ଆମ ଜିଲା ଖବର

ଭଦ୍ରକରେ ଆସାମର ୪୦ ଚାଷୀ

ଭଦ୍ରକ ଅଫିସ, ୧୯।୨: ଆସାମ କୃଷି ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲାର ୪୦ଜଣ ଅଗ୍ରଣୀ ଚାଷୀ ଉନ୍ନତ ଚାଷ ପ୍ରଣାଳୀ ଓ ବିଭିନ୍ନ ଚାଷ ମଡେଲ ଅନୁଧ୍ୟାନ ପାଇଁ ବୁଧବାର ଭଦ୍ରକ ଗସ୍ତ କରିଥିଲେ। ଭଦ୍ରକ ରାଣୀତାଲସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର…

କାର୍ଯ୍ୟରେ ଯୋଗଦେଲେ କଲମପୁର ଗୋଷ୍ଠୀ ଶିକ୍ଷାଧିକାରୀ

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ଗୋଷ୍ଠୀ ଶିକ୍ଷାଧିକାରୀ ଭାବେ ଜୁନାଗ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ତପିମଣି ଜାନୀ କାର୍ଯ୍ୟରେ ଯୋଗ ଦେଇଛନ୍ତି । ତେବେ ପୂର୍ବରୁ କାର୍ଯ୍ୟରତ ନବିନ କୁମାର ଖମାରୀ ପଦବୀରୁ ଅବସର ନେବା ପରେ ଗୋଷ୍ଠୀ ଶିକ୍ଷା…

ବିଭିନ୍ନ ସମସ୍ୟା ସମାଧାନ ଲାଗି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅଧୀନ ମେଦିନୀପୁର ପଞ୍ଚାୟତର ବିଭିନ୍ନ ସମସ୍ୟାର ସମାଧାନ ଲାଗି ଗ୍ରାମବାସୀ ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ବିଦ୍ୟୁତ୍‌ ସମସ୍ୟା ଦୂର, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଉପଯୁକ୍ତ ହିତାଧିକାରୀ ଚୟନ ଆଦି ସମସ୍ୟାର ସମାଧାନ ଲାଗି ଏକ…

ବାଲେଶ୍ୱରରେ ଧରାପଡ଼ିଲେ ନକଲି ପରୀକ୍ଷାର୍ଥୀ

ବାଲେଶ୍ୱର ଅଫିସ, ୧୯।୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ପାଉଁଶକୁଲି ଗ୍ରାମର ରାଧାନାଥ ହାଇସ୍କୁଲ ପରୀକ୍ଷାକେନ୍ଦ୍ରରେ ବୁଧବାର ମାଟ୍ରିକ ପରୀକ୍ଷା ଚାଲୁଥିବା ବେଳେ ଜଣେ ନକଲି ପରୀକ୍ଷାର୍ଥୀ ଧରାପଡ଼ିଛନ୍ତି। ସେ ହେଲେ ହିମାଂଶୁ ବେହେରା। ତାଙ୍କୁ ସିଂଲା ଥାନା ପୋଲିସ…

ଜାପାନରେ ବ୍ରହ୍ମପୁର ଯୁବ ଇଞ୍ଜିନିୟର ଫସିବା ଘଟଣା: ପୁଅକୁ ଫେରାଇ ଆଣିବା ଲାଗି ସରକାରଙ୍କୁ ନିବେଦନ କଲେ ପରିବାରବର୍ଗ

ବ୍ରହ୍ମପୁର ଅଫିସ,୧୯।୨: ସାରା ବିଶ୍ୱବାସୀଙ୍କୁ ଏବେ କରୋନା ଭୟ ଘାରିଛି। ଏପରି ସ୍ଥିତିରେ ଜାପାନର ୟୋକୋହମା ଜଳ ସୀମା ଜାହାଜରେ ଗଞ୍ଜାମ ଜିଲାର ବ୍ରହ୍ମପୁର ପନ୍ଦରା ସାହିର ଜଣେ ଯୁବ ଇଞ୍ଜିନିୟର ଫସି ରହିଛନ୍ତି । ସେ ହେଉଛନ୍ତି ଲିଙ୍ଗରାଜ ନାୟକଙ୍କ…

ତରମାକାନ୍ତ ଜଙ୍ଗଲରୁ ମିଳିଲା ହାତୀର ମୃତଦେହ

କେନ୍ଦୁଝର,୧୯।୨(ସ୍ବ.ପ୍ର.): ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅଧିନସ୍ଥ ବାଂଶପାଳ ବ୍ଲକର ତରମାକାନ୍ତ ନିକଟ ଜଙ୍ଗଲରୁ ଏକ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ଲୋକେ ଏହାକୁ ଦେଖି ବନ ବିଭାଗକୁ ଜଣାଇବା ପରେ ବନ ବିଭାଗ କର୍ମଚାରୀ ପ୍ରାଣୀ ଚିକିତ୍ସକଙ୍କ ସହିତ…

