ଆମ ଜିଲା ଖବର

୧୫ ଭରି ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୨୧ା୨: ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଏବେ ଚୋରି ଦିନକୁ ଦିନ ବଢ଼ିବାରେ ଲାଗିଛି। କାଳୀଚରଣ ସାହୁ ସପରିବାର ପୁରୀରୁ ଜଗନ୍ନାଥ ଦର୍ଶନ ସାରି ବୁଧବାର ରାତିରେ ଘରକୁ ଫେରିଥିଲେ। ଘରେ ପହଞ୍ଚିବା ପରେ ଦୁର୍ବୃତ୍ତମାନେ ତାଙ୍କ ତାଲା ବନ୍ଦ…

ବିଦ୍ୟୁତ୍‌ କର୍ମଚାରୀଙ୍କୁ ଆକ୍ରମଣ

ଖଲ୍ଲିକୋଟ,୨୧ା୨(ଡି.ଏନ୍‌.ଏ.) – ଖଲ୍ଲିକୋଟ ବ୍ଲକ ଡି.ଗୁହାରିଆପାଟ ଗ୍ରାମ ରମ୍ଭା ସାଉଥ୍‌କୋ ଡିଭିଜନର କର୍ମଚାରୀ ଆର. କ୍ରୀଷ୍ଣା ରେଡ୍ଡୀ, ସାଗର କୁମାର ଦାସ, ଚନ୍ଦ୍ରଶେଖର ରଥ, ଅରକ୍ଷୀତ ନାୟକ, ଜୟସେନ ଗୌଡ଼, ବି. କେଶବ ପ୍ରଧାନ ପ୍ରମୁଖ ବକେୟା ବିଦ୍ୟୁତ ବିଲ୍‌ ଆଦାୟ…

ଶାରଳା ରୋଡ୍‌ ଲେବଲ କ୍ରସିଂରେ ଅଟକି ରହିଲା ଟ୍ରେନ

ତିର୍ତ୍ତୋଲ, ୨୧।୨ (ଡି.ଏନ୍‌.ଏ.): କଟକ-ପାରାଦୀପ ରେଳପଥର ତିର୍ତ୍ତୋଲ ଥାନା ଅଧୀନ ଝଙ୍କଡ଼ ଶାରଳା ରୋଡ ପିଏଚ୍‌ ନିକଟ ଲେଭଲକ୍ରସିଂଠାରେ ଗୁରୁବାର ଏକ ମାଲବାହୀ ଟ୍ରେନ ଅଟକି ରହିବା ଯୋଗୁ ଦେଢ଼ ଘଣ୍ଟା ଧରି ଏହି ଲାଇନ୍‌ରେ ରେଳ ଚଳାଚଳ ବ୍ୟାହତ ହେବା…

ସମସ୍ୟା ବୁଝିବେ ସ୍ବେଚ୍ଛାସେବୀ

ଢେଙ୍କାନାଳ ଅଫିସ, ୨୧।୨ – ଢେଙ୍କାନାଳ ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଗୁରୁବାର ସ୍ଥାନୀୟ ଏଡିଆର ବିଲ୍ଡିଂ ସଭାଗୃହରେ ନୂତନ ଭାବେ ମନୋନୀତ ପାରାଲିଗାଲ ଭଲ୍ୟୁଣ୍ଟିୟରଙ୍କୁ ନେଇ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ଦୌରାଜଜ୍‌ ତଥା ପ୍ରାଧିକରଣ ଅଧ୍ୟକ୍ଷ ମଳୟ…

ପଞ୍ଚାୟତ ଅଫିସ୍‌ ଆଗରେ ବର୍ଜ୍ୟବସ୍ତୁ ପୁନରୁଦ୍ଧାର କେନ୍ଦ୍ରକୁ ବିରୋଧ

ବାଲିଆ, ୨୧।୨: ବିରିଡି ବ୍ଲକ ହାଜିପୁର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ପ୍ରସ୍ତାବିତ ବର୍ଜ୍ୟବସ୍ତୁ ପୁନରୁଦ୍ଧାର ପାଇଁ ସ୍ଥାୟୀ କେନ୍ଦ୍ର ନିର୍ମାଣକୁ ଗୋପାଳ ସାହିର ଜନସାଧାରଣ ବିରୋଧ କରିବା ସହ ଏ ନେଇ ଜିଲାପାଳଙ୍କୁ ଲିଖିତ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି। ପ୍ରସ୍ତାବିତ…

ପିପିଟି-ପିଏଚ୍‌ଓ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ

ପାରାଦୀପ, ୨୧।୨ (ସ୍ବ.ପ୍ର.): ପାରାଦୀପ ବନ୍ଦରରେ ବିଦେଶୀ ନାବିକଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ପ୍ରଥମକରି ପୋର୍ଟ ହେଲ୍‌ଥ ୟୁନିଟ୍‌ ଆରମ୍ଭ ହୋଇଛି। ଏ ନେଇ ଗୁରୁବାର ପିଏଚ୍‌ଓ (ପୋର୍ଟ ହେଲ୍‌ଥ ଅର୍ଗାନାଇଜେଶନ୍‌) ଓ ପିପିଟି (ପାରାଦୀପ ପୋର୍ଟ ଟ୍ରଷ୍ଟ) ମଧ୍ୟରେ ଚୁକ୍ତି…

ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

ଓଡ଼ଗାଁ,୨୧ା୨(ସ୍ବ.ପ୍ର.): ନୟାଗଡ ଜିଲା ଓଡ଼ଗାଁ ରାଧାକାନ୍ତ ବାଳିକା ହାଇସ୍କୁଲ ଦ୍ୱାରା ପରିଚାଳିତ ୧୧୦ ଶଯ୍ୟା ବିଶିଷ୍ଟ ଏସ୍‌ସି/ଏସ୍‌ଟି ଛାତ୍ରୀ ନିବାସରେ ରହୁଥିବା ଦଶମ ଶ୍ରେଣୀ ପରୀକ୍ଷାର୍ଥୀ (ଛାତ୍ରୀ)ଙ୍କ ଗୁରୁବାର ମୃତ୍ୟୁ ଘଟିଛି। ଏ ନେଇ ଓଡଗାଁ ଥାନାରେ ଏକ ଅପମୃତ୍ୟୁ (୩/୨୦)…

ନାବାଳିକାଙ୍କ ସମେତ ୨୦ ଶିଶୁ ଶ୍ରମିକ ଉଦ୍ଧାର

ବ୍ରହ୍ମପୁର ଅଫିସ,୨୧ା୨-ବ୍ରହ୍ମପୁର ପୋଲିସ ଜିଲାରେ ବଚପନ ବଚାଓ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିରେ ଜିଲା ଶ୍ରମ ଅଧିକାରୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ, ଶିଶୁ ମଙ୍ଗଳ କମିଟି ସଦସ୍ୟ, ଥାନାରେ ଥିବା ଜୁଭେନାଇଲ ପୋଲିସ ଅଧିକାରୀ ଓ ଚାଇଲ୍ଡ ଲାଇନ କର୍ମକର୍ତ୍ତାଙ୍କୁ…

ମହିଳାଙ୍କୁ ଧକ୍କାଦେଲା ଜନନୀ ଏକ୍ସପ୍ରେସ: ସିଡିଏମ୍‌ଓ କହିଲେ ତଦନ୍ତ କରି ନେବେ ପଦକ୍ଷେପ

ନୟାଗଡ ଅଫିସ/ଖଣ୍ଡପଡ଼ା,୨୧ା୨(ସ୍ବ.ପ୍ର.): ନୟାଗଡ଼ ଜିଲାର କଣ୍ଟିଲୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଛକ ନିକଟରେ ଗୁରୁବାର ଭୋର ୫ଟାରେ ଜଣେ ଅପରିଚିତା ମହିଳାଙ୍କୁ ୧୦୨ ଆମ୍ବୁଲାନ୍ସ (ଜନନୀ ଏକ୍ସପ୍ରେସ) ଧକ୍କା ଦେଇଥିଲା। ତେବେ ଡ୍ରାଇଭର ଜଣକ ତରବରିଆ ଭାବେ ଆହତ ମହିଳାଙ୍କୁ ଗାଡ଼ିରେ ନେଇ…

ଅନୁଗୋଳରେ ମାତିଛନ୍ତି ଲୁଟେରା: ସଫେଇ ଆଳରେ ଲୁଟୁଛନ୍ତି ସୁନା

ଅନୁଗୋଳ ଅଫିସ, ୨୧।୨ – ସୁନା ସଫା କରିଦେବା ଆଳରେ ଲୋକଙ୍କଠାରୁ ସୁନା ଲୁଟୁଥିବା ଏକ ଗ୍ୟାଙ୍ଗ ଅନୁଗୋଳ ସହରରେ ସେମାନଙ୍କ କାର୍ଯ୍ୟକଳାପ ଜାରି ରଖିଥିବା ବିଭିନ୍ନ ଆଡ଼ୁ ଅଭିଯୋଗ ବଢ଼ିବାରେ ଲାଗିଛି। ତେବେ ଲୁଟ୍‌ ହୋଇଥିବା ସୁନା ଫେରି ପାଇବାର…

ମିଲର ଅପେକ୍ଷାରେ ଚାଷୀ: ଖରା କାକରରେ ମଣ୍ଡିରେ ପଡ଼ିଛି ଧାନ

ନୟାଗଡ ଅଫିସ,୨୧ା୨: ଖରା କାକରରେ ମଣ୍ଡିରେ ପଡିରହିଛି ଧାନ। କେଉଁଠି ଦୁଇଦିନ ତ ଆଉ କେଉଁଠି ୩ଦିନ ହେଲା ଚାଷୀ ଧାନବସ୍ତା ଜଗି ରହିଛି। ହେଲେ ମିଲରଙ୍କ ଦେଖା ମିଳୁନି। ଏଭଳି ଅବ୍ୟବସ୍ଥା ଜିଲାର ବିଭିନ୍ନ ଧାନ ମଣ୍ଡିରେ ଦେଖା ଦେଇଛି।…

ଗୋଆରେ ଓଡ଼ିଆ ମହିଳା ଶ୍ରମିକଙ୍କୁ ହତ୍ୟା

ପାଟପୁର,୨୧ା୨- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ବୁରେଇପାହାଡ଼ ଗ୍ରାମର ଜଣେ ମହିଳା ଶ୍ରମିକଙ୍କୁ ଗତ ୭ ତାରିଖରେ ଗୋଆରେ ହତ୍ୟା କରାଯାଇଛି। ସେ ହେଲେ ସାବିତ୍ରୀ ଶବର। ସାବିତ୍ରୀଙ୍କ ଭାଇ ମୃତଦେହ ଫେରାଇ ଆଣିବାକୁ ପାଟପୁର ଥାନା ଅଧିକାରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?