ଆମ ଜିଲା ଖବର

ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସଙ୍ଗ: ଶୁଭ୍ରାଙ୍କ ପଦ ରଦ୍ଦ ମାମଲାରେ କାଉନସିଲରଙ୍କ ବିଜୟ: ଶ୍ରମିତା

ରାୟଗଡ଼ା,୨୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟ ଗଣତି ହୋଇ ବାଲଟ ବାକ୍ସରେ କଏଦ ଥିଲା। ବର୍ତ୍ତମାନ ଏହା ଉପରୁ ପରଦା ଉଠିଥିବା ନେଇ ରାୟଗଡ଼ା ପୌର ପରିଷଦର…

ଆମ୍ବୁଲାନ୍ସ ନେଲା ଆରଏମ୍‌ସି କର୍ମଚାରୀଙ୍କ ଜୀବନ

ବିଷମକଟକ/ଗୁଣପୁର ୨୩।୨(ପ୍ରସନ୍ନ କୁମାର ପଣ୍ଡା/ ସଂକେତ ପାତ୍ର): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁମାର ଢାମୁଣୀ ନିକଟରେ ସୋମବାର ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ଆରଏମ୍‌ସି କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୁରୁଣା ଗୁଣପୁର ବ୍ରାହ୍ମଣ ସାହିର ପିତବାସ ରାଜୁ…

ନର୍ଦ୍ଦମା ପାଲଟିଛି ଓଡ୍ରି ସାପ୍ତାହିକ ବଜାର: ପିଣ୍ଡି ଥାଇ ବି କାଦୁଅରେ ବ୍ୟବସାୟ

ଥୁଆମୂଳରାମପୁର, ୨୩।୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡ୍ରି ଗ୍ରାମପଞ୍ଚାୟତ ସଦର ମହକୁମାରେ ପ୍ରତି ଶୁକ୍ରବାର ବସୁଥିବା ସାପ୍ତାହିକ ବଜାର ଏବେ ସଂପୂର୍ଣ୍ଣ ଅବ୍ୟବସ୍ଥା ଘେରରେ। ଲକ୍ଷ ଲକ୍ଷ ଟଙ୍କାର ସରକାରୀ ପିଣ୍ଡି ଅଦରକାରୀ ହୋଇ…

ଜଙ୍ଗଲ ସୁରକ୍ଷା ହିଁ ଜୀବନ ରକ୍ଷା: ବନାଗ୍ନି ରୋକିବା ପାଇଁ ବନ ବିଭାଗ ଓ ଅଗ୍ନିଶମ ବାହିନୀର ମିଳିତ ଅଭିଯାନ

ଥୁଆମୂଳ ରାମପୁର,୨୩।୨ (ଦୁର୍ଗା କୀର୍ତ୍ତି): ଜଙ୍ଗଲ ହେଉଛି ପ୍ରକୃତିର ଅମୂଲ୍ୟ ବରଦାନ ଏବଂ ଏହାର ସୁରକ୍ଷା ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ। ବିଶେଷକରି ଶୁଷ୍କ ଋତୁରେ ବନାଗ୍ନି ବା ଜଙ୍ଗଲ ନିଆଁ ପରିବେଶ ପାଇଁ ସବୁଠାରୁ ବଡ଼ ଶତ୍ରୁ ପାଲଟିଥାଏ। ଏହି…

ଟ୍ରେନ୍‌ ଧକ୍କାରେ ସଂସ୍କୃତ ଶିକ୍ଷକଙ୍କ ମୃତ୍ୟୁ, ବଢ଼ିଲା ଆତ୍ମହତ୍ୟା ସନ୍ଦେହ

ରାୟଗଡ଼ା,୨୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସଦର ବ୍ଲକ୍‌ ଜେମାଦେଈପେଣ୍ଠସ୍ଥିତ କଳିଙ୍ଗା ଉଚ୍ଚ ବିଦ୍ୟାଳୟ ସଂସ୍କୃତ ଶିକ୍ଷକ ପଞ୍ଚାନନ ଚୌଧୁରୀ(୫୫)ଙ୍କ ସୋମବାର ଏକ ମାଲବାହୀ ଟ୍ରେନ୍‌ ଧକ୍କାରେ ମୃତ୍ୟୁ ହୋଇଛି । ବିଦ୍ୟାଳୟ ନିକଟସ୍ଥ ଜାଙ୍ଗିଡି ଯିବା ରେଳ ଫାଟକରେ ଏକ…

ସ୍କୁଟି ଉପରକୁ ଚଢ଼ି ଗଲା କାର୍‌

ବଲାଙ୍ଗୀର,୨୩।୨(ସୁନିଲ କୁମାର ମହାନ୍ତି ):ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ଗେଟ ସମ୍ମୁଖରେ ରାସ୍ତା କଡରେ ଥିବା ଏକ ମଟର ସାଇକେଲ ଗ୍ୟାରେଜ ଦୋକାନ ଭିତରକୁ ଜଣେ କାର ଚାଳକ ଭାରସାମ୍ୟ ହରାଇ ଏକ ସ୍କୁଟି ଉପରକୁ ଚଢ଼ାଇ ଦେଇଛନ୍ତି। ଗ୍ୟାରେଜରେ କାମ…

