ଆମ ଜିଲା ଖବର

ରାଜନୀତିରୁ ଊର୍ଦ୍ଧ୍ୱରେ ରହି କାର୍ଯ୍ୟ କରିବାକୁ ନିଷ୍ପତ୍ତି

ଭଞ୍ଜନଗର,୨୪।୨(ଡି.ଏନ.ଏ.)-ଗୋପାଳପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ପ୍ରକଳ୍ପ ବଜେଟରେ ଟୋକନ ମନି ବ୍ୟବସ୍ଥା ହୋଇଛି । ପ୍ରକଳ୍ପ ଆରମ୍ଭ କରିବା ନିମନ୍ତେ ଏବେ ବି ଅନେକ କାର୍ଯ୍ୟ ବାକି ଅଛି । ସମସ୍ତ ରାଜନୈତିକ ଦଳର ସହଯୋଗ ବିନା କାର୍ଯ୍ୟ ଆରମ୍ଭ…

ନିମ୍ନମାନର ରାସ୍ତା କାମ, ଉଠିଯାଉଛି ପିଚୁ

ଭଦ୍ରକ ଅଫିସ,୨୪।୨-ଗ୍ରାମ୍ୟ ଉନ୍ନୟନ ବିଭାଗରେ ସ୍ବଚ୍ଛତାକୁ ନେଇ ବିବାଦ ଲାଗିରହିଛି। ମାସକ ତଳେ ବିଭାଗର ଜଣେ ଡାଟାଏଣ୍ଟ୍ରି ଅପରେଟର ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଥିଲେ। ନିକଟରେ ନିର୍ବାହୀ ଯନ୍ତ୍ରୀ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରରୁ…

ମଧ୍ୟାହ୍ନଭୋଜନ ପାଚିକା, ସହାୟିକା ସଂଘ ସମାବେଶ

କୋଷ୍ଠା,୨୪ା୨(ଡି.ଏନ୍‌.ଏ.)- ଶୂଳିଆପଦା ବ୍ଲକ ମଧ୍ୟାହ୍ନଭୋଜନ ପାଚିକା ଓ ସହାୟିକା ସଂଘର ଏକ ସମାବେଶ କୋଷ୍ଠାସ୍ଥିତ ଉଦୟନାଥ ଆଇଟିଆଇ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସମ୍ପାଦିକା ଅନ୍ନଦା ଧଳଙ୍କ ଆହ୍ବାନ କ୍ରମେ ଆୟୋଜିତ ସମାବେଶରେ ଶତାଧିକ ସଦସ୍ୟା ଯୋଗ ଦେଇଥିଲେ। ଏଥିରେ ଭାରତୀୟ…

ଥଇଥାନ ପରେ ଉଚ୍ଛେଦ କରାଯାଉ

ବାଲେଶ୍ୱର ଅଫିସ,୨୪।୨- ବାଲେଶ୍ୱର ସହର ଫାଣ୍ଡିଛକସ୍ଥିତ ଓଭରବ୍ରିଜ୍‌ ତଳେ ଦୋକାନ କରିଥିବା ବ୍ୟବସାୟୀମାନଙ୍କୁ ୧୫ଦିନ ମଧ୍ୟରେ ଉଚ୍ଛେଦ ପାଇଁ ବ୍ରିଟ୍‌ ପକ୍ଷରୁ ନୋଟିସ୍‌ ଦିଆଯାଇଛି। ଏହାର ପ୍ରତିବାଦରେ ବ୍ୟବସାୟୀ ସଂଘ ପକ୍ଷରୁ ଶନିବାର ସନ୍ଧ୍ୟାରେ ମିଳିତ ବୈଠକ କରି ଥଇଥାନ ପରେ…

ଚିକିତ୍ସାରେ ଅବହେଳା ଅଭିଯୋଗ

ଅନୁଗୋଳ ଅଫିସ, ୨୪।୨: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ରୋଗୀଙ୍କ ଚିକିତ୍ସାରେ ଅବହେଳା ହେଉଥିବା ଅଭିଯୋଗ ଆସିଛି। ଡାକ୍ତରଖାନାର ୩ ମହଲା ବିଲ୍ଡିଂରେ ଥିବା ବେଡ ନଂ. ୩୩୫ ଓ ୩୩୬ରେ ଥିବା ଦୁଇଜଣ ଗୋଡ଼ ଭଙ୍ଗା ରୋଗୀ ଏହି…

ଧାାନ କିଣାରେ ଅନିୟମିତତା ନେଇ ସମିତି ସିଲ୍‌

ସୋର,୨୩।୨(ଡି.ଏନ.ଏ.): ସୋର ଉତ୍ତରେଶ୍ୱର ସେବା ସମିତିକୁ ରବିବାର ମଧ୍ୟାହ୍ନରେ ସିଲ୍‌ କରାଯାଇଛି। ଧାନକିଣାରେ ଅନିୟମିତତା ନେଇ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଠାରେ ଅଭିଯୋଗ ହୋଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସୋର ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ରାକେଶ ପଣ୍ଡା, ମ୍ୟୁନିସିପାଲିଟିର ବରିଷ୍ଠ…

