ଆମ ଜିଲା ଖବର

ଘରଖଁଡ଼େ ଲାଗି ଗୁହାରି କରି ନିରାଶ: ଦଦ୍‌ରା ମାଏଟ୍‌ କୁରିଆରେ ୬ ପରାନୀ କୁଟୁମ୍‌

ଲାଠୋର, ୧୬।୨ (ଡି.ଏନ୍‌.ଏ.)- ସରକାର ନିସାହା, ଗରିବ୍‌ ଦୁଖିକୁ ଇନ୍ଦିରା ଆବାସ, ପ୍ରଧାନମନ୍ତ୍ରୀ ଅବାସ, ମୋ କୁଡ଼ିଆ, ବିଜୁ ପକାଘର ଯୋଜନାରେ ଘର ଯୁଗେଇ ଦେଉଛନ୍‌। ହେଲେ ଅନେକ୍‌ ହକ୍‌ଦାର ହିତାଧିକାରୀ ଭିନେ ଭିନେ କାରନରୁ ଯୋଜନାରୁ ବଁଚିତ୍‌ ହେଇ ବଡ଼ା…

ଅଲେଖଗୁଡା: ଯେଉଁଠି ଲେଖା ହୋଇପାରୁନି ବିକାଶର ଭାଗ୍ୟରେଖା

କୋରୁକୋଣ୍ଡା, ୧୬ା୨(ଡି. ଏନ.ଏ.) ମାଲକାନଗିରି ଜିଲାରେ ଏପରି ଗ୍ରାମ ରହିଛି ଯେଉଁଠି ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପହଞ୍ଚତ୍ପାରିନାହିଁ। ଜିଲାର କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଚିତାପାରି-୩ ପଞ୍ଚାୟତର ଅଲେଖଗୁଡା ଗ୍ରାମ ହେଉଛି ଏହାର ଉଦାହରଣ। ଏହି ଗ୍ରାମରେ ୧୩ଟି ପରିବାରର ୫୦ରୁ…

ନୋଡାଲ ସେଣ୍ଟରରେ ପହଞ୍ଚିଲା ପ୍ରଶ୍ନପତ୍ର

ଅନୁଗୋଳ ଅଫିସ୍‌, ୧୬।୨ – ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ। ଅନୁଗୋଳ ଜିଲାରେ ଏହି ପରୀକ୍ଷାର ସୁପରିଚାଳନା ପାଇଁ ଶନିବାର ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ…

ହାତୀକୁ ବୁଝିପାରୁନି ମଣିଷ: ସାଥୀ ସହ ଶତ୍ରୁତା

ଅନୁଗୋଳ ସହର, ୧୬ା୨ – କୃତିର ପ୍ରକୃତିକୁ ଆଉ ବୁଝିପାରୁନି ମଣିଷ। ସବୁଠୁ ବୁଦ୍ଧିଆ, ବିବେକୀ ବୋଲାଉଥିବା ସତ୍ତ୍ୱେ ସୃଷ୍ଟିର ସୁରକ୍ଷା ନ କରି ସ୍ବାର୍ଥକୁ ସାରଥି କରିବା ତାକୁ ଧୀରେ ଧୀରେ ପ୍ରକୃତିଛଡ଼ା କରିଦେଉଛି। ସୃଷ୍ଟିର ପ୍ରତିଟି ଶୃଙ୍ଖଳ ଭାଙ୍ଗି…

କଣ୍ଟାମାଳ ତହସିଲ ଅଂଚଲରେ ବେଆଇନ୍‌ ଇଟାଭାଟି: ହାତ୍‌ ବାଁଧି ବସିଛେ ରାଜସ୍ବ ବିଭାଗ

ଗୁଡ଼ଭେଲିପଦର, ୧୬।୨ (ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ତହସିଲ ଅଧୀନ ଭିନେ ଭିନେ ଗାଁରେ ବେଆଇନ୍‌ ଇଟାଭାଟି ଦେଖ୍‌ବାକେ ମିଲୁଛେ। ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ଆଇନକେ ଅନ୍‌ଦେଖା କରି କଣ୍ଟାମାଳ ତହସିଲ ଅଂଚଲରେ ବେପାରୀମାନେ ୨୦ରୁ ଅଧ୍‌କା ବେଆଇନ୍‌ ଇଟାଭାଟି ଲଗେଇ…

ଆଇବୁଢ଼ୀର ହାତେ ନାତି ନାତେନର ଭବିଷତ୍‌

ଭବାନୀପାଟଣା, ୧୬।୨ (ଡି.ଏନ୍‌.ଏ.)- ମୁଡ଼ ଗୁଁଜ୍‌ବାକେ ଘର ନାଇଁ କି ଭୋକ୍‌ ମେଟାବାକେ ଖାଏଦ୍‌ ନାଇଁ। ଇଆଡ଼େ କମେଇ ଖାଏବାକେ ଦିହିରେ ବଲ୍‌ବପୁ ନାଇଁ। ଉପରେ ନାତି ନାତେନର ବୋଝ୍‌ ଆଇବୁଢ଼ୀକେ ବୁଧିବନା କରିଦେଉଛେ। ଏନ୍‌ତା ଗୁଟେ ଦୁଖଦ୍‌ ଘଟନା ଦେଖବାକେ…

