ମଧୁ ଆପ୍କୁ ପ୍ରଶଂସା କଲେ ସଚିବ
ଛତ୍ରପୁର,୨୫ା୧୨(ଡି.ଏନ୍.ଏ.)- ଭୁବନେଶ୍ୱରଠାରେ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଭିଡିଓ କନଫରେନ୍ସିଂ ଜରିଆରେ ଶିକ୍ଷା ସମ୍ବନ୍ଧୀୟ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ ଛତ୍ରପୁରସ୍ଥିତ ସମଗ୍ର ଶିକ୍ଷା ଅଭିଯାନ ସମ୍ମିଳନୀ ଗୃହରେ ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀ ସନାତନ ପଣ୍ଡା, ଛତ୍ରପୁର…
ଆନ୍ତଃରାଜ୍ୟ ଫୁଟବଲ୍ ଟୁର୍ନାମେଣ୍ଟ: ଧାନବାଦ ଫୁଟବଲ୍ ଏକାଡେମୀ ଚାମ୍ପିୟନ
ଆନନ୍ଦପୁର,୨୫।୧୨(ସ୍ବ.ପ୍ର.)-ଆନନ୍ଦପୁର ବ୍ଲକ ଅନ୍ତର୍ଗତ ତରତରା ଖେଳପଡିଆଠାରେ ଅନୁଷ୍ଠିତ ହେଉଥିବା ୨୧ତମ ଆନ୍ତଃରାଜ୍ୟ ଫୁଟବଲ ଟୁର୍ନାମେଣ୍ଟର ତୃତୀୟ ଦିବସରେ ମା’ ଭୁଆଶୁଣି କଟକ ଏବଂ ଧାନବାଦ ଫୁଟବଲ୍ ଏକାଡେମୀ ଝାଡଖଣ୍ଡ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଝାଡଖଣ୍ଡ ୧-୦ ଗୋଲରେ କଟକକୁ ପରାସ୍ତ କରି…
ଧୂଳି ଉଡ଼ିବା ପ୍ରତିବାଦରେ ହଟିଂବାସୀଙ୍କ ରାଜପଥ ଅବରୋଧ
ଯୋଡ଼ା, ୨୫।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ୫୨୦ନଂ ଜାତୀୟ ରାଜପଥରେ ପ୍ରବଳ ମାତ୍ରାରେ ଧୂଳି ଉଡିବା ପ୍ରତିବାଦରେ ମଙ୍ଗଳବାର ଯୋଡା ଟଲକ ହଟିଂବାସୀ ୫୨୦ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ମଙ୍ଗଳବାର ସକାଳ ୭ଟାରୁ ୮ଟା ପର୍ଯ୍ୟନ୍ତ ହଟିଂବାସୀ ଏହି ଅବରୋଧ…
‘ଗୋନାସିକା’ ମହୋତ୍ସବରେ ବିକାଶର ବାର୍ତ୍ତା: ଉଦ୍ଯାପନ ମହୋତ୍ସବରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ, ୨୬ ପର୍ଯ୍ୟନ୍ତ ଚାଲିବ ପଲ୍ଲୀଶ୍ରୀ ମେଳା
କେନ୍ଦୁଝର, ୨୫ା୧୨(ଡି.ଏନ୍.ଏ.)-କେନ୍ଦୁଝର କାଳୀପଡିଆଠାରେ ‘ଗୋନାସିକା କେନ୍ଦୁଝର ମହୋତ୍ସବ’ ମଙ୍ଗଳବାର ସନ୍ଧ୍ୟାରେ ଉଦ୍ଯାପିତ ହୋଇଛି। ମେଳା ପରିସରରେ ଅନୁଷ୍ଠିତ ‘ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା-୨୦୧୯’ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଭିନ୍ନ ଅଞ୍ଚଳରୁ ଆସିଥିବା ଶିଳ୍ପୀ ଓ କଳାକାରଙ୍କ ମଧ୍ୟରେ ଭାବ ବିନିମୟ…
ଗାଁମୁଣ୍ଡକୁ ଫେରିଛି ସବୁଜିମା
ବନ୍ତ,୨୫।୧୨(ସ୍ବ.ପ୍ର.)-ଗଛ ଓ ପ୍ରକୃତି ଭଗବାନଙ୍କ ବରଦାନ। ଏହାର ସୁରକ୍ଷା ବିନା ପରିବେଶରେ ସନ୍ତୁଳନ ବଜାୟ ରଖିବା ଅସମ୍ଭବ। ଏ ନେଇ ବିଭିନ୍ନ ସ୍ତରରେ ସଚେତନତା ସୃଷ୍ଟି କରାଯାଉଛି। ହେଲେ ଗଛକୁ ଭଲ ପାଇ ଗାଁମୁଣ୍ଡ ଜଙ୍ଗଲର ସୁରକ୍ଷା ଲାଗି ଦୀର୍ଘ ୧୭ବର୍ଷ…
ବଡ଼ଦିନ ଉପଲକ୍ଷେ ବେଳାଭୂମିରେ ପର୍ଯ୍ୟଟକଙ୍କ ଭିଡ଼
ଭୋଗରାଇ, ୨୫।୧୨(ଡି.ଏନ.ଏ.)-ବଡ଼ଦିନ ଉପଲକ୍ଷେ ବାଲେଶ୍ୱର ଜିଲା ଭୋଗରାଇର ଉଦୟପୁର, ତାଳସାରୀ, ବିଚିତ୍ରପୁର ସହ ବାଲିଆପାଳର ଚୌମୁଖ, ଡଗରା ଓ ଚାନ୍ଦିପୁର ସମୁଦ୍ର ବେଳାଭୂମି ଉତ୍ସବମୁଖର ହୋଇଉଠିଛି। ଭୋଗରାଇ ସୀମାନ୍ତ ଦୀଘା, ଶଙ୍କରପୁର, ତାଜପୁର ଓ ମନ୍ଦାରମଣିରେ ମଧ୍ୟ ଅସଂଖ୍ୟ ପର୍ଯ୍ୟଟକଙ୍କ ଭିଡ଼…
‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ଉଦ୍ଘାଟିତ
ବାଲେଶ୍ୱର ଅଫିସ, ୨୫।୧୨-ବାଲେଶ୍ୱର ଆଇଟିଆଇ ପଡ଼ିଆରେ ଜାତୀୟସ୍ତରୀୟ ଶିଳ୍ପ ଏବଂ ବାଣିଜ୍ୟ ମେଳା ‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ମଙ୍ଗଳବାର ସନ୍ଧ୍ୟାରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍ପି…
କିଡ୍ନୀ ରୋଗ୍ରେ ପୀଡ଼ିତ ଧୁବଲ: ଟଁକା ଅଭାବୁ ଅଟ୍କିଛେ ଚିକିଛା
ଲୋଇସିଂହା, ୨୫।୧୨ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗଁା(ଖ) ପଁଚେତ୍ ସାନଟିକା ଗଁାର ଧୁବଲ ପଧାନ(୪୫)। ଦୁଇ ବଛର ହେଲା କିଡ୍ନୀ ରୋଗ୍ରେ ପୀଡ଼ିତ ଅଛନ୍। ସେ ଝନେ ନିହାତି ଗରିବ୍ ଲୋକ୍। ଧାର ଉଧାର କରି ଅନେକ ଟଁକା…
ସଡ଼କ ଦୁର୍ଘଟଣାରେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ
ରାୟଗଡା ଅଫିସ, ୨୫।୧୨: ଏକ ସଡ଼କ ଦୁର୍ଘଟଣାରେ ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକର ତାଣ୍ଡିକଣା ଗ୍ରାମ ନିକଟରେ ଏହି ଦୁର୍ଘଟଣା ହୋଇଛି। ଅଧ୍ୟକ୍ଷ ରାୟଗଡାରୁ ଗୁଣୁପୁର ଫେରୁଥିବା ସମୟରେ…
ହାଇକୋର୍ଟଙ୍କ ନିର୍ଦ୍ଦେଶ: ଖାଦ୍ୟ ସୁରକ୍ଷା ଆଇନ ଉପରେ ହେବ ସୋସିଆଲ ଅଡିଟ୍
କଟକ ଅଫିସ,୨୫ା୧୨: ରାଜ୍ୟରେ ଖାଦ୍ୟ ସୁରକ୍ଷା ଆଇନର ବାସ୍ତବ କାର୍ଯ୍ୟକାରିତା ସଂକ୍ରାନ୍ତରେ ସୋସିଆଲ ଅଡିଟ୍ କରାଯିବ। ଏହି ଅଡିଟ୍ ଦ୍ୱାରା ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀମାନେ ସଚେତନ ହେବା ସହିତ ଲୋକେ ସେମାନଙ୍କ ଅଧିକାର ସମ୍ପର୍କରେ ମଧ୍ୟ ଅବଗତ ହେବେ।…
ରଥକାଠ ପାଇଁ ଗଛ କଟା ଅନୁକୂଳ: ଜାନୁୟାରୀ ୬ରେ ନୟାଗଡ଼ ଯିବେ ୫ ଜଣିଆ ଟିମ୍
ପୁରୀ ଅଫିସ, ୨୫ା୧୨:ଆସନ୍ତା ରଥଯାତ୍ରା ପାଇଁ ସଜବାଜ ହେଲାଣି ଶ୍ରୀମନ୍ଦିର। ପରମ୍ପରା ଅନୁଯାୟୀ, ଗଣିଆର ବଡ଼ରାଉଳ ଠାକୁରାଣୀଙ୍କ ନିକଟରେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ରଥ ପାଇଁ କାଠ କାଟିବା ଅନୁକୂଳ ହୋଇଥାଏ। ଏଥିପାଇଁ ଆସନ୍ତା ଜାନୁୟାରୀ ୬ ତାରିଖରେ ଶ୍ରୀମନ୍ଦିରର…
ନୂଆବର୍ଷ ପାଇଁ ସଜେଇ ହେଉଛି ପୁରୀ: ଆକର୍ଷଣୀୟ ହେବ ସିଂହଦ୍ୱାର ଶେଡ୍
ପୁରୀ ଅଫିସ, ୨୫ା୧୨:ଆସୁଛି ନୂଆବର୍ଷ। ସଜେଇ ହେଉଛି ପୁରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀ ସମସ୍ତଙ୍କୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତ ହେଉଛି ପର୍ଯ୍ୟଟନ ସହର। ବିଶେଷକରି ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ଯେପରି କୌଣସି ପ୍ରକାର ସମସ୍ୟାରେ ନ ପଡନ୍ତି…
Archives


