ଆମ ଜିଲା ଖବର

ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜାରେ ଶ୍ରଦ୍ଧାଳୁଙ୍କ ଭିଡ଼

ବଡ଼ସାହି,୧୨ା୨(ସ୍ବ.ପ୍ର)- ଉତ୍ତର ଓଡ଼ିଶାର ପ୍ରସିଦ୍ଧ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ସୁହାଗପୁରା-ଚାନ୍ଦଡିହା ରାସ୍ତା ମଧ୍ୟଭାଗ ଶାଳ ଜଙ୍ଗଲ ପରିସରରେ ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା ଶନିବାର ଶାନ୍ତିଶୃଙ୍ଖଳା ସହିତ ଅନୁଷ୍ଠିତ ହୋଇଛି ା ମୟୂରଭଞ୍ଜ ଜିଲା ସମେତ ପଡୋଶୀ ବାଲେଶ୍ୱର, ଭଦ୍ରକ,…

ପାଚିକା ଚୟନ ପ୍ରତିବାଦରେ ଗ୍ରାମବାସୀଙ୍କ ଧାରଣା

ଭୋଗରାଇ,୧୨।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁମ୍ଭାରମୂଳୀ ପ୍ରାଥମିକ ବିଦ୍ୟାଳୟରେ ପାଚିକା ଚୟନ ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀ ଓ ଛାତ୍ରୀଛାତ୍ରମାନେ ପୂର୍ବାହ୍ନ ସ୍କୁଲ ଖୋଲିବା ପୂର୍ବରୁ ମୁଖ୍ୟ ଫାଟକରେ ତାଲା ପକାଇ ପ୍ରତୀକ ଧାରଣା ଦେଇଥିଲେ। ଭୋଗରାଇ ଗୋଷ୍ଠୀ ସହକାରୀ ଶିକ୍ଷାଧିକାରୀ…

୫ଶହ ଟଙ୍କା ଲାଞ୍ଚ ନେଇ କୁଡ଼େଇ ଆର୍‌ଆଇ ଗିରଫ

ସୋର, ୧୨।୨(ଡି.ଏନ.ଏ.)- ମୃତ ପ୍ରମାଣପତ୍ର ପାଇଁ ୫ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋର ତହସିଲ ଅଧୀନ କୁଡ଼େଇ ଆର୍‌ଆଇ ରାକେଶ କୁମାର ପ୍ରଧାନ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ସୋର ଥାନା ଢ଼ିଙ୍କିଆପଦା ଗ୍ରାମର ହେମନ୍ତ କୁମାର ପଣ୍ଡାଙ୍କ ବାପା…

ଇପିଏଫ୍‌ ପେନସନର୍ସଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ, ୧୨।୨-ଅଲ୍‌ ଓଡ଼ିଶା ଇପିଏଫ୍‌ ପେନସନର୍ସ ଆସୋସିଏଶନ୍‌ ଆହ୍ବାନରେ ବାଲେଶ୍ୱର ଶାଖା ପକ୍ଷରୁ ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥାରେ ଦୀର୍ଘବର୍ଷ କାର୍ଯ୍ୟ କରି ଅବସର ନେବା ପରେ ଇପିଏଫ୍‌ରୁ ପେନ୍‌ସନ ପାଉଥିବା ଶହ ଶହ କର୍ମଚାରୀ ୪ଦଫା ଦାବିରେ…

ଶ୍ମଶାନ ଜମିରୁ ଜବରଦଖଲ ଉଚ୍ଛେଦ: ଖୋଲା ଆକାଶ ତଳେ ୭୦ ପରିବାର

ଜଳେଶ୍ୱର, ୧୨।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅନ୍ତର୍ଗତ ନିମପୁର ଗାଁରେ ଦୀର୍ଘଦିନ ହେଲା ଆଦିବାସୀମାନେ ଶ୍ମଶାନ ଜମିରେ ଜବରଦଖଲ କରି ରହିଆସୁଥିଲେ। ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଫଳରେ ୭୦ ପରିବାର ଏବେ ଖୋଲା ଆକାଶତଳେ ଶୀତ କାକରରେ…

ବୁଧବାର ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ,୧୧ା୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର…

ମେଣ୍ଢରାଜପୁର ବସ୍‌ ଦୁର୍ଘଟଣା ମାମଲା: ଓଏଚ୍‌ଆର୍‌ସିଙ୍କ ରିପୋର୍ଟ ତଲବ

କଟକ ଅଫିସ, ୧୧ା୨- ଗଞ୍ଜାମ ଜିଲାର ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଢରାଜପୁର ଠାରେ ଗତ ରବିବାର ବସ୍‌ ଦୁର୍ଘଟଣାରେ ୧୦ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ ହୋଇଥିଲେ। ଏହି ଘଟଣାର ଉପଯୁକ୍ତ ତଦନ୍ତ ଓ ମୃତାହତଙ୍କୁ କ୍ଷତିପୂରଣ ପ୍ରଦାନ ଦାବିରେ…