ଡଙ୍କଲପାଡୁ ବସ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କଲେ ୩ ମନ୍ତ୍ରୀ

ଗୋପାଳପୁର,୨୩ା୨: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଗତ ୯ ତାରିଖରେ ନିର୍ବନ୍ଧ ପାଇଁ ଯାଉଥିବା ବସ୍‌ରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗିଯିବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ବିଭିନ୍ନ ରାଜନୈତିକ ଦଳ ମୃତକ…

ଦୁଇ ନକଲି ଡ୍ରାଇଭିଂ ଲାଇସେନ୍ସଧାରୀ ଭାରୀଯାନ ଚାଳକ ଗିରଫ

ବଡ଼ବିଲ,୨୩।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ରବିବାର ଦୁଇ ନକଲି ଡ୍ରାଇଭିଂ ଲାଇସେନ୍ସଧାରୀ ଭାରୀଯାନ ଚାଳକଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ସୁନ୍ଦରଗଡ଼ ଜିଲା କୋଇଡା ଥାନା କାଦଡିହା ଅଞ୍ଚଳର ଜଗନ୍ନାଥ ଲୋହାର…

ଜଳଖିଆ ଦୋକାନରୁ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ଜଗତ୍‌ସିଂହପୁର ଅଫିସ,୨୩।୨: ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଢିଅସାହି ବଜାର ଓ ସ୍ଥାନୀୟ ଗାନ୍ଧୀଛକସ୍ଥିତ ଏକ ହୋଟେଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ସିଙ୍ଗିପୁରର ବାବନ ସାହୁଙ୍କ ଜଳଖିଆ ଦୋକାନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଛି। ଖବର ପାଇ ଅଗ୍ନିଶମ…

ଅହମଦାବାଦରେ ୩ ଓଡ଼ିଆ ଶ୍ରମିକ ପୋଡ଼ିହୋଇ ମୃତ୍ୟୁ ଘଟଣା: ପରିବାର ନିକଟରେ ପହଞ୍ଚିଲା ଜିଲା ପ୍ରଶାସନ

ରସୁଲପୁର,୨୩।୨(ଡି.ଏନ୍‌.ଏ.): ଗୁଜରାଟ ଅହମଦାବାଦର ଏକ କପଡ଼ା ଲେବଲ ପ୍ରସ୍ତୁତି କାରଖାନାରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ସେମାନେ ହେଲେ ଯାଜପୁର ସଦର ଥାନା ଅନ୍ତର୍ଗତ ଜମଧର ଗ୍ରାମର ଦୟାନିଧି ଖୁଣ୍ଟିଆ(୩୭), ଚିନ୍ମୟ ଖୁଣ୍ଟିଆ(୨୫) ଏବଂ…

ଗ୍ରାମୀଣ ଆବାସ ଯୋଜନାରେ ଦୁର୍ନୀତି: ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ନିଲମ୍ବନ କଲେ ଜିଲାପାଳ

ଢେଙ୍କାନାଳ ଅଫିସ,୨୩।୨: ଢେଙ୍କାନାଳ ଜିଲା ସଦର ବ୍ଲକ ଭାଲିଆବୋଲ କାଟେଣି ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ନିର୍ବାହୀ ଅଧିକାରୀ ସୁନୀଲ କୁମାର ପରିଡ଼ାଙ୍କୁ ଜିଲାପାଳ ଭୂମେଶଚନ୍ଦ୍ର ବେହେରା ନିଲମ୍ବନ କରିଛନ୍ତି। ଗ୍ରାମୀଣ ଆବାସ ଯୋଜନାରେ ଦୁର୍ନୀତି କରିଥିବା…

କଖାରୁ ଫୁଲ, ଶାଗ ଖାଇ ଗୋଟିଏ ପରିବାରର ୬ ଅସୁସ୍ଥ

ନୟାଗଡ଼ ଅଫିସ/ଦଶପଲ୍ଲା,୨୩।୨(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସହର ହରିଡାବାରୀ ସତ୍‌ସଙ୍ଗ ବିହାର ସାହିରେ କଖାରୁ ଫୁଲ ଓ ଶାଗ ଖାଇ ରବିବାର ଗୋଟିଏ ପରିବାରର ୬ଜଣ ଅସୁସ୍ଥ ହୋଇଛନ୍ତି। ପରିବାରର ଶଙ୍କର୍ଷଣ ସାହୁ(୬୩), ମାଳତୀ ସାହୁ(୮୫), ରାଜେଶ ସାହୁ(୯),ପ୍ରତିମା ସାହୁ(୨୬), ରୀତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?