ଛାତ୍ରୀ ଗଣବଳାତ୍କାର ମାମଲାର ନୂଆ ମୋଡ଼: ସ୍କୁଲରେ ଯାଞ୍ଚ କଲେ ୩ ଜଣିଆ ଟିମ୍‌

ରାଜକନିକା,୨୩ା୨(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳର ଏକ ସ୍କୁଲର ଜଣେ ୧୩ ବର୍ଷିଆ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ସୋମବାର ଜିଲା ଉପଶିକ୍ଷା ଅଧିକାରୀ ଶୁଭସ୍ମିତା ତ୍ରିପାଠୀ, ଦିପ୍ତୀ ନାୟକ…

ଇସ୍‌କଫ୍‌ର ୨୪ତମ ଜାତୀୟ ସମ୍ମିଳନୀ: ଗଞ୍ଜାମର ଗୋକୁଳ, ହରପ୍ରସାଦ ଜାତୀୟ ପରିଷଦକୁ ନିର୍ବାଚିତ

ଦିଗପହଣ୍ଡି,୨୩ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସ୍‌କଫ)ର ୨୪ତମ ଜାତୀୟ ସମ୍ମିଳନୀ ତାମିଲନାଡୁର ଚେନ୍ନାଇଠାରେ ଅନୁଷ୍ଠିତ ହୋଇଯାଇଛି। ଦୁଇଦିନ ଧରି ଅନୁଷ୍ଠିତ ଏହି ସମ୍ମିଳନୀରେ ଇସକଫ୍‌ର ଜାତୀୟ ପରିଷଦ ଅଧ୍ୟକ୍ଷ ଭାନୁଦେବ ଦତ୍ତ ସଭାପତିତ୍ୱ କରିଥିଲେ।…

ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ଉତ୍ସବ: ପଦ୍ମନାଭପୁର ଗାଁ ଉତ୍ସବ ମୁଖର

ଦିଗପହଣ୍ଡି,୨୩ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ଶ୍ରୀଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ଉତ୍ସବ ସୋମବାରଠାରୁ ଶୁଭାରମ୍ଭ ହୋଇଛି। ଏଥି ନିମନ୍ତେ ସମଗ୍ର ଗାଁ ଉତ୍ସବ ମୁଖର ହୋଇଛି। ପୂର୍ବାହ୍ନରେ ବହୁସଂଖ୍ୟକ ଶ୍ରଦ୍ଧାଳୁ ସ୍ଥାନୀୟ ପୋଖରୀରେ ପହଞ୍ଚି ଗଙ୍ଗା ଆବାହନ ଦୀକ୍ଷାଭିଶେକ…

ବନ୍ଥପଲ୍ଲୀ ଗାଁ ପୁଣି ଅଶାନ୍ତ: ଘର ଉପରକୁ ବୋମା ମାଡ଼ କଲେ…

ଦିଗପହଣ୍ଡି,୨୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ବନ୍ଥପଲ୍ଲୀ ଗ୍ରାମର ପ୍ରଶାନ୍ତ ଭୂୟାଁଙ୍କ ଘର ଉପରକୁ ବୋମା ମାଡ଼ କରାଯାଇଛି। କିଛିଦିନର ନୀରବତା ପରେ ପୂର୍ବ ଶତ୍ରୁତାକୁ ନେଇ ଏହି ବୋମା ମାଡ଼ କରାଯାଇଥିବା ସୂଚନା ମିଳିଛି। ରବିବାର…

ଭାଜପାର ମିଶ୍ରଣ ପର୍ବ, ସୁନାବେଡା ପୌରପାଳିକା ଅଧ୍ୟକ୍ଷଙ୍କ ସହ ଯୋଗଦେଲେ ଅନେକ କର୍ମୀ

କୋରାପୁଟ,୨୩।୨(ଅମିତାଭ ବେହେରା ): କୋରାପୁଟ ଜିଲାର ସୁନାବେଡା ପୌରପାଳିକା ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ପାତ୍ର ସୋମବାର ବିଜେଡି ଛାଡି ଭାଜପାରେ ଯୋଗଦାନ କରିଛନ୍ତି । ତାଙ୍କ ସହ ସୁନାବେଡ଼ା ପୌରପାଳିକାର ଚାରି କାଉନସିଲର ସହ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ…

ଧରିତ୍ରୀ ପ୍ରଭାବ : ୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା, ୨ କର୍ମଚାରୀ ନିଲମ୍ବିତ

ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ପଲ୍ସ ଏଣ୍ଟ୍ରି ନୂଆ ନୁହେଁ, ଏଭଳି ଫଲ୍ସ ଏଣ୍ଟ୍ରିର ପ୍ରମାଣ ଗତ ମଙ୍ଗଳବାର ଧରିତ୍ରୀକୁ ମିଳିଥିଲା । ବୁଧବାର ଧରିତ୍ରୀରେ ସଚିତ୍ର(ଯୋଗାଣ ବିଭାଗ ପକ୍ଷରୁ ଇସ୍ୟୁ ହୋଇଥିବା ଟ୍ରାନଜିଟ୍‌ ପାସ୍‌ କମ୍‌ ଏକସେପଟେନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?