ଆମ ଜିଲା ଖବର

ପାନୀୟଜଳ ସମସ୍ୟା ନେଇ ଦାବିପତ୍ର

ଜି.ଉଦୟଗିରି,୨୭ା୨(ଡି.ଏନ୍‌.ଏ.) – ମହିଳା ଜୀବିକା ସୁରକ୍ଷା ମଞ୍ଚ ଜି.ଉଦୟଗିରି ତରଫରୁ ବୁଧବାର ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଶତାଧିକ ମହିଳା ବିଭିନ୍ନ ପ୍ଲାକାର୍ଡ ଧରି ସହର ପରିକ୍ରମା…

ବିଜୁଳି, ପାଣି ପାଇଁ ଲୋକେ ହଇରାଣ

ଫୁଲବାଣୀ ଅଫିସ, ୨୭ା୨ – ଫୁଲବାଣୀ ସହରେ ମଙ୍ଗଳବାର ସକାଳେ ତାଣ୍ଡବ ରଚାଇଥିଲା ବର୍ଷା ପବନ। ବୁଧବାର ସନ୍ଧ୍ୟାସୁଦ୍ଧା ରାସ୍ତାଘାଟରେ ଯାତାୟାତ ସ୍ବାଭାବିକ ହୋଇଥିଲେ ମଧ୍ୟ ବିଦ୍ୟୁତ୍‌ ଲୁଚକାଳି ଖେଳୁଛି। ଏ ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇନାହିଁ। ଲୋକେ…

ମହଙ୍ଗା ପଡ଼ିଲା ଦ୍ୱିତୀୟ ବିବାହ: ବାହାବେଦିରୁ ଥାନାକୁ ଗଲେ ବର

କଟକ ଅଫିସ,୨୭ା୨: ୩ ବର୍ଷ ତଳେ ପାଠ ପଢାଉଥିବାବେଳେ ନିଜ ଛାତ୍ରୀଙ୍କ ପ୍ରେମରେ ପଡ଼ିଥିଲେ। ପରେ ତାଙ୍କୁ କୋର୍ଟରେ ବିବାହ କରିଥିଲେ। ଉଭୟଙ୍କୁ ସ୍ବାମୀ-ସ୍ତ୍ରୀ ଭାବେ ଆଇନର ସ୍ବୀକୃତି ମିଳିଥିଲା। ତେବେ ସ୍ତ୍ରୀଙ୍କୁ ନିଜ ଘରକୁ ନେଇ ନ ଥିଲେ କି…

ଅନାସ୍ଥାରେ ପଦ ହରାଇଲେ ଅଧ୍ୟକ୍ଷା

ବାଲିଗୁଡା,୨୭ା୨(ଡି.ଏନ୍‌.ଏ.) – ବାଲିଗୁଡା ଏନ୍‌ଏସି ଅଧ୍ୟକ୍ଷା ମମତା ବେହେରା ଅନାସ୍ଥାରେ ପଦ ହରାଇଛନ୍ତି। ବୁଧବାର ପୂର୍ବାହ୍ନ ୧୧ଟାରେ ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଅନାସ୍ଥା ପ୍ରସ୍ତାବକୁ ନେଇ ଭୋଟ ହୋଇଥିଲା। ବାଲିଗୁଡା ଉପଜିଲାପାଳ ଦେବେନ୍ଦ୍ର ନନ୍ଦ ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇଥିଲେ।…

ଅସୁରକ୍ଷିତ ଭଞ୍ଜବିହାର ଛାତ୍ରାବାସ

ବ୍ରହ୍ମପୁର ଅଫିସ,୨୭ା୨ – ଭଞ୍ଜବିହାରରେ ୬ ଛାତ୍ରାବାସ ରହିଛି। ସେଗୁଡିକ ହେଲୋ ଋଷିକୁଲ୍ୟା, ବଂଶଧାରା, ନାଗାବଳୀ, ଇନ୍ଦ୍ରାବତୀ, ବାହୁଦା ଓ ଯୋଗେନ୍ଦ୍ର । ଏହା ସବୁ ଛାତ୍ରାବାସରେ ପିଲାମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ଦେଉଛନ୍ତି । ମୌଳିକ ସୁବିଧା…

ରାସ୍ତାରେ ବସି ଆଇନଜୀବୀଙ୍କ ସତ୍ୟାଗ୍ରହ ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୨୭ା୨ – ଗଞ୍ଜାମ ଜିଲାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯାଉ ବୋଲି ୧୨ ବର୍ଷ ହେଲା ଦାବି ହେଉଛି। ଦିଗରେ କୌଣସି ପଦକ୍ଷେପ ନିଆଯାଉନାହିଁ। ଏହାକୁ ନେଇ ଜିଲାର ବିଭିନ୍ନ ଆଇନଜୀବୀ ସଂଘ ପକ୍ଷରୁ କ୍ଷୋଭ ପ୍ରକାଶ ପାଉଛି।…

