ଆମ ଜିଲା ଖବର

ପରୀକ୍ଷା ଫି’ ବୃଦ୍ଧିକୁ ନେଇ ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି: ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା

ବୈସିଙ୍ଗା, ୧୮।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଯୁକ୍ତ ୩ କଳା ଓ ବିଜ୍ଞାନ ପାଠ୍ୟକ୍ରମ ଶେଷ ବର୍ଷ ବା ଷଷ୍ଠ ସେମିଷ୍ଟର ପରୀକ୍ଷା ନିମନ୍ତେ ୨୧ ତାରିଖ ଫର୍ମପୂରଣର ଶେଷଦିନ ରହିଛି। ହେଲେ ପରୀକ୍ଷା ଫି’ ଅଧିକ…

ଡିଇଓଙ୍କ କସ୍ତୁରବା ଆବାସିକ ବିଦ୍ୟାଳୟ ପରିଦର୍ଶନ

ଭବାନୀପାଟଣା,୧୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ନୂତନ ଭାବେ ଯୋଗ ଦେଇଥିବା ଡିଇଓ ସୁଶାନ୍ତ ଚୋପଦାର ଅଚାନକ ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଦାଦପୁର ଦଧିବାମନ ନୋଡାଲ ସ୍କୁଲ, କର୍ଲାପଡା ବିମ୍ବାଧର ନୋଡାଲ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତ। ସେ ବିଦ୍ୟାଳୟରେ ସଂଯୁକ୍ତ ହୋଇଥିବା…

କଳାହାଣ୍ଡି : ୧୦୩ କେନ୍ଦ୍ରରେ ପରୀକ୍ଷା ଦେବେ ୨୧,୧୬୫ ଛାତ୍ରୀଛାତ୍ର

ଭବାନୀପାଟଣା,୧୮।୨(ଡି.ଏନ୍‌.ଏ.): ଚଳିତ ବର୍ଷ କଳାହାଣ୍ଡି ଜିଲାର ୩୩୬ଟି ହାଇସ୍କୁଲର ୨୧ ହଜାର ୧୬୫ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବେ। ଏଥି ନିମନ୍ତେ ଜିଲାରେ ୧୦୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ଏହି ପରୀକ୍ଷାରେ ଜିଲାର ୧୯ ହଜାର ୭୩୯ ରେଗୁଲାର ଛାତ୍ରୀଛାତ୍ର, ୧୪୧୨…

ବିଧାନସଭାରେ ଉଠିଲା ବେସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଦରମା ପ୍ରସଙ୍ଗ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଆଧାରରେ ଦରମା ମିଳୁଛି। ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟାପକଙ୍କୁ ଏ ପର୍ଯ୍ୟନ୍ତ ସପ୍ତମ ବେତନ କମିଶନ ଦରମା ମିଳିଲା ନାହିଁ। ଜଣେ ସରକାରୀ କଲେଜ ଅଧ୍ୟାପକ ଅବସର ବେଳକୁ ୧୫ ଲକ୍ଷ ଟଙ୍କା…

ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ପ୍ରସଙ୍ଗ: ବିଧାନସଭାରେ ଗୀତ ଗାଇଲେ ବିଷ୍ଣୁ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆମକୁ କେବେ ଘର ମିଳିବ? ଆବେଦନ କରିବାର ୭ ମାସ ହୋଇଗଲା। ଆଉ ୩ ମାସ ହେଲେ ପିଲା ଜନ୍ମ ନେବ। ଅତ୍ୟନ୍ତ ଅସ୍ବାସ୍ଥ୍ୟକର ପରିବେଶରେ ଆମକୁ ରହିବାକୁ ପଡ଼ୁଛି। ଆମେ ବିପିଏଲ୍‌ କାଟାଗୋରି ବିଧାୟକ। ଆପଣ ଏପିଏଲ୍‌ କାଟାଗୋରି।…

ଓଡ଼ିଆ ଭାଷା ଓ ସଂସ୍କୃତି ସୁରକ୍ଷାକୁ ନେଇ ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଓଡ଼ିଆ ଭାଷା ଓ ସଂସ୍କୃତିକୁ ନେଇ ବିଧାନସଭାରେ କଂଗ୍ରେସ ଦଳର ସଭ୍ୟମାନେ ମଙ୍ଗଳବାର ହଙ୍ଗାମା କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ଭାଷା ଓ ସଂସ୍କୃତି ପାଇଁ ରାଜ୍ୟ ସରକାରଙ୍କର ତିଳେ ମାତ୍ର ଦରଦ ନାହିଁ। ଓଡ଼ିଆ ଭାଷାର ଉନ୍ନତି…

