ଆମ ଜିଲା ଖବର

ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ କଳାହାଣ୍ଡି ଜିଲା ଗସ୍ତ: ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ସମୀକ୍ଷା ବୈଠକ

ଭବାନୀପାଟଣା,୨୨।୨(ଡି.ଏନ୍‌.ଏ.): ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର କଳାହାଣ୍ଡି ଜିଲା ଗସ୍ତ କରିଛନ୍ତି। ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସମୀକ୍ଷା ବୈଠକରେ ସେ ଯୋଗ ଦେଇଥିଲେ। ପରେ ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା…

ଲହଣ୍ଡାବୁଡ଼ ଗ୍ରାମରେ ଟିଭି ବିସ୍ଫୋରଣ: ମହିଳା ମୃତ, ସ୍ବାମୀ ଓ ଶିଶୁକନ୍ୟା ଗୁରୁତର

ସୁନ୍ଦରଗଡ଼,୨୨।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଧୁରୁଆଡିହି ଥାନା ଅନ୍ତର୍ଗତ ଲହଣ୍ଡାବୁଡ଼ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଟିଭି ବିସ୍ଫୋରଣ ହେବା ଯୋଗୁ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ବବି…

ନିର୍ମାଣାଧୀନ ବ୍ରିଜ୍‌ କଡ଼ରୁ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହରେ ପୋଲିସର ତଦନ୍ତ ଆରମ୍ଭ

ଢେଙ୍କାନାଳ ଅଫିସ,୨୨।୨: ଢେଙ୍କାନାଳ ଜିଲା ସଦର ଥାନା ସପ୍ତଶଯ୍ୟା – ଶଙ୍କରପୁର ରାସ୍ତାର ଏକ ନିର୍ମାଣାଧୀନ ବ୍ରିଜ୍‌ କଡ଼ରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ହେଲେ ଗୋବିନ୍ଦପୁର ଫାଣ୍ଡି ତାଳବରୋକାଟେ ଗ୍ରାମର ପ୍ରହଲ୍ଲାଦ ବେହେରା। ସକାଳୁ…

ଶିଶୁଙ୍କ ସୁରକ୍ଷା

ଶିଶୁମାନଙ୍କ ସୁରକ୍ଷା, ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି। ମାତ୍ର କେତେକ କ୍ଷେତ୍ରରେ ଶିଶୁମାନଙ୍କ ଭବିଷ୍ୟତ ବାଟବଣା ହୋଇଯାଉଛି । ଅଧିକାଂଶ ଶିଶୁ ଅଧାରୁ ପାଠ ଛାଡୁଥିବା ଦେଖିବାକୁ ମିଳୁଛି। ମାଲକାନଗିରି…

ବନ୍ଧୁ ହେବ ତ ଏମିତି

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ),୨୨।୨: ଜୀବନରେ ବନ୍ଧୁର ସ୍ଥାନ ସ୍ବତନ୍ତ୍ର। ବନ୍ଧୁତ୍ୱ ଆଗରେ ଧନସମ୍ପତ୍ତି, ପଦପଦବୀ, ଉଚ୍ଚନୀଚ, ଜାତିଅଜାତିର କିଛି ମୂଲ୍ୟନାହିଁ। ବନ୍ଧୁଙ୍କ ଆଗରେ ସବୁକଥା କହି ହୋଇଥାଏ। ବନ୍ଧୁଙ୍କ ଖୁସିରେ ଖୁସି ହେବା ଏବଂ ଦୁଃଖ ସମୟରେ ସହାୟତାର ହାତ ବଢ଼ାଇବାର…

ଡୁବୁରୀରେ ବିଧବା ମହିଳାଙ୍କ ମନର କଥା

ପୁରୀ ଅଫିସ,୨୨।୨: ପୁରୀ ଅଫିସ,୨୧ା୨ ପଶ୍ଚିମବଙ୍ଗର ଏକ ସମ୍ପ୍ରଦାୟ ରହିଛି, ଯେଉଁମାନଙ୍କର କୌଳିକ ବୃତ୍ତି ହେଉଛି ପାଣିରେ ହଜିଯାଇଥିବା ଜିନିଷ ଖୋଜି ବାହାର କରିବା। ଗାଧୋଇବା ସମୟରେ ହେଉ ଅବା ଅନ୍ୟ କୌଣସି କାରଣ ପାଇଁ ଯଦି କାହାର କିଛି ସାମଗ୍ରୀ…

