ଆମ ଜିଲା ଖବର

ଶେଷରେ ଧରାପଡ଼ିଲେ ପ୍ରେମିକ-ନବବଧୂ: ଏହି ସ୍ଥାନରେ ଥିଲେ, ପୋଲିସ ଉଭୟଙ୍କୁ…

ସମ୍ବଲପୁର, ୨୪।୨(ପ୍ରମୋଦ ବହିଦାର): ପୋଲିସ ହାତରେ ଧରାପଡିଲେ ବନ୍ଧୁକ ମୁନରେ ନବବଧୂ ଅପହରଣକାରୀ। ନବବଧୂ କଣ୍ଟାମାଳ ଥାନା ଅନ୍ତର୍ଗତ କଣ୍ଟାମାଳ ବ୍ଲକଛକର ରଶ୍ମି ପୁଟେଲ(୧୯)ଙ୍କ ସହ କଣ୍ଟାମାଳ ବଡ଼ଚାପଲି ଗ୍ରାମର ସଞ୍ଜୟ ସାହୁ(୨୬)ଙ୍କୁ ପୋଲିସ ଗିରଫ କରିଛି। ଉଭୟେ ସମ୍ବଲପୁର ଅଇଁଠାପାଲି…

ବାହାର ଠିକାଦାରଙ୍କୁ ପଦ୍ମପୁର ନିର୍ବାଚନମଣ୍ଡଳୀ ମନା

ପଦ୍ମପୁର,୨୪ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ସ୍ଥିତ ଡାକବଙ୍ଗଳାଠାରେ ବୋଡ଼ାସମ୍ବର ଠିକାଦାର ସଂଘର ବରିଷ୍ଠ ତଥା କାର୍ଯ୍ୟକାରୀ କମିଟିର ସଦସ୍ୟମାନଙ୍କୁ ନେଇ ଏକ ବୈଠକ ସଂଘର ଉପସଭାପତି ଦିନେଶ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବୋଡ଼ାସମ୍ବର ଠିକାଦାର ସଂଘ ଖବରଦାତା ସମ୍ମିଳନୀରେ କହିଥିଲେ,…

ଝାରସୁଗୁଡ଼ା ସାରସମାଲ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରୁ ଚୋରି, କବାଟ ତାଡ଼ି ଲୁଟିନେଲେ ଲକ୍ଷାଧିକ….

ଝାରସୁଗୁଡା,୨୪।୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡ଼ା ସହର ଉପକଣ୍ଠ ସାରସମାଲ ସ୍ଥିତ ଅର୍ବାନ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ କବାଟ ତାଡ଼ି ବ୍ୟାପକ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଦୁର୍ବୃତ୍ତମାନେ ମୁଖ୍ୟ ଫାଟକର ତାଲା ଭାଙ୍ଗି ଭିତରକୁ…

କୋର୍ଟରେ ସାକ୍ଷୀ ଦେବା ହେଲା କାଳ, ଗାଁ ଦାଣ୍ଡରେ ପିଟିପିଟି ହତ୍ୟା

ଉଦଳା,୨୪।୨(ସନ୍ତୋଷ କୁମାର ବାଛିନୀ): ଝଗଡାରୁ ଯୁବକଙ୍କୁ ଗଡିଗାଁରେ ଗୋଡେଇ ଗୋଡେଇ ବାଡେଇ ମାରିଲେ ଅଭିଯୁକ୍ତଙ୍କ ସମ୍ପର୍କୀୟ । ପୂର୍ବ ଘଟଣାରେ ଥିଲେ ପ୍ରତ୍ୟକ୍ଷଦର୍ଶୀ। ଆଉ ଘଟଣାରେ ସାକ୍ଷୀ ଦେବାକୁ ଯାଇ ଫେରିବା ପରେ ଆରମ୍ଭ ହେଲା ଝଗଡା । ଆଉ ଝଗଡାରୁ…

ଅଲୋଡ଼ା ଶିଶୁକନ୍ୟା, ପୁଡାପାଲି ବ୍ରିଜ୍ ତଳୁ ନବଜାତକର ମୃତଦେହ ଉଦ୍ଧାର

ବଲାଙ୍ଗୀର,୨୪।୨(ସୁନିଲ କୁମାର ମହାନ୍ତି): ମଙ୍ଗଳବାର ସକାଳେ ବଲାଙ୍ଗୀର-ପୁଡାପାଲି ନିବୃତ୍ତି ଯୋର ବ୍ରିଜ୍ ତଳୁ ଏକ ମୃତ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି । ନବଜାତକକୁ କେହି ଏଠାରେ ଫିଙ୍ଗି ଦେଇଥିବା ନେଇ ଅନୁମାନ କରାଯାଉଛି । ତେବେ ଶିଶୁକନ୍ୟାର ମୃତ୍ୟୁ…

