ଆମ ଜିଲା ଖବର

ଦଶପଲ୍ଲାରୁ ପୁରୀ ପଠାଗଲା ୫୧ ଖଣ୍ଡ ରଥକାଠ

ନୟାଗଡ ଅଫିସ/ଦଶପଲ୍ଲା(ଡି.ଏନ.ଏ.),୧୮ା୨: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନିମନ୍ତେ ୨ୟ ପର୍ଯ୍ୟାୟରେ ୫୧ଖଣ୍ଡ ରଥକାଠ ସୋମବାର ଦଶପଲ୍ଲା ବନାଞ୍ଚଳରୁ ଦୁଇଟି ଟ୍ରକରେ ପୁରୀ ପଠାଯାଇଛି। ଚଢ଼େୟାପଲ୍ଲୀ ସଂରକ୍ଷିତ ଜଙ୍ଗଲରୁ ୩୦ ଖଣ୍ଡ ଓ ପୋଖରୀଗୋଛା ସଂରକ୍ଷିତ ଜଙ୍ଗଲରୁ ୨୧ ଖଣ୍ଡ କାଠ ସଂଗ୍ରହ…

‘ପାଠକ କମୁ ଥିବାରୁ ପତ୍ରପତ୍ରିକା ପ୍ରସାରଣ କମୁଛି’

ଫୁଲବାଣୀ ଅଫିସ, ୧୮ା୨ – ‘ଉତ୍କଳ ଦୀପିକା’ ଓଡିଶାରେ ପ୍ରଥମ ଓଡ଼ିଆ ଖବରକାଗଜ। ବର୍ତ୍ତମାନ ଖାଲି ଖବରକାଗଜ ନୁହେଁ, ଅନେକ ପତ୍ରପତ୍ରିକା ପ୍ରକାଶ ପାଉଛି। ହେଲେ ସେଥିରୁ ଅଧିକାଂଶ ସମସ୍ୟା ଦେଇ ଗତି କରୁଛି। ପୂର୍ବରୁ ଖବରକାଗଜ ଓ ପତ୍ରପତ୍ରିକା ପଢ଼ିବାକୁ…

ଆଡମିଟ୍‌ କାର୍ଡ ନ ପାଇ ଛାତ୍ରୀ ନିରାଶ

ଜଗତ୍‌ସିଂହପୁର ଅଫିସ୍‌, ୧୮ା୨: ରାତି ପାହିଲେ ମାଟ୍ରିକ ପରୀକ୍ଷା। କିନ୍ତୁ ଜଗତ୍‌ସିଂହପୁର ଜିଲାର ଜଣେ ଛାତ୍ରୀ ଓ ଜଣେ ଛାତ୍ର ଏହି ପରୀକ୍ଷା ଦେବାର ବଞ୍ଚତ୍ତ ହେବା ସମ୍ଭାବନା ସୃଷ୍ଟି ହୋଇଥିଲା। ସୌଭାଗ୍ୟ ଛାତ୍ରଙ୍କୁ ଆଡମିଟ୍‌ କାର୍ଡ ମିଳିଯାଇଥିବା ବେଳେ ଛାତ୍ରୀ…

କଲେଜ ବାର୍ଷିକ ଉତ୍ସବକୁ ନେଇ ଛାତ୍ର ଗୋଷ୍ଠୀ ଛକାପଞ୍ଝା

ନାଉଗାଁ,୧୮ା୨(ସ୍ବ.ପ୍ର.): ନାଉଗାଁ ବ୍ଲକ ଅଧୀନ ଶ୍ରୀଜଗନ୍ନାଥ କଲେଜ ବାର୍ଷିକ ଉତ୍ସବକୁ ନେଇ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ଛକାପଞ୍ଝା ଲାଗିରହିଛି। ଗୋଟିଏ ଛାତ୍ର ଗୋଷ୍ଠୀ ବାର୍ଷିକ ଉତ୍ସବ ପାଇଁ ପ୍ରସ୍ତୁତ ଚଳାଇଥିବା ବେଳେ ଅନ୍ୟ ଗୋଷ୍ଠୀ ଉତ୍ସବ ବନ୍ଦ କରିବାକୁ ଦାବିକରି…

ଜମାକାରୀଙ୍କ ମାଚ୍ୟୁରିଟି ଟଙ୍କାକୁ ନେଇ ହୋହଲ୍ଲା

ବ୍ରହ୍ମପୁର ଅଫିସ,୧୮ା୨ – ସାହାରା ଇଣ୍ଡିଆ ଚିଟଫଣ୍ଡ ସଂସ୍ଥା ଅଧୀନରେ କାର୍ଯ୍ୟ କରୁଥିବା କ୍ଷେତ୍ର କର୍ମଚାରୀ (ଏଜେଣ୍ଟ)ଙ୍କୁ ଜମାକାରୀଙ୍କ ମାଚ୍ୟୁରିଟି ଟଙ୍କା ପ୍ରଦାନକୁ ନେଇ ସୋମବାର ପୁଣି ଅସନ୍ତୋଷ ଦେଖାଦେଇଛି । ଟଙ୍କା ପ୍ରଦାନରେ ତାରତମ୍ୟକୁ ନେଇ ବ୍ରହ୍ମପୁର ଶାଖା କାର୍ଯ୍ୟାଳୟଠାରେ…

