ଆମ ଜିଲା ଖବର

‘ପ୍ରତ୍ୟେକ ବ୍ୟକ୍ତି ଚାରାରୋପଣ କରିବା ଦରକାର’

ବାରିପଦା ଅଫିସ, ୧୫ା୨- ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ (ଜଳବାୟୁ ପରିବର୍ତ୍ତନ ସେଲ) ପକ୍ଷରୁ ଜଳବାୟୁ ପରିବତ୍ତର୍ର୍ନ ସମ୍ପର୍କିତ ଆଞ୍ଚଳିକସ୍ତରୀୟ ଦୁଇ ଦିନିଆ ପରାମର୍ଶ କର୍ମଶାଳା ବାରିପଦାଠାରେ ଅନୁଷ୍ଠିତ ହୋଇଯାଇଛି ା କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିିଭାଗ…

ପୁରୀରେ କାଉ ମଡ଼କ: ବାର୍ଡ ଫ୍ଲୁ ସନ୍ଦେହ

ପୁରୀ ଅଫିସ,୧୫।୨ : ପୁରୀ ସହରରେ କାଉ ମଡ଼କ ଦେଖା ଦେଇଛି। ବାର୍ଡ ଫ୍ଲୁ ଯୋଗୁ କାଉଙ୍କ ମୃତ୍ୟୁ ହେଉଥିବା ସନ୍ଦେହ କରି ସହରବାସୀ ମଧ୍ୟ ଭୟଭୀତ ହୋଇପଡିଛନ୍ତି। ସୋମବାର ସକାଳେ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ (ଡିଇଓ) ସମ୍ମୁଖ ରାସ୍ତାରେ ଦୁଇଟି…

ଦକ୍ଷିଣା ଲାଗି ଖଣ୍ଡାରେ ହାଣିବା ଅଭିଯୋଗ ମିଥ୍ୟା

ପୁରୁଷୋତ୍ତମପୁର,୧୫ା୨(ଡି.ଏନ.ଏ.)-ପୁରୁଷୋତ୍ତମପୁର ମା’ ତାରାତାରିଣୀ ପୀଠରେ ମଙ୍ଗଳବାର ଦକ୍ଷିଣା ଲାଗି ଜଣେ ଭକ୍ତଙ୍କୁ ସେବାୟତ ଖଣ୍ଡାରେ ହାଣିଥିଲେ। ପୁରୁଷୋତ୍ତମପୁର ଥାନାରେ କୋଦଳା ଜାପଟା ରାମପଲ୍ଲୀର ସାରସ ବାରିକ ଏନେଇ ଅଭିଯୋଗ କରିଥିଲେ। ପୋଲିସ ୩ ଜଣ ସେବାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ…

କୁଳିପୋଷ ବନାଞ୍ଚଳ ପକ୍ଷରୁ ସଚେତନତା ଶିବିର :ଜଙ୍ଗଲ ନିଆଁ ନିବାରଣ ଉପରେ ଗୁରୁତ୍ୱ

ଲହୁଣୀପଡା, ୧୫।୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଳକ ଡଳେଇସରଠାରେ କୁଳିପୋଷ ବନାଞ୍ଚଳ ପକ୍ଷରୁ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟଅତିଥି ଭାବେ ପୂର୍ବତନ ସରପଞ୍ଚ ବେଣୁଧର ନାଏକ ମୁଖ୍ୟବକ୍ତା ଭାବେ ପୂର୍ବତନ ସରପଞ୍ଚ ବିନୋଦ ବିହାରୀ…

ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବିତ ହେଲେ ଯବାନ

ବଡ଼ସାହି,୧୫ା୨(ସ୍ବ.ପ୍ର)- ଡ୍ୟୁଟି ସମୟରେ ନିଶାଗ୍ରସ୍ତ ଅବସ୍ଥାରେ ପାଟିତୁଣ୍ଡ କରିବା ସହ ଅଶ୍ରାବ୍ୟ ଭାଷା ପ୍ରୟୋଗ କରିଥିବା ଅଭିଯୋଗରେ ଓଡ଼ିିଶା ଅକ୍‌ଜୁଲେରୀ ପ୍ରୋଟେକ୍ସନ ଫୋର୍ସ (ଓଏପିଏଫ୍‌)ର ଜଣେ ଯବାନଙ୍କୁ ମୟୂରଭଞ୍ଜ ଏସପି କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ଏସ୍‌ପିଙ୍କ ଚିଠି ନଂ.୧୭/୧୪ା୨ା୨୦୨୦ରେ ତାଙ୍କୁ ଚାକିରିରୁ…

‘ଉତ୍ସବ ପ୍ରଧାନପାଟ-୨୦୨୦’ର ଅନ୍ତିମସନ୍ଧ୍ୟା: ନାଚ, ଗୀତରେ ଝୁମିଲେ ଦର୍ଶକ

ଦେବଗଡ଼, ୧୫।୨(ଡି.ଏନ.ଏ)-ସ୍ଥାନୀୟ ପର୍ଯ୍ୟଟନସ୍ଥଳୀ ପ୍ରଧାନପାଟସ୍ଥିତ ମୁକ୍ତାକାଶ ରଙ୍ଗମଞ୍ଚରେ ୫ଦିନ ଧରି ଚାଲିଥିବା ‘ଉତ୍ସବ ପ୍ରଧାନପାଟ-୨୦୨୦’ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଅନ୍ତିମ ସନ୍ଧ୍ୟାରେ ଦର୍ଶକଙ୍କ ପ୍ରବଳ ଭିଡ ଜମିଥିଲା। ରାଜ୍ୟ ଓ ରାଜ୍ୟ ବାହାର କଳାକାରମାନଙ୍କ ନାଚଗୀତରେ ଦର୍ଶକ ଝୁମିଉଠିଥିଲେ। ଜିଲାପାଳ ସୁଧାଂଶୁ ମୋହନ…