ଏସ୍‌ସିବି ପୁନର୍ବିନ୍ୟାସ: ବୁଧବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଜୋରଦାର

କଟକ ଅଫିସ,୧୧।୨: ବୁଧବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଜୋରଦାର ହେବ। ଫେବୃୟାରୀ ମଧ୍ୟରେ ଉଚ୍ଛେଦ କାର୍ଯ୍ୟ ଶେଷ କରାଯିବ। ମନ୍ଦିର ଓ ମସ୍‌ଜିଦ୍‌ ଆଦି ଉଚ୍ଛେଦ ହେବ। ପର୍ଯ୍ୟାୟକ୍ରମେ ବସ୍ତି, ବାସଗୃହ ଓ ସରକାରୀ କ୍ୱାର୍ଟର୍ସ ଭଙ୍ଗାଯିବ। ମେଡିକାଲ କଲେଜ ପରିସରରେ ଥିବା…

ଅସହାୟ ବୃଦ୍ଧଙ୍କ ମୃତଦେହ ସତ୍କାର କଲେ ସ୍ବେଚ୍ଛାସେବୀ, ବିଭିନ୍ନ ମହଲରେ ପ୍ରଶଂସା

ବରଗଡ଼ ଅଫିସ,୧୧।୨: ବରଗଡ଼ ଜୀରାନଦୀ କୂଳେ ରହିଥିବା ସ୍ବର୍ଗଦ୍ୱାରରେ ମଙ୍ଗଳବାର ସ୍ଥାନୀୟ ସ୍ବେଚ୍ଛାସେବୀ ସଂଗଠନ ନିଷ୍ଠାର ସଦସ୍ୟମାନେ ଜଣେ ଅସହାୟ ବୃଦ୍ଧଙ୍କ ମୃତଦେହ ସତ୍କାର କରିଛନ୍ତି। ପ୍ରକାଶ ଯେ, ଗତ ୮ ତାରିଖ ବଡ଼ଗଡ଼ ଟାଉନ ଥନା ପୋଲିସ ସ୍ଥାନୀୟ ନୂତନଘରୋଇ…

ମହୁମାଛି ଆକ୍ରମଣରେ ଅବସରପ୍ରାପ୍ତ ଶିକ୍ଷକ ମୃତ

ପାଟଣା,୧୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସରାସକୋଲା ପଞ୍ଚାୟତ ଡିମିରିଡିହା ଗ୍ରାମର ଜଣେ ବୃଦ୍ଧଙ୍କର ମହୁମାଛି ଆକ୍ରମଣରେ ମୃତ୍ୟୁ ଘଟିଛି । ମୃତକ ହେଲେ ଅବସରପ୍ରାପ୍ତ ଶିକ୍ଷକ ଦୈତାରୀ ବେହେରା (୬୪)। ସୂଚନା ଅନୁଯାୟୀ, ଦୈତାରୀ ନିଜ ଗାଁରୁ ପାଟଣା ବଜାରକୁ…

ମାର୍ଚ୍ଚ ୧୧ରେ ଭାରତ ସ୍ବାଧିନତାର ଆଦ୍ୟ ଦୁନ୍ଦୁଭି ସ୍ମାରକୀ ଯାତ୍ରା

ପୁରୀ ଅଫିସ,୧୧।୨: ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦ ଆନୁକୂଲ୍ୟରେ ଭାରତୀୟ ସ୍ବାଧୀନତା ସଂଗ୍ରାମୀର ଆଦ୍ୟ ଦୁନ୍ଦୁଭି ଦ୍ବିତୀୟ ସ୍ମାରକୀ ଯାତ୍ରା ପ୍ରସ୍ତୁତି ବୈଠକ ମଙ୍ଗଳବାର ଭକ୍ତ ସାଲବେଗ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି। ପରିଷଦ ସଭାପତି ଦିବାକର ମହାନ୍ତିଙ୍କ ସଭାପତିତ୍ୱରେ ଭାଷାବିଦ୍‌…

୭୫ କେଜି ଗଞ୍ଜେଇ ଜବତ, ୩ ଆନ୍ତଃ ରାଜ୍ୟ ବ୍ୟବସାୟୀ ଗିରଫ

ନୟାଗଡ଼ ଅଫିସ,୧୧।୪: ନୟାଗଡ଼ ଟାଉନ ଥାନା ପୋଲିସ ମଙ୍ଗଳବାର ଭୋର ସମୟରେ ଖୋର୍ଦ୍ଧା ରାସ୍ତାର ସତ୍‌ସଙ୍ଗ ବିହାରଠାରୁ ଏକ କାର ସହ ୭୫ କେଜି ଗଞ୍ଜେଇ ଜବତ କରିଛି । ଏହି ଘଟଣାରେ ପଶ୍ଚିମବଙ୍ଗ ନଦିଆ ଜିଲା ହରିଆର୍ଟ ଥାନା ନଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?