ଆମ ଜିଲା ଖବର

ଉପାନ୍ତ ଶ୍ରୋତାଙ୍କୁ ମନୋରଞ୍ଜନ, ସଚେତନ କରୁଛି ରେଡିଓ

ଜୟପୁର,୨୧।୨(ନି.ପ୍ର.)- ଆଦିବାସୀ ଅଧ୍ୟୁଷିତ ଅବିଭକ୍ତ କୋରାପୁଟ ସହ ଗଜପତି ଜିଲାର ଅନେକ ଗାଁକୁ ଏବେ ମଧ୍ୟ ବିଜୁଳି ପହଞ୍ଚତ୍ନାହିଁ। ସେଭଳି ଗ୍ରାମାଞ୍ଚଳରେ ଲୋକଙ୍କ ମନୋରଞ୍ଜନ ପାଇଁ ଜୟପୁର ଆକାଶବାଣୀ କେନ୍ଦ୍ର କେବଳ ଏକମାତ୍ର ମାଧ୍ୟମ ନୁହେଁ, ବରଂ ଏହା ଚାଷୀ ଓ…

ସରକାରୀ ଯୋଜନାରୁ ବଁଚିତ୍‌: ୧୦ କେ.ଜି. ଚାଉଲ ଭରସାରେ ବୁରୁଧ୍‌ ଦମ୍ପତି

ଲାଠୋର, ୨୧।୨ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖି, ଖଟିଆ ପରିବାରମାନକୁ ଭିନେ ଭିନେ ଯୋଜନାରେ ପକାଘର, ଭତା, ଚାଉଲ ଆଦି ଯୁଗେଇ ଦେଉଛନ୍‌। ହେଲେ ଅନେକ ହକ୍‌ଦାର ହିତାଧିକାରୀ ଭିନେ ଭିନେ କାରନ୍‌ରୁ ଇ ଯୋଜନାରୁ ବଁଚିତ୍‌ ହେଇ ବଡ଼ା ଦୁଖେ…

ଅସାହା ବୁରୁଧ୍‌କଁର ଶବ୍‌କେ ଖଁଦ୍‌ ଦେଲେ ସାମାଜିକ କରମୀ

ବିଜେପୁର, ୨୧।୨(ଡି.ଏନ୍‌.ଏ.)- ମୁନୁଷ୍‌ ହିଁ ମୁନୁଷ୍‌ର ଦୁଖ୍‌, ଦରଦ୍‌ ବୁଝ୍‌ସି। ତାହାକେ ନିଜର କରିନେସି। ଇତାକେ କୁହାଯାଏସି ମାନବିକତା। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ବରଗଡ଼ ଜିଲା ବିଜେପୁର ବ୍ଲକ ଅଧୀନ ବିଲେଇପାଲିରେ ଥିବାର ପାର୍ବତୀ ଗିରି ବୃଦ୍ଧାଶ୍ରମରେ। ସୂଚନା…

ଚାକ୍‌ରି ଆଶ୍‌ରେ ଜମିଦେଇ ପରିବାର ସରବ୍‌ସୁଆଁତ

ଲାଠୋର, ୨୧।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଆଁଝର ପଁଚେତ୍‌ ସଦର ଗାଁରେ ରହୁଛନ୍‌ ସ୍ବର୍ଗତ ଶ୍ରୀଧର ବାଗକଁର ପରିବାର। ପରିବାରଟା ଚାକ୍‌ରି ଆଶ୍‌ରେ ନିଜର ଦୁଇ ଏକର ଜମି ପଁଚେତ୍‌କେ ଦାନ କରି ସରବ୍‌ସୁଆଁତ୍‌ ହେଇଯାଇଥିବାର ଶ୍ରୀଧରକଁର…

ସେନା ଚାକିରି ପାଇଁ ୨୨୦ କି.ମି. ଦୌଡ଼ିଲେ ସୌରଭ

ପୁରୀ ଅଫିସ, ୨୧।୨:ଭାରତୀୟ ସେନାରେ ଯୋଗଦେବାକୁ ପିଲାଟି ଦିନରୁ ରହିଛି ଆଗ୍ରହ। ବାପା ବି ଚାହୁଁଛନ୍ତି ତାଙ୍କ ପୁଅ ସୈନ୍ୟ ବାହିନୀରେ ଯୋଗଦେଇ ଦେଶ ମାତୃକାର ସେବା କରୁ। ନିଜର ଆଗ୍ରହ ଏବଂ ବାପାଙ୍କ ସ୍ବପ୍ନକୁ ସାକାର କରିବା ଲାଗି ସେ…

ଆଜି ଜାଗର: ଚଳଚଞ୍ଚଳ କପିଳାସ

ଢେଙ୍କାନାଳ ଅଫିସ, ୨୧।୨ – ପ୍ରସିଦ୍ଧ ମହାଶିବରାତ୍ରି ଏବଂ ଜାଗରଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଚନ୍ଦ୍ରଶେଖର ଜୀଉଙ୍କ ପୀଠ। ଜାଗରଯାତ୍ରା ଅବ୍ୟବହିତ ପୂର୍ବରୁ ଗୁରୁବାରଠାରୁ କପିଳାସକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଲାଣି। ଠାକୁରଙ୍କ ନୀତି ନିର୍ଦ୍ଧାରିତ ସମୟରେ ସାରିବାକୁ…

