ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ
କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ ରବିବାର ସାରେ ଜଣେ ବ୍ୟକ୍ତିଙ୍କଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଲାଞ୍ଚ…
ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର
ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସିଦ୍ଧ କୁମାର ଓରଫ ସିଦ୍ଧ ଆରାଧ୍ୟା ଓରଫ ଲକି(୩୦)। ତାଙ୍କ…
ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ
ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି କରି ନେଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଚିକିତ୍ସାଳୟ ପରିସରରେ ଚାଞ୍ଚଲ୍ୟ…
ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍ ଗଲେ ଯୁବକ
ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ ବଳପୂର୍ବକ ଭାବେ ବଳାତ୍କାର ଉଦ୍ୟମ କରାଯାଇଥିଲା। ଏହି ଘଟଣାରେ ଗିରଫ ଅଭିଯୁକ୍ତ ଯୁବକଙ୍କୁ…
ଶାଳକଙ୍କୁ ଏସିଡ୍ ଫିଙ୍ଗି ବନ୍ଧା ହେଲେ ଭିଣୋଇ
ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର ସାହିର କେ.ଉଦୟନାଥ ଆଚାରୀ (୪୭) । ଉଦୟନାଥ ତାଙ୍କ ଶାଳକଙ୍କୁ ଏସିଡ ଫିଙ୍ଗିଥିଲେ।…
ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…
ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାରୁ ଜଣାଯାଇଛି ଯେ, ଦଶମ ଶ୍ରେଣୀ…
ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…
କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ ସଭାପତିତ୍ୱରେ ଋଷି ସାହା ସଂସ୍କୃତି ଭବନ ପରିସରରେ ରବିବାର ଅନୁଷ୍ଠିତ ହୋଇଥିଲା। ଏଥିରେ…
ନିଟ୍ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…
କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍ ପରୀକ୍ଷାରେ ସଫଳତା ହାସଲ କରିବା ଅଞ୍ଚଳ ପାଇଁ ଗର୍ବର ବିଷୟ ପାଲଟିଛି। ହେଲେ ଡାକ୍ତରୀ ପାଠ ପଢ଼ିବା ପାଇଁ…
୩୨ କେଭି ବିଦ୍ୟୁତ୍ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ
ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍ ଆଘାତରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣାରୁ ପ୍ରକାଶ ଯେ, ଚନ୍ଦନ କେଲୁଆ ନିକଟସ୍ଥ ନରଣପୁର ମାମୁ…
ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ
ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍ଡିପିଓ କମଳ କୁମାର ପଣ୍ଡା ନିଶାର ଭୟାବହତା, ଶାରୀରିକ-ମାନସିକ ସ୍ବାସ୍ଥ୍ୟ ଓ ସମାଜ ଉପରେ…
ଭଲିବଲ୍ରେ ଡିଏଭି ଚାମ୍ପିଅନ୍
ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି ଯୁବଗୋଷ୍ଠୀଙ୍କ ମିଳିତ ଉଦ୍ୟମରେ ଭଞ୍ଜନଗର କଲେଜ ପଡ଼ିଆରେ ଭଲିବଲ୍ ପ୍ରତିଯୋଗିତା ଆୟୋଜିତ ହୋଇଥିଲା।…
କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ
କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା ଓ ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ୟ ସମ୍ପନ୍ନ ହୋଇଯାଇଛି । ପୂଜକ ସନ୍ତୋଷ କୁମାର…

