ଆମ ଜିଲା ଖବର

ପରୀକ୍ଷାରୁ ବଞ୍ଚିତ ୨୫ ଛାତ୍ରୀଛାତ୍ର

ବାରିପଦା ଅଫିସ/ ଚିତ୍ରଡ଼ା,୨୦ା୨(ଡି.ଏନ୍‌.ଏ.)- ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ମୟୂରଭଞ୍ଜ ଜିଲାର ୧୮୦ଟି କେନ୍ଦ୍ରରେ ୩୭୧୩୬ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଥିବା ବେଳେ ସେମାନଙ୍କ ମଧ୍ୟରୁ ୩୫୪୩୫ ଜଣ ପ୍ରଥମ ଭାଷା ପରୀକ୍ଷା ଦେଇଥିଲେ। ୧୭୦୧ ପରୀକ୍ଷାର୍ଥୀ…

ପିଆର୍‌ଏମ୍‌ ମେଡ଼ିକାଲ୍‌ରେ ଅବ୍ୟବସ୍ଥା ନେଇ ବିକ୍ଷୋଭ

ବାରିପଦା ଅଫିସ,୨୦ା୨- ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ଓ ହସପିିଟାଲ୍‌ (ପିଆରଏମ୍‌)ର ଅଧୀକ୍ଷକ ବୈକୁଣ୍ଡ ନାଥ ମହାପାତ୍ରଙ୍କ ବହିଷ୍କାର ଦାବିରେ ଭଞ୍ଜସେନା ପକ୍ଷରୁ ବୁଧବାର ମେଡ଼ିକାଲ ଆଗରେ ଧାରଣା ଦିଆଯିବା ସହିତ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏପରିକି ଅଧୀକ୍ଷକଙ୍କୁ…

ବାରିପଦାରେ ନକଲି ଆର୍‌ଆଇ ଅଟକ

ବାରିପଦା ଅଫିସ,୨୦ା୨- ମୟୂରଭଞ୍ଜ ଜିଲା ବାରିପଦା ସର୍କଲ-୧ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ବୁଧବାର ରାତିରେ ଜଣେ ନକଲି ଆର୍‌ଆଇଙ୍କୁ ଟାଉନ ଥାନା ପୋଲିସ କାବୁ କରିଛି। ତାଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରା ଉଚରା ଜାରି ରଖିଛି। ପୋଲିସ ସୂଚନା…

୩ ଅଙ୍ଗନୱାଡ଼ି କେନ୍ଦ୍ରରେ ତଦନ୍ତ ଆରମ୍ଭ

ରୂପ୍‌ସା, ୨୦।୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ନିମା, ଖିରଂ ଓ ଗୁଣ୍ଡୁରିପଦା ଅଙ୍ଗନୱାଡ଼ି କେନ୍ଦ୍ରରେ ମଙ୍ଗଳବାର ତଦନ୍ତ ଆରମ୍ଭ ହୋଇଛି। ଏହି ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକରେ ଅନିୟମିତତା ହେବା ସହ ଶିଶୁଙ୍କୁ ପାଠପଢ଼ା ଯାଉ ନ ଥିବା ନେଇ ସ୍ବଚ୍ଛ…

ଅଣନିଯୁକ୍ତି ଫାର୍ମାସିଷ୍ଟ ସଂଘର ଧାରଣା

ବାଲେଶ୍ୱର ଅଫିସ, ୨୦।୨-ବେକାରୀ ଫାର୍ମାସିଷ୍ଟମାନଙ୍କୁ ଉପେକ୍ଷା କରାଯାଇଥିବା ପ୍ରତିବାଦରେ ବୁଧବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଣନିଯୁକ୍ତି ଫାର୍ମାସିଷ୍ଟ ସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଦିଆଯାଇଛି। ରାଜ୍ୟ ସରକାରଙ୍କ…

କଂଗ୍ରେସର ସାଙ୍ଗଠନିକ ଦକ୍ଷତା ବୃଦ୍ଧି ଉପରେ ସମୀକ୍ଷା: ଯୋଗଦେଲେ ରାଜ୍ୟ ପ୍ରଭାରୀ

ବାଲେଶ୍ୱର ଅଫିସ, ୨୦।୨-ଅଖିଳ ଭାରତୀୟ କଂଗ୍ରେସ କମିଟି ସାଧାରଣ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଜିତେନ୍ଦ୍ର ସିଂ ବୁଧବାର ଦିନିକିଆ ବାଲେଶ୍ୱର ଜିଲା ଗସ୍ତରେ ଆସି ଦକ୍ଷତା ବୃଦ୍ଧି ସମ୍ପର୍କରେ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ସମୀକ୍ଷା କରିଛନ୍ତି। ଅଖିଳ ଭାରତୀୟ କଂଗ୍ରେସ…

