ଆମ ଜିଲା ଖବର

ଦଣ୍ଡ ଭୟ

ଆମ ସମାଜରେ ଦେଖାଯାଏ, ଅନେକେ ଅଭ୍ୟାସଗତ ଆଇନ ଭଙ୍ଗକାରୀ। ଛେପ ପକାଇବାକୁ ଯେଉଁଠି ବାରଣଥିବ, ସେଠାରେ ହିଁ ସେମାନେ ଛେପ ପକାଇବେ। କିନ୍ତୁ ତା’ ପାଖରେ ଦେବଦେବୀଙ୍କ ଫଟୋଟିଏ ଲାଗିଗଲେ ଛେପ ପକାଇବା ବନ୍ଦ ହୋଇଯାଏ। କାରଣ ପାପ ଲାଗିବ, ଠାକୁର…

ଦୋକାନ ଘର ପାଇଁ ଆରମ୍ଭ ହେବ ଟେଣ୍ଡର

ବ୍ରହ୍ମପୁର ଅଫିସ,୧୭ା୨: ବ୍ରହ୍ମପୁରରେ ଅନେକ ବିଲ୍ଡିଂ ଅନୁମତି ଆବେଦନ ପତ୍ର ଉପଯୁକ୍ତ ତଥ୍ୟ ପ୍ରଦାନ ଅଭାବ ଯୋଗୁ ପେଣ୍ଡିଂ ହୋଇ ରହିଛି ା ଏନେଇ ଦୁଇଦୁଇ ଥର କ୍ୟାମ୍ପ ଜରିଆରେ ବିଲ୍ଡିଂ ଅନୁମତି ପାଇଁ ଆବେଦନ କରିଥିବା ମାଲିକଙ୍କୁ ଉପଯୁକ୍ତ ତଥ୍ୟ…

ଖାଏଦ୍‌ ସୁରକ୍ଷା ଯୋଜନା ବାଟ୍‌ବନା: ୫ ପରାନୀ କୁଟୁମକେ ୧୦ କେ.ଜି ଚାଉଲ

ଲାଠୋର, ୧୭।୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର, ଖାଏଦ୍‌ ସୁରକ୍ଷା ଯୋଜନାରେ ଚାଉଲ ଯୁଗେଇ ଦେଉଛନ୍‌। ହେଲେ ସରକାରୀ ଅଧ୍‌କାରୀ, କରମ୍‌ଚାରୀକଁର ଖାମ୍‌ଖିଆଲି କାଯ୍‌ ଲାଗି ଅନେକ୍‌ ଜାଗାରେ ହକ୍‌ଦାର ହିତାଧିକାରୀ…

ନିର୍ମାଣ ସ୍ଥଳ ଦେଖିଲେ ବିଧାୟକ

କଣିହାଁ,୧୭ା୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ କରଡେଇ-ବୁରୁବାହାଳ ଗ୍ରାମ ଏରିଆରେ ଟିକିରା ନଦୀରେ ପୋଲ ନିର୍ମାଣ କାର୍ଯ୍ୟରେ ବିଳମ୍ବ ହେଉଥିବା ନେଇ ଅଭିଯୋଗ ହୋଇଛି। ଧାର୍ଯ୍ୟ ସମୟ ମଧ୍ୟରେ କାମ ସମ୍ପୂର୍ଣ୍ଣ ନ ହେବାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏଥିଯୋଗୁ…

ବଢ଼ିଲା ଖରା: ୩୦ ଡିଗ୍ରୀ ଉପରେ ୧୭ ସହର; ମାଲକାନଗିରିରେ ସର୍ବାଧିକ ୩୫.୨ ଡିଗ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜ୍ୟରେ ଆଉ ଶୀତ ଅନୁଭବ ହେବ ନାହିଁ। ଚଳିତମାସର ବାକି ଦିନଗୁଡ଼ିକରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ଦିନବେଳା ୩୫ଡିଗ୍ରୀ ଏବଂ ରାତିରେ ୧୭ଡିଗ୍ରୀ ଉପରେ ରହିବ। ବିଶେଷ କରି ୨ରୁ ୩ ଦିନ ମଧ୍ୟରେ ଦିନ ଓ ରାତିର…

ଚିକିଛା ଲାଗି ଟଁକା ଅଭାବ୍‌: କର୍କଟ ରୋଗ୍‌ରେ ପୀଡ଼ିତ ସମୀର

ଗୁଡ଼ଭେଲା, ୧୭।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ଡାକ୍‌ତରଖାନା ପାସେ ଗୁଟେ ଘର ଭଡ଼ା ନେଇ ରହୁଛନ୍‌ ସମୀର ଖାନ୍‌(୪୫)। ପାଖାପାଖି ବଛ୍‌ରେ ହେଲା ସେ କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ…