ହାଇୱାକୁ ଧକ୍କା ଦେଲା ବାଇକ: ୨ ମୃତ, ଜଣେ ଗୁରୁତର

ଗୋପାଳପୁର/କନିଷି,୧୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ ନଂ. ଜାତୀୟ ରାଜପଥ ଗୋଳନ୍ଥରା ଚଟି ଛକରେ ସୋମବାର ମଧ୍ୟରାତ୍ରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକମାନେ ହେଲେ ଗୋଳନ୍ଥରା…

କର୍ଲାମୁଣ୍ଡା ବ୍ଲକ: ୬ କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷା ଦେବେ ୧୨୪୧ ଛାତ୍ରୀଛାତ୍ର

କର୍ଲାମୁଣ୍ଡା,୧୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୩ଟି ହାଇସ୍କୁଲରୁ ୧୨୪୧ ଛାତ୍ରୀଛାତ୍ର ୬ ପରୀକ୍ଷା କେନ୍ଦ୍ରରେ ମାଟ୍ରିକ୍‌ ପରୀକ୍ଷା ଦେବେ। ତେବେ ରିଷିଡା ସରକାରୀ ବାପୁଜୀ ଉଚ୍ଚ ବିଦ୍ୟାଳୟ ମାଟ୍ରିକ ପରୀକ୍ଷାକେନ୍ଦ୍ରରେ ସର୍ବାଧିକ ୨୭୧ ଜଣ ପରିକ୍ଷାର୍ଥୀ ପରୀକ୍ଷା ଦେବାକୁ ଥିବା…

ମୁମୂର୍ଷୁ ଯୁବକଙ୍କୁ ଉଦ୍ଧାର କଲେ ବିଡିଓ

ବିଜେପୁର,୧୮।୨(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ପରିସରେ ମୁମୂର୍ଷୁ ଅବସ୍ଥାରେ ପଡିଥିବା ଯୁବକଙ୍କୁ ବ୍ଲକ ପ୍ରଶାସନ ମଙ୍ଗଳବାର ଉଦ୍ଧାର କରଛି। ଉକ୍ତ ଯୁବକ ଜଣକ ହେଲେ ବଡବାଉଁଶେନ ଗ୍ରାମର ବିଶ୍ବନାଥ କାଣ୍ଡ (୪୫)। ପରେ ତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଗୋଷ୍ଠୀ…

ପାଟ୍ରୋଲିଂ ବେଳେ ମଦ ଜବତ: ଜଣେ ଗିରଫ

ଧାମନଗର,୧୮।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ପୋଲିସ ସୋମବାର ରାତିରେ ଭଗବାନପୁର ଛକ ନିକଟରୁ ଜଣଙ୍କୁ ଗିରଫ କରିଛି। ତାଙ୍କଠାରୁ ୩୧ ବୋତଲ (୬ ଲିଟର ୨ ଶହ ଗ୍ରାମ) ଦେଶୀ ମଦ ଜବତ କରିଛି। ଅଭିଯୁକ୍ତ ଜଣକ ହେଲେ ଭଗବାନପୁର…

ଜୁଆ ଆଡ୍ଡାରେ ଚଢ଼ାଉ: ୩ ଗିରଫ

ଧାମନଗର,୧୮।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗରସ୍ଥିତ ଖାନକା ସରିଫ ନିକଟରେ ଚାଲିଥିବା ଜୁଆ ଆଡ୍ଡାରେ ଧାମନଗର ପୋଲିସ ସୋମବାର ରାତିରେ ଚଢ଼ାଉ କରି ୩ ଜୁଆଡ଼ୀଙ୍କୁ ଗିରଫ କରିଛି। ସେମାନେ ହେଲେ ମୁଲଣାସାହି ଗ୍ରାମର ସିତାର ଖାଁ, ଦକ୍ଷିଣ ବାଡ ଗ୍ରାମର ସଞ୍ଜୟ…

ଗୁରୁପ୍ରିୟା ସେତୁ ଉଦ୍‌ଘାଟନର ଦେଢ଼ବର୍ଷ ନ ପୂରୁଣୁ ଚାଲିଲା ମରାମତି କାର୍ଯ୍ୟ

ଚିତ୍ରକୋଣ୍ଡା, ୧୮।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ତଥା ବିଚ୍ଛିନ୍ନାଞ୍ଚଳର ୯ଟି ପଞ୍ଚାୟତର ୧୫୧ ଖଣ୍ଡ ଗ୍ରାମର ଧିବାସୀ ଜଳବନ୍ଦୀ ଭିତରେ ରହିଥିଲେ। ସରକାର ଗୁରୁପ୍ରିୟା ସେତୁ ନିର୍ମାଣ କରିଥିଲେ। ତେବେ ଏହା ଉଦ୍‌ଘାଟନ ହେବାର ଦେଢ଼ ବର୍ଷ ନ ପୂରୁଣୁୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?