ଆମ ଜିଲା ଖବର

‘ପ୍ରବୃତ୍ତି ନୁହେଁ, ବୃତ୍ତିକୁ ଅଗ୍ରାଧିକାର ଦିଆଯାଏ’

ଜଗତ୍‌ସିଂହପୁର ଅଫିସ,୨୩ା୨: ପ୍ରବୃତ୍ତି ଅପେକ୍ଷା ବୃତ୍ତିକୁ ସର୍ବଦା ଅଗ୍ରାଧିକାର ଦିଆଯାଏ। କାରଣ କରଦାତାଙ୍କ କରରେ ସରକାରୀ କର୍ମଚାରୀ ଦରମା ପାଇଥାନ୍ତି। ତେଣୁ ସେମାନଙ୍କ ବୃତ୍ତି ପାଇଁ ନିଷ୍ଠା ଓ ଜନସାଧାରଣଙ୍କ ପ୍ରତି ଉତ୍ତରଦାୟିତ୍ୱ ରହିବା ଦରକାର। ବୃତ୍ତିରେ ଶତପ୍ରତିଶତ ସଫଳତା ପାଇବା…

ତଳେ ପଟା ଉପରେ ଜାଳେଣି କାଠ: ଜବତ ଟ୍ରାକ୍ଟର ଛାଡିଦେଲା ବନ ବିଭାଗ; ହାତଗୁଞ୍ଜା ଦେଲେ ବଦଳିଯାଉଛି ନିୟମ

ନୟାଗଡ଼ ଅଫିସ,୨୩ା୨: ଶୁକ୍ରବାର ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜ ତଲାରିବନ୍ଧ ଅଞ୍ଚଳରୁ ବନ ବିଭାଗ ଜବତ କରିଥିଲା ଏକ ଜାଳେଣି କାଠ ବୋଝେଇ ଟ୍ରାକ୍ଟର। ଜବତ ପରେ ଏଥିରେ ତଳେ ପଟା ଉପରେ ଜାଳେଣି କାଠ ଥିବା ଜଣାପଡିଥିଲା। ହେଲେ ବନବିଭାଗ…

ଜିଲା କାରାଗାର ସମସ୍ୟାର ଗନ୍ତାଘର

ଢେଙ୍କାନାଳ ଅଫିସ, ୨୩।୨ – ହୁଗୁଳି ଯାଇଛି ଢେଙ୍କାନାଳ ଜିଲା କାରାଗାର ସୁରକ୍ଷା ବ୍ୟବସ୍ଥା। କର୍ମଚାରୀ ଅଭାବଠାରୁ ଆରମ୍ଭ କରି ଭିତ୍ତିଭୂମି ଯାଏ ଯେଉଁଠି ଉଣ୍ଡିଲେ ବାରି ହୋଇପଡୁଛି ପୁଳାପୁଳା ସମସ୍ୟା। ଜେଲ ହାଜତକୁ ଅନାୟାସରେ ପ୍ରବେଶ କରୁଛି ନିଶାଦ୍ରବ୍ୟ। ସଙ୍ଗିନ…

କୃଷ୍ଣପ୍ରସାଦରେ ପାନୀୟଜଳ ସଙ୍କଟ: ପମ୍ପ୍‌ହାଉସରେ ତାଲା ପକାଇ ଧାରଣା

କୃଷ୍ଣପ୍ରସାଦ,୨୩ା୨(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ କୃଷ୍ଣପ୍ରସାଦ ପଞ୍ଚାୟତରେ ଜଳ ସଙ୍କଟ ଦେଖାଦେଇଛି। ଏହାର ପ୍ରତିକାର ପାଇଁ ଶନିବାର ଲୋକେ ପମ୍ପ୍‌ହାଉସରେ ତାଲା ପକାଇ ଧାରଣା ଦେଇଥିଲେ। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ତରଫରୁ କୃଷ୍ଣପ୍ରସାଦରେ ଏକ ୩ଲକ୍ଷ…

ବିଜୁ ଉଦ୍ୟାନ ପାଲଟିଲା ମଣ୍ଡପ

ଅନୁଗୋଳ ଅଫିସ, ୨୩।୨ – ଅନୁଗୋଳ ହେମସୁରପଡ଼ାସ୍ଥିତ ବିଜୁ ଉଦ୍ୟାନ ଏବେ ପାଲଟିଛି ମଣ୍ଡପ। ସହରରେ ଥିବା ବିଭିନ୍ନ ମଣ୍ଡପକୁ ନ ଯାଇ ମାଗଣାରେ ଲୋକେ ଏଠି ଭୋଜିଭାତ କରୁଥିବା ଅଭିଯୋଗ ହେଉଛି। ଶନିବାର ଏଠାରେ ଏପରି ଏକ ଭୋଜିର ଆୟୋଜନ…

