ଆମ ଜିଲା ଖବର

ନାଳ ନିକଟରୁ କଙ୍କାଳ ଉଦ୍ଧାର

ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ାର ରଇତ କଲୋନୀଠାରେ ଥିବା ନୂଆ ସାହି ନାଳ ନିକଟରୁ ସ୍ଥାନୀୟ ପୋଲିସ ଏକ କଙ୍କାଳ ଉଦ୍ଧାର କରିଛି। ସାଇଣ୍ଟିଫିକ୍‌ ଟିମ୍‌ ସହ ସନ୍ଧାନୀ କୁକୁର ଲଗାଇ ଏହାର ତଦନ୍ତ କରାଯିବ ବୋଲି ଏସ୍‌ପି ଶର୍ବଣା ବିବେକ ଏମ୍‌…

ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା

ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ା ଜିଲା ସେସକାଲ ଥାନା ଅନ୍ତର୍ଗତ ବାଲାପାଡୁ ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ସାନଭାଇ ସତ୍ୟ ମିଣିଆକା ସେସକାଲ ଥାନାରେ ଏନେଇ ଏକ ଲିଖିତ ଅଭିଯୋଗ ଦେବା ପରେ ଘଟଣାସ୍ଥଳରୁ ପୋଲିସ ମୃତଦେହ ଜବତ କରି…

ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ମାଡ଼: ଡାକ୍ତରଖାନାରେ ଭର୍ତ୍ତି

କେନ୍ଦୁଝର,୨୩।୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ କରମଙ୍ଗି ପଞ୍ଚାୟତ ପୁଢ଼େଇଝୋଳ ଗାଁରେ ଜଣେ ବୃଦ୍ଧଙ୍କୁ ଗୁଣିଆ ସନ୍ଦେହରେ ଗ୍ରାମସଭାରେ ଆକ୍ରମଣ କରାଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଫଳରେ ବୃଦ୍ଧ ଜଣଙ୍କୁ ଗୁରୁତର ଅବସ୍ଥାରେ ଶନିବାର ପ୍ରଥମେ ତେଲକୋଇ…

ବିବାଦ ପାଇଁ ନଳକୂପରେ କିରୋସିନ ଢାଳିଲେ ଦୁର୍ବୃତ୍ତ

ଚାନ୍ଦବାଲି,୨୩।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ପଞ୍ଚାୟତ ନିଆରିସାହିର ଏକ ନଳକୂପରେ କେହି ଦୁର୍ବୃତ୍ତ କିରୋସିନ ଓ ସିମେଣ୍ଟ ଭରି ଦେଇଥିବାର ଅଭିଯୋଗ ହୋଇଛି। ଫଳରେ ଏହା ବ୍ୟବହାର ଅନୁପଯୋଗୀ ହୋଇଛି। ଏନେଇ ଗାଁର କେତେକ ମହିଳା ଓ ପୁରୁଷ…

ଗଞ୍ଜେଇ ଭର୍ତ୍ତି ବୋଲେରୋ ଜବତ: ଡ୍ରାଇଭର ସମେତ ୨ ଫେରାର

ବଲାଙ୍ଗୀର ଅଫିସ,୨୩।୨: ବଲାଙ୍ଗୀର ସହର ଆଟଗାଁ ରାସ୍ତାର ମଦନଗୁଡିଆ ବଗିଚା ନିକଟରେ ରବିବାର ଏକ ଗଞ୍ଜେଇ ଭର୍ତ୍ତି ବୋଲେରୋ ପୋଲିସ ଜବତ କରିଛି। ଭୋରୁ ପୋଲିସ ପାଟ୍ରୋଲିଂ ଟିମ୍‌କୁ ଦେଖି ଡ୍ରାଇଭର ଓ ଅନ୍ୟ ଜଣେ ସହଯୋଗୀ ଗାଡ଼ି ଛାଡି ଫେରାର…

ବନ୍ଧୁକ ମୁନରେ ଡକାୟତି

କଟକ ଅଫିସ,୨୩।୨: ଜଗତପୁର ଥାନା ଅନ୍ତର୍ଗତ କେନାଲ ରୋଡ଼ ଘରୁ ଶନିବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଡକାୟତିର ଶିକାର ହୋଇଥିବା ସୁଧାଂଶୁ କୁମାର ନାୟକ ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ରାତି ପ୍ରାୟ ୨ଟା ବେଳେ ୪ ଜଣ ଦୁର୍ବୃତ୍ତ…

