ଆମ ଜିଲା ଖବର

ରାସ୍ତା ଦୁର୍ଘଟଣାରେ ମା’ ପୁଅଙ୍କ ମୃତ୍ୟୁ

ଲେଫ୍ରିପଡ଼ା,୧୯।୨(ଡି.ଏନ୍‌.ଏ.) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ବର୍ତ୍ତନକେଲା ଛକଠାରେ ମଙ୍ଗଳବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌୍‌ ଭ୍ୟାନ ଗାଡ଼ି ଗୋଟିଏ ବାଇକ୍‌କୁ ଧକ୍କା ଦେବାରୁ ବାଇକ୍‌ରେ ଥିବା ମା’ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରାଖାଇ ଗ୍ରାମର ବୀରେନ୍ଦ୍ର…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଅଙ୍ଗନଓ୍ବାଡି କର୍ମୀ ଗିରଫ

ସୋନପୁର/ତରଭା,୧୯।୨(ନି.ପ୍ର./ଡି.ଏନ.ଏ) – ସୁବର୍ଣ୍ଣପୁର ଜିଲାପାଳ ମୋନିଷା ବାନାର୍ଜୀ ମଙ୍ଗଳବାର ତରଭା ବ୍ଲକର ୪ ପଞ୍ଚାୟତ ଗସ୍ତ କରିଥିଲେ। ମଧ୍ୟାହ୍ନ ସାଢେ ୧୨ଟାରେ ହଠାତ୍‌ ଜରାଜରିଙ୍ଗ ପଞ୍ଚାୟତର ତିଲେସରା ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଥିଲେ। କେନ୍ଦ୍ରର ଶିଶୁମାନେ ଏହି ସମୟରେ ଏସଏନପି ଯୋଜନାରେ…

ଆଦିବାସୀ ଚିତ୍ରକଳାର ସ୍ବାତନ୍ତ୍ର୍ୟ ରହିଛି

ସୋନପୁର,୧୯।୨(ନି.ପ୍ର.) – ସୁବର୍ଣ୍ଣପୁରରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବା ଆଦିବାସୀ ଚିତ୍ରଶିଳ୍ପୀ ଶିବିର ଓ କଳାକୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ସ୍ଥାନୀୟ ଟାଉନ ହଲରେ ତିନିଦିନ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।…

ଦୈନିକ ପରିବା ବଜାର ପିଣ୍ଡି ତିଆର କରିବା ଘଟଣା : ଉଚ୍ଛେଦ ବେଳେ ଉତ୍ତେଜନା

ଦେବଗଡ଼, ୧୯।୨(ଡ଼ି.ଏନ୍‌.ଏ.) – ଦେବଗଡ଼ ସହରର ଦୈନିକ ପରିବା ବଜାରରେ ପିଣ୍ଡି ତିଆରି କରିବା ଘଟଣା କ୍ରମଶଃ ଜଟିଳ ହେଉଛି। ପରିବା ବ୍ୟବସାୟୀଙ୍କ ଦାବି ପୂରଣ ନ ହେଲେ ସେମାନେ ଉଠିବେ ନାହିଁ ବୋଲି ଜିଦରେ ଅଟଳ ଥିବାରୁ ଜିଲା ପ୍ରଶାସନ…

ଆବାସ ଯୋଜନାରେ ଗଫଲତି: ବିଡିଓକୁଁ ଗୁହାରି କଲେ ହକ୍‌ଦାର ହିତାଧିକାରୀ

ଜାମଟିକ୍ରା, ୧୯।୨ (ଡି.ଏନ୍‌.ଏ.)- ସରକାରୀ ଯୋଜନାର ଲାଭ୍‌ କେନ୍‌ଥେଇ ହକ୍‌ଦାର ହିତାଧିକାରୀ ପାଇପାରବେ ସେଥିରଲାଗି ରାଏଜ୍‌ ସରକାର ଅନେକ ବିଭାଗ, ଯୋଜନାକେ ୫ଟି, ମୋ ସରକାରରେ ସାମିଲ କରିଛନ୍‌। ହେଲେ କେତେ ଲଁାଚୁଆ ଅଧ୍‌କାରୀ, କରମ୍‌ଚାରୀକର ଲାଗି ଅନେକ ହକ୍‌ଦାର ହିତାଧିକାରୀ…

ବଦଳି ଗଲା ପାଥୋଲଜି ରିପୋର୍ଟ : ୩ ବର୍ଷର ବାଳିକାକୁ ମିଳିଲା ୫୫ବର୍ଷ ବ୍ୟକ୍ତିଙ୍କ ରିପୋର୍ଟ

ବଲାଙ୍ଗୀର ଅଫିସ, ୧୯ା୨ – ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରୁ ବିବାଦ ପିଛା ଛାଡୁ ନାହିଁ ା କିଛିବର୍ଷ ତଳେ ଶିଶୁ ବଦଳ ଘଟଣାକୁ ନେଇ ହସ୍ପିଟାଲରେ ନାହିଁ ନ ଥିବା ପରିସ୍ଥିିତ ସୃଷ୍ଟି ହୋଇଥିଲା ା ମଙ୍ଗଳବାର ପାଥୋଲଜି…

