ବାଇକ୍ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି
ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଲପଡ଼ାର ପ୍ରଭାତ ନାୟକ (୨୪)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ…
‘ଲୋକଙ୍କ ସେବାରେ ଆସିବ ପ୍ରଧାନମନ୍ତ୍ରୀଙ୍କ ଜନୌଷଧି କେନ୍ଦ୍ର’
ପୁରୁଷୋତ୍ତମପୁର,୨୨ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରୋଗୀଙ୍କୁ ସ୍ବଳ୍ପ ମୂଲ୍ୟରେ ବିଭିନ୍ନ ଔଷଧ ଯୋଗାଇଦେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ଜନୌଷଧି କେନ୍ଦ୍ରକୁ ରବିବାର ଆସିକା ଏମ୍ପି ଅନିତା ଶୁଭଦର୍ଶନୀ ଉତ୍ସର୍ଗିକରଣ କରିଛନ୍ତି। ଏହି ଅବସରରେ ଏପି କେନ୍ଦ୍ରରେ ମହଜୁଦ ରହିଥିବା ଔଷଧ ମାନର…
ସାଇବର ଠକେଇର ପର୍ଦ୍ଦାଫାଶ, ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ବୁଗୁଡ଼ା,୨୨ା୨(କାଳୀଚରଣ ଦାଶ): ସମ୍ପ୍ରତି ବିଭିନ୍ନ ମାଧ୍ୟମରେ ସଚେତନତା ସତ୍ତ୍ବେ ଲୋକେ ସାଇବର ଠକେଇର ଶିକାର ହୋଇଆସୁଥିବା ବେଳେ ଓଡ଼ିଶା ପୋଲିସର ସାଇବର କବଚ ସ୍ବତନ୍ତ୍ର ଅଭିଯାନ ପରିପ୍ରେକ୍ଷୀରେ ବୁଗୁଡ଼ା ଥାନା ପୋଲିସ ଏବେ ଏକ ସାଇବର ଠକେଇ ନେଟ୍ଓ୍ବର୍କର ପର୍ଦ୍ଦାଫାଶ କରି…
ନିଟିବାଡି ଜଙ୍ଗଲରେ ପୋଲିସ-ମାଓବାଦୀ ମୁଁହାମୁଁହି, ଟଳିଲେ ୨…
ଫୁଲବାଣୀ, ୨୨।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିବା ବେଳେ ଏଥିରେ ଦୁଇ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ବେଳେ…
ବାହାଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ
ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର ଫେରନ୍ତା କାର ଭିତରୁ ନବବଧୂକୁ ଅପହରଣ କରି ନେଇଯିବା ଘଟଣା ଚାଞ୍ଚଲ୍ୟ ଖେଳାଇ…
ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ…
ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ ଅଘଟଣ।ପାରିବାରିକ ହିଂସା କାରଣରୁ ଗ୍ରାମର କେ.ବୁଲୁ ରେଡ୍ଡୀ(୫୨) ଙ୍କୁ ତାଙ୍କ ଏକମାତ୍ର ପୁଅ…
ମହାପୁରୁଷଙ୍କୁ କି ଦଣ୍ଡ: ସର୍ବ ସମ୍ମୁଖରେ …
ଗଞ୍ଜମ,୨୨।୧(ବିଦ୍ୟାଧର ସାହୁ): ମହାପୁରୁଷ ମାନଙ୍କୁ କି ପ୍ରକାର ଦଣ୍ଡ। ସର୍ବ ସମ୍ମୁଖରେ ମହାପୁରୁଷ ମାନଙ୍କୁ ଏଭଳି ଅପମାନିତ କରିବାକୁ କାହାର ସାହସ ହେଲା ତାହା ସହରରେ ଚର୍ଚ୍ଚା ଜୋରଧରିଛି ।ମହାପୁରୁଷ ପ୍ରତିମୂର୍ତ୍ତି ଅର୍ଥାତ ମହାପୁରୁଷଙ୍କ ବେକକୁ ରଶିରେ ବାନ୍ଧି ବାଉଁଶ ଠେସ…
