ଆମ ଜିଲା ଖବର

ଅନୁପଙ୍କ ରିମାଣ୍ଡ ଅବଧି ଶେଷ: ସହଯୋଗ ନ କରି ପୋଲିସକୁ ଭୁଆଁ ବୁଲାଇଲେ

ଝାରସୁଗୁଡ଼ା ଅଫିସ,୨୩ା୨: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ବବ୍‌ଲି ହତ୍ୟା ଘଟଣାରେ ଛତିଶଗଡ଼ ପୋଲିସ ଏବେ ଚିନ୍ତାରେ ପଡିଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ଓ ଡ୍ରାଇଭର ବର୍ଦ୍ଧନ ଟପ୍ପୋ…

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଉଦ୍‌ଘାଟିତ: ଭାରତ ହେବ କ୍ରୀଡ଼ାର ‘ସୁପରପାୱାର’

କଟକ ଅଫିସ,୨୩ା୨: ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଖେଲୋ ଇଣ୍ଡିଆ ୟୁନଭର୍ସିଟି ଗେମ୍ସର ପ୍ରଥମ ସଂସ୍କରଣ ଶନିବାର ସନ୍ଧ୍ୟାରେ ମହାସମାରୋହରେ ଉଦ୍‌ଘାଟିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନି୍ଂସ ଜରିଆରେ ଏହି ମେଗା ଇଭେଣ୍ଟକୁ ଆନୁଷ୍ଠାନିକ ଉଦ୍‌ଘାଟନ କରିଛନ୍ତି। କେନ୍ଦ୍ର…

ଗୋଚର ଜମିରେ କାହ୍ନୁଚରଣ କଲେଜ: ୩ ମାସ ମଧ୍ୟରେ ଜିଲାପାଳ ନେବେ ପଦକ୍ଷେପ

ଯାଜପୁର ଅଫିସ,୨୩ା୨: କଲେଜଗୁଡ଼ିକର ଜମି ସମ୍ବନ୍ଧୀୟ ଅବସ୍ଥା ଜାଣିବାକୁ ସପ୍ତାହେ ପୂର୍ବରୁ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ(ଆର୍‌ଡିଇ) ପକ୍ଷରୁ ତଥ୍ୟଦାଖଲ କରିବାକୁ ନିର୍ଦ୍ଦେଶ ହୋଇଥିଲା। ଏହି ତଥ୍ୟ ଭୁବନେଶ୍ୱର ଆରଡିଇ ଅଧୀନରେ ଗଢି ଉଠିଥିବା ସମସ୍ତ ଅନୁଦାନ ଓ ଅଣଅନୁଦାନପ୍ରାପ୍ତ କଲେଜଗୁଡ଼ିକର…

ଗାଈ ଚରାଉଛନ୍ତି ଜାତୀୟସ୍ତରର କବାଡ଼ି ଖେଳାଳି

ଜୟପୁର,୨୩ା୨(ନି.ପ୍ର.) ନୁଆଁଣିଆ ଟିଣ ଛପର ଘର ଖଣ୍ଡେ। ଆଉ ଏହାରି ମଧ୍ୟରେ ମା’-ବାପାଙ୍କ ସହ ନିଜ ଭାଗ୍ୟକୁ ଆଦରି ପଡ଼ିରହିଛନ୍ତି ଜଣେ ଯୁବକ। କେତେବେଳେ ଘର କାମରେ ମାଆଙ୍କୁ ସହାୟତା କରୁଛନ୍ତି ତ ଆଉ କେତେବେଳେ ଚାଷକାମରେ ବାପାଙ୍କୁ ହାତ ବଢ଼େଇ…

ଯୁବତୀଙ୍କୁ ବଳାତ୍କାର ଅଭିଯୋଗ: ଯୁବକ ଗିରଫ

ନୂଆଗାଁ, ୨୩।୨(ଡି.ଏନ୍‌.ଏ.)- ସୁନ୍ଦରଗଡ଼ ଜିଲା ହାତୀବାରି ଥାନା ଅନ୍ତର୍ଗତ ଝାରବେଡ଼ା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ଶନିବାର ହାତୀବାରି ଥାନା ପୋଲିସ ଅଭିଯୁକ୍ତ ଯୁବକ ଗୋପୁର ଗ୍ରାମର ବିଜୟ ଓରାମ(୨୩)ଙ୍କୁ ଗିରଫ କରିଛି। ଉଭୟଙ୍କ ଡାକ୍ତରୀ ମାଇନା ପରେ ଅଭିଯୁକ୍ତ…

ଚିକିଛା ଅଭାବୁ ଅଁଧ୍‌ ପାଲଟିଯାଇଛନ୍‌ ପ୍ରାଣବନ୍ଧୁ

ବିନିକା,୨୩।୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ କଇଁତରା ଗଁାର ପ୍ରାଣବନ୍ଧୁ ଭୁଏ(୬୫)। ଆଏଜ୍‌କେ ୫ ବଛର ହେଲା ସେ କେହେନ୍‌ସି କାରନ୍‌ରୁ ନିଜର ଦୃଷ୍ଟିଶକ୍ତି ହରେଇଛନ୍‌। ଯାହା ପାରଲେ ଚିକିଛା କରେଇ ନିରାଶ ହେଇଛନ୍‌। ଏହେଦେ ପଏସା କଉଡ଼ ଅଭାବୁ…