ଜିଲାରେ ୧୭,୨୨୮ ମାଟ୍ରିକ ପରୀକ୍ଷାର୍ଥୀ

ଢେଙ୍କାନାଳ ଅଫିସ, ୧୬।୨ – ମାଟ୍ରିକ୍‌ ପରୀକ୍ଷାକୁ ଶୃଙ୍ଖଳିତ ଏବଂ କପିମୁକ୍ତ କରିବାକୁ ଢେଙ୍କାନାଳ ଜିଲା ଶିକ୍ଷା ବିଭାଗର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଚଳିତବର୍ଷ ଜିଲାରେ ୧୭,୨୨୮ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସେଥିରୁ ୧୬,୬୨୯ ରେଗୁଲାର, ଏବଂ ୫୯୯ ଏକ୍ସ-ରେଗୁଲାର,…

ସାମ୍ବାଦିକତାରେ ବିଚାରଶକ୍ତି ଗୁରୁତ୍ୱପୂର୍ଣ୍ଣ

ଢେଙ୍କାନାଳ ଅଫିସ, ୧୬।୨ – ସାମ୍ବାଦିକତା ବୃତ୍ତିରେ ସାଧାରଣ ବିଚାରଶକ୍ତି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ସମୟରେ ଡିଜିଟାଲ ମିଡିଆର ବହୁଳ ପ୍ରଚଳନ ଆହ୍ବାନ ପାଲଟିଛି। ତେଣୁ ସାମ୍ବାଦିକତା ବୃତ୍ତିଧାରୀଙ୍କ ଡିଜିଟାଲ ଭାଷା ଉପରେ ଦଖଲ ରହିବା ନିହାତି ଜରୁରୀ ବୋଲି କହିଛନ୍ତି…

ସେବା ସମବାୟ ସମିତିରେ ପକାଇଲେ ତାଲା

ବଇଣ୍ଡା,୧୬।୨(ଡି.ଏନ.ଏ.) – ଆଠମଲ୍ଲିକ ବ୍ଲକ ସାନହୁଲା ସେବା ସମବାୟ ସମିତିରେ ଧାନ କିଣାରେ ଅବ୍ୟବସ୍ଥା ଦେଖାଦେଇଛି। ଫଳରେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। ଅନେକ ଚାଷୀଙ୍କୁ ଧାନ କିଣାରେ ଅଣଦେଖା କରାଯାଉଥିବା ପ୍ରତିବାଦ କରି କେତେଜଣ ଚାଷୀ ଶନିବାର ସମବାୟ…

ଅସୁରକ୍ଷିତ ଅଭୟାରଣ୍ୟ

ଢେଙ୍କାନାଳ ଅଫିସ, ୧୬।୨ – ପ୍ରକୃତିର ବରଦାନ କପିଳାସ। ଶାନ୍ତ ସବୁଜିମା ଭରା ପରିବେଶ, ଜୈବ ବିବିଧତା ସାଙ୍ଗକୁ ବନ୍ୟଜନ୍ତୁଙ୍କ ସମ୍ଭାର ଏହାର ପରିଚୟ। ହେଲେ ଅଭୟାରଣ୍ୟ ମାନ୍ୟତା ମିଳିବାର ଦୀର୍ଘ ୯ବର୍ଷ ପରେ ବି ଏହାର ବିକାଶ ପାଇଁ ହୋଇନି…

ଏନ୍‌ଆର୍‌ଟିଏସ୍‌ ପରୀକ୍ଷାରେ ପ୍ରଥମ ୧୦ ମଧ୍ୟରେ ୪ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୧୬ା୨ ୨୦୧୯ ଶିକ୍ଷାବର୍ଷର ରଙ୍ଗେଇଲୁଣ୍ଡା ବ୍ଲକ ଓ ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟର ୮ମ ଶ୍ରେଣୀ ଜାତୀୟ ଗ୍ରାମାଞ୍ଚଳ ମେଧା ଅନ୍ବେଷଣ (ଏନ୍‌ଆରଟିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ପ୍ରକାଶିତ ଏନ୍‌ଆରଟିଏସ୍‌ ପରୀକ୍ଷାରେ…

ଛାତ୍ରୀଙ୍କ ପ୍ୟାଣ୍ଟ ଖୋଲିଲେ ଶିକ୍ଷୟିତ୍ରୀ : ଥାନାରେ ଦୋଷ ସ୍ବୀକାର ପରେ ସମାଧାନ

ବ୍ରହ୍ମପୁର ଅଫୁସ,୧୬ା୨-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଏକ ଘରୋଇ ସ୍କୁଲରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଶ୍ରେଣୀ ଗୃହରେ ଜଣେ ଛାତ୍ରୀଙ୍କ ପ୍ୟାଣ୍ଟ(ଲେଗିଙ୍ଗସ୍‌) ଶିକ୍ଷୟତ୍ରୀ ଖୋଲି ଦେବାରୁ ମାମଲା ଥାନାକୁ ଯାଇଛି। ଏହାକୁ ନେଇ ଛାତ୍ରୀଙ୍କ ବାପା ସ୍କୁଲରେ ପହଞ୍ଚି ଅଧ୍ୟକ୍ଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?