ଆମ ଜିଲା ଖବର

ପଦବୀ ପାଇଁ ଚାଲିଛି ଅଙ୍କକଷା

ଅନୁଗୋଳ ଅଫିସ, ୨୭।୨ – ଅନୁଗୋଳ ପୌରପାଳିକାରେ ଖାଲି ପଡ଼ିଥିବା ବିଭିନ୍ନ ପଦପଦବୀକୁ ନେଇ ଏବେ କର୍ମଚାରୀଙ୍କ ମଧ୍ୟରେ ଚାଲିଛି ଅଙ୍କକଷା। ଘଣ୍ଟାକୁ ଘଣ୍ଟା ସେମାନେ ମେଳି ବାନ୍ଧି କାହାକୁ କେଉଁ ଚୌକି ମିଳିବ ସେ ସମ୍ପର୍କରେ ଆଲୋଚନା କରୁଛନ୍ତି। ଗତ…

କଲ୍ୟାଣମଣ୍ଡପ, ମାର୍କେଟ କମ୍ପ୍ଲେକ୍ସ ଦାବି

ବଇଣ୍ଡା, ୨୭ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ଠେଲକନାଳୀ ପଞ୍ଚାୟତ ଠେଲକନାଳୀ ଗ୍ରାମରେ ବିଭିନ୍ନ ସମସ୍ୟା ଲାଗିରହିଥିଲେ ହେଁ ଏଥିପ୍ରତି ଗୁରୁତ୍ୱ ଦିଆଯାଉନାହିଁ। ପଞ୍ଚାୟତ ଗଠନ ହୋଇଥିଲେ ମଧ୍ୟ ଗ୍ରାମର ବିକାଶ ହୋଇପାରୁନାହିଁ। ବିଶେଷକରି ସରକାରୀ ଯୋଜନାମାନ ଏଠାରେ ଠିକ୍‌…

ଉପାନ୍ତ ଗାଁ ବାତେପଙ୍ଗା, ମୌଳିକ ସୁବିଧା ଅପହଞ୍ଚ

ମନମୁଣ୍ଡା, ୨୭।୨ (ଡି.ଏନ.ଏ) ବୌଦ୍ଧ ବ୍ଲକର ୪୩ଟି ଗ୍ରାମକୁ ନେଇ ଗଠିତ ଶଗଡା ପଞ୍ଚାୟତ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ କ୍ଷେତ୍ରରେ ଅବହେଳିତ ହୋଇରହିଛି। ମନମୁଣ୍ଡାଠାରୁ ୩୦ କିମି ଦୂରରେ ଥିବା ଆଦିବାସୀ ଅଧ୍ୟୁଷିତ ବାତେପଙ୍ଗା ସମେତ କକଟପଙ୍ଗା, ଶିଗାଡି, ମିନକାସାହି, ଚୁହୁରାକନ,…

ପରୀକ୍ଷା ହଲ୍‌ରୁ ମିଳିଲା ମୋବାଇଲ

ପରଜଙ୍ଗ, ୨୭।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଆଳୋସ୍ଥିତ ଅଷ୍ଟଶମ୍ଭୁ ବିଦ୍ୟାନିକେତନ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ ବୁଧବାର ଏକ ମୋବାଇଲ ଫୋନ୍‌ ଜବତ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତ୍ରିସ୍ତରୀୟ ଚେକିଂ ବଳୟ ଭେଦ କରି ମୋବାଇଲ କିପରି…

ଫେୟାରୱେଦର ରାସ୍ତା ଭୁଶୁଡିଲା

ଅତାବିରା, ୨୭।୨ (ଡି.ଏନ.ଏ) ବରଗଡ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଝାଉଁଯୋର ନଦୀରେ ନିର୍ମାଣ କରାଯାଇଥିବା ଫେୟାରୱେଦର ରାସ୍ତା ଅଦିନିଆ ବର୍ଷା ଯୋଗୁ ଉପରମୁଣ୍ଡରୁ ପାଣି ଆସି ଭୁଶୁଡି ଯାଇଛି । ନଦୀ ଭିତରେ ଏହି ରାସ୍ତାର ଉଚ୍ଚତା କମ୍‌ ଥିବାରୁ…

ଲାଗିଲା ମମତା ବିରୋଧୀ ପୋଷ୍ଟର

ପୁରୀ ଅଫିସ,୨୭ା୨: ନାଗରିକତ୍ୱ ସଂଶୋଧିତ ଆଇନ (ସିଏଏ)କୁ ନେଇ ସାରା ଦେଶରେ ଏବେ ବିରୋଧ ଚାଲିଛି। ବିଶେଷ କରି ଦିଲ୍ଲୀରେ ସିଏଏ ବିରୋଧୀ ହିଂସା ଉଗ୍ରରୂପ ନେଇଥିବାବେଳେ ସିଏଏ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ଛକାପଞ୍ଛା ଚାଲିଛି। ତେବେ ବୁଧବାର ପଶ୍ଚିମବଙ୍ଗ…

