ଟୋକନ ବିବାଦ: ସିଏସଓ ଅଫିସରେ ତାଲା ପକାଇଲେ ଚାଷୀ
ବରଗଡ ଅଫିସ,୧୯।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ଟୋକନ ବ୍ୟବସ୍ଥାକୁ ନେଇ ବିରୋଧ ବଢିବାରେ ଲାଗିଛି। ଏହିକ୍ରମରେ ମଙ୍ଗଳବାର ବରଗଡ ଜିଲା ଯୋଗାଶ ଅଧିକାରୀ(ସିଏସଓ)ଙ୍କ କାର୍ଯାଳୟରେ ଚାଷୀମାନେ ତାଲା ପକାଇଛନ୍ତି। ଅଫିସ ଭିତରକୁ ଧସେଇ ପଶି ଚାଷୀମାନେ…
ଟୋକନ ବ୍ୟବସ୍ଥାକୁ ବିରୋଧ: ୩ ବିଧାୟକଙ୍କ ଘର ଆଗରେ ଧାନ ଗାଡ଼ି ରଖି ଚାଷୀଙ୍କ ବିକ୍ଷୋଭ
ସମ୍ବଲପୁର,୧୯ା୧୧(ବ୍ୟୁରେ): ଧାନ ସଂଗ୍ରହରେ ଟୋକନ ବ୍ୟବସ୍ଥାକୁ ବିରୋଧ କରି ସମ୍ବଲପୁର ଜିଲାର ଚାଷୀମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଆନ୍ଦୋଳନର ଦ୍ୱିତୀୟ ଦିନରେ ଅର୍ଥାତ୍ ମଙ୍ଗଳବାର ସକାଳୁ ଜିଲାର ୩ ବିଧାୟକ ନାଉରୀ ନାୟକ(ରେଙ୍ଗାଲି), ରୋହିତ ପୂଜାରୀ(ରେଢ଼ାଖୋଲ) ଓ ଜୟ ମିଶ୍ର(ସମ୍ବଲପୁର)ଙ୍କ ଘର …
ସରପାଳ ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି
ଛେଣ୍ଡିପଦା,୧୯।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସରପାଳ ଗ୍ରାମରେ ସୋମବାର ବିଳିମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମ ପ୍ରଦୀପ କୁମାର ସାହୁଙ୍କର ଦୁଇ ବଖରା ଚାଳଘର ସମ୍ପୂର୍ଣ୍ଣ ପୋଡିଯାଇଛି। ଏହା ସହ ଘରର ଆସବାବପତ୍ର ପୋଡି ୫୦ହଜାରରୁ ଊର୍ଦ୍ଧ୍ୱ ଟଙ୍କାର…
ବରଗଡରେ କ୍ୟାନସର୍ ହସ୍ପିଟାଲ୍ ସ୍ଥାପନ ଦାବି ତେଜିଲା
ବରଗଡ ଅଫିସ, ୧୯।୧୧: ବରଗଡରେ କ୍ୟାନସର ହସପିଟାଲ ସ୍ଥାପନ ଦାବି ପୁଣି ଜୋର୍ ଧରିଛି। ଏହି କ୍ରମରେ ମଙ୍ଗଳବାର ଦିନ ୧୦ଟାରୁ ସ୍ଥାନୀୟ ଗାନ୍ଧୀଛକରେ ୟୁନାଇଟେଡ ଫୋରମ ଫରକ୍ୟାନସର ହସ୍ପିଟାଲ ଇନ ବରଗଡ ପକ୍ଷରୁ ଧାରଣା ଦିଆଯାଇଛି। ଦିନ ୧ଟା ପର୍ଯ୍ୟନ୍ତ…
ଶ୍ରୀମନ୍ଦିର ସୁରକ୍ଷା ଜୋନ୍ ପୁଣି ଜମି ହସ୍ତାନ୍ତର କଲେ ୩ ପରିବାର
ପୁରୀ ଅଫିସ, ୧୯ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନ୍ରୁ ଜମି ଅଧିଗ୍ରହଣ ଚାଲିଛି। ସ୍ବେଚ୍ଛାକୃତ ଭାବେ କେତେକ ପରିବାର ସେମାନଙ୍କ ଜମି ହସ୍ତାନ୍ତର କରୁଛନ୍ତି। ପୂର୍ବରୁ ୪୫ଟି ପ୍ଲଟ ସରକାର କିଣିସାରିଥିବା ବେଳେ ସୋମବାର ଆହୁରି ୩ ପରିବାର ଜମି ହସ୍ତାନ୍ତର କରିଛନ୍ତି।…
ଶଙ୍କରାଚାର୍ଯ୍ୟଙ୍କ ପ୍ରତି ନରସିଂହଙ୍କ ମନ୍ତବ୍ୟ ପ୍ରସଙ୍ଗ
ପୁରୀ ଅଫିସ,୧୯ା୧୧: ପୁରୀ ଗୋବର୍ଦ୍ଧନ ମଠାଧୀଶ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ପ୍ରତି ବିରୋଧୀ ଦଳ ନେତା ତଥା ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ କଟୁ ମନ୍ତବ୍ୟର ଜବାବ ରଖିଛନ୍ତି ଗୋବର୍ଦ୍ଧନ ମଠର ମୁଖପାତ୍ର ମନୋଜ ରଥ। ସେ କହିଛନ୍ତି, ବିଧାୟକ…
