ଟୁଁଡ୍କେ ସୁଆଦ ବମ୍ବେଇ ଲଡୁ
ଗଣ୍ଡତୁରୁମ, ୨୪।୧୨ (ଡି.ଏନ୍.ଏ.)- ଉତ୍ତର ପ୍ରଦେଶ କାନପୁର ଜିଲା ରସୁଲ୍ଲାବାଦ ଗଁାର ସୁରଜ ଗୁପ୍ତା(୨୩)। ସେ ଆଜ୍କେ ୨ ବଛର ହେଲା ବରଗଡ଼ ଜିଲାକେ କମେଇ ଖାଏବାର ଲାଗି ଆସିଛନ୍। ସୁରଜ ନିଜେ ବମ୍ବେଇ ଲଡୁ ତିଆର କରବାର ସଂଗେ…
ଷ୍ଟାଡିୟମ ଭିତରେ ଜଣକୁ ହାଣି ହତ୍ୟା
ଚିତ୍ରକୋଣ୍ଡା,୨୩ା୧୨(ଡି.ଏନ.ଏ.):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ମିନି ଷ୍ଟାଡିୟମ ଭିତରେ କେହି ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କୁ ସୋମବାର ସନ୍ଧ୍ୟାରେ ହାଣି ଦେଇଛି। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ସେ ହେଲେ ଚିତ୍ରକୋଣ୍ଡା ଢେପସାହିର ବାସିନ୍ଦା ସମରା ତନ୍ତି(୪୧)। ଖବରରୁ ଜଣାପଡିଛି ଦୁର୍ବୃତ୍ତମାନେ…
କ୍ୟୁଆର-ଏସ୍ଏଏମ୍ କ୍ଷେପଣାସ୍ତ୍ରର ପରୀକ୍ଷଣ
ବାଲେଶ୍ୱର ଅଫିସ,୨୩।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର(ସମନ୍ବିତ ପରୀକ୍ଷଣ କେନ୍ଦ୍ର) ପରିସର ୩ ନମ୍ବର ଲଞ୍ଚପ୍ୟାଡରୁ ପୂର୍ବାହ୍ନ ୧୧ଟା ୪୫ ମିନିଟ୍ରେ ସ୍ବଳ୍ପ ଦୂରଗାମୀ କ୍ୟୁଆର-ଏସ୍ଏଏମ୍ କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଛି। ଏକ ଟ୍ରକ୍ରେ ଲାଗିଥିବା କାନିଷ୍ଟରରୁ ଏହି କ୍ଷେପଣାସ୍ତ୍ରକୁ ଭୂପୃଷ୍ଠରୁ ଆକାଶମାର୍ଗକୁ ନିକ୍ଷେପ…
ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲଦଣ୍ଡ
ବାଲେଶ୍ୱର ଅଫିସ, ୨୩।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ଅତିରିକ୍ତ ଦୌରାଜଜ୍ କମ୍ ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲଦଣ୍ଡ ସହ ୨୫ହଜାର ଟଙ୍କା ଜରିମାନା କରିଛନ୍ତି। ସୋର ଥାନା ଅଞ୍ଚଳର ଜଣେ…
ମହିଳାଙ୍କ ପେଟରୁ ବାହାରିଲା ୮ କେଜି ୯୦୦ ଗ୍ରାମର ପଥୁରି
ମାଲକାନଗିରି,୨୩ା୧୨ (ଡି.ଏନ୍.ଏ.): ଗତ ସପ୍ତାହରେ ଜଣେ ଯୁବକଙ୍କ ପେଟରୁ ଅସ୍ତ୍ରୋପଚାର କରାଯାଇ ଅଧ କେଜି ଓଜନର ପଥୁରି ବାହାରିଥିବା ବେଳେ ସୋମବାର ଜଣେ ମହିଳାଙ୍କ ପେଟରୁ ୮ କେଜି ୯୦୦ ଗ୍ରାମ ଓଜନର ପଥୁରି ବାହାରିଛି। ଅସ୍ତ୍ରୋପଚାର କରାଯାଇ ଏହାକୁ କଢାଯାଇଛି।…
କ୍ରୀଡା ପ୍ରତିଯୋଗିତା: ଜାତୀୟ ସ୍ତରରେ ସ୍ବର୍ଣ୍ଣ,ରୋପ୍ୟ ପଦକ ହାସଲ କଲେ କୁନି
ମାଲକାନଗିରି,୨୩ା୧୨ (ଡି.ଏନ୍.ଏ.)-ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ମାର୍କେଲଗୁଡାସ୍ଥିତ ଶିଶୁଗୃହର ଆଦିବାସୀ ଛାତ୍ରୀ କୁନି ମାଢି ଜାତୀୟ ସ୍ତରରେ କ୍ରୀଡାରେ କୃତିତ୍ୱ ଅର୍ଜନ କରିଛନ୍ତି। କେନ୍ଦ୍ର ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ୱାରା ହୋସଲା ଅନୁଷ୍ଠାନ ପକ୍ଷରୁ ଦିଲୀରେ ହୋଇଥିବା…
