ଆମ ଜିଲା ଖବର

ଡି.ବିଶାଖାଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସହଯୋଗର ହାତ ବଢ଼ାଇଲା ପେଣ୍ଠକଟା ତେଲୁଗୁ ଯୁବକ ସଂଘ

ପୁରୀ ଅଫିସ,୧୪।୨: ପୁରୀ ପେଣ୍ଠକଟାସ୍ଥିତ ଡି.ବାବାଜୀ ଓ ଡି.ଚିତାମ୍ମାଙ୍କ ବଡ଼ପୁଅ ଡି.ବିଶାଖା(୧୮) ଗତ ୧ ମାସ ଧରି ବୋନ୍‌ମ୍ୟାରୋ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି। ହାଇଦ୍ରାବାଦସ୍ଥିତ ଏକ ଘରୋଇ ହସ୍ପିଟାଲରେ ବିଶାଖା ଚିକିତ୍ସାଧୀନ ଅଛନ୍ତି। ତାଙ୍କ ଚିକିତ୍ସା…

ଫେରାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୧୪।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗତ ୨୦୦୩ ମସିହାରୁ ଏକ ଚୋରି ମାମଲାରେ ଫେରାର ଥିବା ଅଭିଯୁକ୍ତଙ୍କୁ ଦାରିଙ୍ଗବାଡ଼ି ପୋଲିସ ଶୁକ୍ରବାର ଗିରଫ କରିଛି । ଗିରଫ ବ୍ୟକ୍ତି ହେଲେ ସୋନପୁର ପଞ୍ଚାୟତ ଗାହାକିଆର ମଶା ପ୍ରଧାନ। ସେହିଭଳି…

ତାରସିଂ ରେଞ୍ଜ ବଡ଼ଗୁଣ୍ଡିରିବାଡ଼ି ଜଙ୍ଗଲରେ ହାତୀ ମୃତଦେହ ଠାବ

ଭଞ୍ଜନଗର,୧୪।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜ ବଡ଼ଗୁଣ୍ଡିରିବାଡ଼ି ଜଙ୍ଗଲରେ ଶୁକ୍ରବାର ସକାଳେ ଏକ ହାତୀ ମୃତଦେହ ଠାବ ହୋଇଛି। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚିଛି। ହାତୀଟିର କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଛି…

ଉଚ୍ଛେଦ ପ୍ରତିବାଦରେ ଧାରଣା

ଆସିକା,୧୪।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଏନ୍‌ଏସି ପକ୍ଷରୁ ଗୁରୁବାର ସହରାଞ୍ଚଳରୁ ଜବରଦଖଲ ଉଚ୍ଛେଦ ହୋଇଥିଲା। ଆସିକା କଳିଙ୍ଗାରୋଡ୍‌ ପାର୍ଶ୍ୱସ୍ଥ ଟେଲିଫାନ୍‌ ଭବନ ସମ୍ମୁଖରେ ଥିବା କେତେକ ବେଆଇନ ନିର୍ମାଣକୁ ମଧ୍ୟ ଉଚ୍ଛେଦ କରାଯାଇଥିଲା। ତେବେ ଏହି ଉଚ୍ଛେଦ ପ୍ରତିବାଦରେ ସଂପୃକ୍ତ ସ୍ଥାନରେ…

୩ ଟ୍ରେନ୍‌ ଲୁଟେରା ଗିରଫ

ବାଲେଶ୍ୱର ଅଫିସ,୧୪।୨: ବାଲେଶ୍ୱର ଜଳେଶ୍ୱରରୁ ଖଡ଼ଗପୁର ଆର୍‌ପିଏଫ୍‌ ୍‌ଏସ୍‌ଟିଏଫ୍‌ ଦ୍ୱାରା ଶୁକ୍ରବାର ୩ ଟ୍ରେନ୍‌ ଲୁଟେରା ଗିରଫ ହୋଇଛନ୍ତି । ସେମାନଙ୍କ ଠାରୁ ୬ଟି ମୋବାଇଲ, ଛୁରି, ଖୁର, ୨ ହଜାର ଟଙ୍କା ସହ ରୁପା ଅଳଙ୍କାର ଜବତ ହୋଇଛି। ସମସ୍ତଙ୍କୁ…

ଢେଙ୍କାନାଳ ବନ୍ଦ ପାଳନ

ଢେଙ୍କାନାଳ ଅଫିସ,୧୪।୨ : ଢେଙ୍କାନାଳ ସହର କଲେଜ ବାଇପାସ୍‌ଠାରେ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ସିଟି ହସ୍ପିଟାଲ ଓ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଏହି ବନ୍ଦ ପାଳନ କରାଯାଇଛି। ଫଳରେ ୫୫…