ବାଙ୍କୀରେ ଡବଲମର୍ଡର ଘଟଣାକୁ ସୋନିଆ ଗାନ୍ଧୀଙ୍କ ନିନ୍ଦା

ବାଙ୍କୀ, ୨୭ା୨ (ସ୍ବ.ପ୍ର): ବାଙ୍କୀରେ ଘଟିଥିବା ଡବଲ ମର୍ଡର ଘଟଣାକୁ ଅଖିଳଭାରତୀୟ କଂଗ୍ରେସ କମିଟି ସଭାପତି ସୋନିଆ ଗାନ୍ଧୀ ନିନ୍ଦା କରିଛନ୍ତି। ଏହି ଘଟଣାରେ ମୃତ୍ୟୁବରଣ କରିଥିବା ଖଜୁରିପଦା (ନୂଆଗାଁ) ସରପଞ୍ଚ ମମତା ମହାପାତ୍ରଙ୍କ ସ୍ବାମୀ ଭଗବାନ ସ୍ବାଇଁ ଏବଂ ଖବରଦାତା…

ଟ୍ରାଫିକ ଜାମ୍‌ରେ ଫସିଲେ ପରୀକ୍ଷାର୍ଥୀ

ଯୋଡ଼ା, ୨୭।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ୫୨୦ ନଂ ଜାତୀୟ ରାଜପଥର କଣ୍ଡରା- ଗୁଆଲୀ ରାସ୍ତାରେ ବୁଧବାର ଟ୍ରାଫିକ ଜାମ୍‌ ଚରମସୀମାରେ ପହଞ୍ଚିଛି। ବିଳମ୍ବିତ ରାତିଠାରୁ ସକାଳ ୧୦ଟା ପର୍ଯ୍ୟନ୍ତ ଏହି ଟ୍ରାଫିକ ଜାମ୍‌ରେ ହଜାର ହଜାର ସଂଖ୍ୟାରେ…

ଟାୱାର ବସାଇବା ନଁ।ରେ ମାଗୁଥିଲେ ଟଙ୍କା: ଜଣଙ୍କୁ ଧରି ପୋଲିସ ଜିମା

ତିହିଡ଼ି,୨୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଭାଟପଡ଼ା ପଞ୍ଚାୟତ ଅଧୀନ ମିର୍ଜାପୁର ଗ୍ରାମରେ ବୁଧବାର ମୋବାଇଲ ଟାୱାର ବସାଇବା ନଁ।ରେ ଜଣେ ବ୍ୟକ୍ତି ଟଙ୍କା ଆଦାୟ ପାଇଁ ଉଦ୍ୟମ କରୁଥିଲେ। ସେହି ବ୍ୟକ୍ତି ଜଣଙ୍କ କୌଣସି ମୋବାଇଲ କମ୍ପାନୀର କର୍ମକର୍ତ୍ତା ନୁହେଁ ବୋଲି…

ପୁରୀ ଆର୍‌ଏମ୍‌ଏସ୍‌ ସେବା ସ୍ଥାନାନ୍ତରକୁ ବିରୋଧ

ପୁରୀ ଅଫିସ,୨୭ା୨: ପୁରୀ ରେଳ ଷ୍ଟେଶନରେ କାର୍ଯ୍ୟ କରୁଥିବା ରେଳ ଡାକ ସେବା ଖୋର୍ଦ୍ଧା ରୋଡ ସ୍ଥାନାନ୍ତରକୁ ଶ୍ରୀଜଗନ୍ନାଥ ସେନା ତୀବ୍ର ବିରୋଧ କରିଛି। ଏହାର ପ୍ରତିବାଦରେ ବୁଧବାର ସେନା ପକ୍ଷରୁ ଡାକ ସେବା କାର୍ଯ୍ୟାଳୟ ଆଗରେ ଟାୟାର ଜାଳି ବିକ୍ଷୋଭ…

ହିତାଧିକାରୀଙ୍କୁ ଭେଟିଲେ ପ୍ରକଳ୍ପ ନିର୍ଦ୍ଦେଶକ: ଆବାସ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ

ବନ୍ତ,୨୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ ବୁଧବାର ବନ୍ତ ବ୍ଲକ କାଦବରାଙ୍ଗ ପଞ୍ଚାୟତ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀମାନଙ୍କୁ ଭେଟିଥିଲେ। ଆବାସ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ସେ ସରପଞ୍ଚ ଓ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…

ମରାମତି ନାମରେ ଲୁଟ୍‌, ହେଉନି ତଦନ୍ତ

ଚଣ୍ଡିଖୋଲ,୨୭ା୨(ଡି.ଏନ.ଏ): ଗ୍ରାମ୍ୟ ଉନ୍ନୟନ ବିଭାଗ ଜାରକା ଡିଭିଜନ ଅନ୍ତର୍ଗତ ଚଣ୍ଡିଖୋଲ ସବ୍‌ଡିଭିଜନରେ ରାସ୍ତା ନିର୍ମାଣ ଓ ମରାମତି ନାମରେ ବ୍ୟାପକ ହରିଲୁଟ ଚାଲିଛି। ଯେଉଁ ରାସ୍ତାକାମ ଟେଣ୍ଡର ଜରିଆରେ ହୋଇଛି, ତାହା ପୁଣି ଏଫ୍‌-୨ ଜରିଆରେ କରାଯାଇ କୋଟି କୋଟି ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?