ଗଣଶିକ୍ଷା ମନ୍ତ୍ରୀଙ୍କ ମାଟ୍ରିକ ପରୀକ୍ଷାକେନ୍ଦ୍ର ପରିଦର୍ଶନ

ନିମାପଡ଼ା ,୨୭ା୨(ଡି.ଏନ୍‌.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ନିମାପଡ଼ା ବ୍ଲକ ଅନ୍ତର୍ଗତ ନାଗବସ୍ତ ନୋଡାଲ ଉଚ୍ଚ ବିଦ୍ୟାଳୟ ମାଟ୍ରିକ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ପରୀକ୍ଷାକେନ୍ଦ୍ରରେ ୧୮୩ ଛାତ୍ରୀଛାତ୍ର ପରୀକ୍ଷା ଦେଉଥିବା ପରୀକ୍ଷାକେନ୍ଦ୍ର ଦାୟିତ୍ୱରେ…

ବିହନ ଉତ୍ପାଦନ କ୍ଷେତ୍ରରେ ହରିଶ୍ଚନ୍ଦ୍ରଙ୍କ ଅବଦାନ ଅତୁଳନୀୟ

ରଘୁନାଥପୁର,୨୭ା୨ (ଡି.ଏନ.ଏ.): ଏହି ବ୍ଲକ ରେଢୁଆ ନୂଅଗାଡ଼ସ୍ଥିତ ଗୋରଖନାଥ କୃଷକ ମହାସଂଘ ପରିସରରେ କୃଷି ଓ କୃଷକଙ୍କ ପାଇଁ କାର୍ଯ୍ୟ କରୁଥିବା ଲାଲ(ଲିଭ ଆଣ୍ଡ ଲେଟ୍‌ଲିଭ୍‌)ର ପଥ ପ୍ରଦର୍ଶକ ସ୍ବାଗତ ହରିଶ୍ଚନ୍ଦ୍ର ଭୂୟଁ।ଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି।…

ମନ ମୋହିଲା ନାଟକ ରଙ୍ଗ ବଦଳେ

ପୁରୀ ଅଫିସ,୨୭ା୨: ପରିବର୍ତ୍ତିତ ସମାଜରେ ସମୟାନୁସାରେ ସବୁ କିଛି ବଦଳିଥାଏ। କିଏ ନିଜର ସ୍ବାର୍ଥ ଲାଗି ତ ଆଉ କିଏ ପରିବାର ଏବଂ କିଏ ସାମୂହିକ ଦୃଷ୍ଟିରୁ ପରିବର୍ତ୍ତିତ ହୋଇଥାନ୍ତି। ବିଭିନ୍ନ ସମୟରେ ମନୁଷ୍ୟ ନିଜର ରଙ୍ଗ ବଦଳାଇଥାଏ। ବୁଧବାର ଅନ୍ନପୂର୍ଣ୍ଣା…

ପୁରୀ ରେଳ ଷ୍ଟେଶନ ସାଜିଛି ମାନବ ଚାଲାଣର ମାଧ୍ୟମ

ପୁରୀ ଅଫିସ,୨୭ା୨: ଓଡ଼ିଶାର ଆଦିବାସୀ ଅଞ୍ଚଳଗୁଡ଼ିକରୁ ବାହାର ରାଜ୍ୟକୁ ମାନବଚାଲାଣ କରାଯାଉଛି। ଏ ନେଇ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଉଛି। ଟ୍ରେନରେ ମାନବ ଚାଲାଣ ର଼୍ୟାକେଟ ସକ୍ରିୟ ହୋଇ ଉଠିଛନ୍ତି। ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼ା ପ୍ରଭୃତି ଅଞ୍ଚଳରୁ ନାବାଳିକା,…

ପୁରୀ ସମୁଦ୍ରରେ ଡଲ୍‌ଫିନ୍‌

ପୁରୀ ଅଫିସ,୨୭ା୨: ପୁରୀ ସମୁଦ୍ରରେ ବୁଧବାର ସକାଳେ ୩ଟି ଡଲ୍‌ଫିନ ଦେଖାଯାଇଛନ୍ତି। ଉପକୂଳଠାରୁ ମାତ୍ର ୧୦୦ ମିଟର ମଧ୍ୟରେ ଏହି ଡଲଫିନ ଯାଉଥିବାରୁ ପର୍ଯ୍ୟଟକମାନେ ଦେଖି ବେଶ୍‌ ଖୁସି ହୋଇଥିଲେ। ସକାଳ ପ୍ରାୟ ୯ଟା ସମୟରେ ମଙ୍ଗଳା ମୁହାଣ ପଟୁ ୩ଟି…

ମୁଦୁଲି ଦ୍ୱାର ଦେଇ ଭକ୍ତ ପ୍ରବେଶ

ପୁରୀ ଅଫିସ,୨୭ା୨: ଶ୍ରୀମନ୍ଦିର ଆସୁଥିବା ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ ଦେଇଛନ୍ତି ସୁପ୍ରିମକୋର୍ଟ। ଦର୍ଶନାର୍ଥୀ ଯେପରି ଶାନ୍ତିଶୃଙ୍ଖଳାରେ ମହାପ୍ରଭୁଙ୍କ ଦର୍ଶନ କରିବେ ସେଥିଲାଗି ସମସ୍ତ ପ୍ରକାର ବ୍ୟବସ୍ଥା କରିବା ପାଇଁ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?