ରାତିସାରା ଟ୍ରଲିରେ ପଡି ରହିଲା ମୃତଦେହ

ସୋନପୁର/ବିନିକା,୨୩।୨(ନି.ପ୍ର./ଡି.ଏନ୍‌.ଏ) ମହା ଶିବରାତ୍ରି ପାଇଁ ସୁବର୍ଣ୍ଣପୁର ଜିଲା ଉତ୍ସବ ମୁଖର ଥିବା ବେଳେ ରାତିରେ ସୁବର୍ଣ୍ଣପୁର ଜିଲା ବିନିକା ସହରର ବିନିକାପଡାରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ବିବାହିତ ମହିଳା ନିଜ ଘରେ ନିଆଁରେ ପୋଡି ହୋଇ ମୃତ୍ୟୁବରଣ କରିଛନ୍ତି।…

ବିପଦ୍‌ ଅବସ୍‌ତାରେ ସାପ୍‌ତାହିକ ହାଟର କୁଠା

ରିଷିଡା,୨୩ା୨ (ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡ଼ା ସାପ୍‌ତାହିକ ହାଟ ଜିଲାର ଗୁଟେ ବଡ଼ ହାଟ୍‌। ଇ ହାଟ୍‌ଟା ସବୁ ଶନିବାର ବସୁଥିଲାବେଲେ କେସିଙ୍ଗା ନିୟନ୍ତ୍ରୀତ ବଜାର କମିଟି ଅଧୀନରେ ରହିଛେ। ହାଟ୍‌ ଉପରେ କଳାହାଣ୍ଡି ଜିଲା ସମେତ ବଲାଙ୍ଗୀର, ବୌଦ୍ଧ,…

ପରୀକ୍ଷା କେନ୍ଦ୍ରରେ ସ୍ବତନ୍ତ୍ର ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଛାତ୍ର

ରସୁଲପୁର,୨୩ା୨(ଡି.ଏନ୍‌.ଏ.): ଅକ୍ଷମ ନୁହେଁ ସେ ସକ୍ଷମ। ସେ ବି ଅନ୍ୟପିଲାଙ୍କ ଭଳି ଭଲ ପଢିବେ, ଆଉ ଆଗକୁ ବଢିବେ। ଅନ୍ୟମାନଙ୍କ ସହ ସମକ୍ଷକ ହୋଇ ନିଜକୁ ପ୍ରମାଣିତ କରିବାର ଲକ୍ଷ୍ୟ ରଖିଛନ୍ତି ଦଶମ ଶ୍ରେଣୀର ଦିବ୍ୟାଙ୍ଗ ଛାତ୍ର ଅବିନାଶ ମଲିକ। ଅନ୍ୟପିଲାମାନଙ୍କ…

ଜେନେରେଟରରେ ଚାଲିଛି ହାଇଟେକ ଥାନା

କଳିଙ୍ଗନଗର,୨୩ା୨(ଡି.ଏନ.ଏ): କଳିଙ୍ଗନଗର ଶିଳ୍ପାଞ୍ଚଳରେ ୧୦ବର୍ଷ ତଳେ ୨ଏକର ଜମିରେ ନିର୍ମିତ ହୋଇଥିଲା ଏକ ହାଇଟେକ ଥାନା। ୬୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଏହି ଥାନା ଯାଜପୁର ଜିଲାର ଏକମାତ୍ର ହାଇଟେକ ଥାନା ହୋଇଥିବାବେଳେ ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ…

ମୋବାଇଲ ପାଇ ଫେରାଇଲେ ଖବରଦାତା

ଧର୍ମଶାଳା,୨୩ା୨(ଡି.ଏନ୍‌.ଏ.): ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ପଡ଼ିଥିବା ଏକ ସ୍ମାର୍ଟ ମୋବାଇଲ ଫୋନ ପାଇ ଫେରାଇଛନ୍ତି ଜଣେ ଖବରଦାତା। ମିଳିଥିବା ସୂଚନା ଅନୁସାରେ ୪ଦିନ ତଳେ ରାମ୍‌କୋ ସିମେଣ୍ଟ କମ୍ପାନୀର ଜଣେ କର୍ମଚାରୀ ଆଶିଷ ଗୋଏଲ ଅଫିସ କାର୍ଯ୍ୟ ସାରି…

ଜଗତ୍‌ସିଂହପୁର ବିଜେଡି ରାଜନୀତି: ମଙ୍ଗ ଧରିଲେ ବିଧାୟକ ପ୍ରଶାନ୍ତ

ଜଗତ୍‌ସିଂହପୁର ଅଫିସ୍‌,୨୩ା୨: ଗତ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ଜଗତ୍‌ସିଂହପୁର ଜିଲା ରାଜନୀତିରେ ବ୍ୟାପକ ପରିବର୍ତ୍ତନ ଲକ୍ଷ୍ୟ କରାଯାଇଥିଲା। ସେତେବେଳେ ଦୀର୍ଘ ବର୍ଷ ଧରି ଦଳ ଜିଲା ସଭାପତି ଦାୟିତ୍ୱରେ ଥିବା ବରିଷ୍ଠ ନେତା ବିଷ୍ଣୁ ଦାସଙ୍କ ସ୍ଥାନରେ ଅମରେନ୍ଦ୍ର ଦାସଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?