ସ୍ତ୍ରୀଙ୍କୁ କାଠଫାଳିଆରେ ପିଟି ହତ୍ୟା

ଉଦଳା,୧୫ା୨(ଡ଼ି.ଏନ୍‌.ଏ.)- ତରକାରୀ ଦେବାରେ ବିଳମ୍ବ ହେବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଖଡିକାଶୁଳ ଗ୍ରାମର ଜଣେ ବ୍ୟକ୍ତି ଗୁରୁବାର ତାଙ୍କ ସ୍ତ୍ରୀଙ୍କୁ କାଠଫାଳିଆରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ସ୍ବାମୀ ଗଦାଧର ଭକ୍ତାଙ୍କୁ ଥାନାରେ ଅଟକ…

ଜମି ଚିହ୍ନଟ ଦାବିରେ ଆର୍‌ଆଇ ଅଫିସ୍‌ ଘେରିଲେ ଭୂମିହୀନ

ବାଲେଶ୍ୱର ଅଫିସ, ୧୫।୨-ବାଲେଶ୍ୱର ଜିଲା ସଦର ତହସିଲ ଅଧୀନ ହିଡ଼ିଗାଁ ପଞ୍ଚାୟତରେ ଥିବା ଭୂମିହୀନମାନେ ୫ବର୍ଷ ପୂର୍ବରୁ ଚିହ୍ନଟ ହୋଇ ଚାନ୍ଦିପୁର ଆର୍‌ଆଇ ଅଫିସରୁ ପଟ୍ଟା ପାଇଥିଲେ। ପଟ୍ଟା ପାଇଥିବା ଭୂମିହୀନମାନେ ନିଜର ଜମି ଚିହ୍ନଟ ଦାବିରେ ଶୁକ୍ରବାର ଘେରାଉ କରିଥିଲେ।…

ଏସ୍‌ସିବି ମେଡିକାଲରେ ଖୋଲିଲା ଜରୁରୀକାଳୀନ ଲୋକସମ୍ପର୍କ କାର୍ଯ୍ୟାଳୟ

କଟକ ଅଫିସ,୧୫।୨: କଟକ ଏସ୍‌ସିବି ମେଡିକାଲ ପରିସରରେ ୨୪ ଘଣ୍ଟିଆ ଜରୁରିକାଳୀନ ଲୋକ ସମ୍ପର୍କ କାର୍ଯ୍ୟାଳୟ ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଏହାକୁ ଉଦ୍‌ଘାଟନ କରି କହିଛନ୍ତି, ଦୁର୍ଘଟଣାର ଶିକାର ହୋଇ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହେଉଥିବା…

ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଛକାପଞ୍ଝା

ଗୁଣପୁର,୧୫।୨(ଡି.ଏନ.ଏ) ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ ା ଏଥିଲାଗି ବିଭିନ୍ନ ଦଳ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ହେଲେ ଏହି ନିର୍ବାଚନ ନିର୍ଦ୍ଧାରିତ ତାରିଖରେ ହେବ ନା ନାହିଁ ତାହାକୁ ନେଇ ସନ୍ଦିହାନ…

୨୭ରେ ମତ୍ସ୍ୟ ଚାଷ ସମ୍ପର୍କିତ ଜାତୀୟ କର୍ମଶାଳା: ଯୋଗଦେବେ ୩ ହଜାରରୁ ଉର୍ଦ୍ଧ୍ୱ ଚାଷୀ

ବାଲେଶ୍ୱର ଅଫିସ, ୧୫।୨-ଆସନ୍ତା ୨୭ ଓ ୨୮ ତାରିଖରେ ବାଲେଶ୍ୱରରେ ମତ୍ସ୍ୟ ଚାଷ ସମ୍ପର୍କିତ ଜାତୀୟ କର୍ମଶାଳା ଆୟୋଜିତ ହେବ। ଏନେଇ ଶୁକ୍ରବାର ଅପରାହ୍ନରେ ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଅଣୁ କ୍ଷୁଦ୍ର ଓ…

ଶ୍ରମ କାର୍ଡ ନାଁରେ ଠକୁଛନ୍ତି ଦଲାଲ:ନକଲି କାର୍ଡ଼ ଦେଇ ଲୋକଙ୍କଠାରୁ ଲୁଟୁଛନ୍ତି ଟଙ୍କା

ନବରଙ୍ଗପୁର,୧୫।୨(ବି.ପ୍ର.) ଶିକ୍ଷା ଓ ସଚେତନତା ଅଭାବ ଯୋଗୁ ଅନେକ ଶ୍ରମିକ ଠକାମିର ଶିକାର ହେଉଛନ୍ତି। ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ଶ୍ରମ କାର୍ଡ ପାଇଁ ନାମ ପଞ୍ଜୀକରଣ କରାଇ ଦେବାକୁ କହି ଲୋକଙ୍କୁ ଠକି ଚାଲିଛନ୍ତି ଦଲାଲ। ନକଲି ପଞ୍ଜୀକରଣ ପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?