ଆମ ଜିଲା ଖବର

ମୋବାଇଲ ବ୍ୟାଟେରୀ ଫାଟି ଛାତ୍ର ଗୁରୁତର

ଭଦ୍ରକ ଅଫିସ,୧୭।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକ ମହରମପୁର ତାରାଶୁଣି ଗାଁରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୁଲେଖ ସାହୁ ନାମକ ଜଣେ ୯ ବର୍ଷୀୟ ଛାତ୍ର ଏକ ମୋବାଇଲ ବ୍ୟାଟେରୀ ପାଇଥିଲେ। ସେଥିରେ ସେ ଲାଇଟ୍‌…

କଳ୍ପନା ଦାଶ, ବବ୍‌ଲି ହତ୍ୟା ଘଟଣା: ଡେମୋ ଦେଖାଇଲେ ଡ୍ରାଇଭର ବର୍ଦ୍ଧନ

ଝାରସୁଗୁଡ଼ା ଅଫିସ,୧୭ା୨: ଛତିଶଗଡ଼ର ରାୟଗଡ଼ ଜିଲା ଚକ୍ରଧରନଗର ଥାନା ଅଧୀନ ହମିରପୁର ଜଙ୍ଗଲ ରାସ୍ତାରେ ୨୦୧୬ରେ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପୋଲିସ ଏହି ଘଟଣାରେ ବହୁ ତଥ୍ୟ ପାଇଛି ।…

ନବଜାତକ ପେଟ ବାହାରେ ପାକସ୍ଥଳୀ: ଚିକିତ୍ସା ପାଇଁ ଶିଶୁଭବନରେ ଭର୍ତ୍ତି

କଟକ ଅଫିସ,୧୭ା୨: କଟକ ଶିଶୁଭବନରେ ଜଣେ ନବଜାତକଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ତାଙ୍କ ପେଟ ବାହାରକୁ ଲମ୍ବି ଆସିଛି ଅନ୍ତଃନଳୀ ଓ ପାକସ୍ଥଳୀ। ଶିଶୁଭବନ ଆଶୁ ଚିକିତ୍ସା କେନ୍ଦ୍ରର ୩୫ନଂ. ବେଡରେ ଉକ୍ତ ନବଜାତକଙ୍କୁ ରଖାଯାଇଛି। ଖୁବ୍‌ଶୀଘ୍ର ଅସ୍ତ୍ରୋପଚାର ମାଧ୍ୟମରେ…

ବନ୍ତଳା ଷ୍ଟେଟ୍‌ ବ୍ୟାଙ୍କ ଶାଖାରେ ଡକାୟତି

ଅନୁଗୋଳ ଅଫିସ,୧୭।୨: ଅନୁଗୋଳ ଜିଲା ବନ୍ତଳା ଥାନା ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ବନ୍ତଳା ଶାଖାରେ ରବିବାର ରାତିରେ ଡକାୟତି ହୋଇଛି। ବ୍ୟାଙ୍କ ମ୍ୟାନେଜର କାର୍ଯ୍ୟାଳୟ ଗୃହ କବାଟ ତାଲା ତଡ଼ା ହୋଇଥିବା ବେଳେ କମ୍ପ୍ୟୁଟର,ହାଡ୍‌ଡିକ୍ସ ଆଦି ନେଇ ଯାଇଥିବା ଜଣାପଡୁଛି। ଏଥି…

‘ଖାସ୍‌ ତୁମ ପାଇଁ’ ସାଂସ୍କୃତିକ ସନ୍ଧ୍ୟା

ବାଲେଶ୍ୱର ଅଫିସ,୧୭।୨-ବାଲେଶ୍ୱର ବାମପଦାସ୍ଥିତ ନୋସି ଉତ୍କଳା ମୁକ୍ତ ମଞ୍ଚରେ ସ୍ଥାନୀୟ ଉଦୀୟମାନ କଳାକାରମାନଙ୍କୁ ଉତ୍ସାହିତ କରିବା ପାଇଁ ପ୍ରତି ଶନିବାର ଓ ରବିବାର ସାପ୍ତାହିକ ସାଂସ୍କୃତିକ କାର୍ଯ୍ୟକ୍ରମ ନୋସି କଲଚୁରାଲ ଏକାଡେମୀ ପକ୍ଷରୁ ଆୟୋଜିତ ହୋଇଆସୁଛି। କଣ୍ଠଶିଳ୍ପୀ ଡା. ଅମିତାଭ ଗିରି…

ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ଖପ୍ରାଖୋଲ,୧୭ା୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଘୁନସର ପଁଚେତ୍‌ ଅଧୀନ ପିଙ୍ଗଲମୁଣ୍ଡା ଗଁାରେ ନିଜର ଆଈବୁଢ଼ୀର ସଂଗେ ରହୁଥିବାର ୩ ଅସାହା ଛୁଆକୁ ପରଶାସନ ରଇବାର ଉଧାର କରିଛେ। ସୂଚନା ଅନ୍‌ସାରେ ଗଁାର ବୁରୁଧ୍‌ ଚମ୍ପା ମାଝିକଁର ସଂଗେ ତାକର ୩…