୨୫ ପର୍ଯ୍ୟଟକଙ୍କୁ ଛାଡ଼ି ମଦ୍ୟପ ଡ୍ରାଇଭର ଫେରାର

ଗୋପ,୨୨।୨(ଡି.ଏନ.ଏ.): ଚେନ୍ନାଇରୁ ପୁରୀ-କୋଣାର୍କ ବୁଲି ଆସିଥିବା ୨୫ଜଣ ପର୍ଯ୍ୟଟକଙ୍କୁ ମଦ୍ୟପ ଡ୍ରାଇଭର ଗୋପ-କୋଣାର୍କ ରାସ୍ତାର ବାଲିସାହି ନିକଟରେ ଛାଡ଼ିଦେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ କୌଣସି ଅଘଟନ ଘଟିଥିବା ଅନୁମାନ କରି ଡ୍ରାଇଭରକୁ ଗୋଡ଼ାଇଥିଲେ ମଧ୍ୟ ଧରିବାରେ ଅସଫଳ ହୋଇଛନ୍ତି।…

ଅନୁପଙ୍କୁ ରାତିଅଧିଆ ମାରାଥନ ଜେରା

ଝାରସୁଗୁଡ଼ା, ୨୨।୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲି ହତ୍ୟା ଘଟଣାରେ ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ ପୋଲିସ ମାରାଥନ ଜେରା କରୁଛି। ଶନିବାର ସନ୍ଧ୍ୟାରେ ଅନୁପଙ୍କ ରିମାଣ୍ଡ ଅବଧି ଶେଷ ହେଉଥିବାରୁ ପୋଲିସ ତାଙ୍କ…

ଭାଇରାଲ ଭିଡିଓରେ ଆର୍‌ଟିଓ

ନବରଙ୍ଗପୁର,୨୨।୨(ବି.ପ୍ର.): ୫-ଟି ଅଧୀନରେ ରାଜ୍ୟର ସବୁ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ଦଲାଲ ଓ ଦୁର୍ନୀତିମୁକ୍ତ କରିବା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ସେହି ସମାନ ସମୟରେ ନବରଙ୍ଗପୁର ଜିଲାର ଆଞ୍ଚଳିକ ପରିବହନ ଅଧିକାରୀ ଦୁର୍ନୀତି କରୁଥିବା ଅଭିଯୋଗ ଉଠିଛି।…

ରବିନାରାୟଣ ଦାଶଙ୍କୁ ମିଳିବ କିଶୋରୀ ଚରଣ ପୁରସ୍କାର

କଟକ ଅଫିସ,୨୨।୨: ସାହିତି୍ୟକ କିଶୋରୀ ଚରଣ ଦାସଙ୍କ ସ୍ମୃତିରେ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ କିଶୋରୀ ଚରଣ ପୁରସ୍କାର ଚଳିତବର୍ଷ ଯୁବ କଥାକାର ରବିନାରାୟଣ ଦାଶ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଦାଶଙ୍କ ଦ୍ୱାରା ଲିଖିତ ଓ ଓଡ଼ିଶା ବୁକ୍‌ ଏମ୍ପୋରିୟମ୍‌…

ମିନତି ମିଶ୍ରଙ୍କୁ ମରଣୋତ୍ତର ଗୁରୁ ଗଙ୍ଗାଧର ପ୍ରଧାନ ସମ୍ମାନ

କୋଣାର୍କ,୨୨।୨(ଡି.ଏନ.ଏ): କୋଣାର୍କ ନାଟ୍ୟମଣ୍ଡପରେ ଚାଲିଥିବା ୩୪ତମ କୋଣାର୍କ ନୃତ୍ୟ ଓ ସଙ୍ଗୀତ ଉତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ପଞ୍ଚଦେବ ସ୍ତୁତି ପରେ ବିଖ୍ୟାତ ସିତାର ବାଦକ ପଣ୍ଡିତ ରବି ଶଙ୍କର ପ୍ରଧାନ ଋତୁରାଜ ବସନ୍ତକୁ ନେଇ ରାଗ-ବାହାର ପରିବେଷଣ କରିଥିଲେ। ଦ୍ୱିତୀୟ…

ଗୁପ୍ତା ପାଓ୍ବାର ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିମିଟେଡ୍‌ ଅଧ୍ୟକ୍ଷଙ୍କ ପରଲୋକ

କଟକ ରୋଡ,୨୨।୨(ଡି.ଏନ୍‌.ଏ.): ଗୁପ୍ତା ପାଓ୍ବାର ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିମିଟେଡ୍‌ ଅଧ୍ୟକ୍ଷ ଭଗତରାମ ଗୁପ୍ତାଙ୍କ ଶୁକ୍ରବାର ପରଲୋକ ଘଟିଛି। ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। କିଛିଦିନ ପୂର୍ବେ ସେ ଅସୁସ୍ଥ ହେବାରୁ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?