ଟୋକନ ବ୍ୟବସ୍ଥାକୁ ଚାଷୀଙ୍କ ବିରୋଧ
ବରଗଡ଼ ଅଫିସ,୧୮।୧୧: ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଗତ ୧୫ ତାରିଖରୁ ମଣ୍ଡିଗୁଡ଼ିକ ଖୋଲିଥିଲେ ମଧ୍ୟ ରବିବାର ସୁଦ୍ଧା ବସ୍ତାଟିଏ ଧାନ ବିକ୍ରି ହୋଇ ପାରିନାହିଁ। ଚଳିତଥର ଧାନ ସଂଗ୍ରହ ପ୍ରକ୍ରିୟାରେ ବାଧ୍ୟତାମୂଳକ କରାଯାଇଥିବା…
ପୁଅକୁ ତାଲା ପକାଇ ରଖୁଥିଲେ ମା’
କଟକ ଅଫିସ,୧୮ା୧୧: ୯ ବର୍ଷର ନାବାଳକଙ୍କୁ ଘର ଭିତରେ ରଖି ବାହାର ପଟୁ ତାଲା ଦେଇ କର୍ମକ୍ଷେତ୍ରକୁ ଯାଉଥିଲେ ମା’। ସିଡିଏ ବିରେନ ମିତ୍ର ପାର୍କ ନିକଟରେ ରବିବାର ଏଭଳି ଘଟଣା ଦେଖିବାକୁ ମିଳିଛି। ଦୈନିକ ମା’ ଜଣଙ୍କ ନାବାଳକଙ୍କୁ ତାଲା…
ଆଜି ଶ୍ରୀମନ୍ଦିରରେ ପଇତାଲାଗି: ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ପୁରୀ ଅଫିସ,୧୮ା୧୧: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।…
ଗୋପାଳପୁର ବେଳାଭୂମି ମହୋତ୍ସବ: ଜାଗା ଚିହ୍ନଟ, ପାର୍କିଂ ବ୍ୟବସ୍ଥା ଚୂଡ଼ାନ୍ତ
ଗୋପାଳପୁର,୧୮ା୧୧-ଡିସେମ୍ବର ୨୪ରୁ ଆରମ୍ଭ ହେଉଥିବା ଗୋପାଳପୁର ବେଳାଭୂମି ମହୋତ୍ସବ ନିମନ୍ତେ ଗୋପାଳପୁର ବେଳାଭୂମିରେ ଜାଗା ଚିହ୍ନଟ କରାଯିବା ସହ ସୁରକ୍ଷା ଓ ପାର୍କିଂ ବ୍ୟବସ୍ଥା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଥିବା ଜଣାପଡ଼ିଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗୋପାଳପୁର ବିଧାୟକ ଡ଼.…
ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ପ୍ରତାରଣା; ଅଭିଯୁକ୍ତଙ୍କୁ କୋର୍ଟଚାଲାଣ
ଶଙ୍କରାଖୋଲ,୧୮ା୧୧(ଡି.ଏନ୍.ଏ.)-ଟିକାବାଲି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ପ୍ରତାରଣା କରିଥିବା ଅଭିଯୋଗରେ ପୋଲିସ ରବିବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ଉକ୍ତ ଥାନା ଅଞ୍ଚଳର ଅଶ୍ୱିନୀ କୁମାର ଦିଗାଳ। ଏ ନେଇ ଟିକାବାଲି ଥାନାରେ ନଂ.୧୦୯/୧୯ରେ ମାମଲା…
ନୌସେନା ପକ୍ଷରୁ ଚିଲିକାରେ ନୌଚାଳନା ପ୍ରତିଯୋଗିତା: ତଟ ସୁରକ୍ଷାରେ ମତ୍ସ୍ୟଜୀବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ, କମୋଡ଼ର ଋତୁରାଜ
ବାଲୁଗାଁ,୧୮ା୧୧(ଡ଼ି.ଏନ.ଏ.): ଚିଲିକା ତଥା ସମୁଦ୍ର ତଟ ସୁରକ୍ଷା ଦିଗରେ ମତ୍ସ୍ୟଜୀବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଜଳପଥରେ ସେମାନେ ହେଲେ କର୍ଣ୍ଣଧାର ତଥା ଆଖି ଓ କାନ ସଦୃଶ। ନୌସେନା ବିଭାଗ ଓ ମତ୍ସ୍ୟଜୀବୀଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଓ ସମନ୍ବୟ ରହିପାରିଲେ ତଟରକ୍ଷା…