ଜିଲା ପରିଷଦ ଅଧ୍ୟକ୍ଷ ହେଲେ ବିଜେଡିର ଗଙ୍ଗାଧର ପୁଆଲା

ରାୟଗଡ଼ା ଅଫିସ,୧୯।୨: ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷ ଉପନିର୍ବାଚନରେ ବିଜେଡିର ଗଙ୍ଗାଧର ପୁଆଲା ୧୩ଟି ଭୋଟ ପାଇ ବିଜୟ ଲାଭ କରିଛନ୍ତି। ବିଜେଡିର ୭ ଜଣ ସଭ୍ୟ ଥିଲେ ମଧ୍ୟ ଜିଲା ପରିିଷଦ ଅଧ୍ୟକ୍ଷ ପଦ ହାତେଇବା ଏକ ପୋଖତ ରାଜନୀତିର…

ଚିତ୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୮ ବିଦ୍ୟାଳୟର ୧୯୫ ଛାତ୍ରୀଛାତ୍ର ଦେଲେ ପରୀକ୍ଷା

ଚିତ୍ରକୋଣ୍ଡା,୧୯ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ଥାନୀୟ ଚିତ୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଉକ୍ତ ଅଞ୍ଚଳର ୮ଟି ବିଦ୍ୟାଳର ଛାତ୍ରୀଛାତ୍ର ବୁଧବାର ମାଟ୍ରିକ୍‌ ପରୀକ୍ଷା ଦେଇଛନ୍ତି। ଚିତ୍ରକୋଣ୍ଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବଡ଼ପଡ଼ା…

ଭଟଲି ବ୍ଲକ୍‌ର ୫ କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷାଦେଲେ ୮୩୮ ଛାତ୍ରୀଛାତ୍ର

ଭଟଲି,୧୯ା୨(ଡି.ଏନ୍‌.ଏ.): ରାଜ୍ୟରେ ଦଶମଶ୍ରେଣୀ ବୋର୍ଡ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ବରଗଡ଼ ଜିଲା ଭଟଲି ବ୍ଲକ୍‌ର ୫ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ସେଥିମଧ୍ୟରୁ ମୁରୁମକେଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ୧୭୯ ଛାତ୍ରୀଛାତ୍ରଙ୍କ ଲାଗି ପରୀକ୍ଷା ବ୍ୟବସ୍ଥା ହୋଇଥିବାବେଳେ ୧୭୭…

ଫାର୍ମହାଉସରେ ବନବିଭାଗର ଚଢାଉ: ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ରେଞ୍ଜ ବୁରାଟ ଗାଁରେ ଏକ ଫାର୍ମହାଉସ୍‌ ଭିତରୁ ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ବନ ବିଭାଗ ଜବତ କରିଛି। ଏହି ଘଟଣାରେ ଫାର୍ମହାଉସ ମାଲିକଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରଖିଛି। ୧୦୦ ଖଣ୍ଡ…

ମାଧପୁରରେ ମାଟ୍ରିକ ପରୀକ୍ଷା ଦେଲେ ୫୩୯ ଛାତ୍ରୀଛାତ୍ର

ମାଧପୁର,୧୯।୨(ଡି.ଏନ୍‌.ଏ.): ସମଗ୍ର ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଏହିକ୍ରମରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ଚୌରାଶୀ ଅଞ୍ଚଳର ତିନୋଟି ପରୀକ୍ଷା କେନ୍ଦ୍ରରେ ମୋଟ ୫୩୯ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି । ମାଧପୁର ପରୀକ୍ଷା କେନ୍ଦ୍ରରେ ୨୨୪ ଜଣ…

ନିଜ କେନ୍ଦ୍ରରେ ପରୀକ୍ଷା ଦାବିକରି ରାସ୍ତା ଅବରୋଧ କଲେ କଲେଜ ଛାତ୍ରୀଛାତ୍ର

ଭୋଗରାଇ,୧୯।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କମର୍ଦ୍ଦା ସୁରେନ୍ଦ୍ର ନାଥ ଉଚ୍ଚ ବୈଷୟିକ ବିଦ୍ୟାଳୟର ଶତାଧିକ ଛାତ୍ରୀଛାତ୍ର ନିଜ କଲେଜରେ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଦାବିକରି ବୁଧବାର ରାସ୍ତାରୋକୋ କରିଛନ୍ତି। ସକାଳ ସାଢେ ସାତଟାରୁ ସାଢେ ଦଶଟା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?