ଆମ ଜିଲା ଖବର

ଫେରାର ଚୋରି ଅଭିଯୁକ୍ତ ଗିରଫ

ଯୋଡ଼ା,୧୮।୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର କମାରଯୋଡ଼ା ଠାରେ ହୋଇଥିବା ଚୋରି ଘଟଣାର ଜଣେ ଅଭିଯୁକ୍ତଙ୍କୁ ଯୋଡ଼ା ପୋଲିସ ବୁଧବାର ଗିରଫ କରିଛି। ଅଭିଯୁକ୍ତ ହେଲେ ଯୋଡ଼ା ମଙ୍ଗଳା ମନ୍ଦିର ନିକଟରେ ରହୁଥିବା ଟେପେ କାରୁଆ ା ପୋଲିସ ସୂଚନା ଅନୁଯାୟୀ,…

ବଳାତ୍କାରୀଙ୍କୁ ୭ ବର୍ଷ ଦଣ୍ଡାଦେଶ

ତାଳଚେର,୧୮ା୩(ନି.ପ୍ର): ଏକ ବଳାତ୍କାର ମାମଲାର ବିଚାର କରି ତାଳଚେର ଅତିରିକ୍ତ ଜିଲା ଦୌରାଜଜ୍‌ ଅମୃତ ରଞ୍ଜନ ନନ୍ଦ ମଙ୍ଗଳବାର ଖମାର ଉପଖଣ୍ଡ ବଡ଼ଗୁଣ୍ଡୁ ଗ୍ରାମର ସାଲୁକା ବାଇପେଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ ସଶ୍ରମ କାରାଦଣ୍ଡା ଦେଶ ଶୁଣାଇଛନ୍ତି।…

କାର୍‌ ସହ ଗଞ୍ଜେଇ ଜବତ, ୨ କୋର୍ଟ ଚାଲାଣ

ଶଙ୍କରାଖୋଲ,୧୮ା୩(ଡି.ଏନ୍‌.ଏ.): ଟିକାବାଲି ଥାନା ବାହାଡାସାହି ଛକଠାରେ ଟିକାବାଲି ପୋଲିସ ପକ୍ଷରୁ ଯାନବାହାନ ଯାଞ୍ଚ କରାଯାଉଥିଲା। ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଏକ କାର ଜବତ କରି ପୋଲିସ ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିଥିଲା। ସେମାନଙ୍କୁ ବୁଧବାର କୋର୍ଟ ଚାଲାଣ…

୫ ବାଂଲାଦେଶ ଫେରନ୍ତାଙ୍କ ହେଲା ମେଡିକାଲ ଯାଞ୍ଚ

କୋରୁକୋଣ୍ଡା,୧୮ା୩(ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଚିତାପାରି-୩ ପଞ୍ଚାୟତ ଅନ୍ତର୍ଗତ ଏମଭି-୧୦୪ ଗ୍ରାମର ଗୋଟିଏ ପରିବାରର ୫ ଜଣ ସଦସ୍ୟ ବିଦେଶ ଯାଇ ଫେରିଥିବାରୁ ସେମାନଙ୍କୁ ସନ୍ଦେହରେ ମେଡିକାଲ ପରୀକ୍ଷା କରାଯାଇଛି। ଗତ ଦୁଇ ମାସ ତଳେ ଏହି ପରିବାର ବାଂଲାଦେଶକୁ…

କରୋନା ପାଇଁ ସଚେତନ କରୁଛନ୍ତି ଡାକ୍ତରୀ ଟିମ୍‌

ମାଥିଲି/ଗୋବିନ୍ଦପଲି,୨୮।୩(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଞ୍ଚଳର ବିଭିନ୍ନ ଆଦିବାସୀପଡା ଗ୍ରାମରେ ବୁଧବାର ଡାକ୍ତରୀଦଳ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରିଛନ୍ତି। ଆଦିବାସୀ ଗ୍ରାମଗୁଡିକରେ ଘରକୁ ଘର ବୁଲି କରୋନାକୁ ଭୟ ନ କରି ସଚେତନ ଓ ସତର୍କ ରହିବାକୁ ପରାମର୍ଶ…

ଦୁର୍ନୀତିର ତଦନ୍ତ ନ ହେଲେ ଆନ୍ଦୋଳନ

ଜଳେଶ୍ୱର,୧୮।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ବରିଷ୍ଠ କଂଗ୍ରେସ ନେତା ସୁଦର୍ଶନ ଦାସଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ବିଡ଼ିଓ ଦୀପ୍ତିରଞ୍ଜନ ସେଠୀଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।…

