ଆମ ଜିଲା ଖବର

ଏସ୍‌ୟୁସିଆଇର ଟ୍ରମ୍ପଙ୍କ କୁଶପୁତ୍ତଳିକା ଦାହ, ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୫ା୨-ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତକୁ ବିରୋଧ କରିଛି ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ା ସୋମବାର ଏନେଇ ବ୍ରହ୍ମପୁର କମାପଲ୍ଲୀ ଛକରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଗଞ୍ଜାମ ଜିଲା କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରଯାଇଥିଲା ା ଏସୟୁସିଆଇ ପକ୍ଷରୁ ଟ୍ରମ୍ପଙ୍କ କୁଶପୁତ୍ତଳିକା…

ଏମ୍‌କେସିଜିରେ ପିପିପି ମୋଡ୍‌କୁ ବିରୋଧ

ବ୍ରହ୍ମପୁର ଅଫିସ,୨୫ା୨-ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜରେ ପିପିପି(ପବ୍ଲିିକ ପ୍ରାଇଭେଟ ପାର୍ଟନରଶିପ୍‌) ମାଧ୍ୟମରେ ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଗତ ସ୍ବାସ୍ଥ୍ୟ ବିକାଶ ସମିତି ବୈଠକରେ ହୋଇଥିବା ନିଷ୍ପତ୍ତିକୁ ମାନବ ଅଧିକାର ସୁରକ୍ଷା ମଞ୍ଚ ବିରୋଧ କରିଛି ା ପିପିପି…

ଅପରେଶନ ପରେ ହରାଇଲେ ଦୃଷ୍ଟିଶକ୍ତି

କାମାକ୍ଷାନଗର, ୨୫।୨(ଡି.ଏନ.ଏ.) ବେସରକାରୀ ଚିକିତ୍ସାଳୟର ଖାମଖିଆଲ ମନୋଭାବ ଯୋଗୁ ଜଣେ ବୃଦ୍ଧା ଆଖି ହରାଇଥିବା ଅଭିଯୋଗ ହୋଇଛି। କାମାକ୍ଷାନଗର ଏନ୍‌ଏସି ଅଧୀନ ବଡ଼ବିଲା ଗଁାର ଧଳା ପାତ୍ର (୮୦) ଏପରି ଅଭିଯୋଗ ଆଣିଛନ୍ତି। ଏ ନେଇ ସେ ସୋମବାର ଜନ ଅଭିଯୋଗ…

ଅର୍ଦ୍ଧନିର୍ମିତ ପୋଲ ନେଇ ବଢ଼ୁଛି ଅସନ୍ତୋଷ

ଆଠମଲ୍ଲିକ,୨୫ା୨(ଡି.ଏନ.ଏ.) – ସରକାରୀ ଉଦାସୀନତା, ବ୍ଲକ ପ୍ରଶାସନର ଚରମ ଅବହେଳା ତଥା ରାଜନୈତିକ ଗୋଷ୍ଠୀ ବିବାଦ ଯୋଗୁ ଆଠମଲ୍ଲିକ ବ୍ଲକ ଠାକୁରଗଡ ପଞ୍ଚାୟତର ହତାଶିମିଳି ପୋଲ ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି। ୧୦ ଲକ୍ଷ ଟଙ୍କା ବଳକା ଥିବାରୁ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ…

ଚାଷୀଙ୍କୁ ଗୋଇଠା ମାରିଲେ ପୂର୍ବତନ ସଭାପତି

କାମାକ୍ଷାନଗର, ୨୫।୨(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଜଗନ୍ନାଥପୁର ସେବା ସମବାୟ ସମିତିର ପୂର୍ବତନ ସଭାପତି ଅଶୋକ ନାୟକ ଏବଂ ତାଙ୍କ ପୁଅ ତଥା ସମିତିର ଡାଟା ଏଣ୍ଟ୍ରି ଅପରେଟର ଅମରେଶଙ୍କ ଦବଙ୍ଗଗିରିକୁ ନେଇ ଏବେ ସୋସିଆଲ ମିଡିଆରେ ଆରମ୍ଭ ହୋଇଛି…

୭ ଦଲାଲ୍‌ଙ୍କୁ ଗିରଫ କଲା ପୋଲିସ

ଅନୁଗୋଳ ଅଫିସ, ୨୫।୨ ଅନୁଗୋଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଦଲାଲି କରୁଥିବା ଅଭିଯୋଗରେ ୭ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଏ ସଂକ୍ରାନ୍ତରେ ନଂ. ୨୨୪/୨୦ରେ ଏକ ମାମଲା ରୁଜୁ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ…