ଶୃଙ୍ଖଳା ଉତ୍ତମ ଭବିଷ୍ୟତ ଗଠନର ପ୍ରଥମ ପାହାଚ
ରାଇକିଆ,୨୩ା୧୨(ଡ଼ି.ଏନ.ଏ)-ଶଙ୍ଖଳିତ ଛାତ୍ର ଜୀବନ ଉତ୍ତମ ଭବିଷ୍ୟତ ଗଠନରେ ସହାୟକ ହୋଇଥାଏ। ଏହା ହିଁ ସଫଳତାର ପ୍ରଥମ ପାହାଚ ଏବଂ ମୂଳଦୂଆ ବୋଲି ଶନିବାର ରାଇକିଆ ସରସ୍ବତୀ ଶିଶୁ ମନ୍ଦିରର ୨୪ତମ ବାର୍ଷିକ ଉତ୍ସବରେ ଯୋଗଦେଇ ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ପରିଚାଳନା କମିଟି…
ବଗଳାମୁଖି ମନ୍ଦିରରୁ ତାଲା ଭାଙ୍ଗି ଲୁଟ୍
ଚିକିଟି,୨୩ା୧୨(ଡି.ଏନ.ଏ.)-କେ.ନୂଆଗାଁ ଥାନା ଚିକିଟିପେଣ୍ଠ ସ୍ଥିତ ବଗଳାମୁଖି ମନ୍ଦିରର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ରବିବାର ବିଳମି୍ବତ ରାତିରେ ଅଳଙ୍କାର ଓ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛିି। ଗତ ସନ୍ଧ୍ୟାରେ ପୁଜକ ପୁଜାସାରି ମନ୍ଦିର ତାଲା ପକାଇ ଚାଲିଯାଇଥିଲେ। ସୋମବାର ସକାଳୁ ମନ୍ଦିର…
ଆନ୍ଧ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ
ପାତ୍ରପୁର,୨୩ା୧୨(ଡି.ଏନ୍.ଏ.): ପାତ୍ରପୁର ବ୍ଲକ ମୁଣ୍ଡିକେରି ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ଆନ୍ଧ୍ରପ୍ରଦେଶର ଏଲୁରୁ ଜିଲା ବୈଦ୍ୟ ମେଡ଼ିକାଲରେ ମୃତ୍ୟୁ ଘଟିଛି । ସେ ହେଲେ ଜୁରିଆ ବେହେରା (୪୮)। ସୋମବାର ଗ୍ରାମରେ ମୃତଦେହ ପହଞ୍ଚିବା ପରେ ସତ୍କାର କରାଯାଇଛି। ଜୁରିଆ ଏକ…
ମୋବାଇଲ ଦେଖିବାକୁ ମନା କରିବାରୁ ଛାତ୍ରଙ୍କ ଆତ୍ମହତ୍ୟା
ପଦ୍ମପୁର, ୨୩।୧୨ (ଡି.ଏନ.ଏ.)- ମୋବାଇଲ ଦେଖିବାକୁ ମନା କରିବାରୁ ନବମ ଶ୍ରେଣୀ ଛାତ୍ରଙ୍କ ଅଭାବନୀୟ କାଣ୍ଡ। ସୋମବାର ମଧ୍ୟାହ୍ନରେ ଛାତ୍ର ଜଣଙ୍କ ସିଡ଼ି ଘରକୁ ଯାଇ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ପରିବାର ପକ୍ଷରୁ କୁହାଯାଇଛି। ମୃତ ନାବାଳକ ହେଲେ…
ବିଦ୍ୟାଳୟ ପାଚେରୀ ଭାଙ୍ଗିଲେ ହାତୀ ପଲ
ଠାକୁରମୁଣ୍ଡା,୨୩ା୧୨(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡରେ ୨୨ ଟିକିଆ ହାତୀପଲଙ୍କ ଆତଙ୍କ ଜାରି ରହିଛି। ଶୁକୃଳି ନିକଟରେ ଥିବା ବେଗୁନାବିନ୍ଧା ସରକାରୀ ପ୍ରାଥମିକ ବିଦ୍ୟାଳୟ ପାଚେରୀକୁ ସୋମବାର ଭୋର ସମୟରେ ହାତୀପଲ ଭାଙ୍ଗି ଦେଇଛନ୍ତି। ସେହି ଗ୍ରାମର ରମାକାନ୍ତ ଗିରି ଓ…
ଗଛ ଡାଳ କାଟିବାକୁ ନେଇ ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ
କପ୍ତିପଦା,୨୩ା୧୨(ଡି.ଏନ୍.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଶରତ ଥାନା ଅଧୀନ ସରଡିହା ଭଣ୍ଡାର କଲୋନୀସାହିରେ ଗଛ ଡାଳ କାଟିବାକୁ କେନ୍ଦ୍ର କରି ରବିବାର ସନ୍ଧ୍ୟାରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୃତ ବୃଦ୍ଧ ଜଣକ ହେଲେ ସେହି ଗ୍ରାମର ସାହୁ…
Archives