ପୋଲିସ ନିକଟରେ ୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୮।୩(ଡି.ଏନ୍‌.ଏ.): ପୁଣି ମାଲକାନଗିରି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ବୁଧବାର ୮ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ମୁଖ୍ୟ ମାଓବାଦୀ ଜଣକ ହେଲେ ସାମ୍ବା ଖରା। ତାଙ୍କ ଘର ସ୍ବାଭିମାନ ଅଞ୍ଚଳର…

କରୋନା କଟକଣା: ନିରାଡମ୍ବର ଭାବେ ପାଳନ ହେବ ପାଣ୍ଡବଘାଟ ବାରୁଣୀ ଯାତ୍ରା

ବାହାନଗା,୧୮।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲାରେ କରୋନା ଭାଇରସ୍‌କୁ ଦୃଷ୍ଟିରେ ରଖି କଟକଣା ଜାରି କରାଯାଇଛି। ଫଳରେ ଚଳିତ ବର୍ଷ ହେବାକୁ ଥିବା ପାଣ୍ଡବ ଘାଟ ବାରୁଣୀ ଯାତ୍ରା ନିରାଡମ୍ବର ଭାବେ ପାଳନ ହେବ ବୋଲି ଜଣାପଡ଼ିଛି। ବାଲେଶ୍ୱର ଜିଲା ସୋର ଥାନା ପୋଲିସ…

ଜନନୀ ଯନ୍ତ୍ରଣା: ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଖଟରେ ବୁହାହେଲେ ପ୍ରସୂତି

ରାୟଗଡା ଅଫିସ, ୧୮।୩: ଖଟରେ ବୁହା ହେଲେ ପ୍ରସୂତି। ଗ୍ରାମକୁ ରାସ୍ତା ନ ଥିବାରୁ ପ୍ରସୂତିଙ୍କୁ ଖଟରେ ବୁହା ହୋଇଥିବା ଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲା କୋଲନରା ବ୍ଲକ ଅନ୍ତର୍ଗତ ଡୁମୁକୁ ଗ୍ରାମରରେ। ସେ ହେଲେ ସାବିତ୍ରୀ ତାଡିଙ୍ଗୀ।…

କରୋନାକୁ ନେଇ ବାରୁଣୀ ସ୍ନାନ ବନ୍ଦ: ପୂଜାର୍ଚ୍ଚନା ଲାଗି ପୀଠରେ ରହିବେ ୫ଜଣ, ଶ୍ରଦ୍ଧାଳୁଙ୍କ ସମାଗମକୁ ରୋକିବା ଲାଗି ବ୍ୟାପକ ବ୍ୟବସ୍ଥା

ପୁରୁଷୋତ୍ତମପୁର,୧୮।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟଠାରେ ବୁଧବାର ତହସିଲଦାର ଅରୁଣ କୁମାର ନାୟକଙ୍କ ତତ୍ତ୍ୱାବଧାନରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଥିବା ବେଳେ ଶନିବାର ଓ ରବିବାର ହେବାକୁ…

କରୋନା ସତର୍କତା: ଶୂନ୍‌ଶାନ ବନ୍ତଳା ସାପ୍ତାହିକ ହାଟ

ବନ୍ତଳା,୧୮।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ଅଧୀନ ବନ୍ତଳା ସାପ୍ତାହିକ ହାଟକୁ ପୋଲିସ ବୁଧବାର ଭୋର ସମୟରେ ବନ୍ଦ କରିଛି। ସମସ୍ତ ଚାଷୀ ଓ ବେପାରୀମାନଙ୍କୁ ଫେରାଇ ଦେବା ସହ ଚାଷୀମାନେ ନିଜ ଗ୍ରାମ କିମ୍ବା ଜନଗହଳି ନ ଥିବା ସ୍ଥାନରେ…

୬୦୦ ଲିଟର ଦେଶୀ ମଦ, ୯୨୮୦ କେଜି ମହୁଲ ପୋଚ ଜବତ: ୨ ଗିରଫ

ଆନନ୍ଦପୁର,୧୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅବକାରୀ ବିଭାଗ ଓ ପୋଲିସର ମିଳିତ ଚଢ଼ାଉରେ ବହୁଳ ପରିମାଣର ଦେଶୀ ମଦ, ରନ୍ଧାସାମଗ୍ରୀ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ କଣ୍ଟିପାଳର ସୁବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?