ଆମ ଜିଲା ଖବର

ବିଧାୟକ ପ୍ରତିନିଧିଙ୍କ ଭାଇଙ୍କୁ ଅପହରଣ: ବ୍ୟବହୃତ ଗାଡି ଜବତ

ବାସୁଦେବପୁର,୧୬।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାଶଙ୍କ ବଡ଼ ଭାଇ ଅଶୋକ କୁମାରଙ୍କୁ ଶନିବାର ରାତିରେ ଅପହରଣ କରାଯାଇଥିବା ବାସୁଦେବପୁର ଥାନାରେ ଅଭିଯୋଗ ହୋଇଛି। ଖବରପାଇ ପୋଲିସ ତନାଘନା ଆରମ୍ଭ କରିବା ପରେ ସୋର ପୋଲିସ ସହାୟତାରେ…

ଦେହରେ କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ମହାକାଳପଡ଼ା,୧୬।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବରକନ୍ଧା ପଞ୍ଚାୟତ ଛେଡାକଣି ଗ୍ରାମରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ବିପିନ ସାହୁଙ୍କ ସ୍ତ୍ରୀ ଊର୍ମିଳା ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ…

ବିଦ୍ୟୁତ୍‌ ତାର ବିପଦସଙ୍କୁଳ: ପରିବର୍ତ୍ତନ ଦାବି କଲେ ଗ୍ରାମବାସୀ

କର୍ଲାମୁଣ୍ଡା,୧୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ଯୋଗୁ ଆଗାମୀ ଦିନରେ ଦୁର୍ଘଟଣା ଘଟିବା ଯଥେଷ୍ଟ ସମ୍ଭାବନା ରହିଛି। ବ୍ଲକ ସଦରଠାରେ ଥିବା ସରସ୍ବତୀ ଶିଶୁମନ୍ଦିର ଶ୍ରେଣୀଗୃହକୁ ଲାଗି ଟ୍ରାନ୍ସଫର୍ମର ରହିଛି। ଠିକ୍‌ ସେହିଭଳି ସର୍ଗୁଲ ମାଲପଡ଼ା ଗାଁ…

ମନ୍ତ୍ରଣାର କେନ୍ଦ୍ର ଥିଲା ଗଙ୍ଗାମାତା ମଠ ସୁଡ଼ଙ୍ଗ: ଏବେ ଶ୍ରଦ୍ଧାଳୁଙ୍କ ପାଇଁ ପାଲଟିଛି ଦର୍ଶନୀୟ ସ୍ଥାନ

ପୁରୀ ଅଫିସ, ୧୬।୨: ଗଙ୍ଗାମାତା ମଠ ସୁଡ଼ଙ୍ଗ। ଏକଦା ଏହି ସୁଡ଼ଙ୍ଗ ଥିଲା ମନ୍ତ୍ରଣାର କେନ୍ଦ୍ର। ଶ୍ରୀମନ୍ଦିର ଉପରେ ହେଉଥିବା ଆକ୍ରମଣରୁ କିପରି ମହାପ୍ରଭୁଙ୍କୁ ରକ୍ଷା କରାଯାଇପାରିବ ସେ ନେଇ ଏହା ମଧ୍ୟରେ ବିଚାର ବିମର୍ଶ କରାଯାଉଥିଲା। ପରବର୍ତ୍ତୀ ସମୟରେ ଏହି…

ଅନ୍‌ଲାଇନ୍‌ ଠକେଇ: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ଆକାଉଣ୍ଟରୁ ୧୫ ହଜାର ଗାଏବ

କଟକ ଅଫିସ,୧୬।୨: ଅନ୍‌ଲାଇନ ଠକେଇର ଶିକାର ହୋଇଛନ୍ତି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଆଇଏସ୍‌ଟି ବିଭାଗ ସ୍ନାତକ ତୃତୀୟ ବର୍ଷର ଛାତ୍ର କୈଳାସ ବେହେରା। ତାଙ୍କ ଆକାଉଣ୍ଟରୁ କେହି ଦୁର୍ବୃତ୍ତ ୧୫ ହଜାର ଟଙ୍କା ଠକି ନେଇଥିବା ଜଣାପଡିଛି। ମିଳିଥିବା ସୂଚନାନୁଯାୟୀ, କୈଳାସଙ୍କ ବାପା…

ଉଲ୍ଲଂଘନ ହେଉଛି କଟକଣା: ଶ୍ରୀମନ୍ଦିରରେ ପାନଛେପ ଦେଖି ୫-ଟି ସଚିବ କ୍ଷୁବ୍ଧ

ପୁରୀ ଅଫିସ, ୧୬।୨: ଶ୍ରୀମନ୍ଦିର ଭିତରକୁ ପାନ, ଗୁଟ୍‌ଖା ଉପରେ କଟକଣା ରହିଛି। କେହି ଏସବୁ ଖାଇ କିମ୍ବା ନେଇ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ନାହିଁ ବୋଲି ନିର୍ଦ୍ଦେଶନାମା ଜାରି କରାଯାଇଛି। କୌଣସି ବ୍ୟକ୍ତି ଯଦି ଏହାକୁ ଉଲ୍ଲଂଘନ କରନ୍ତି…