୨ ବହିଷ୍କୃତ ହେଲେଣି, ୧୪ ଜଣଙ୍କ ନାମରେ ମାମଲା

କବିସୂର୍ଯ୍ୟନଗର,୧୭ା୨: ଗଞ୍ଜାମ ଜିଲାରେ ନକଲି ଶିକ୍ଷକ ଧରପଗଡ଼ ଜୋରଦାର ଚାଲିଛି। କବିସୂର୍ଯ୍ୟନଗର ଏନ୍‌ଏସି ଓ ବ୍ଲକରେ ମଧ୍ୟ ଜାଲ ସାର୍ଟିଫିକେଟ ଦେଇ ଶତାଧିକ ଶିକ୍ଷକ ଶିକ୍ଷକତା କରୁଥିବା ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ଅଭିଯୋଗ ହୋଇଥିଲା। ଜିଲା ଶିକ୍ଷା ଅଧିକାରୀଙ୍କ…

ବ୍ରହ୍ମପୁର-ସମ୍ବଲପୁର ନୂତନ ରେଳ ପ୍ରକଳ୍ପ ଶୀଘ୍ର କରିବାକୁ ଦାବି

ଫୁଲବାଣୀ ଅଫିସ, ୧୭ା୨: ବହୁ ବର୍ଷର ଦାବିକୁ କେନ୍ଦ୍ର ସରକାର ପୂରଣ କରିଛନ୍ତି। ପ୍ରସ୍ତାବିତ ବ୍ରହ୍ମପୁର-ସମ୍ବଲପୁର ଭାୟା ଫୁଲବାଣୀ ରେଳପଥକୁ ଚଳିତ ବଜେଟରେ ମଞ୍ଜୁର କରାଯାଇଛି। ରାଜ୍ୟ ସରକାର ତୁରନ୍ତ ଜମି ଅଧିଗ୍ରହଣ କରି କାମ ଆରମ୍ଭ କଲେ ଜିଲାରେ କାର୍ଯ୍ୟ…

ସମାଜରୁ ହଜି ଯାଉଛେ ଘୁବୁକୁଡୁ ନାଚ୍‌ଗାନା

ଜାମଟିକ୍ରା, ୧୭।୨ (ଡି.ଏନ୍‌.ଏ.)- କଳା, ସଂସ୍କୃତି, ପରମ୍ପରାକେ ନେଇ ପଶ୍ଚିମ ଓଡ଼ିଶା ଦେଶ୍‌, ବିଦେଶରେ ନିଜର ଗୁଟେ ଖାସ୍‌ ପରିଚଏ ସୁରୁଷ୍‌ଟି କରିପାରିଛେ। ହେଲେ ଇ ଆଧୁନିକ୍‌ ଯୁଗ୍‌ର ବିକାଶ ଧାରାରେ ପଶ୍ଚିମ ଓଡ଼ିଶାର ଅନେକ ପୁରାତନ କଳା, ସଂସ୍କୃତି ଦିନୁଦିନ୍‌କେ…

ଏସ୍‌ୟୁସିଆଇର ପ୍ରତିବାଦ ସଭା

ଯଶିପୁର,୧୭ା୨(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଦ୍ୱାରା ଏଲ୍‌ପିଜି ଗ୍ୟାସ୍‌ର ସିଲିଣ୍ଡର ପିଛା ୧୪୪.୫୦ ଟଙ୍କା ବୃଦ୍ଧି ଘଟଣା ପ୍ରତିବାଦରେ ଯଶିପୁର ବଜାରଛକଠାରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ)ର କର୍ମୀମାନେ ଏକ ପ୍ରତିବାଦ ସଭା କରିଥିଲେ। ପ୍ଲାକାର୍ଡ, ଫ୍ଲାଗ୍‌ ଧରି କର୍ମୀମାନେ ଗ୍ୟାସ୍‌ର ମୂଲ୍ୟବୃଦ୍ଧି ପ୍ରତ୍ୟାହାର ଦାବିରେ ବିଭିନ୍ନ…

ପ୍ରତି ପଞ୍ଚାୟତରେ ସ୍ମାର୍ଟ ଅଙ୍ଗନଓ୍ବାଡି : ମନ୍ତ୍ରୀ

କାମାକ୍ଷାନଗର, ୧୭।୨(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ପଞ୍ଚାୟତ ସମିତିର ୭ମ ବୈଠକ ରବିବାର ଔଷଧୀୟ ଅରଣ୍ୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ସୁଫଳା ପଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ମୁଖ୍ୟଅତିଥି ଭାବେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ…

ରାସ୍ତା ସୂଚନା ଫଳକ ଭାଙ୍ଗିଦେଲେ ଦୁର୍ବୃତ୍ତ

ଅନୁଗୋଳ ଅଫିସ୍‌, ୧୭।୨: ଅନୁଗୋଳ ବାଳ ସୁଧାର ଗୃହ ନିକଟରେ ପିଡବ୍ଲ୍ୟୁଡି ପକ୍ଷରୁ ମେଡିକାଲ ଯିବାକୁ ରାସ୍ତା ସୂଚନା ଲେଖାଯାଇଥିବା ଫଳକକୁ କେହି ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି। ଦୁଇ ଦିନ ତଳେ କେହି ଏହାକୁ ଅଧା ଭାଙ୍ଗି ଦେଇଥିବାବେଳେ ରବିବାର ପୂରା ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?