ସବ୍ଡିଭିଜନ ଦାବି ତେଜିଲା
ବଡ଼ସାହି,୧୫।୧୨(ସ୍ବ.ପ୍ର.)-ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାର ବେତନଟୀ ଓ ବଡସାହି ବ୍ଲକୁ ମିଶାଇ ସବ୍ଡିଭିଜନ ଗଠନ କରିବା ଦାବି ତେଜିବାରେ ଲାଗିଛି। ଶନିବାର ପାଉଁଶିଆବନ୍ଧ ଠାରେ ଅନୁଷ୍ଠିତ ବିକାଶ ମଞ୍ଚର ୮ମ ବୈଠକରେ ଏନେଇ ଜୋରଦାର ଦାବି ଉପସ୍ଥାପନ କରାଯାଇଛି। ବଡସାହି ଓ…
ଏଚ୍ଆଇଭି ଆକ୍ରାନ୍ତ ଗର୍ଭବତୀଙ୍କୁ ଚିକିତ୍ସାରେ ଅବହେଳା: ମା’ ପେଟରେ ଆଖିବୁଜିଲା ଶିଶୁ
ବାରିପଦା ଅଫିସ,୧୫ା୧୨-ଏଚ୍ଆଇଭିରେ ଆକ୍ରାନ୍ତ ହୋଇଥିବା ଜଣେ ଗର୍ଭବତୀ ଗର୍ଭକଷ୍ଟ ପାଉଥିଲେ ବି ଡାକ୍ତରମାନେ ତାଙ୍କୁ ଚିକିତ୍ସା ନ କରିବାରୁ ଗର୍ଭସ୍ଥ ଶିଶୁ ଦୁନିଆର ଆଲୋକ ଦେଖିବା ଆଗରୁ ଆଖିବୁଜି ଦେଇଥିବା ଅଭିଯୋଗ ହୋଇଛି। ଏଭଳି ଏକ ସମ୍ବେଦନଶୀଳ ଘଟଣା ମୟୂରଭଞ୍ଜ ଜିଲା…
ଶକ୍ତି ଉତ୍ତୋଳନ ପ୍ରତିଯୋଗିତା: ମୟୂରଭଞ୍ଜ ଜିଲାକୁ ୨୪ ପଦକ
ବାରିପଦା ଅଫିସ,୧୫ା୧୨- ଗତ ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜସ୍ତରୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲାକୁ ମିଳିଛି ସଫଳତା । ୧୭ ଜଣ ଖେଳାଳି ଜିଲାରୁ ପ୍ରତିନିଧିତ୍ୱ କରି ୧୪ ଟି ସ୍ବର୍ଣ୍ଣ , ୮ ଟି…
ଚରିତ୍ର ସଂହାର ଅଭିଯୋଗରେ ଯୁବକ ଗିରଫ
ରାସଗୋବିନ୍ଦପୁର,୧୫।୧୨ (ଡି.ଏନ.ଏ))- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ନୂଣଚାଟି ଅଞ୍ଚଳର ଜଣେ ମହିଳାଙ୍କ ଚରିତ୍ରସଂହାର କରି ଏକ ବ୍ୟାନର ମାରିବା ଅଭିଯୋଗରେ ପୋଲିିସ ଅଭିଯୁକ୍ତ ଯୁବକ ଭାସ୍କର ନନ୍ଦିଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଏ ସମ୍ପର୍କରେ…
କୃତୀ ଛାତ୍ରୀଛାତ୍ରଙ୍କୁ ଗଛ ଉପହାର
ସିମୁଳିଆ, ୧୫।୧୨(ଡି.ଏନ.ଏ.)-ସିମୁଳିଆ ବ୍ଲକ ମାର୍କୋଣା ରଘୁନାରାୟଣ ଉଚ୍ଚ ବିଦ୍ୟାଳୟର ୬୪ତମ ବାର୍ଷିକ କ୍ରୀଡ଼ା ଓ ସାଂସ୍କୃତିକ ଉତ୍ସବ ଶନିବାର ବିଜୁ ପଟ୍ଟନାୟକ ମିନିଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ମୋହନ ଚରଣ ଖିଲାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ପର୍ଯ୍ୟଟନ…
ବିଶ୍ୱର ଆଦି ଭାଷା ସଂସ୍କୃତ: କେନ୍ଦ୍ରମନ୍ତ୍ରୀ ପ୍ରତାପଙ୍କ ସଂସ୍କୃତ ଭାଷଣରେ କମ୍ପିଲା ସଂସଦ
ବାଲେଶ୍ୱର ଅଫିସ, ୧୫।୧୨-ବାଲେଶ୍ୱର ଏମ୍ପି ତଥା କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗତ ଗୁରୁବାର ଲୋକସଭାରେ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ବିଲ୍ ଉପରେ ଆଲୋଚନା ସମୟରେ ସଂସ୍କୃତ ଭାଷାରେ…