ମରୀଚିକା ପାଲଟିଛି କଳାହାଣ୍ଡିରେ ଟେକ୍ସଟାଇଲ ପାର୍କ: ବନ୍ଦ ପଡିଛି କେସିଙ୍ଗା ଜିନିଂ ମିଲ

ଭବାନୀପାଟଣା, ୨୪ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଟେକ୍ସଟାଇଲ ପାର୍କ ଏବେ ମରୀଚିକା ପାଲଟିଛି। ସମଗ୍ର ଓଡିଶାରେ କଳାହାଣ୍ଡି ଜିଲା କପା ଉତ୍ପାଦନରେ ପ୍ରଥମ ସ୍ଥାନରେ ରହିଥିବାବେଳେ ରାଜନେତାମାନେ ବିଭିନ୍ନ ମଞ୍ଚରେ କଳାହାଣ୍ଡିରେ ଟେକ୍ସଟାଇଲ ପାର୍କ ସ୍ଥାପନ ହେବ ବୋଲି ପ୍ରତିଶ୍ରୁତି…

୨ ଦିନରେ ୨ କିଡ୍‌ନୀ ଆକ୍ରାନ୍ତଙ୍କ ମୃତ୍ୟୁ: ମୃତକଙ୍କୁ ମିଳୁନି ସରକାରୀ ସହାୟତା

ଅମରପାଲି, ୨୪ା୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ଦୁଇଦିନ ମଧ୍ୟରେ ୨ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଗତ ୨୦ ତାରିଖ ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତ ଗୁଦୁଗୁଦା…

ମହାନଦୀ ଗର୍ଭରେ ଲୀନ ହେଉଛି ବାହାକୁଦ କାଜୁ ଜଙ୍ଗଲ

ମହାକାଳପଡ଼ା,୨୪ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ସାମୁଦ୍ରିକ ଢେଉ ଯୋଗୁ କାଜୁ ଜଙ୍ଗଲରୁ ୫ ଶହ ଗଛ ମହାନଦୀ ଗର୍ଭରେ ଲୀନ ହୋଇଗଲାଣି। ବ୍ଲକ୍‌ର ରାମନଗର ୩୫୪ ଏକରରେ ୧୦ ହଜାର ଗଛ, ପିତାପାଟ ୧୮୨ ଏକରରେ…

ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରି: ତଳିଆ କର୍ମଚାରୀ ବହିଷ୍କୃତ, ଖସିଗଲେ ବଡ଼ବଡ଼ିଆ

ବରଗଡ଼,୨୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରିକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ବିକ୍ରି ପାଇଁ ମଣ୍ଡିକୁ ଆସିଥିବା ଧାନ ମାସମାସ ଧରି ମଣ୍ଡିରେ ପଡ଼ି ରହିଛି। ଅଥଚ ମଣ୍ଡିକୁ ନ ଆସି ବେପାରୀ(ମଧ୍ୟସ୍ଥ)ଙ୍କ ଜରିଆରେ ସିଧାସଳଖ ଯାଉଥିବା ଧାନ…

ଖୋଲିଲା ହରିଶଙ୍କର ମନ୍ଦିର ହୁଣ୍ଡି

ଖପ୍ରାଖୋଲ, ୨୩।୨(ଅଭୟ ତ୍ରିପାଠୀ)-ବଲାଙ୍ଗୀର ଜିଲା ଖପ୍ରାଖୋଲର ପ୍ରମୁଖ ପୁଣ୍ୟ କ୍ଷେତ୍ର ହରିଶଙ୍କର ମନ୍ଦିରର ଦାନ ହୁଣ୍ଡି ମନ୍ଦିର ପ୍ରଶାସନ ପକ୍ଷରୁ ସୋମବାର ଖୋଲାଯାଇଛି। ମନ୍ଦିର ମଧ୍ୟରେ ଥିବା ଦାନହୁଣ୍ଡିକୁ କଡ଼ା ସୁରକ୍ଷା ମଧ୍ୟରେ ଦେବୋତ୍ତର ବିଭାଗ ତଥା ମନ୍ଦିର ପ୍ରଶାସନ ତରଫରୁ…

ବ୍ରାହ୍ମଣୀଗାଁ ଶ୍ରୀ ଶ୍ରୀ ମୁକ୍ତେଶର ମହାରୁଦ୍ରଙ୍କ ପ୍ରତିଷ୍ଠା ମହାସମାରୋହ ଉଦ୍‌ଯାପିତ : ମନ୍ଦିର ପ୍ରବେଶ, ରତ୍ନମୁଦ କାର୍ଯ୍ୟ ସମ୍ପନ୍ନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୩ ।୨(ଅରୁଣ ସାହୁ/ମନୋରଞ୍ଜନ ରଣା ):ନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଦିବସରେ ଦହିହାଣ୍ଡି ଭାଙ୍ଗିବା ଦୃଶ୍ୟ ସବୁଠାରୁ…

କୋକସରା-ଚିଲିଗୁଡା ରାସ୍ତାରେ ଟ୍ରକ୍‌ ପିଟିଲା ବାଇକ୍‌କୁ

କୋକସରା,୨୩।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥରେ କୋକସରା-ଚିଲିଗୁଡା ରାସ୍ତାରେ ସାମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ପାଇପ ବୋଝେଇ ଟ୍ରକ ଧକ୍କା ଦେବା ଫଳରେ ୨ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଛିଲିପାମଲା ଗ୍ରାମର ଚିନୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?