ପୁରୀ ଜିଲାର ୧୨୩ କେନ୍ଦ୍ରରେ ପରୀକ୍ଷା ଦେଲେ ୨୨୪୭୮ ଛାତ୍ରୀଛାତ୍ର

ପୁରୀ ଅଫିସ, ୧୯ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଚଳିତବର୍ଷ ପୁରୀ ଜିଲାର ୧୨୩ କେନ୍ଦ୍ରରେ ୨୨,୪୭୮ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ରେଗୁଲାର ୨୧,୧୩୫, ଏକ୍ସ-ରେଗୁଲାର ୬୧୨…

ଏନ୍‌କାଣ୍ଟରରେ ମାଓବାଦୀ କମାଣ୍ଡର ନିହତ

ମାଲକାନଗିରି,୧୯ା୨(ଡି.ଏନ.ଏ.): ଛତିଶଗଡ଼ର ସୁକୁମା ପୋଲିସକୁ ବଡ଼ ସଫଳତା ମିଳିଛି। ବୁଧବାର ଛତିଶଗଡର ସୁକୁମା ଜିଲା ନିକଟସ୍ଥ ତାଣ୍ଡାମାର୍କା ଜଙ୍ଗଲରେ ବୁଧବାର ପୋଲିସ କୋମ୍ବିଂ ଅପରେଶନ ବେଳେ ଏନ୍‌କାଣ୍ଟରରେ ଜଣେ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ତାଙ୍କ ପରିଚୟ ଜଣାପଡିନାହିଁ। ପୋଲିସ ଘଟଣାସ୍ଥଳରୁ…

ଶାନ୍ତିଶୃଙ୍ଖଳାରେ ସରିଲା ପ୍ରଥମ ଦିବସର ପରୀକ୍ଷା

ମାଲକାନଗିରି,୧୯ା୨(ଡି.ଏନ.ଏ.): ରାଜ୍ୟରେ ବୁଧବାରଠାରୁ ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିବସର ପରୀକ୍ଷା ଜିଲାରେ ପ୍ରାୟ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିପାଇଁ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି। ମାଲକାନଗିରି ଜିଲାରେ ୫୬୭୪ ପରୀକ୍ଷାର୍ଥୀଙ୍କ ମଧ୍ୟରୁ କେତେକ କେନ୍ଦ୍ରରେ…

ପୋଲିସ-ମାଓବାଦୀ ଗୁଳି ବିନିମୟ : ଯବାନ ଶହୀଦ

ମାଲକାନଗିରି,୧୯ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକୁମା ଜିଲାରେ ବୁଧବାର ପୋଲିସ-ଲାଲବାହିନୀ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଇ.ଡି.ବିସ୍ଫୋରଣରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଶହୀଦ ଯବାନଙ୍କ ନାମ କନେୟା ମାଝି ।…

ଜାଲରେ ପଡିଲା ହ୍ବେଲ୍‌ସାର୍କ: ଉଦ୍ଧାର ପରେ ସମୁଦ୍ରରେ ଛଡ଼ାଗଲା

ଗୋପାଳପୁର,୧୯ା୨: ଗୋପାଳପୁର ଏନ୍‌ଏସିର କେତେଜଣ ମତ୍ସ୍ୟଜୀବୀ ବୁଧବାର ସମୁଦ୍ରକୁ ମାଛ ମାରିବାକୁ ଯାଇଥିଲେ। ଜାଲ ଟାଣୁଥିବାବେଳେ ସେଥିରେ ଏକ ବଡ ମାଛ ଲାଗିଥିଲା। ଜାଲ କୂଳକୁ ଟାଣି ଆଣିବା ପରେ ଏକ ବଡ ସାର୍କ ମାଛ ଲାଗିଥିବା ମତ୍ସ୍ୟଜୀବୀମାନେ ଦେଖିଥିଲେ। ଯାହାର…

ପୋଲ ଗାର୍ଡଓ୍ବାଲ ଉପରେ ଚଢିଗଲା ବସ୍‌

ପାଟପୁର,୧୯ା୨: ଗଞ୍ଜାମ-ଗଜପତି ସୀମାନ୍ତ ଟି.ଗୋବିନ୍ଦପୁର ପଞ୍ଚାୟତ ଖେମୁଣ୍ଡିଖୋଲ ନିକଟରେ ବୁଧବାର ପୂର୍ବାହ୍ନ ପ୍ରାୟ ସାଢେ ୯ଟାରେ ଏକ ଯାତ୍ରିବାହୀ ବସ୍‌ ପୋଲ ଗାର୍ଡଓ୍ବାଲ୍‌ ଉପରକୁ ଚଢିଯାଇଥିଲା। ବସ୍‌ଟି ତଳକୁ ନ ଖସି ଲାଗି ରହିଯିବାରୁ ଏଥିରେ ଥିବା ୫୫ ଯାତ୍ରୀ ଅଳ୍ପକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?