ଦକ୍ଷିଣା ପାଇଁ ଭକ୍ତଙ୍କୁ ଦୁର୍ବ୍ୟବହାର
ପୁରୀ ଅଫିସ,୨୨।୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କଠାରୁ ଦାନ, ଦକ୍ଷିଣା ଆଦାୟ କରାଯାଇପାରିବ ନାହିଁ। ଏହା ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମ୍କୋର୍ଟ। ହେଲେ ଏହାକୁ କେତେକ ସେବାୟତ ମାନୁନାହାନ୍ତି। ଦକ୍ଷିଣା ପାଇଁ ଦର୍ଶନାର୍ଥୀଙ୍କୁ ଜୁଲମ୍ କରିବା ସହ ବେଳେ ବେଳେ ଖରାପ ଭାଷାରେ…
ଶ୍ରୀମନ୍ଦିର ଶାଖା କାର୍ଯ୍ୟାଳୟ ଏଲ୍ଇଡି ଚାଲୁନି
ପୁରୀ ଅଫିସ,୨୨।୨: ଶ୍ରୀମନ୍ଦିର ହୁଣ୍ଡି ଗଣତିରେ ସ୍ବଚ୍ଛତା ଆଣିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବେଢ଼ା ପରିସର ଶାଖା କାର୍ଯ୍ୟାଳୟ ବାହାରେ ଲଗାଯାଇଥିଲା ଏଲ୍ଇଡି। ଉଦ୍ଦେଶ୍ୟ ଥିଲା ଶ୍ରଦ୍ଧାଳୁମାନେ ବି ସିଧାସଳଖ ହୁଣ୍ଡି ଗଣତି ଦେଖିପାରିବେ। ଫଳରେ ବିଭିନ୍ନ ସମୟରେ ହୁଣ୍ଡି…
‘ସମସ୍ତଙ୍କୁ ନେଇ ବିକାଶମୂଳକ କାର୍ଯ୍ୟ କରିବି’
ଅନୁଗୋଳ ଅଫିସ, ୨୨।୨ – ଦୀର୍ଘ ଦିନ ହେବ ଖାଲି ପଡିଥିବା ଅନୁଗୋଳ ଜିଲା ସଭାପତି ପଦ ପାଇଁ ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା ସଭାପତି ମହେନ୍ଦ୍ର ବସ୍ତିଆଙ୍କ ନାମରେ ମୋହର ବାଜିଛି। ରାଜ୍ୟ ବିଜେଡି ରିଟର୍ନିଂ ଅଫିସର ଏହି…
ସୁନ୍ଦରୀ ବେକରୁ ଖୋଲାଗଲା ରେଡିଓ କଲାର
ବନ୍ତଳା, ୨୨ା୨ (ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ବନ୍ତଳା ଥାନା ରାଇଗୁଡା ରେଞ୍ଜ ଏନ୍କ୍ଲୋଜରରେ ଥିବା ବାଘୁଣୀ ସୁନ୍ଦରୀ ବେକରୁ ଶୁକ୍ରବାର ରେଡିଓ କଲାର ଖୋଲାଯାଇଛି। ଓଜନ ବୃଦ୍ଧି କାରଣରୁ ସୁନ୍ଦରୀର ବେକ ମୋଟା ହୋଇଯାଇଥିଲା। ଫଳରେ ରେଡିଓ…
ମାଷ୍ଟରମାଇଣ୍ଡ ଜେଲ୍ ୱାର୍ଡର
ଢେଙ୍କାନାଳ ଅଫିସ, ୨୨।୨ – ଢେଙ୍କାନାଳ ସହର ଦୋଳମଣ୍ଡପ ସାହିରେ ଗତ ବୁଧବାର ସନ୍ଧ୍ୟାରେ ସଂଘଟିତ ବହୁଚର୍ଚ୍ଚିତ ପୂର୍ଣ୍ଣଚନ୍ଦ୍ର ବେହେରା ଓରଫ୍ ମିଛୁ (୪୭) ହତ୍ୟାକାଣ୍ଡ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏପରି ଜଘନ୍ୟ ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ ଜିଲା କାରାଗାରରେ କାର୍ଯ୍ୟରତ ଓ୍ବାର୍ଡର…
ଦୀପମୟ କପିଳାସ
ଢେଙ୍କାନାଳ ଅଫିସ, ୨୨।୨ – ପବିତ୍ର ଜାଗରଯାତ୍ରାକୁ ନେଇ ଶିବମୟ ହୋଇଉଠିଛି କପିଳାସ। ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କ ଆଶୀର୍ବାଦ ଭିକ୍ଷା କରିବାକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଶିବ ପଞ୍ଚାକ୍ଷରୀ ମନ୍ତ୍ର, ଶିବ ସ୍ତୋତ୍ରରେ ପ୍ରକମ୍ପିତ ହୋଇଉଠିଥିଲା ସମଗ୍ର ପୀଠ ପରିସର।…