ଉପାୟ ନାହିଁ

କୃଷି ପ୍ରଧାନ ବୌଦ୍ଧ ଜିଲାରେ ଲୋକଙ୍କ ମୁଖ୍ୟ ଆୟ ପନ୍ଥା ହେଲା ଧାନଚାଷ। ଚାଷୀ ମୁଣ୍ଡଝାଳ ତୁଣ୍ଡରେ ମାରି ସୁନାର ଫସଲ ଅମଳ ପାଇଁ ବର୍ଷସାରା ଜମିରେ ଲାଗିଥାଏ। ଫସଲ ଅମଳ ପରେ ବର୍ଷସାରା ପରିବାର ପୋଷଣ ପାଇଁ ଧାନ ରଖି…

ଭିତ୍ତିଭୂମି ଅଗ୍ରଗତିର ସମୀକ୍ଷା କଲା ଜିଲା ପ୍ରଶାସନ

ରସୁଲପୁର,୧୪।୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଧିନସ୍ଥ ଅଭିବକ୍ତ ବ୍ରହ୍ମବରଦା ପଞ୍ଚାୟତରେ ଦୀର୍ଘ ୨୪ବର୍ଷ ପରେ ଆସନ୍ତା ୨୯ରୁ ଆରମ୍ଭ ହେବାକୁ ଥିବା ମୁସଲିମ୍‌ ଧର୍ମ ସମ୍ମିଳନୀକୁ ସଫଳତାର ସହ ଶେଷ ହେବାକୁ ସବୁ ପ୍ରକାର ପଦକ୍ଷେପ ନିଆଯିବ। ଶାନ୍ତିଶୃଙ୍ଖଳା ବଜାୟ ରଖିବା ସହ…

୧୧୬୫ ମୂଲ୍ୟବାନ ଗଛକଟାରେ ସୀମିତ ରାସ୍ତା ନିର୍ମାଣ

ସୋନପୁର,୧୩।୨(ନି.ପ୍ର.) – ରାଜନୈତିକ ଓ ପ୍ରଶାସନିକ ଇଛାଶକ୍ତିର ଅଭାବ ଯୋଗୁଁ ସୁବର୍ଣ୍ଣପୁର ଜିଲାର ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରୁନି। ନିର୍ଦ୍ଧାରିତ ସମୟରେ କୌଣସି ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହେଉନି। ବର୍ଷ ବର୍ଷ ଧରି ପ୍ରକଳ୍ପଗୁଡିକ ଅଧାପନ୍ତରିଆ ଅବସ୍ଥାରେ ପଡି ରହୁଛି। କେଉଁଠି…

ବିଷାକ୍ତ ବର୍ଜ୍ୟଜଳରେ ପ୍ରଦୂଷିତ ଶିଳ୍ପାଞ୍ଚଳ

ଯାଜପୁର ଅଫିସ,୧୪।୨: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ବିଷାକ୍ତ ବର୍ଜ୍ୟପାଣି ଓ ଧୂଆଁ ଛାଡ଼ିବାରେ କାରଖାନାଗୁଡ଼ିକ କାହାକୁ ମାନୁ ନାହାନ୍ତି। ଫଳରେ କଳିଙ୍ଗନଗର ସାରା ରାଜ୍ୟରେ ଦ୍ୱିତୀୟ ପ୍ରଦୂଷଣ ଅଞ୍ଚଳ ଭାବେ ବଦନାମ ଆଣିଛି। ଏହିକ୍ରମରେ ମାନପୁର ରେଲୱେ ଓଭରବ୍ରିଜ ନିକଟରୁ…

ଭତା, ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ବୁରୁଧ୍‌

ପର୍ଲା, ୧୪।୨(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ବ୍ରହ୍ମଣଛେଣ୍ଡିଆ ପଁଚେତ୍‌ ଚିଲିଚିଲା ଗଁାର ବୁରୁଧ୍‌ ଧବଳେଶ୍ୱର ହଂସ(୬୯)। ସେ ଝନେ ଭିନ୍ନକ୍ଷମ ଆଏ। ହେଲେ ଆଏଜ୍‌ ବି ଅନେକ ସରକାରୀ ସୁବିଧା ସୁଯୋଗରୁ ବଁଚିତ୍‌ ହେଇ ରହିଥିବାର ସେ ଅଭିଯୋଗ କରିଛନ୍‌।…

ଟଙ୍କାଏ ନ କମାଇବାରୁ ପିଟି ମାରିଦେଲେ

ରୂପ୍‌ସା/ବସ୍ତା,୧୪।୨(ଡି.ଏନ.ଏ./ସ୍ବ.ପ୍ର.):ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ସାର୍ଥା ଅଞ୍ଚଳରେ ସାମାନ୍ୟ ସିଗାରେଟ କିଣାକୁ କେନ୍ଦ୍ରକରି ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ନିଶାଗ୍ରସ୍ତ ଯୁବକମାନେ ପିଟି ପିଟି ଜଣେ ପାନଦୋକାନୀଙ୍କ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି। ଏନେଇ ଉତ୍ତେଜନା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?