ବିଳମ୍ବରେ ଚେତିଲା ପୌରପାଳିକା:ବେଆଇନ ପୋଷ୍ଟର କାଟିଲା, ସଂସ୍ଥାକୁ ତାଗିଦ
ଅନୁଗୋଳ ଅଫିସ, ୧୫।୧୨ ବିଳମ୍ବରେ ଚେତିଛି ଅନୁଗୋଳ ପୌରପାଳିକା। ସହରର ଗଳି କନ୍ଦିରେ ଲାଗିଥିବା ବେଆଇନ ପୋଷ୍ଟର ଓ ହୋର୍ଡିଂ କାଟିବା କାର୍ଯ୍ୟ ଶନିବାର ପୌରସଂସ୍ଥା ପକ୍ଷରୁ ଆରମ୍ଭ କରାଯାଇଛି। ଏପରି ଅଭିଯାନ ଆଗକୁ ଜାରି ରହିବ ବୋଲି ପୌର କର୍ତ୍ତୃପକ୍ଷଙ୍କ…
ମୌଳିକ ସୁବିଧାରୁ ବଞ୍ଚିତ ପାଟବେଡ଼ାବାସୀ:ସ୍ବଚ୍ଛ ପାଣି, ଭଲ ରାସ୍ତା ଅପେକ୍ଷାରେ ୯୦ ପରିବାର
ଖମାର, ୧୫।୧୨ ସର୍ବନିମ୍ନ ସୁବିଧାରୁ ଆଜି ପର୍ଯ୍ୟନ୍ତ ବଞ୍ଚିତ ହୋଇ ରହିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଶଙ୍ଖମୁର ପଞ୍ଚାୟତ ଅଧୀନ ପାଟବେଡ଼ା ଗ୍ରାମବାସୀ। ସ୍ବଚ୍ଛ ପାଣି, ରାସ୍ତା ଭଳି ମୌଳିକ ଆବଶ୍ୟକତା ପୂରଣ ହେବା ସେମାନଙ୍କ ପାଇଁ ସ୍ବପ୍ନ ହୋଇ…
ପୁନରାବୃତ୍ତି ହେବନି କହିଲେ ସିଡିଏମ୍ଓ
ଅନୁଗୋଳ ଅଫିସ, ୧୫।୧୨ ଅନେକ ସମୟରେ ସନ୍ଦିଗ୍ଧ ଅବସ୍ଥାରେ ଆହତ କିମ୍ବା ଗୁରୁତର ହୋଇ ବ୍ୟକ୍ତି ମେଡିକାଲକୁ ଆସୁଥିଲେ ହେଁ ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ତୁରନ୍ତ ପୋଲିସକୁ ସୂଚନା ଦିଆଯାଉ ନ ଥିବା ଅଭିଯୋଗ ହେଉଛି। ଏ…
ମାଛ ମାରିବା ବେଳେ ୫ ଆହତ ଘଟଣା:ରାତିଅଧିଆ ଏସ୍ଡିପିଓଙ୍କ ତଦନ୍ତ
ଅନୁଗୋଳ ଅଫିସ, ୧୫।୧୨ ଅନୁଗୋଳ ଥାନା ପଣ୍ଡପୁର ଗ୍ରାମ ନିକଟ ବଉଳୀ ଜୋରକୁ ଶୁକ୍ରବାର ମାଛ ମାରିବାକୁ ଯାଇ ୫ ଜଣ ଆହତ ହେବା ଘଟଣାର ତଦନ୍ତ ଆରମ୍ଭ କରିଛି ଅନୁଗୋଳ ପୋଲିସ। କେଉଁ କାରଣରୁ ଜଣେ ନାବାଳକଙ୍କ ସମେତ ୫ଜଣ…
ବେଆଇନ ମୋରମ ଚାଲାଣବେଳେ ଦୁର୍ଘଟଣା:ହାଇଓ୍ବା ଉପରେ ଖସିିଲା ପଥର
ଭୁବନ, ୧୫ା୧୨(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ସଦର ବାଜି ରାଉତ କଲେଜ ପଛପଟୁ ବେଆଇନ ଭାବେ ମୋରମ ଚୋରାଚାଲାଣ ବେଳେ ଶନିବାର ଦୁର୍ଘଟଣା ଘଟିଛି। ପାହାଡ଼ ଉପରରୁ ଏକ ବିରାଟକାୟ ପଥର ଖସିପଡ଼ି ମୋରମ ପରିବହନରେ ନିୟୋଜିତ ହାଇଓ୍ବା ଉପରେ ପଡ଼ିଥିଲା।…
କନ୍ଧମାଳ ସାହିତ୍ୟ ମହୋତ୍ସବ ଉଦ୍ଘାଟିତ: କୌଣସି ସ୍ଥାନ ଓଡ଼ିଆ ସାହିତ୍ୟଠାରୁ ଦୂରରେ ନାହିଁ
ଫୁଲବାଣୀ ଅଫିସ, ୧୫ା୧୨-ଫୁଲବାଣୀ ଗାନ୍ଧୀ ସ୍ମୃତିଭବନ ପରିସରରେ କନ୍ଧମାଳ ସାହିତ୍ୟ ମହୋତ୍ସବ ଶନିବାର ଉଦ୍ଘାଟିତ ହୋଇଯାଇଛି। କେନ୍ଦ୍ର ସାହିତ୍ୟ ଏକାଡେମୀ କାର୍ଯ୍ୟ ନିର୍ବାହୀ ସଦସ୍ୟ ତଥା କବି ଅମରେଶ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ। ସମ୍ମାନିତ ଅତିଥି…
Archives