ମାତାପିତାଙ୍କୁ ପୂଜା ମାଧ୍ୟମରେ ଭକ୍ତିର ବାର୍ତ୍ତା

ଖଇରା, ୧୭।୨(ଡି.ଏନ.ଏ.)-ପିଲାମାନଙ୍କ ମଧ୍ୟରେ ମା’ବାପାଙ୍କ ପ୍ରତି ଭକ୍ତି ଓ ସମ୍ମାନ ସୃଷ୍ଟି କରିବା ଲକ୍ଷ୍ୟରେ ଖଇରା ବ୍ଲକର ନହଙ୍ଗ ଗ୍ରାମରେ ସୃଷ୍ଟି ହୋଇଥିବା ଶ୍ରବଣ କୁମାର ସଙ୍ଗଠନ ଅଭିନବ ପ୍ରୟାସ କରିଛନ୍ତି। ଶୁକ୍ରବାର ଖଇରା ଦୁର୍ଗାମଣ୍ଡପଠାରେ ମାତା ପିତା ପୂଜନ ସହ…

ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ:ରାସ୍ତା ଅବରୋଧ

ଠାକୁରମୁଣ୍ଡା,୧୭ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର କେନ୍ଦୁମୁଣ୍ଡି ଘାଟି ବାଙ୍କରେ ରବିବାର ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଏଦେଲବେଡ଼ା ଗ୍ରାମର ତୁରାମ ହୋ। ଦୁର୍ଘଟଣା ପରେ ପରିବାର ଓ…

ବସଷ୍ଟାଣ୍ଡ ପାଖରେ ବିପଦସଙ୍କୁଳ ବିଦ୍ୟୁତ ଖୁଣ୍ଟ; ଅଭିଯୋଗ ପରେ ମଧ୍ୟ ନିଆଯାଉନି ପଦକ୍ଷେପ

ଝୁମ୍ପୁରା, ୧୭।୨(ଡି.ଏନ.ଏ.)-ଝୁମ୍ପୁରା ବସଷ୍ଟାଣ୍ଡ ପ୍ରବେଶ ଦ୍ୱାର ପାଖରେ ହିଁ ରହିଛି ବିପଦସଙ୍କୁଳ ବିଦ୍ୟୁତ ଖୁଣ୍ଟ। ଖୁଣ୍ଟ ଉପରେ ଝୁଲି ରହିଛି ୧୧କେଭି ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ ତାର। ବସଷ୍ଟାଣ୍ଡ ପ୍ରବେଶ ପଥରେ ଥିବା ଏହି ଲୁହା ଖୁଣ୍ଟଟି ଗାଡି ଧକ୍କାରେ…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ଉଦଳା,୧୭ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ରାଢୋ ଚନ୍ଦ୍ରପୁର ଗ୍ରାମରେ ଶୌଚ ହେବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର ହୋଇଛନ୍ତି ା ଆହତ ଯୁବକ ଜଣକ ହେଲେ କୁନା ବେଶ୍ରା। ଶନିବାର ରାତିରେ କୁନା ନିଜ ବାଡିକୁ…

୩ କର୍ମଚାରୀରେ ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର

ଭୋଗରାଇ, ୧୭।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଆବଶ୍ୟକ କର୍ମଚାରୀ ନ ଥିବାରୁ ରୋଗୀସେବା ବ୍ୟାହତ ହୋଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ଓ ସ୍ବାସ୍ଥ୍ୟକେନ୍ଦ୍ରକୁ ପାରିପାର୍ଶ୍ୱିକ ସବୁଜ ସୁନ୍ଦର ଗଢ଼ି ତୋଳିବା ନିମନ୍ତେ ସ୍ଥାନୀୟ ଜନସାଧାରଣଙ୍କ ପକ୍ଷରୁ…

ଶ୍ରୀକ୍ଷେତ୍ରରେ ରହିଛି ଲାହୋର ସାଧୁଙ୍କ ମଠ

ପୁରୀ ଅଫିସ,୧୭ା୨: ଶ୍ରୀକ୍ଷେତ୍ରରେ ରହିଛି ଲାହୋର(ପାକିସ୍ତାନ) ସାଧୁଙ୍କ ମଠ। ଏକଦା ମହାପ୍ରଭୁଙ୍କ ସାନ୍ନିଧ୍ୟ ପାଇବା ପାଇଁ ଜଗନ୍ନାଥ ଧାମକୁ ଚାଲି ଆସିଥିବା ବାଳକ ରାମ ଦାସ ଆଉ ଲାହୋର ଫେରି ନ ଥିଲେ। ସେ ତିଆରି କରିଥିଲେ ଏକ ମଠ, ଯାହାକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?