ମହେନ୍ଦ୍ର ଧରିପାରନ୍ତି ଅନୁଗୋଳ ବିଜେଡି ମଙ୍ଗ: ଅରୁନାଭଙ୍କ ଫଟୋ ପୋଷ୍ଟକୁ ନେଇ ଜୋରଦାର ଚର୍ଚ୍ଚା

ଅନୁଗୋଳ ଅଫିସ, ୨୧।୨ – ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା ବିଜେଡି ସଭାପତି ଥିବା ମହେନ୍ଦ୍ର ବସ୍ତିଆ ଅନୁଗୋଳ ଜିଲା ବିଜେଡି ମଙ୍ଗ ଧରିପାରନ୍ତି। ଦଳ ତାଙ୍କୁ ଅନୁଗୋଳ ଜିଲା ସଭାପତି ଦାୟିତ୍ୱ ଦେଇପାରେ ବୋଲି ଗୁରୁବାର ସହରରେ ଜୋରଦାର…

ହାତୀ ଉଠାଇ ପାରି ନ ଥିଲା ଶିଳା

ଛେଣ୍ଡିପଦା, ୨୧ା୨(ଡି.ଏନ.ଏ.) – ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଟାଙ୍ଗିର ପଞ୍ଚାୟତ ପୁରୁଣାଗଡସ୍ଥିତ ଶ୍ରୀ ବରାଳ ବାଲୁଙ୍କେଶ୍ୱର ମନ୍ଦିରରେ ପାଳନ ହେବ ପ୍ରସିଦ୍ଧ ଜାଗର ଯାତ୍ରା। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ଏହି ଶୈବପୀଠ। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ସ୍ତ୍ରୀହନ୍ତାଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ, ୨୧।୨ – ଢେଙ୍କାନାଳ ଜିଲା ରାସୋଳ ଥାନା ଅଞ୍ଚଳରେ ୨୦୧୮ରେ ଘଟିଥିବା ରଶ୍ମିତା ନାୟକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ମଳୟ ରଞ୍ଜନ ଦାସ ଅଭିଯୁକ୍ତ ସ୍ବାମୀ ମହେନ୍ଦ୍ର ନାୟକଙ୍କୁ ଦୋଷୀ ସାବ୍ୟସ୍ତ…

ତାଲିମରେ ସ୍ଥାନୀୟ ପିଲାଙ୍କୁ ଗୁରୁତ୍ୱ ଦିଅ

ଅନୁଗୋଳ ଅଫିସ, ୨୧।୨ – ବୈଷୟିକ ଶିକ୍ଷା ଗ୍ରହଣ କରିଥିବା ପିଲାମାନଙ୍କୁ ଅନୁଗୋଳ ଜିଲାରେ ଥିବା ବିଭିନ୍ନ ଶିଳ୍ପସଂସ୍ଥାରେ ଆପ୍ରେଣ୍ଟିସ୍‌ ତାଲିମ ଦେବା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଗୁରୁବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ…

‘ସରକାରଙ୍କ ଯୋଜନା ଜାଣି ସୁବିଧା ନିଅ’

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୨୧ା୨- ସରକାର ଗରିବଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ଏସବୁ ଯୋଜନା ବିଷୟରେ ଗ୍ରାମାଞ୍ଚଳର ଆଦିବାସୀ ଏବଂ ପଛୁଆବର୍ଗର ଲୋକେ ଜାଣି ପାରୁନାହାନ୍ତି। ସରକାର ୫-ଟି ବ୍ୟବସ୍ଥା କରଛନ୍ତି। ଯଦି କେହି ସରକାରୀ କର୍ମଚାରୀ କୌଣସି ଯୋଜନାରୁ ହିତାଧିକାରୀଙ୍କୁ…

ବିଜୟାଲକ୍ଷ୍ମୀ ହତ୍ୟା ଘଟଣା: ଅଭିଯୁକ୍ତ ଗିରଫ, ରକ୍ତଭିଜା କାଠଫାଳିଆ ଜବତ

ବେଗୁନିଆପଡ଼ା,୨୧ା୨(ଡି.ଏନ.ଏ.) – କୋଦଳା ଥାନା ବୁରୁଝରି ଗ୍ରାମର ବିଜୟାଲକ୍ଷ୍ମୀ ହତ୍ୟାକାଣ୍ଡର ୯ମାସପରେ ପର୍ଦ୍ଦାଫାଶ କରିଛି ପୋଲିସ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। କୋଦଳା ଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପୁରୁଷୋତ୍ତମପୁର ଏସ୍‌ଡିପିଓ, କୋଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?