ଅପରେଶନ ସାଇବର କବଚ୍: ୬ ଗିରଫ
ଛତ୍ରପୁର,୨୨।୨( ଦିଲ୍ଲୀପ ସାମଲ): ସାଇବର ଅପରାଧୀ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଅପରେଶନ ସାଇବର କବଚ । ଏହି ଅବସରରେ ଗଞ୍ଜାମ ପୋଲିସ ଜିଲାକୁ ମିଳିଛି ବଡ ସଫଳତା । ଗୋଟିଏ ଦିନରେ ୮୬ଟି…
୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା: ତଦନ୍ତ ସରିଲା, ଖସିଯିବେ ବଡ଼ବଡ଼ିଆ
ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରି ନୂଆଁ କଥା ନୁହେଁ। ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଏହା ଚାଲି ଆସୁଥିବା ଅଭିଯୋଗ ହୋଇଛି। କିନ୍ତୁ ପ୍ରଶାସନ ଏହାକୁ ସବୁବେଳେ ହାଲୁକାଭାବେ ନେଉଥିଲା। ଏଭଳି ଫଲ୍ସ ଏଣ୍ଟ୍ରିର ପ୍ରମାଣ…
ଦୋଳ ଯାତ୍ରା: ଡିଜେ କଟକଣା, ଫୁଟିବନି ବାଣ
ଗଞ୍ଜମ,୨୨।୧(ବିଦ୍ୟାଧର ସାହୁ): ଆସନ୍ତା ମାର୍ଚ୍ଚ ୧ରୁ ଆରମ୍ଭ ହେବ ଗଞ୍ଜାମ ଐତିହାସିକ ଦୋଳପୂର୍ଣ୍ଣମୀ ଯାତ୍ରା। ଏଥିପାଇଁ ସମସ୍ତ ସାହି ଗୁଡିକରେ ଯାତ୍ରା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଏହି ଦୋଳ ଯାତ୍ରା ଉପଲକ୍ଷେ ପୁଇଁତୋଳା ଚାରି ସାହି ବୈଠକ ଶନିବାର ସାରେ ତିନି…
ରାସ୍ତା ପାଶର୍ବକୁ ଖସିଲା ଫର୍ଣ୍ଣିଚର ବୋଝେଇ ଟ୍ରକ
ବାଲେଶ୍ୱର,୨୨।୨( ବାଞ୍ଛାନିଧି ଦେ ): ବାଲେଶ୍ବର ଜିଲା ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଗୁଡିଖାଳ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା।ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ରାସ୍ତା ପାଶର୍ବକୁ ଖସିଲା ଫର୍ଣ୍ଣିଚର ବୋଝେଇ ଟ୍ରକ।…
ପୁଣି ନକ୍ସଲ ଖଞ୍ଜିଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣ: କୋବ୍ରା ବାଟାଲିୟନର ଦୁଇ ଯବାନ ଗୁରୁତର
ବଣାଇଁ,୨୨।୨(ପ୍ରଦୀପ ତ୍ରିପାଠୀ): ଶନିବାର ଝାରଖଣ୍ଡ ପଶ୍ଚିମ ସିଂହଭୂମ ଜିଲାର ସାରାଣ୍ଡା ଜଙ୍ଗଲ ଅଞ୍ଚଳରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ ପୁଣି ଲ୍ୟାଣ୍ଡ ମାଇନ ବିସ୍ଫୋରଣ ଘଟିଥିବା ଜଣାପଡ଼ଛି । ଛୋଟାନାଗରା ଥାନା ଅନ୍ତର୍ଗତ ଚାଦ୍ରିଡେରା ଜଙ୍ଗଲରେ ୨୦୯ ନମ୍ବର କୋବ୍ରା ବାଟାଲିୟନର…

