ଆମ ଜିଲା ଖବର

ଡି. ଲିଲିଙ୍କୁ ମିଳିଲା ଆଡ୍‌ମିଟ୍‌ କାର୍ଡ: ଧରିତ୍ରୀ, ଜିଲା ପ୍ରଶାସନକୁ ଜଣାଇଲେ ଧନ୍ୟବାଦ

ଗଞ୍ଜାମ,୧୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମା ବୀରଭଦ୍ର ହାଇସ୍କୁଲ ଦଶମ ଶ୍ରେଣୀ ଛାତ୍ରୀ ଡି. ଲିଲି ରେଡ୍ଡୀ ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ପାଇଁ ଫର୍ମ ଫିଲଅପ କରିଥିଲେ ମଧ୍ୟ ଆଡ୍‌ମିଟ୍‌ କାର୍ଡ ପାଇ ନ ଥିଲେ । ଉକ୍ତ ସ୍କୁଲ ପ୍ରଧାନ…

ଇଟା ଭାଟିରୁ ନିଆଁ ଛିଟିକି ଅଗ୍ନିକାଣ୍ଡ: ଭାଇ-ଭଉଣୀ ଗୁରୁତର

ମାଲକାନଗିରି,୧୮।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଗୌଡ଼ଗୁଡ଼ା ଗାଁରେ ମଙ୍ଗଳବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁ ଲାଗି ୮ ବର୍ଷର ଭାଇ ଓ ୨ ବର୍ଷର ଭଉଣୀ ଗୁରୁତର ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପରିନାହିଁ। ପ୍ରକାଶ ଯେ, ସକାଳେ ଭାଇ-ଭଉଣୀ ଘରେ…

ପୁରୀ ଇନ୍ଦିରା ଭବନରେ ରକ୍ତାକ୍ତ ସଂଘର୍ଷ

ପୁରୀ ଅଫିସ, ୧୮।୨: ପଦାରେ ପଡ଼ିଲା ପୁରୀ ଜିଲା କଂଗ୍ରେସର ଗୋଷ୍ଠୀ କନ୍ଦଳ। ଜିଲା ଦଳୀୟ କାର୍ଯ୍ୟାଳୟ ଇନ୍ଦିରା ଭବନ ପାଲଟିଲା ରଣକ୍ଷେତ୍ର। ପ୍ରଦେଶ କଂଗ୍ରେସ କମିଟି ନେତାଙ୍କ ଆଗରେ ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଲା ରକ୍ତାକ୍ତ ସଂଘର୍ଷ। ଏଥିରେ ୩ଜଣ…

ନୂଆ ପ୍ରତିଭା ଶୁଭଶ୍ରୀ ବଡ଼ମାଳୀ

ବଇଣ୍ଡା,୧୮।୨ – ଆଗ୍ରହ ଥିଲେ ସୁଯୋଗ ଆପଣାଛାଏ ଆସେ। ଆଉ ଉକ୍ତ ସୁଯୋଗର ସଦୁପୋଯୋଗ କିପରି ସଫଳତାର ମାର୍ଗ ପ୍ରଶସ୍ତ କରିଥାଏ ତାହାର ଉଦାହରଣ ହେଲେ ଓଡ଼ିଶା ବଲ୍‌ ବ୍ୟାଡ୍‌ମିଣ୍ଟନ ଦଳରେ ସ୍ଥାନ ପାଇଥିବା ନୂଆ ପ୍ରତିଭା ଶୁଭଶ୍ରୀ ବଡ଼ମାଳୀ। ଅନୁଗୋଳ…

ଅଧିକାରୀ, କର୍ମଚାରୀଙ୍କ ଅନୁପସ୍ଥିତିରେ ଅସନ୍ତୋଷ

ଛେଣ୍ଡିପଦା,୧୮।୨(ସ୍ବ.ପ୍ର.) – ପ୍ରତି ସୋମବାର ବ୍ଲକ କାର୍ଯ୍ୟାଳୟରେ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବାକୁ ସରକାରୀ ନିର୍ଦ୍ଦେଶ ଥିଲେ ମଧ୍ୟ ତାହାକୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଠିକ୍‌ ଭାବେ ପାଳନ କରାଯାଉ ନ…

ରବି ପାଣି ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ

ତାଳଚେର,୧୮ା୨(ନି.ପ୍ର.)- ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ତାଳଚେରର ରବି ନାରାୟଣ ପାଣିଙ୍କୁ ମନୋନୀତ କରାଯାଇଛି। ତାଳଚେରରୁ ଓକିଲାତି ଜୀବନ ଆରମ୍ଭ କରିଥିବା ପାଣି ଥରେ ଏମ୍‌ପି ଓ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୯ ନିର୍ବାଚନ ପୂର୍ବରୁ ବିଜୁଜନତା ଦଳରୁ…