କର୍କଟ ରୋଗ୍‌ରେ ପୀଡ଼ିତ ସମୀର ଘଟ୍‌ନା: ସାହାଯ୍‌ର ହାତ୍‌ ବଢ଼ାଲା ମାରଓ୍ବାଡି ଯୁବାମଞ୍ଚ

ଗୁଡ଼ଭେଲା, ୧୯ା୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ସମୀର ଖାନ୍‌(୪୫)। ପାଖାପାଖି ବଛ୍‌ରେ ହେଲା ସେ କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ଟଁକା ପଏସା ଅଭାବୁ ସେ ଚିକିଛା କରେଇ ନାଇଁ ପାରବାର। ଇ ବାବ୍‌ଦେ ଗଲା ୧୭ ତାରିଖ ସୋମବାର…

ଗ୍ଲୁକୋମା ରୋଗ୍‌ରେ ପୀଡ଼ିତ ସଞ୍ଜୟ: ଟଁକା ପଏସା ଅଭାବୁ ଅଟ୍‌କିଛେ ଚିକିଛା

ଲୋଇସିଂହା,୧୯।୨ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ଦୁମଦୁମି ଗଁାର ସଞ୍ଜୟ ବାଗ(୩୩)। ସେ ଅନେକ୍‌ ଦିନ ହେଲା ଗ୍ଲୁକୋମା ରୋଗ୍‌ରେ ପୀଡ଼ିତ ଅଛନ୍‌। ରୋଗ୍‌ ପରଭାବରେ ଦୁଇ ଆଏଁଖ୍‌କେ ଠିକ୍‌ସେ ଦେଖା ନାଇଁଯିବାର। ଅପରେଶନ କଲେ ଠିକ୍‌ ହେଇଯିବା। ହେଲେ…

ସହରରେ ଲୁଟେରା ଆତଙ୍କ

ଢେଙ୍କାନାଳ ଅଫିସ, ୧୯।୨ – ଢେଙ୍କାନାଳ ସହର କୁଞ୍ଜକାନ୍ତ ଲଳିତନଗର ଅଞ୍ଚଳରେ କ୍ରମାଗତ ଚୋରି ବୃଦ୍ଧି ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି କରିଛି। ଘରେ କଳାକନା ବୁଲାଇ ସବୁ କିଛି ଲୁଟି ନେଉଛନ୍ତି ଦୁବୃର୍ତ୍ତ। ସହରର ଅନ୍ୟତମ ଜନଗହଳିପୂର୍ଣ୍ଣ…

ହିଡିସିଙ୍ଗ ପ୍ରକଳ୍ପ ପାଇଁ ଯୁଗ୍ମ କମିଟି ଯାଞ୍ଚ: ୨ ସପ୍ତାହରେ ଯିବ ଜମି ଅନୁମତି ପ୍ରସ୍ତାବ

ବନ୍ତଳା,୧୯।୨(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳର ନନ୍ଦପୁର ପଞ୍ଚାୟତ କରଡାସିଙ୍ଗଠାରେ ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ କାର୍ଯ୍ୟ ଆଗେଇଛି। ଏହି ପ୍ରକଳ୍ପ ଯୋଗୁ ପାଣିରେ ବୁଡୁଥିବା କରତପଟା-ପମ୍ପାସର ପୂର୍ତ୍ତବିଭାଗ ରାସ୍ତା ନିମନ୍ତେ ଡାହାଣ ପାର୍ଶ୍ୱ ପାହାଡ଼…

ଶ୍ମଶାନରେ ଚେକ୍‌ଡ୍ୟାମ ନିର୍ମାଣକୁ ବିରୋଧ

ବଇଣ୍ଡା,୧୯।୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ଗାଁ ବଇଣ୍ଡା ପଞ୍ଚାୟତ ଧୁଣ୍ଡି ଗ୍ରାମର ଶ୍ମଶାନରେ ଚେକଡ୍ୟାମ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଗ୍ରାମବାସୀ ଚିହ୍ନଟ କରିଥିବା ନାଳ ଉପରେ ଚେକଡ୍ୟାମ ନିର୍ମାଣ କରା ନ ଯାଇ ଶଶ୍ମାନରେ ନିର୍ମାଣ ପାଇଁ…

ବ୍ରାଉନ ସୁଗାର ବ୍ୟବସାୟୀଙ୍କ ଦେଢ କୋଟିର ସମ୍ପତ୍ତି ଜବତ

ଅନୁଗୋଳ ଅଫିସ, ୧୯।୨ – ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରୁ ଗତ ୪ ମାସ ମଧ୍ୟରେ ବ୍ରାଉନ ସୁଗାର ବିକ୍ରି ଅଭିଯୋଗରେ ଗିରଫ ହୋଇଥିବା ୨୪ ଜଣଙ୍କ ମଧ୍ୟରୁ ୮ ଜଣ ବ୍ୟବସାୟୀଙ୍କ ସମ୍ପତ୍ତି ଜବତ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?