ଆମ ଜିଲା ଖବର

ଲୋକନାଥଙ୍କ ପୀଠରେ ଜଳିଲା ବୃହତ୍‌ ଦୀପ

ପୁରୀ ଅଫିସ,୨୦ା୨: ପବିତ୍ର ପଙ୍କୋଦ୍ଧାର ଏକାଦଶୀ ତିଥିରେ ବୁଧବାର ଶ୍ରୀଲୋକନାଥଙ୍କ ପୀଠରେ ଜଳିଛି ବୃହତ ଜଗତ ମଙ୍ଗଳ ଜାଗର ଦୀପ। ଅଷ୍ଟମ ବର୍ଷ ଲାଗି ଏହି ବୃହତ୍‌ ଦୀପ ଜଳାଯାଇଛି। ଏହି ଦୀପ ଜାଗର ଯାତ୍ରା ମହାଦୀପ ଉଠିବା ପର୍ଯ୍ୟନ୍ତ ଜଳିବ…

ଅଭିଶାପ ପାଲଟିଛେ ଜୀବନ୍‌: ଭିଖ୍‌ ମାଗି ପେଟ୍‌ ପାଲୁଛନ୍‌ ତିନ୍‌ ଦିବ୍ୟାଙ୍ଗ ଭାଇ

ପର୍ଲା, ୨୦।୨ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଅଧୀନ ଜୟନ୍ତପୁର ପଁଚେତ୍‌ ବାରିକପଡ଼ା ଗାଁର ସ୍ବର୍ଗତ ମା’ବାପ୍‌ ଦିଆଲୁ ଦୁର୍ଗା ଆର କେନ୍ଦୁବୁଢ଼ୀକଁର ୪ ପୁଓ ଗୌରୀଆ(୭୮), ରାମଦାସ(୭୫), ଦମ (୭୧), ରାମଜିଲା(୬୨)। ପୁଓମାନେ ଯୁଆନ ବେଲେ…

ସମସିଆ ଘେରରେ ଗୋଠୁଗୁଡ଼ା ହାଇସ୍କୁଲ

ଝାରବନ୍ଧ, ୨୦।୨ (ଡି.ଏନ.ଏ)- ରାଜ୍ୟ ସରକାର ଫିଏକ କିମି ଦୁରିଆଥି ପ୍ରାଇମେରି ସ୍କୁଲ, ୩ କିମିଥି ଏମ୍‌ଇସ୍କୁଲ ଆର ପଁଚେତ୍‌କ ଗୁଟେ ୟୁଜି ହାଇସ୍କୁଲ ଥାପନା କରିଛନ୍‌। ସେନ୍‌ତା ସରକାର ସ୍କୁଲ ଲଗି ନୂତନ କୁଠା, ଶିକ୍ଷକ, ବହିପତର୍‌ ପେଁଟ କୁରତା,…

ଆର୍‌ଏସ୍‌ପି ମେନ ହୋଲରେ ପଡି ଶିଶୁ ମୃତ

ରାଉରକେଲା ଅଫିସ,୨୦।୨-ସେକ୍ଟର- ୩ ଅଞ୍ଚଳରେ ଆର୍‌ଏସ୍‌ପି ମେନ ହୋଲକୁ ଖସି ପଡି ଜଣେ ଶିଶୁର ମୃତ୍ୟୁ ଘଟିଥିବା ଜଣାଯାଇଛି। ସେକ୍ଟର- ୩ ଅଟୋ କଲୋନୀ ବାସିନ୍ଦା କଳାକାର ସାହୁଙ୍କ ଅଢେଇ ବର୍ଷର ପୁଅ ହିମାଂଶୁ ଖରାବେଳେ ବାହାରେ ଖେଳୁଥିଲେ। ତାଙ୍କ ଉପରେ…

ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୦ା୨-ଏକ ସ୍କୁଲ ଘର ନିର୍ମାଣ କାମରେ ଅର୍ଥ ତୋଷାରପାତ ମାମଲାର ବିଚାର କରି ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ସତ୍ୟପୀର ମିଶ୍ର ଅଭିଯୁକ୍ତ ଶିକ୍ଷକଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୧୫ ହଜାର ଟଙ୍କା ଜରିମାନା…

କେନ୍ଦ୍ର ସମତୁଲ ମହଙ୍ଗା ଭତ୍ତା ଦାବି ନେଇ ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୦ା୨ – ବ୍ରହ୍ମପୁରସ୍ଥ ଦକ୍ଷିଣାଞ୍ଚଳ ଆରଡିସି ଅଫିସ ଆଗରେ ବୁଧବାର ଓଡ଼ିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଗଞ୍ଜାମ ଜିଲା ଶାଖା ପକ୍ଷରୁ ବିକ୍ଷୋଭ କରାଯାଇଥିଲା। ଅବସରପ୍ରାପ୍ତ କର୍ମଚାରୀ ଓ ଶିକ୍ଷକଙ୍କୁ କେନ୍ଦ୍ର ସମତୁଲ ମହଙ୍ଗା…