ବନ୍‌ ବିଭାଗ, ରାଜସ୍ବ ବିଭାଗ୍‌ ଚୁପ୍‌: ବେଆଇନ ଇଟାଭାଟି ଲାଗି ସଫା ହେଉଛେ ଜଂଗଲ

  ସଇଁତଲା,୨୩।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଅଂଚଲରେ ବେଆଇନ ଇଟା ଭାଟି କାମ୍‌ ଚାଲୁଛେ। ଇଥିରଲାଗି ଲୋକ୍‌ ବେଧଡ଼କ ଜଂଗଲରୁ ଗଛ୍‌ କାଟି ଆନୁଛନ୍‌। ଏନ୍‌ତାଥି ପରିବେଶ ଖରାପ ହେବାର ସଂଗେ ରାଏଜ୍‌ ସରକାର ଲାଖ୍‌ ଲାଖ୍‌ ଟଁକା…

ପିଇଲା ପାଏନ୍‌ ଲାଗି ଦହଗଁଜ୍‌ ଲାଠୋରବାସୀ

ଲାଠୋର, ୨୩ା୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପ୍ରାଣୀ ଚିକିତ୍ସା କେନ୍ଦ୍ର ପାସେ ଥିବାର ଜଲଯୋଗାଣ ପ୍ରକଳ୍ପ ଉପରେ ଲାଠୋର ଗଁ।ର ୬ଟା ଓ୍ବାର୍ଡର ପାଖାପାଖି ୪ ହଜାର ଲୋକ୍‌ ନିରଭର କରୁଛନ୍‌। ହେଲେ ଅନେକ ଦିନ୍‌ ହେଲା…

ବିପଜ୍ଜନକ ଅବସ୍ଥାରେ ଛାତ୍ରୀଛାତ୍ର ପରିବହନ

ପାଲଲହଡ଼ା, ୨୩ା୨(ଡି.ଏନ.ଏ.) – ବାରମ୍ବାର ଦୁର୍ଘଟଣା ସତ୍ତ୍ୱେ ବିପଦଜନକ ଅବସ୍ଥାରେ ଚାଲିଛି ସ୍କୁଲ ପିଲା ପରିବହନ। ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡରେ ମଧ୍ୟ ଏପରି ଦେଖିବାକୁ ମିଳିଛି। ବିଭିନ୍ନ ଘରୋଇ ବିଦ୍ୟାଳୟକୁ ଅଟୋ ଏବଂ ଅନ୍ୟାନ୍ୟ ଗାଡ଼ିଗୁଡିକରେ କ୍ଷମତା ଠାରୁ ଅଧିକ…

୫-ଟି ପାଇଁ ଆନୁଷଙ୍ଗିକ ଭିତ୍ତିଭୂମି ପ୍ରସ୍ତୁତ କର

ଅନୁଗୋଳ ଅଫିସ, ୨୩।୨ – ଅନୁଗୋଳ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶନିବାର ପୂର୍ବାହ୍ନରେ ‘୫-ଟି’ର ସମୀକ୍ଷା ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ସମସ୍ତଙ୍କୁ ସ୍ବାଗତ କରିବା ସହ…

ବାଲନ୍ଦାପଡ଼ା, ଗୋଚ୍ଛାପଡା ପିଏଚ୍‌ସିରେ ଡାକ୍ତର ନାହାନ୍ତି

ଫିରିଙ୍ଗିଆ, ୨୩ା୨- ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଧିନରେ ଥିବା ବାଲନ୍ଦାପଡା ଏବଂ ଗୋଚ୍ଛାପଡା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ପିଏଚ୍‌ସି)ରେ ବହୁ ଦିନ ହେଲା ଡାକ୍ତର ନାହାନ୍ତି। ଫଳରେ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଥିବା ଦୁର୍ଗମ ଅଞ୍ଚଳବାସୀ ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ ହେଉଛନ୍ତି।…

ଘାଟିରେ ଅଟୋ ଓଲଟି ୩ ଗୁରୁତର

ଦାରିଙ୍ଗବାଡି/ବ୍ରାହ୍ମଣୀଗଁ।,୨୩।୨(ଡି.ଏନ୍‌.ଏ.)-ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗଁ। ଥାନା ପୁଇଗୁଡା ଘାଟିରେ ଶନିବାର ଅପରାହ୍ନରେ ଏକ ଅଟୋ ଓଲଟି ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ବ୍ରାହ୍ମଣୀଗଁ। ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଥିଲା।…

ଜେଲ ପରିଦର୍ଶନ କଲେ ବିଭାଗୀୟ ଡିଜି

ଫୁଲବାଣୀ ଅଫିସ, ୨୩ ।୨-କନ୍ଧମାଳ ଜିଲା ଗସ୍ତରେ ଜେଲ ବିଭାଗ ଡିଜି ସନ୍ତୋଷ କୁମାର ଉପାଧ୍ୟାୟ ଆସି ଶନିବାର ଅପରାହ୍ନରେ ଫୁଲବାଣୀସ୍ଥିତ କାରାଗାର ପରିଦର୍ଶନ କରିଛନ୍ତି। ଜେଲରେ ପହଞ୍ଚତ୍ବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ଡିଜି ଉପାଧ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?