ଆମ ଜିଲା ଖବର

ସଂପ୍ରସାରଣ ସରିଲାଣି, ରାସ୍ତା ମଝିରୁ ହଟୁନି ଖୁଣ୍ଟ

ଜୟପୁର,୧୨।୨(ନି.ପ୍ର.) – ଜୟପୁର ସହରର ରାସ୍ତା ସଂପ୍ରସାରଣ କାମ ସରିଲା। କିନ୍ତୁ ରାସ୍ତା ମଝିରୁ ହଟିଲାନି ବିଦ୍ୟୁତ ଖୁଣ୍ଟ ଓ ନଳକୂପ। ପ୍ରଶାସନିକ ଅବହେଳା ଯୋଗୁ ୩ ବର୍ଷ ହେବ ସାଧାରଣ ଲୋକେ ଏହି କାରଣରୁ ହଇରାଣ ହେବା ସହ ଛୋଟ…

କନ୍ୟା ସନ୍ତାନ ଜନ୍ମ ଦେବାରୁ ମହିଳାଙ୍କୁ ପୋଡ଼ି ହତ୍ୟା

ରାଉରକେଲା ଅଫିସ,୧୨।୨:କନ୍ୟା ସନ୍ତାନ ଜନ୍ମ ଦେବାରୁ ରାଧା କୁମାରୀ(୨୪) ନାମ୍ନୀ ଜଣେ ମହିଳାଙ୍କୁ ନିର୍ଯାତନା ଦିଆଯିବା ସହ ପୋଡି ହତ୍ୟା କରାଯାଇଛି ବୋଲି ମଙ୍ଗଳବାର ଷ୍ଟିଲ ସିଟିର ବନ୍ଧମୁଣ୍ଡା ଥାନାରେ ଅଭିଯୋଗ ହୋଇଛି। ପୋଲିସ ତଦନ୍ତ ଆରମ୍ଭ କରି ରାଧାଙ୍କ ସ୍ବାମୀ…

କେନ୍ଦ୍ରମନ୍ତ୍ରୀଙ୍କୁ ସଂସଦୀୟ କ୍ଷେତ୍ର ଦାବି ଜଣାଇଲେ ସପ୍ତଗିରି

ଜୟପୁର,୧୨।୨(ନି.ପ୍ର.) – କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରିଙ୍କୁ ସାକ୍ଷାତ କରିଛନ୍ତି କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭି.କେ. ସିଂ ଓ ବିଜେଡି ଏମ୍‌ପିଙ୍କ ସହ ସେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଥିଲେ। ଏହି ସାକ୍ଷାତ ଅବସରରେ ଅନ୍ୟମାନେ ରାଜ୍ୟର…

ଟୋକନ୍‌ ସମସ୍ୟା, ଚାଷୀ ହନ୍ତସନ୍ତ

ସୋନପୁର,୧୨।୨(ନି.ପ୍ର.) – ଅନଲାଇନ ଟୋକନ ବ୍ୟବସ୍ଥାରେ ସମସ୍ୟା ଯୋଗୁଁ ଚଳିତ ବର୍ଷ ସୁବର୍ଣ୍ଣପୁର ଜିଲାରେ ଧାନ ସଂଗ୍ରହ କ୍ଷେତ୍ରରେ ଚରମ ବିଶୃଙ୍ଖଳା ସୃଷ୍ଟି ହୋଇଛି। ନଭେମ୍ବର ୧୫ ତାରିଖରୁ ଖରିଫ ଧାନ କିଣା ଆରମ୍ଭ ହୋଇଥିଲେ ମଧ୍ୟ ହଜାର ହଜାର ଚାଷୀ…

ଚିକିଛା ଲାଗି ଟଁକା ଅଭାବ୍‌: ଭଗବାନ ଭରସାରେ କର୍କଟ ରୁଗୀ ରତନୀ

ପର୍ଲା, ୧୨ା୨(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଂଚଲ ପୋଡ଼ାଗୁଡ଼ା ପଁଚେତ୍‌ ମଙ୍ଗଳପୁର ଗଁାର ହୀରାଧର ନାଏକକଁର ମାଏକିନା ରତନୀ ନାଏକ(୫୫)। ସେ ଅନେକ ଦିନ୍‌ ହେଲା କର୍କଟ ରୋଗ୍‌ରେ ପିଡ଼ିତ୍‌ ଅଛନ୍‌। ପରିବାର ଲୋକ୍‌ ଧାରଉଧାର କରି କଟକ…