ପ୍ରଶାସନ ମିଳିତ ଟିମ୍‌ର ଚଢ଼ାଉ, କାଗଜପତ୍ର ଜବତ

ବ୍ରହ୍ମପୁର ଅଫିସ, ୨୦ା୨ – ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଗୁରୁଦେବ ହସ୍‌ପିଟାଲରେ ସୋମବାର ରାତିରେ ଚିକିତ୍ସା ଅବହେଳାରୁ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ ଐଶ୍ୱର୍ଯ୍ୟା ସିଂଦେଓ। ଯାହାକୁ ନେଇ ହସ୍‌ପିଟାଲରେ ରୋଗୀ…

ପଦାରେ ପଡ଼ିଲା କଂଗ୍ରେସର ଗୋଷ୍ଠୀ କନ୍ଦଳ

ଭଦ୍ରକ ଅଫିସ, ୨୦।୨- ପୁରୀରେ ରାଜ୍ୟ ପ୍ରଭାରୀ ଓ ପିସିସି ମୁଖିଆଙ୍କ ଉପସ୍ଥିତିରେ କଂଗ୍ରେସର ଦୁଇଗୋଷ୍ଠୀ ହାତାହାତି ହୋଇଥିଲେ। ଏହି ଘଟଣାର ସମାଧାନ ନ ହେଉଣୁ ବୁଧବାର ଭଦ୍ରକ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ରାଜ୍ୟ ପ୍ରଭାରୀ…

ଦରଘା ପ୍ରବେଶଦ୍ୱାର ଭଙ୍ଗାବେଳେ ଉତ୍ତେଜନା

କଟକ ଅଫିସ,୨୦ା୨: ଏସ୍‌ସିବି ମେଡିକାଲର ଉନ୍ନତୀକରଣ ଏବଂ ସମ୍ପ୍ରସାରଣ ପାଇଁ ଆଖପାଖ ଅଞ୍ଚଳରୁ ଜବରଦଖଲ ଉଚ୍ଛେଦ କରାଯାଉଛି। ଏହି ପରିପ୍ରେକ୍ଷୀରେ ବୁଧବାର ଯୋବ୍ରା ଅଞ୍ଚଳରେ ଉଚ୍ଛେଦବେଳେ ଉତ୍ତେଜନା ଦେଖିବାକୁ ମିଳିଥିଲା। ଦର୍‌ଘା ଉଚ୍ଛେଦବେଳେ ଅଞ୍ଚଳବାସୀ ବିରୋଧ କରିଥିଲେ। ୱାକ୍‌ଫ ବୋର୍ଡ଼ର ଟ୍ରିବ୍ୟୁନାଲ୍‌ରେ…

ଜରି ବସ୍ତାରେ ଧାନ କିଣାକୁ ନେଇ ବିବାଦ

ପଦ୍ମପୁର,୨୦।୨(ଡି.ଏନ.ଏ.)-ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗଠାରେ ମହିଳା ମହାସଂଘ ପକ୍ଷରୁ ଗୋରାମାଟି ଓ ସାବରଙ୍ଗ ପଞ୍ଚାୟତର ଚାଷୀଙ୍କଠାରୁ ଧାନ କିଣା ଯାଉଛି। ପ୍ରଥମରୁ ଝୋଟ ଅଖାରେ ଚାଷୀମାନଙ୍କଠାରୁ ଧାନ କିଣାଯାଇ ମିଲ୍‌କୁ ପଠାଯାଉଥିଲା। ଏବେ ସଂଘ ତରଫରୁ ଜରି ବସ୍ତାରେ…

ସୁନ୍ଦରଗଡ଼ ଜିଲାରେ ଶାନ୍ତିଶୃଙ୍ଖଳା ସହ ମାଟ୍ରିକ ପରୀକ୍ଷା : ମାତୃଭାଷା ପରୀକ୍ଷାରେ କପିକରି ଧରାପଡିଲେ ୫ ପରୀକ୍ଷାର୍ଥୀ

ସୁନ୍ଦରଗଡ଼, ୨୦।୨ (ଡି.ଏନ୍‌.ଏ) -ଚଳିତ ବର୍ଷର ହାଇସ୍କୁଲ ସାର୍ଟିଫିକେଟ (ମାଟ୍ରିକ) ପରୀକ୍ଷା ବୁଧବାର ଠାରୁ ଆରମ୍ଭ ହୋଇଛି। ସକାଳ ସାଢେ ୬ଟା ରୁ ସାଢେ ୮ଟା ମଧ୍ୟରେ ନୋଡାଲ ସେଣ୍ଟରଗୁଡିକରୁ ପରୀକ୍ଷାକେନ୍ଦ୍ରଗୁଡିକୁ ପ୍ରଶ୍ନପତ୍ର ଓ ଉତ୍ତରଖାତା ପହଞ୍ଚିଥିଲା। ପରେ ସକାଳ ୯ଟାରେ…

ମହିଳାଙ୍କୁ ପିଟି ହତ୍ୟା: ୩ ଅଟକ

କପ୍ତିପଦା,୨୦ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଶରତ ଥାନା ଅଧୀନ ରୁଗୁଡି ଗ୍ରାମର ଜଣେ ଯୁବକ ତାଙ୍କ ସ୍ତ୍ରୀକୁ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ମହିଳା ଜଣକ ହେଲେ ଜିରୋ ସଏ । ମୃତକଙ୍କ ମାଆ ଗୁରୁବାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?