ଜ୍ୱର, ଝାଡ଼ାବାନ୍ତିରେ ୪୯ ଆକ୍ରାନ୍ତ

ବନ୍ତଳା, ୨୫ା୨(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ବଡ଼କେରା ପଞ୍ଚାୟତ ଚମ୍ପତିମୁଣ୍ଡା ଜବାହର ନବୋଦୟ ବିଦ୍ୟାଳୟରେ ସୋମବାର ଜ୍ୱର, ଝାଡାବାନ୍ତି ବ୍ୟାପିଛି। ଝାଡାବାନ୍ତିରେ ୧୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୩୭ ଜଣ ଜ୍ୱରରେ ପୀଡିତ ହୋଇଥିବା ଜଣାପଡିଛି। ବିଦ୍ୟାଳୟ ଅଧ୍ୟକ୍ଷ ଏ…

ତୃତୀୟ ଦିନରେ ୭୬ ଅନୁପସ୍ଥିତ

କଣିହାଁ, ୨୫ା୨(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକର ବିଜିଗୋଳ ପଞ୍ଚାୟତ ହାଇସ୍କୁଲରେ ସୋମବାର ତୃତୀୟ ଦିନ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ତୃତୀୟ ଭାଷା ପରୀକ୍ଷାରେ ମୋଟ ୭୬ ଛାତ୍ରୀଛାତ୍ର ଅନୁପସ୍ଥିତ ଥିବା ଜଣାପଡିଛି। ସେହିପରି କପି କରି ୨ ଜଣ…

ତାଲିକାରେ ନାଁ ଅଛି, ମିଳୁନି ଆବାସ

ତେନ୍ତୁଳିଖୁଣ୍ଟି,୨୫।୨(ଡି.ଏନ.ଏ) ପ୍ରଧାନମନ୍ତ୍ରୀ ଆବାସ ପାଇଁ ଚୟନ ତାଲିକାରେ ନାମ ଅଛି,ତଥାପି ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ମିଳୁନି। ବାଧ୍ୟ ହୋଇ ଭଙ୍ଗା ଦଦରା ଘରେ ରହୁଛନ୍ତି ହିତାଧିକାରୀ। ଏହିପରି ଘଟଣା ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ଦାଣ୍ଡୁଗୁଡା ଗ୍ରାମର ଡମୁ ଜାନୀଙ୍କ…

କୂଅ ଖୋଳି ବକେୟା ବିଲ୍‌ ପାଉନାହାନ୍ତି ଚାଷୀ

ବୈପାରୀଗୁଡ଼ା,୨୫।୨(ଡି.ଏନ୍‌.ଏ.) ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କୂଅ ଖୋଳି ବିଲ୍‌ ପାଇବା ପାଇଁ ଜଣେ ଚାଷୀଙ୍କ ହନ୍ତସନ୍ତ ହେବାକୁ ପଡ଼ିଛି। ସେ ହେଲେ ବୈପାରୀଗୁଡ଼ା ବ୍ଲକ ବାଲିଗଁ। ପଞ୍ଚାୟତ ଖଷର୍ଲିଗୁଡ଼ା ଗ୍ରାମର ହରି ଜନମ (୫୦)। ହରି ଜଣେ ପରିବା ଚାଷୀ। ନିଜ ଉଦ୍ୟମରେ ସେ…

ଭୂମିପୂଜାରେ ସୀମିତ ପାତାଳି ଶ୍ରୀକ୍ଷେତ୍ରର ବିକାଶ

ସୋନପୁର,୨୫।୨(ନି.ପ୍ର.) ସୁବର୍ଣ୍ଣପୁର ଜିଲା କୋଟସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ର ହେଉଛି ପଶ୍ଚିମ ଓଡିଶାର ଅନ୍ୟତମ ଧାର୍ମିକ ପର୍ଯ୍ୟଟନସ୍ଥଳୀ। ୨୦୦୩ ମସିହାରେ ରାଜ୍ୟ ସରକାର ଏହି ସ୍ଥାନକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେଇଥିଲେ । ଏହି ମାନ୍ୟତା ପରେ ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚତୁର୍ଦ୍ଧାମୂର୍ତ୍ତି…

ମଉଲିକ୍‌ ସୁବିଧାରୁ ବଁଚିତ୍‌: ଭଗବାନ ଭରସାରେ ଦେଢ଼ଶୁଳି ପଁଚେତ୍‌ବାସୀ

  ଭବାନୀପାଟଣା, ୨୫।୨ (ଡି.ଏନ୍‌.ଏ.)- ଜନସାଧାରନ କେନ୍‌ଥେଇ ସୁବିଧାରେ ସରକାରୀ ସେବା, ଯୋଜନାର ଲାଭ ପାଇପାରବେ ସେଥିରଲାଗି ରାଏଜ୍‌ ସରକାର ନୂତନ୍‌ ପଁଚେତ୍‌ମାନ୍‌ ଗଠନ୍‌ କରିଥିଲେ। ହେଲେ ଆଏଜ୍‌ ବି ଅନେକ ପଁଚେତ୍‌ବାସୀ ମଉଲିକ୍‌ ସୁବିଧା ସୁଯୋଗରୁ ବଁଚିତ୍‌ ହେଇ ରହିଥିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?