ଆମ ଜିଲା ଖବର

ଯାଜପୁରରୋଡ ସିଏଚ୍‌ସିକୁ ଅବହେଳା

ଯାଜପୁର ଅଫିସ,୨୨।୨: କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଲାଗିଥିବା ଜିଲାର ପ୍ରମୁଖ ସହର ଯାଜପୁରରୋଡକୁ ସମ୍ପୂର୍ଣ୍ଣ ଅଣଦେଖା କରାଯାଉଛି। ଏହି ସହରର ଜନସଂଖ୍ୟା ପ୍ରାୟ ଦେଢଲକ୍ଷ ପାଖାପାଖି ହେଲାଣି। ଡିଏମ୍‌ଏଫ୍‌ (ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ) ପାଣ୍ଠିରେ ଲକ୍ଷାଧିକ ଟଙ୍କା ଜିଲା ବାହାରେ ଖର୍ଚ୍ଚ…

ଗୁରୁଦେବ ହସ୍‌ପିଟାଲ ସିଲ୍‌ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ, ୨୨ା୨-ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମନଗରରରେ ଥିବା ଗୁରୁଦେବ ହସ୍‌ପିଟାଲକୁ ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ସିଲ୍‌ କରାଯାଇଛି । ହସ୍‌ପିଟାଲ ମାଲିକ କ୍ଲିନିକାଲ ଏଷ୍ଟାବ୍ଲିସ୍‌ମେଣ୍ଟ ସମ୍ପର୍ର୍କିତ କାଗଜପତ୍ର ଦେଇ ନ ପାରି ନ ଥିବାରୁ…

ପ୍ରଶାସନିକ ଅବହେଳା, ଅଧାରେ ପଡ଼ିଛି ଆବାସ

କୁନ୍ଦୁରା,୨୨ା୨(ଡି.ଏନ୍‌.ଏ.) କୋରାପୁଟ ଜିଲା କୁନ୍ଦୁରା ବ୍ଲକରେ ଗରିବ ହିତାଧିକାରୀଙ୍କ ପାଇଁ ଆସୁଥିବା ପ୍ରଧାନମନ୍ତ୍ରୀ ଆବାସ କିମ୍ବା ବିଜୁ ପକ୍କାଘର ଯୋଜନାରେ ପ୍ରଶାସନିକ ଅବହେଳା ଯୋଗୁ ୨୦୧୮-୧୯ରେ ଶତାଧିକ ଗୃହ ଅସମ୍ପୂର୍ଣ୍ଣ ହୋଇ ପଡ଼ିରହିଛି। ବ୍ଲକର ୧୬ଟି ପଞ୍ଚାୟତରେ ଗ୍ରାମସଭା ଓ ପଲ୍ଲୀସଭା…

ପ୍ରତ୍ୟକ୍ଷ ଦର୍ଶନ ଦିଅନ୍ତି ବାଲୁଙ୍କେଶ୍ୱର

ବରୀ,୨୨।୨: ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବାଲିବିଲି ଗ୍ରାମରେ ରହିଛନ୍ତି ବାଲୁଙ୍କେଶ୍ୱର ମହାଦେବ। ଏହି ମହାଦେବଙ୍କୁ ଭକ୍ତି ବିଶ୍ୱାସ ଓ ବିନମ୍ରତାର ସହିତ ପୂଜାର୍ଚ୍ଚନା କରି ନିଜକୁ ସମର୍ପିତ କରିଦେଲେ ପ୍ରତ୍ୟେକ୍ଷ ଦର୍ଶନ ମିଳିଥାଏ ବୋଲି ଗ୍ରାମବାସୀଙ୍କର ବିଶ୍ୱାସ ରହିଛି।…

ଦିନ ବେଳେ ଜଳୁଛି ଜଙ୍ଗଲ

ଚମ୍ପୁଆ,୨୨।୨(ଡି.ଏନ.ଏ)-ରୌଦ୍ରତାପ ବଢିବା ପରେ ମାର୍ଚ୍ଚ ଓ ଏପ୍ରିଲ ମାସରେ ଆଗରୁ ସ୍ଥାନୀୟ ଜଙ୍ଗଲଗୁଡିକରେ ନିଅଁ। ଲାଗୁଥିବା ଦେଖିବାକୁ ମିଳୁଥିଲା। କିନ୍ତୁ ଚଳିତ ବର୍ଷ ଫେବୃୟାରୀରେ ଜଙ୍ଗଲ ଜଳୁଥିବା ଦେଖିବାକୁ ମିଳୁଛି। ସୂଚନା ଅନୁଯାୟୀ, କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଉଖୁଣ୍ଡା…

ଆଦିବାସୀ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବଡବିଲ, ୨୨।୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଲାଣୀ ଥାନା ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଘଟଣାରେ ଲୀଲାରାମ ସୂର୍ଯ୍ୟବଂଶୀ ନାମକ ଯୁବକଙ୍କୁ ପୋଲିସ ଗିରଫ କରିଛି। ବଲାଣୀ ଥାନା ଅଧୀନ ସେଲ କମ୍ପାନୀ କ୍ୱାର୍ଟର୍ସରେ ଲୀଲାରାମ…