ବେତନ ବୃଦ୍ଧି ଦାବି କଲା ରାଜସ୍ବ ଅମଲା ସଂଘ

ଢେଙ୍କାନାଳ ଅଫିସ, ୧୮।୨ – ବେତନ ବୃଦ୍ଧି ଦାବି କରିଛି ଢେଙ୍କାନାଳ ଜିଲା ରାଜସ୍ବ ଅମଲା ସଂଘ। ଏ ନେଇ ସୋମବାର ଅପରାହ୍ନ ସାଢ଼େ ୪ଟାରେ ୫ଦଫା ଦାବିନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।…

କପିଳାସ ଜାଗରଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ

ଢେଙ୍କାନାଳ ଅଫିସ, ୧୮।୨ – ପ୍ରସିଦ୍ଧ ଜାଗରଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ। ଯାତ୍ରାକୁ ଶୃଙ୍ଖଳିତ କରିବାକୁ ପ୍ରସ୍ତୁତି ପର୍ବ ଯୋଜନା ଅନୁଯାୟୀ ଆଗେଇ ଚାଲିଛି। ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ପୀଠର ଉନ୍ନତୀକରଣ କାର୍ଯ୍ୟ ଯୁଦ୍ଧକାଳୀନ…

ଅସାଧୁ ଛାତ୍ରୀଛାତ୍ରଙ୍କୁ ଜଗିବେ ୨୧ ଜଣିଆ ସ୍କ୍ବାଡ୍‌

ଅନୁଗୋଳ ଅଫିସ, ୧୮।୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ। ଏ ନେଇ ବୋର୍ଡଠାରୁ ଆରମ୍ଭ କରି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ସବୁଠି ତପତ୍ରତା ପ୍ରକାଶ ପାଇଛି। ସୋମବାର…

ନୂଆଗାଁ ବ୍ଲକରେ ଧାନର ଅଭାବୀ ବିକ୍ରି

ନୂଆଗାଁ,୧୮।୨(ଡି.ଏନ.ଏ.)- ନୟାଗଡ ଜିଲା ନୂଆଗାଁ ବ୍ଲକରେ ଧାନର ଅଭାବୀ ବିକ୍ରି ହେଉଥିବା ଅଭିଯୋଗ ହେଉଛି। ଯୋଗାଣ ବିଭାଗର ମନମୁଖି କାର୍ଯ୍ୟ, ମିଲ ମାଲିକଙ୍କ କାଟଛାଣ୍ଟ ନୀତି ଓ ମଣ୍ଡିର ଅବ୍ୟବସ୍ଥା ଯୋଗୁ ଧାନର ଅଭାବୀ ବିକ୍ରି ହେଉଥିବା ଚାଷୀମାନେ କହିଛନ୍ତି। ସମବାୟ…

ପ୍ରହସନ ପାଲଟିଛି ସୁନେତ୍ର କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି,୧୮।୨(ଡି.ଏନ.ଏ) – ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପ୍ରହସନ ପାଲଟିଛି ସୁନେତ୍ର କାର୍ଯ୍ୟକ୍ରମ। ସୋମବାର ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ୨୫ ପଞ୍ଚାୟତ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୧୭ ଏବଂ ମଙ୍ଗଳବାର ବ୍ରାହ୍ମଣୀଗଁ। ଅଞ୍ଚଳରେ ଏହି ଶିବିର କରାଯାଇ ୮ ପଞ୍ଚାୟତରେ ଥିବା…

ଯୁବତୀଙ୍କୁ ଟ୍ରେନ୍‌ରୁ ମୃତ୍ୟୁମୁଖରୁ ବଞ୍ଚାଇବା ଘଟଣା: କଣ୍ଟିଲୋର ସୁବ୍ରତଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

ଖଣ୍ଡପଡା,୧୮।୨(ସ୍ବ.ପ୍ର.)- ନୟାଗଡ ଜିଲା ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ହାଟମୁଣ୍ଡପାଟଣା ଗ୍ରାମର ସୁବ୍ରତ କୁମାର ମହାରଣା(ସିଲୁ) ତଥା ରେଲୱେ ପ୍ରୋଟେକ୍ସନ ଫୋର୍ସ(ଆରପିଏଫ) ଭୁବନେଶ୍ୱରର କନଷ୍ଟେବଳ ଶନିବାର ସନ୍ଧ୍ୟାରେ ଉପସ୍ଥିତ ବୁଦ୍ଧି ଖଟାଇ ଜଣେ ଯୁବତୀଙ୍କୁ ଯେପରି ନିଶ୍ଚିତ ମୃତ୍ୟୁମୁଖରୁ ବଞ୍ଚାଇଲେ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?