ନୀତି ବିଳମ୍ବ ସହ ବଡ଼ ମହାସ୍ନାନ

ପୁରୀ ଅଫିସ,୧୬ା୨: କୌଣସି ପରିସ୍ଥିତିରେ ମହାପ୍ରଭୁଙ୍କ ସେବା ପୂଜାରେ ବିଳମ୍ବକୁ ବରଦାସ୍ତ କରାଯିବ ନାହିଁ। ଯେଉଁ ପାଳିଆ ସେବକ ୩ଥର ନୀତିରେ ବିଳମ୍ବ କରିବେ ତାଙ୍କୁ ସେବାରୁ ବହିଷ୍କାର କରାଯିବ। ଏପରି କି ଜାଣିଶୁଣି ଯଦି କେହି ଥରେ ବି ଡେରି…

ପୁରୀ ଜିଲା ଚିଠି: ବାଡ଼ ଖାଉଛି ଫସଲ

ମହାପ୍ରଭୁଙ୍କ ବିଭିନ୍ନ ଯାନିଯାତ୍ରା ମଧ୍ୟରୁ ପ୍ରସିଦ୍ଧ ହେଉଛି ରଥଯାତ୍ରା। ପବିତ୍ର ଆଷାଢ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଏହା ଅନୁଷ୍ଠିତ ହୋଇଥାଏ। ଏହା କେବଳ ପୁରୀ କି ଓଡ଼ିଶାରେ ସୀମିତ ନୁହେଁ, ଭାରତର ବିଭିନ୍ନ ରାଜ୍ୟ ଏପରି କି ବିଦେଶର ଅନେକ…

ଉପରେ ବହ୍ଲା କାଠ ତଳେ ଗଞ୍ଜେଇ: ଟ୍ରକରୁ ୧.୮୧କୋଟିର ଗଞ୍ଜେଇ ଜବତ

ନୟାଗଡ ଅଫିସ,୧୬ା୨: ନୟାଗଡ ଜିଲା ଦଶପଲ୍ଲା ବ୍ଲକ ତୁମୁଡି ପଞ୍ଚାୟତ ରଙ୍ଗମାଟିଆ ଗ୍ରାମ ନିକଟ ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ ଜାତୀୟ ରାଜପଥ କଡରେ ଥିବା ଏକ ଢାବା ନିକଟରୁ ଶୁକ୍ରବାର ରାତିରେ ଏକ ଟ୍ରକରୁ ୧୨୦୬ କେଜି ୭୨୫ ଗ୍ରାମ ଗଞ୍ଜେଇ ଜବତ…

ଆବାସ ଯୋଜନା ବାଟ୍‌ବନା: ବିଲ୍‌ ଟଁକା ଲାଗି ହିତାଧିକାରୀ ହଟ୍‌ହଟା

ଲାଠୋର, ୧୬।୨ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦେଉଛନ୍‌। ଘର ତିଆରି ଲାଗି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ୧୬ ହଜାର ଟଁକା ଦେଉଛନ୍‌। ହେଲେ ଅନେକ ହିତାଧିକାରୀ ଇ ଟଁକା ନାଇଁ ପାଉଥିବାର ଅଭିଯୋଗ ହେଉଛେ। ଏନ୍‌ତା…

ଘରଖଁଡ଼େ ଲାଗି ଗୁହାରି କରି ନିରାଶ: ଦଦ୍‌ରା ମାଏଟ୍‌ କୁରିଆରେ ୬ ପରାନୀ କୁଟୁମ୍‌

ଲାଠୋର, ୧୬।୨ (ଡି.ଏନ୍‌.ଏ.)- ସରକାର ନିସାହା, ଗରିବ୍‌ ଦୁଖିକୁ ଇନ୍ଦିରା ଆବାସ, ପ୍ରଧାନମନ୍ତ୍ରୀ ଅବାସ, ମୋ କୁଡ଼ିଆ, ବିଜୁ ପକାଘର ଯୋଜନାରେ ଘର ଯୁଗେଇ ଦେଉଛନ୍‌। ହେଲେ ଅନେକ୍‌ ହକ୍‌ଦାର ହିତାଧିକାରୀ ଭିନେ ଭିନେ କାରନରୁ ଯୋଜନାରୁ ବଁଚିତ୍‌ ହେଇ ବଡ଼ା…

ଅଲେଖଗୁଡା: ଯେଉଁଠି ଲେଖା ହୋଇପାରୁନି ବିକାଶର ଭାଗ୍ୟରେଖା

କୋରୁକୋଣ୍ଡା, ୧୬ା୨(ଡି. ଏନ.ଏ.) ମାଲକାନଗିରି ଜିଲାରେ ଏପରି ଗ୍ରାମ ରହିଛି ଯେଉଁଠି ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପହଞ୍ଚତ୍ପାରିନାହିଁ। ଜିଲାର କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତାପାରି-୩ ପଞ୍ଚାୟତର ଅଲେଖଗୁଡା ଗ୍ରାମ ହେଉଛି ଏହାର ଉଦାହରଣ। ଏହି ଗ୍ରାମରେ ୧୩ଟି ପରିବାରର ୫୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?