ଆଇଜିଆଇଟି କଲେଜରେ ଛାତ୍ର ଅଶାନ୍ତି; ବି-ଟେକ୍ ଛାତ୍ରଙ୍କୁ ମାଡ଼ ଅଭିଯୋଗ
ପରଜଙ୍ଗ, ୧୮।୧୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ଇନ୍ଦିରା ଗାନ୍ଧୀ ବୈଷୟିକ ଅନୁଷ୍ଠାନ (ଆଇଜିଆଇଟି)ରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଶନିବାର ଘଟିଥିବା ସାମାନ୍ୟ ଗଣ୍ଡଗୋଳ ରବିବାର ଉଗ୍ରରୂପ ନେଇଛି। ବି-ଟେକ୍ ଶେଷବର୍ଷର କେତେଜଣ ଛାତ୍ରଙ୍କ ମାଡ଼ରେ ୩ୟ ବର୍ଷ ଛାତ୍ର ନିର୍ମଳକୃଷ୍ଣ…
ନୀଳାମ୍ବରପଲ୍ଲୀରେ ବିକାଶ ଅପହଞ୍ଚ
ପାତ୍ରପୁର ୧୮ା୧୧(ଡି.ଏନ୍.ଏ.)-ବ୍ରିଟିଶ ଅମଳର ଗାଁ, ହେଲେ ବିକାଶ ଅପହଞ୍ଚ। ଏଭଳି ଏକ ଗାଁ ରହିଛି ପାତ୍ରପୁର ବ୍ଲକ ଆମ୍ବପୁର ପଞ୍ଚାୟତରେ। ଜରଡ଼ା ରାଜାଙ୍କ ବଂଶଧରମାନେ ଦେଶ ସ୍ବାଧୀନ ହେବା ବହୁ ପୂର୍ବରୁ ଜରଡ଼ାଗଡ଼ ନିକଟରେ କେତେକ ପ୍ରଜାଙ୍କ ପାଇଁ ବସତି ସ୍ଥାପନ…
ନୟାଗଡ଼ ଜିଲାରେ ୫ ଟି ଓ ମୋ ସରକାର ପ୍ରଭାବ: ଦେଢ଼ମାସରେ ୧୦ ନିଲମ୍ବିତ, ଜଣେ ବହିଷ୍କୃତ
ନୟାଗଡ଼ ଅଫିସ,୧୮ା୧୧: ନୟାଗଡ଼ ଜିଲାରେ ୫ ଟି ଓ ମୋ ସରକାର ପ୍ରଭାବ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଦେଢମାସରେ ୧୦ ଜଣ ନିଲମ୍ବିତ ହୋଇଥିବା ବେଳେ ଜଣେ ବହିଷ୍କୃତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ୩ ଅଧିକାରୀ ଓ ୮…
ପରିତ୍ୟକ୍ତ ଅବସ୍ଥାରେ ଡାକ୍ତରଖାନା କୋଠା
ରାଇସୁଆଁ, ୧୮।୧୧(ଡି.ଏନ.ଏ.)-ସରକାର ଗରିବ ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଡାକ୍ତରଖାନା ଗୃହ ନିର୍ମାଣ ଠାରୁ ଆରମ୍ଭ କରି କର୍ମଚାରୀଙ୍କ ରହିବା ପାଇଁ ଗୃହ ନିମାଣ କରାଯାଉଛି। ମାତ୍ର ପ୍ରଶାସନିକସ୍ତରରେ ଏହା କାର୍ଯ୍ୟକ୍ଷମ ହୋଇ…
ସର୍ବଭାରତୀୟ ହିନ୍ଦୀ ନାଟକ ପ୍ରତିଯୋଗିତା: ‘କଳାପରିଷଦ’ ହାତେଇଲା ୧୬ ପୁରସ୍କାର
ଢେଙ୍କାନାଳ ଅଫିସ, ୧୮।୧୧: ପୁଣିଥରେ ସର୍ବଭାରତୀୟ ନାଟକ ପ୍ରତିଯୋଗିତାରେ ଚମକିଛନ୍ତି ଢେଙ୍କାନାଳ ଜିଲାର କଳାକାର। ଉତ୍ତରପ୍ରଦେଶ ଆଗ୍ରାସ୍ଥିତ ସଂସ୍କାର ଭାରତୀ ନାଟ୍ୟାନୁଷ୍ଠାନର ନାଟ୍ୟକେନ୍ଦ୍ର ପରିସରରେ ୬ଦିନ ଧରି ଆୟୋଜିତ ସର୍ବଭାରତୀୟ ରଙ୍ଗୋଦୟ-୨୦୧୯ ନାଟକ ପ୍ରତିଯୋଗିତାରେ ନାଟ୍ୟାନୁଷ୍ଠାନ ‘କଳାପରିଷଦ’ର କଳାକାରମାନେ ଚମତ୍କାର ଅଭିନୟ କରିଛନ୍ତି।…
ଦୋଛକିରେ ଭାରତମାଳା ପ୍ରକଳ୍ପ
ଭଦ୍ରକ ଅଫିସ,୧୮ା୧୧- କେନ୍ଦ୍ର ସରକାରଙ୍କ ଭାରତମାଳା ପ୍ରକଳ୍ପ ଏବେ ଦିଗହରା ହୋଇ ପଡିଛି। ଏହି ପ୍ରକଳ୍ପ ସକାଶେ ବିଜ୍ଞପ୍ତି ଜାରି ସତ୍ତ୍ୱେ ଏହାର କାର୍ଯ୍ୟକାରିତା ନେଇ ଆଉ କିଛି ସୂଚନା ମିଳୁ ନାହିଁ। ଭଦ୍ରକ ଜିଲାର ଧାମରା ବନ୍ଦରଯାଏ ପରିବହନ ବ୍ୟବସ୍ଥାକୁ…
Archives