ଖେଳୁଥିବା ବେଳେ ୪ ଶିଶୁ ପୋଡ଼ିଯିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ୩ ଶିଶୁ

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩ ଶିଶୁ। ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ନିଆଁରେ ପୋଡ଼ିଯାଇ ଗୁରୁତର ହୋଇଥିବା ୪ ଶିଶୁଙ୍କ ମଧ୍ୟରୁ ତିନିଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ପୁଅ ଥିବା…

ରାୟଗଡ଼ାରେ ଭାରତ ବନ୍ଦ ଡାକରା: ବସ ଚଳାଚଳ ବନ୍ଦ, ଯାତ୍ରୀ ହନ୍ତସନ୍ତ

ରାୟଗଡ଼ା ଅଫିସ,୨୩।୨: ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆବର୍ଗ ଓ ସଂଖ୍ୟାଲଘୁଙ୍କ ସଂରକ୍ଷଣ ବିରୋଧରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରା ଗତ ୭ ତାରିଖ ଶୁକ୍ରବାର ସରକାରୀ ଚାକିରି ଓ ପଦୋନ୍ନତିରେ ସାମ୍ବିଧାନିକ ମୌଳିକ ଅଧିକାର ନୁହେଁ ବୋଲି ରାୟ ପ୍ରକାଶ ପାଇଛି।…

ଖେଳୁଥିବା ବେଳେ ଜଳିଗଲେ ୪ ଶିଶୁ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ଏକ ଅଭାବନୀୟ ଘଟଣାକ୍ରମରେ ନିଆଁରେ ପୋଡ଼ିଯାଇ ୪ ଶିଶୁ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ଦୀପକ ଗୌଡ, ଆଲୋକ ଯେନା, ସାଇରାମ ଯେନା ଓ…

ମରଣଯନ୍ତା ପାଲଟିଛି ୨୦ନଂ. ଜାତୀୟ ରାଜପଥ: ରାସ୍ତା କଡ଼କୁ ଖସିଲା ଟ୍ରକ୍‌

କୋଳିମାଟି,୨୩।୨(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନରେ ଥିବା କୋଳିମାଟି ଦରଖୋଳା ଘାଟି ନିକଟରେ ରାସ୍ତା ମରଣଯନ୍ତା ପାଲଟିଛି । ପ୍ରତ୍ୟେକ ଦିନ ଏଠାରେ ଦୁର୍ଘଟଣା ଘଟୁଥିବା ଦେଖିବାକୁ ମିଳୁଛି । ୨୦ନଂ. ଜାତୀୟ ରାଜପଥ ରାସ୍ତା କାମ ଅସମ୍ପୂର୍ଣ୍ଣ ଭାବରେ…

୨ ଧାନଗଦା, ଟାଟା ମ୍ୟାଜିକ୍‌ରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ପାପଡାହାଣ୍ଡି,୨୩।୨(ଡି.ଏନ୍‌.ଏ): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଡେଙ୍ଗାଗୁଡ଼ା ପଞ୍ଚାୟତ ଖରକି ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ହରିଶ୍ଚନ୍ଦ୍ର ମୀରଗାନ ଓ ପ୍ରଭୁଦାନ ମୀରଗାନଙ୍କ ୨ଟି ଧାନ ଗଦା ସହ ଉରଦି ଗ୍ରାମର ପର୍ଶୁରାମ ହରିଜନଙ୍କ ଟାଟା…

କମରପଦା ଛକରେ ଦୁର୍ଘଟଣା: ଜଣେ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

କଟକସଦର,୨୩।୨(ଡି.ଏନ୍‌.ଏ): କଟକ-ପାରାଦୀପ ୧୨ନଂ. ରାଜ୍ୟ ରାଜପଥ କମରପଦା ଛକରେ ରବିବାର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ସାଇକେଲ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତ୍‌ସିଂହପୁର ଜିଲା ବିରିଡ଼ି ଥାନା ଅନ୍ତର୍ଗତ ଅଲାଣ୍ଡୋ ଗ୍ରାମର ଶୁକଦେବ ଲୋଇ(୩୫)। ସୂଚନାଯୋଗ୍ୟ, ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?