ଖୋଲିପାରେ ଭିତର ରତ୍ନଭଣ୍ଡାର
ପୁରୀ ଅଫିସ,୧୯ା୧୧: ଖୋଲିପାରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର। ଗତ ୪ତାରିଖରେ ସୁପ୍ରିମ୍କୋର୍ଟ ମଧ୍ୟବର୍ତ୍ତିକାଳୀନ ରାୟରେ ରତ୍ନ ଅଳଙ୍କାର ପ୍ରସଙ୍ଗ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିକୁ ରିପୋର୍ଟ ପ୍ରଦାନ ଲାଗି ନିର୍ଦ୍ଦେଶ ଦେବା ପରେ ଏହି ପ୍ରସଙ୍ଗ ଏବେ ଜୋର୍ ଧରିଛି। ମହାପ୍ରଭୁଙ୍କ…
୧ ଏକର ଜମିରେ ଗଞ୍ଜେଇ ଚାଷ ନଷ୍ଟ
ଗଣିଆ,୧୯ା୧୧(ଡି.ଏନ.ଏ.): ନୟାଗଡ଼ ଜିଲା ଗଣିଆ ବ୍ଲକ ବଡଶିଲିଙ୍ଗା ପଞ୍ଚାୟତର ବୁରିଆପାଜୁ, ସେନେପେରି ଓ ଇଡେଇ ଗ୍ରାମରେ ୧ ଏକର ଜମିରେ ଚାଷ କରାଯାଇଥିବା ଗଞ୍ଜେଇ ଗଛକୁ ସୋମବାର ପୋଡି ନଷ୍ଟ କରାଯାଇଛି ା ଗଣିଆ ଏକ୍ଜିକ୍ୟୁଟିଭ ମାଜିଷ୍ଟ୍ରେଟ ମିତାଲି ପାତ୍ରଙ୍କ ଉପସ୍ଥିତିରେ…
ଚାଷୀଙ୍କୁ ଦୁଃଖ ଦେଲା ଓସ୍ତପୁରା ଡ୍ୟାମ
ଘସିପୁରା,୧୯।୧୧(ଡି.ଏନ.ଏ.)-ଘସିପୁରା ବ୍ଲକ ଗୋହିରା ପଞ୍ଚାୟତ ଓସ୍ତପୁରା ଠାରେ ଥିବା କ୍ଷୁଦ୍ର ଜଳସେଚନ ବିଭାଜନର ଡ୍ୟାମ ଏବେ ଅମଳ ପାଇଁ ଚାହିଁ ବସିଥିବା ଚାଷୀଙ୍କ ପାଇଁ ଦୁଃଖର କାରଣ ପାଲଟିଛି। ଅମଳ ସମୟରେ ଡ୍ୟାମର ଭଙ୍ଗା ଗେଟ୍ ଦେଇ ତିନୋଟି ମୁଖ୍ୟ କେନାଲରେ…
ଜେଲରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା
କେନ୍ଦୁଝର, ୧୯।୧୧(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜେଲରେ ସୋମବାର ଅପରାହ୍ନରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ରହୁଥିବା ଘରର କବାଟ ବନ୍ଦ କରି ଫ୍ୟାନରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡିଛି। ଏହି ଖବର ଲେଖା ହେବା ପର୍ଯ୍ୟନ୍ତ ପୋଲିସ ପହଞ୍ଚି ନ…
ଭଙ୍ଗା କୁଡ଼ିଆରେ ଅସହାୟ ଗୋଲାପ
ରାଇସୁଆଁ,୧୯।୧୧(ଡି.ଏନ.ଏ.)-ସରକାର ଗରିବ ନିରାଶ୍ରୟଙ୍କ ଥଇଥାନ ପାଇଁ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା’, ‘ମୋ କୁଡିଆ ଯୋଜନା ’ କରିଛନ୍ତି। ମାତ୍ର ପ୍ରଶାସନିକସ୍ତରରେ ମାନସିକତାର ଅଭାବ ଯୋଗୁ ବହୁ ଅସହାୟ ଜନକଲ୍ୟାଣ ଯୋଜନାରୁ ବଞ୍ଚିତ ହେଉଛନ୍ତି। ଏହି ଭଳି ଏକ ଘଟଣା ଦେଖିବାକୁ ମିଳିଛି…
୩ମାସ ଧରି ଅନ୍ଧାରରେ ୯ ଆଦିବାସୀ ଗାଁ
ଗଣିଆ,୧୯ା୧୧(ଡି.ଏନ.ଏ.): ପ୍ରତି ଗାଁର ସମସ୍ତ ପରିବାର ଯେପରି ବିଦ୍ୟୁତ୍ ସେବା ପାଇପାରିବେ ସେଥିପାଇଁ ସରକାର ସମସ୍ତ ବ୍ୟବସ୍ଥା କରୁଥିବା କହୁଛନ୍ତି। ନୟାଗଡ଼ ଜିଲା ଗଣିଆ ବ୍ଲକର ଆଦିବାସୀ ଅଞ୍ଚଳ ବଡଶିଲିଙ୍ଗା ପଞ୍ଚାୟତରେ ଏହାର ବାସ୍ତବ ଚିତ୍ର କିନ୍ତୁ ଅଲଗା। ଅଧଘଣ୍ଟା ବିଜୁଳି…
Archives