ବଁଧା ପଡ଼ିଛେ ଭତା ଆର ରାଶନକାର୍ଡ: କିଡ଼୍‌ନୀ ରୋଗ୍‌ରେ ଆରପାରେ ପରିବାର ମୁଖିଆ

  ମନମୁଣ୍ଡା, ୨୨।୨ (ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ବିଲାସପୁର ପଁଚେତ୍‌ ବଡ଼ରାହାଯୋରର ଖତୁ ଭୋଇ ଦିନାକେତେ ତଲେ କିଡ଼୍‌ନୀ ରୋଗ୍‌ରେ ଆରପାରକେ ଚାଲିଯାଇଛନ୍‌। ଏନ୍‌ତାଥି ପରିବାରଟା ଘରର ଝନେ ବଲି ରୁଜ୍‌ଗାରିଆ ଲୋକ୍‌କେ ହରେଇ ଭାଂଗି ପଡ଼ିଛନ୍‌। ସୂଚନା…

ହାଟପଦାପଡ଼ା ସ୍କୁଲରେ ପଢ଼ାକୁଠି ଅଭାବ: ଗୋଷ୍ଠୀ କେନ୍ଦ୍ରରେ ଚାଲିଛେ ଛାତ୍ରୀଛାତ୍ରକଁର ପାଠ୍‌ପଢ଼ା

ଲାଠୋର, ୨୨।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ଗୋଷ୍ଠୀ କେନ୍ଦ୍ରରେ ଅନେକ ମାସ ହେଲା ଥାନୀଅ ହାଟପଦାପଡ଼ା ପ୍ରାଥମିକ ସ୍କୁଲର ଛାତ୍ରୀଛାତ୍ରକଁର ପାଠ୍‌ପଢ଼ା ଚାଲିଛେ। ଏନ୍‌ତାଥି ଗୋଷ୍ଠୀ କେନ୍ଦ୍ରରେ ହେବାକେ ଥିବାର ଉନିଅଁା କାଯ୍‌ରେ ଅସ୍‌ବିଧା ହେଉଛେ।…

ଗୋଷ୍ଠୀ କେନ୍ଦ୍ରକେ ରାସ୍‌ତା ତିଆରି ଦାବି

ଲାଠୋର, ୨୨।୨ (ଡି.ଏନ୍‌.ଏ.)- ବଲାଙ୍ଗାରୀ ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗଁ। ରେ ୨୦୧୩-୧୪ ସାଲେ ଲକ୍ଷାଧିକ୍‌ ଟଁକା ଖରଚ୍‌ରେ ଗୁଟେ ଗୋଷ୍ଠୀ କେନ୍ଦ୍ର ତିଆର ହେଇଛେ। ହେଲେ କେନ୍ଦ୍ରକେ ଯିବାର ଲାଗି ଆଏଜ୍‌ତକ ରାସ୍‌ତା ଖଁଡ଼େ ନଁ। ଇଁନ। ଏନ୍‌ତାଥି…

ପୋଖରୀରେ ପଶିଲା ଗାଡ଼ି: ୪ ବର୍ତ୍ତିଲେ

ଉଦଳା,୨୨ା୨(ଡ଼ି.ଏନ୍‌.ଏ.)- ଉଦଳା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଚାରି ଚକିଆ ଗାଡ଼ି ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରୁ ଗୋଟିଏ ପରିବାରର ୪ ସଦସ୍ୟ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଉଦଳା ମଣିନାଗେଶ୍ୱର ମନ୍ଦିର ନିକଟରେ…

ମା’ଝିଅଙ୍କୁ ମାଡ଼ ମାରି ଫରେଷ୍ଟଗାର୍ଡ ନିଲମ୍ବିତ

ଠାକୁରମୁଣ୍ଡା,୨୨ା୨(ଡ଼ି.ଏନ୍‌.ଏ.)- କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜର ବାରାହାପଣପୋଷି ଗ୍ରାମର ଜନୈକା ମହିଳା ଓ ତାଙ୍କର ଗର୍ଭବତୀ ଝିଅଙ୍କୁ ଜଙ୍ଗଲରୁ କାଠ ଚୋରି ଅଭିଯୋଗରେ ଜଣେ ମହିଳା ଫରେଷ୍ଟ ଗାର୍ଡ ମାଡ଼ ମାରି ହାତ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏନେଇ ସ୍ଥାନୀୟ…

ଦେଢ଼ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଶାଳ କାଠ ଜବତ: ଚୋରା କାଠ ବେପାରୀ ଫେରାର

ପାଟଣା,୨୧।୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ରେଞ୍ଜ ଗୋରାସ ଗ୍ରାମ ଖମଣ ସାହିର ହୁଡ଼ିରେ ଥିବା ୨୪ଟି ମୂଲ୍ୟବାନ ଶାଳ ଗଛକୁ ଚୋରା କାଠ ବେପାରୀମାନେ କାଟି ନେଇଯିବାକୁ ଉଦ୍ୟମ କରୁଥିଲେ। ଏହି ସମୟରେ ବନ ବିଭାଗ ପହଞ୍ଚି ଶାଳ କାଠ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?