ଅକାମୀ ହୋଇଛି ଓଡ଼ିଶାର ଏକମାତ୍ର ଇଏସ୍‌ଟି ସେଲ୍‌

ବ୍ରହ୍ମପୁର ଅଫିସ,୧୮ା୨ – ଛାତ୍ରୀଛାତ୍ରଙ୍କ ଗବେଷଣାଗତ ବିକାଶ ଏବଂ ରୋଜଗାର ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟ ନେଇ ଭାରତ ସରକାରଙ୍କ ପକ୍ଷରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଆରମ୍ଭ ହୋଇଥିଲା ଓସେନ ଆଣ୍ଡ ଆଟମୋସ୍ପେରିକ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ସେଲ୍‌। ପରେ ଏହାକୁ…

ବିକାଶଠୁ ବହୁ ଦୂରରେ ଉରୁମୁଣ୍ଡା ଗାଁ

ରାଇସୁଆଁ, ୧୮।୨(ଡି.ଏନ.ଏ.)-ସରକାର ଗାଁର ବିକାଶ ନ ହେଲେ ଦେଶର ବିକାଶ ଅସମ୍ଭବ ବୋଲି ଗାଁ ର ବିକାଶ ପାଇଁ ଗମନାଗମନ ବ୍ୟବସ୍ଥା ସହ ଗ୍ରାମାଞ୍ଚଳ ଲୋକଙ୍କ ଆର୍ଥିକ ଉନ୍ନତି ପାଇଁ ବହୁ ଯୋଜନା ମାନ କରିଛନ୍ତି। ଏଥି ସହ ଖଣି କ୍ଷତିଗ୍ରସ୍ତ…

ନିୟମ ଉଲ୍ଲଂଘନ କରୁଛନ୍ତି ବାଲି ବ୍ୟବସାୟୀ

ବାରିପଦା ଅଫିସ, ୧୮ା୨- ଜିଲାର ବିଭିନ୍ନ ସ୍ଥାନରେ ନିଲାମ ନେଇଥିବା ବାଲିଘାଟ ବ୍ୟବସାୟୀମାନେ ସରକାରୀ ନିୟମକୁ ଉଂଲଘନ କରୁଛନ୍ତି। ବାଲି ଖୋଳିବା ପାଇଁ ସରକାରଙ୍କଠାରୁ ପାଇଥିବା ଚୁକ୍ତିଠାରୁ ଅଧିକ ମାତ୍ରାରେ ବାଲି ଉତ୍ତୋଳନ କରୁଛନ୍ତି। ଏ ନେଇ ତହସିଲ କର୍ମଚାରୀମାନେ କୌଣସି…

ପାଣି ପାଇଁ ରାସ୍ତାରୋକୋ

ବାରିପଦା ଅଫିସ, ୧୮ା୨- ଗ୍ରୀଷ୍ମ ଆରମ୍ଭ ନ ହେଉଣୁ ବାରିପଦା ସହରର ବିଭିନ୍ନ ସ୍ଥାନରେ ଜଳକଷ୍ଟ ସମସ୍ୟା ଦେଖାଗଲାଣି। ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଳଯୋଗାଣ ବ୍ୟବସ୍ଥା ଥିଲେ ମଧ୍ୟ ଏହା ଠିକ୍‌ ଭାବେ କାର୍ଯ୍ୟକ୍ଷମ ହୋଇ ନ ଥିବାରୁ ଲୋକମାନେ ପାଣି…

ସରକାରୀ ପ୍ରୋତ୍ସାହନ ନାହିଁ: ଦୁର୍ଦ୍ଦିନରେ ୭୦ ଚାଷୀ ପରିବାର

ଖଇରା, ୧୮।୨(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ନୂଆଗାଁ ପଞ୍ଚାୟତ ସଇଁ ଗ୍ରାମ ସବୁଜ ପନିପରିବା ଚାଷ ପାଇଁ ବେଶ୍‌ ଜଣାଶୁଣା। ଥରେ ଯଦି କେହି ଏହି ଗ୍ରାମକୁ ଆସେ ଏକର ଏକର ଜମିରେ ସବୁଜିମା ଦୃଶ୍ୟ ଉପରୁ ତା’ର ନଜର…

ଭୋଗରାଇ କଲେଜରେ ତାଲା

ଭୋଗରାଇ, ୧୮।୨(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଗ୍ରାମ୍ୟ ଉଚ୍ଚଶିକ୍ଷା ପ୍ର୍ରତିଷ୍ଠାନ (ଆର୍‌ଆଇଏଚ୍‌ଏସ୍‌) ମହାବିଦ୍ୟାଳୟ ଛାତ୍ରୀଛାତ୍ରମାନେ ନାଟ୍ୟ ସଂସଦ ବାର୍ଷିକ ଉତ୍ସବରେ ଓଲିଉଡ଼ର ନାମୀଦାମୀ ଷ୍ଟାର ଏବଂ ଆଧୁନିକ କଣ୍ଠଶିଳ୍ପୀ ଆଣିବା ଦାବି କରି ସୋମବାର ମହାବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ…

ବିଜୁଳି ଛାଟ: କଟିଲା ୮୩୨ ସଂଯୋଗ

ବାଲେଶ୍ୱର ଅଫିସ,୧୮।୨-ବାଲେଶ୍ୱର ନେସ୍କୋ ୟୁଟିଲିଟି ଗତ ୧୬ତାରିଖଠାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲାର ସ୍ବତନ୍ତ୍ର ସ୍କ୍ବାଡ଼ ଦ୍ୱାରା ବିଦ୍ୟୁତ୍‌ ବିଲ୍‌ ଆଦାୟ କରିବା ସହ ବକେୟା ପଡ଼ିଥିବା ବିଦ୍ୟୁତ୍‌ ସଂଯୋଗ ପାର୍ଇ କଡ଼ା ଆଭିମୁଖ୍ୟ ଅବଲମ୍ବନ କରାଯାଇଛି। ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?