୧୦ବର୍ଷ ପରେ ମିଳିଲା ହଜିଲା ପୁଅ
ପାରାଦୀପ, ୨୨।୨ (ସ୍ବ.ପ୍ର.): ଦୀର୍ଘ ଏକ ଦଶନ୍ଧି ହେଲା ପୁଅକୁ ହରାଇଥିବା ବେଳେ ଆଉଥରେ ପୁଅକୁ ପାଇବାର ଆଶା ଛାଡ଼ିଦେଇଥିଲେ। ହେଲେ ଶୁକ୍ରବାର ମହାଶିବରାତ୍ରୀରେ ପୁଅକୁ ଫେରିପାଇବା ପରେ ଆତମ ବିଭୋର ହୋଇପଡ଼ିଛନ୍ତି ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳର…
ତିରୁଣା ସମବାୟ ସମିତିରେ ଚାଷୀଙ୍କୁ ଦୁର୍ବ୍ୟବହାର
ନାଉଗଁ।, ୨୨।୨ (ସ୍ବ.ପ୍ର.): ନାଉଗଁ। ବ୍ଲକ ଅଧୀନ ତିରୁଣା ସେବା ସମବାୟ ସମିତିରେ ଧାନ ଦେବା ସମୟରେ ଚାଷୀମାନଙ୍କୁ ଦୁର୍ବ୍ୟବହାର କରାଯିବା ସହ କୁଇଣ୍ଟାଲ ପିଛା ୨ କି.ଗ୍ରା. ଲେଖାଏ ଧାନ କାଟି ଦିଆଯାଉଛି। ଏ ନେଇ ଜାମୁଗଁ। ପଞ୍ଚାୟତ ନନ୍ଦିଗ୍ରାମର…
ଜିଲା ବିଜେଡି ସଭାପତିରେ ସରୋଜଙ୍କ ହ୍ୟାଟ୍ରିକ
ଫୁଲବାଣୀ ଅଫିସ, ୨୨ା୨-କନ୍ଧମାଳ ଜିଲା ବିଜେଡି ସଭାପତିଙ୍କୁ ନେଇ କିଛିଦିନ ଧରି ଚାଲିଥିଲା ଚର୍ଚ୍ଚାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ସରୋଜ କର୍ଣ୍ଣଙ୍କ ଉପରେ ଆସ୍ଥା ପ୍ରକଟ କରି ତାଙ୍କୁ ପୁନର୍ବାର କନ୍ଧମାଳ ଜିଲା ସଭାପତି ଭାବେ ଚୟନ…
ଅଷ୍ଟଶମ୍ଭୁ ପୀଠରେ ହରିହର ଭେଟ
ବିରିଡି, ୨୨।୨ (ଡି.ଏନ୍.ଏ.): ପବିତ୍ର ଶିବଚତୁଦ୍ଦଶୀ ତିଥି ଅବସରରେ ଶୁକ୍ରବାର ହାଜିପୁରସ୍ଥିତ ପବିତ୍ର ଧ୍ୟାନକୁଦ ଶ୍ରୀଜଗନ୍ନାଥ ମନ୍ଦିରରୁ ଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଶ୍ରୀ ମଦନମୋହନ ସେବାୟତମାନଙ୍କ ସହ ଏକ ବିରାଟ ପଟୁଆରରେ ବାଜା, ବାଣ, ରୋଶଣିରେ ଚାନ୍ଦପୁରସ୍ଥିତ ଅଷ୍ଟଶମ୍ଭୁ ଶିବ ମନ୍ଦିରକୁ…
ପୂର୍ବତନ ବିଧାୟକ ରମେଶ ଗଞ୍ଜାମ ଜିଲା ବିଜେଡି ସଭାପତି
ବ୍ରହ୍ମପୁର ଅଫିସ,୨୨ା୨-ବ୍ରହ୍ମପୁର ପୂର୍ବତନ ବିଧାୟକ ଡା.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଗଞ୍ଜାମ ଜିଲା ବିଜେଡିର ନୂଆ ସଭାପତି ହୋଇଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ସଙ୍ଗଠନ କାର୍ଯ୍ୟ ପାଇଁ ଚ୍ୟାଉ ପଟ୍ଟନାୟକଙ୍କୁ ନିୟୋଜିତ କରିଛନ୍ତି। ବିଜୁ ଜନତା…
ଜାରକା ବିଟ୍ ହାଉସ ନିକଟରେ ହେବ ଫ୍ଲାଏ ଓଭରବ୍ରିଜ୍
ଧର୍ମଶାଳା,୨୨।୨(ଡିଏନଏ): ଜାତୀୟ ରାଜପଥ ଜାରକା ଛକରେ ହେବାକୁ ଥିବା ଫ୍ଲାଏ ଓଭରବ୍ରିଜକୁ ନେଇ ଚାଲିଥିବା ବିଭିନ୍ନ କଳ୍ପନାଜଳ୍ପନାର ଅବସାନ ଘଟିଛି। ଶୁକ୍ରବାର ପୂର୍ବାହ୍ନରେ ଜାତୀୟ ରାଜପଥ ପ୍ରାଧିକରଣ ଆଞ୍ଚଳିକ ଅଧିକାରୀ ପି.କେ. ପଣ୍ଡା ଜାରକାରେ ପହଞ୍ଚି ଧର୍ମଶାଳା ବିଧାୟକ ପ୍ରଣବ କୁମାର…

