନିକଟରେ ଗୁରୁବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ଏକ ଅଟୋ ରାସ୍ତାପାର୍ଶ୍ୱ ଗଛକୁ ପିଟି ହେବାରୁ ଏଥିରେ ଯାଉଥିବା…

ଜିଲାପାଳଙ୍କ ସ୍ବଚ୍ଛତା ତଦାରଖ; ଡଷ୍ଟବିନ୍‌ ନ ଥିବାରୁ ଦୋକାନୀଙ୍କୁ ଜରିମାନା: ଶାୈଚାଳୟରେ ପାଣି ଜମିଥିବା ସ୍ଥାନ ନିଜେ ସଫା କଲେ

ହିିଞ୍ଜିଳିକାଟୁ, ୨୭ା୨(ଡି.ଏନ୍‌.ଏ): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ରାତି ପ୍ରାୟ ୧୦ରେ ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ଗସ୍ତକରି ସହରର ସ୍ବଚ୍ଛତା ତଦାରଖ କରିଥିଲେ। ମୁଖ୍ୟ ବଜାରରେ ଥିବା ଏକ ରାଶନ ଦୋକାନ ନିରୀକ୍ଷଣ କରିଥିଲେ। ସେଠାରେ ଡଷ୍ଟବିନ ନ ଥିବାରୁ…

ଜଳ ବିଭାଜିକା ଯୋଜନାରେ ପିଏସ୍‌ଏମ୍‌ଇ ଅନୁଦାନ ହେରଫେର ଅଭିଯୋଗ, ତାତିଲେ ଚାଷୀ

କେନ୍ଦୁଝର, ୨୭ା୨ (ସ୍ବ.ପ୍ର.) : ପ୍ରଧାନମନ୍ତ୍ରୀ କୃଷି ସିଚାଇ ଯୋଜନାରେ କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ବାରିଆ ଅଞ୍ଚଳରେ ପିଏସ୍‌ଏମ୍‌ଇ ଅନୁଦାନ ଅର୍ଥ ଚଞ୍ଚକତା କରି ହେରଫେର କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ କିଛି ଚାଷୀ ଜଳ ବିଭାଜିକା ପିଡି…

ବେଆଇନ ପାଥୋଲାବ୍‌ରେ ଚଢ଼ାଉ: ୭ ଦିନ ମଧ୍ୟରେ କାଗଜପତ୍ର ଦାଖଲ କରିବାକୁ ନିର୍ଦ୍ଦେଶ

ବାଲେଶ୍ୱର ଅଫିସ,୨୭।୨: ଜିଲାପାଳଙ୍କ ନିର୍ଦ୍ଦେଶରେ ଗଠିତ ସ୍ବତନ୍ତ୍ର ଟିମ୍‌ ପକ୍ଷରୁ ଗୁରୁବାର ବିଭିନ୍ନ ପାଥୋଲାବ୍‌ରେ ଚଢ଼ାଉ କରାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖ ଶ୍ରୀଗଣେଶ, ପ୍ରଶାନ୍ତି, ବନଦୁର୍ଗା, ଗାୟତ୍ରୀ, ନିୟୁ ଲାଇଫ୍‌, ବିଜୟା ଆଦି ୨୦ରୁ ଊର୍ଦ୍ଧ୍ୱ ପାଥୋଲାବ୍‌ରେ ଚଢ଼ାଉ କରାଯାଇ…

ବକେୟା ଟଙ୍କା ପ୍ରଦାନ ଦାବି: ମେସ୍କୋ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବଡ଼ବିଲ,୨୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କାଶିଆସ୍ଥିତ ମେସ୍କୋ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ପରିବହନକାରୀ ସଂସ୍ଥା ଗୁରୁବାର ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ପରିବହନକାରୀ ସଂସ୍ଥା କମ୍ପାନୀର ଲୁହାପଥର ପରିବହନ କରିଥିଲେ। ମାତ୍ର କମ୍ପାନୀ ସେମାନଙ୍କ ୧୫କୋଟି…

ମନ୍ଦିର କାନ୍ଥରେ ପିଟିହେଲା କାର୍‌

କଣ୍ଟାମାଳ,୨୭।୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର ଖଟଖଟିଆ ମେଟାକାନୀ ମନ୍ଦିର କାନ୍ଥରେ ଗୁରୁବାର ମଧ୍ୟାହ୍ନରେ ଏକ କାର୍‌ ପିଟି ହୋଇଛି। ଏହି ଦୁର୍ଘଟଣାରେ ଜଣେ ମହିଳା ଆହତ ହୋଇଥିବା ବେଳେ ଡ୍ରାଇଭରଙ୍କ ସମ୍ପର୍କରେ ପୋଲିସ କୌଣସି ସୂଚନା ଦେଇନାହିଁ। ଦୁର୍ଘଟଣାରେ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?