ସାତ୍‌ସପନ ହେଇଛେ ପକା ରାସ୍‌ତା

ଜାମଟିକ୍ରା, ୧୨।୨ (ଡି.ଏନ୍‌.ଏ.)- ଦେଶ ସୁଆଧୀନ ହେବାର ୭୦ ବଛରନୁ ଅଧ୍‌କା ବିତିଗଲାନ। ହେଲେ ଆଏଜ୍‌ ବି ଆମର ରାଏଜେ ଏନ୍‌ତା ଗଁାଗଁଡ଼ା ଅଛେ ଯେନ୍‌କେ ଫିଦିନିଅଁା ରାସ୍‌ତା ଖଁଡ଼େ ନଁାଇଁନ। ଗଁାବାସୀ ବାରବାର ପଁଚେତ୍‌ନୁ ବ୍ଲକ ତକ୍‌ ଗୁହାରି କରି…

ପ୍ରାର୍ଥନାବେଳେ ଶ୍ରେଣୀଗୃହ ସଫା କରୁଛନ୍ତି ପିଲା

ନାଉଗଁା,୧୨ା୨(ସ୍ବ.ପ୍ର.): ବିଦ୍ୟାଳୟରେ ଶୈକ୍ଷିକ ବାତାବରଣକୁ ସରସ, ସୁନ୍ଦର କରିବା ସହିତ ପିଲାଙ୍କ ମସ୍ତିଷ୍କକୁ ଶୃଙ୍ଖଳିତ ରଖିବା ପାଇଁ ଦୈନିକ ପ୍ରାର୍ଥନା କରାଯାଇଥାଏ। ଏହି ପ୍ରାର୍ଥନାରେ କେବଳ ପିଲାମାନେ ନୁହନ୍ତି ଶିକ୍ଷୟିତ୍ରୀଶିକ୍ଷକ ମଧ୍ୟ ଭାଗ ନେଇଥାନ୍ତି। କିନ୍ତୁ ପ୍ରାର୍ଥନା ସମୟରେ କିଛି ପିଲା…

ବିଧାନସଭା ଷ୍ଟାଣ୍ଡିଂ କମିଟି କର୍ମକର୍ତ୍ତାଙ୍କ ଜଗତ୍‌ସିଂହପୁର ଗସ୍ତ: ଯୋଗାଣ ବିଭାଗ ଉପରେ ସମୀକ୍ଷା

ଜଗତ୍‌ସିଂହପୁର ଅଫିସ,୧୨ା୨: ବିଧାନସଭା ଷ୍ଟାଣ୍ଡିଂ କମିଟି-୬, ସବ୍‌କମିଟି-୪ର ଅଧ୍ୟକ୍ଷ ବିଧାୟକ ଅରବିନ୍ଦ ଢାଲିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ମଙ୍ଗଳବାର ଜଗତ୍‌ସିଂହପୁର ଜିଲା ଗସ୍ତ କରିଥିଲେ। ପ୍ରଥମେ ସେମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଜିଲାସ୍ତରୀୟ ଅଧିକାରୀଙ୍କ ସହିତ ଏକ…

ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନଭୋଜନ କଲେ ଗଣଶିକ୍ଷା ମନ୍ତ୍ରୀ

ବଲାଙ୍ଗୀର ଅଫିସ, ୧୨ା୨ – ବଲାଙ୍ଗୀର ଜିଲା ଗସ୍ତରେ ଆସିଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ସ୍ଥାନୀୟ ଡିଇଓ ଅଫିସରେ ଅନୁଷ୍ଠିତ ପ୍ରଧାନଶିକ୍ଷକ ସମ୍ମିଳନୀରେ ଯୋଗଦେବା ପରେ ହଠାତ୍‌ ନିକଟସ୍ଥ ସରକାରୀ ପ୍ରାକ୍ଟିସିଂ ପ୍ରାଥମିକ ବିଦ୍ୟାଳୟ…

ବିକାଶନୁ ବହୁତ୍‌ ଦୂରେ ଡେବ୍ରିଆମୁଣ୍ଡାବାସୀ

ଲାଠୋର, ୧୨।୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗଁଗଁଲିର ବିକାଶ କଥା କହୁଛନ୍‌। ଇଥିରଲଗି ଅନେକ ଯୋଜନା ବି କାଯ୍‌କାରୀ କରି ଫିବଛର କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଆଏଜ୍‌ ବି ଅନେକ ଗଁାଗଁାଡ଼ାର ଲୋକ୍‌…

ବ୍ୟବସ୍ଥା ଉପରୁ ବିଶ୍ୱାସ ତୁଟାଅ ନାହିଁ

ବଲାଙ୍ଗୀର ଅଫିସ, ୧୨ା୨ – ବଲାଙ୍ଗୀର ଜିଲା ଶିକ୍ଷା ଅଧିକାରୀ ଅଫିସ ସମ୍ମିଳନୀ କକ୍ଷରେ ମଙ୍ଗଳବାର ମାଧ୍ୟମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ା ଏହି ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୋଗଦାନ କରି…

ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ୩୫୦ ସିସିଟିଭି

ଅନୁଗୋଳ ଅଫିସ, ୧୨।୨ – ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଚଳିତ ବର୍ଷ ଅନୁଗୋଳ ଜିଲାରେ ମୋଟ୍‌ ୧୭ ହଜାର ୪୯୨ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?