ଆମ ଜିଲା ଖବର

ଶ୍ରାଦ୍ଧ ବାର୍ଷିକୀ ଭୋଜି ବେଳେ ଅଘଟଣ : ଗ୍ୟାସ୍‌ ପାଇପ ଚୁଲାରୁ ଖସି ଅଗ୍ନିକାଣ୍ଡ, ୪ ଗୁରୁତର

ରାୟଗଡା ଅଫିସ,୧୧।୨: ରାୟଗଡ଼ାର ଡିଏଫଓ କଲୋନୀରେ ଏକ ଭୋଜି ଚାଲୁଥିବା ବେଳେ ମଙ୍ଗଳବାର ଗ୍ୟାସ ପାଇପ୍‌ ଚୁଲାରୁ ଖସି ଅଘଟଣ ଘଟିଛି। ଏଥିରେ ୪ ଜଣ ମହିଳା ଗୁରୁତର ହୋଇଛନ୍ତି। ସେମାନେ ହେଲେ କଳାବତୀ ମଡଙ୍ଗି, ସୁକାନ୍ତି ମିନିଆକା, ଲକ୍ଷ୍ମୀ ଙ୍କଡଗାରୀ,…

ଛାତ୍ରୀଛାତ୍ରଙ୍କ ସାଥିରେ ମଧ୍ୟାହ୍ନଭୋଜନ କଲେ ଜିଲାପାଳ

ବରଗଡ଼ ଅଫିସ,୧୧।୨: ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ମଙ୍ଗଳବାର ଭଟଲି ବ୍ଲକ ଅନ୍ତର୍ଗତ ଦେଉଲତୁଣ୍ଡାସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଚାନକ ପରିଦର୍ଶନରେ ଯାଇଥିଲେ। ସେଠାରେ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କୁ ଭେଟି ପାଠପଢ଼ା ସମ୍ପର୍କରେ ପଚାରି ବୁଝିଥିଲେ। ଏହା ସହିତ…

ରାତି ଅଧରେ ମୃତଦେହ ବ୍ୟବଚ୍ଛେଦ ଦାବିରେ ସମ୍ପର୍କୀୟଙ୍କ ଡାକ୍ତରଙ୍କୁ ମାଡ଼ ଅଭିଯୋଗ ଘଟଣା : ଅଭିଯୁକ୍ତଙ୍କୁ ଗିରଫ ଦାବି

ପାଟଣା,୧୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ବିଳମ୍ବିତ ରାତିରେ ଜଣେ ବୃଦ୍ଧଙ୍କ ମୃତଦେହ ବ୍ୟବଚ୍ଛେଦ ଦାବିରେ ସେମାନଙ୍କ ସମ୍ପର୍କୀୟ ୨ ଡାକ୍ତରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ମାଡ଼ ମାରିଥିବା ମୃତକଙ୍କ ୩ ସମ୍ପର୍କୀୟଙ୍କୁ ଗିରଫ…

ପରକୀୟା ପ୍ରୀତିର କୁପରିଣତି: ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ

ଜଳେଶ୍ବର,୧୧।୨(ସ୍ବ.ପ୍ର.): ପରକୀୟା ପ୍ରୀତିର କୁପରିଣତି ସ୍ବରୂପ ସ୍ତ୍ରୀର ପ୍ରେମିକାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀଙ୍କ ଆତ୍ମସମର୍ପଣ। ଏଭଳି ଘଟଣା ଘଟିଛି ବାଲେଶ୍ବର ଜିଲା ରାଇବଣିଆ ଥାନା ଅନ୍ତର୍ଗତ ଦୁଧିଆଖାଳି ଗାଁରେ। ମୃତ ପ୍ରେମିକ ହେଲେ ପ୍ରଶାନ୍ତ ଦାସ । ସୂଚନାଯୋଗ୍ୟ,…

ବାଇକ୍‌ରେ ନିଆଁ ଲଗାଇଲେ ଦୁର୍ବୃତ୍ତ

କେନ୍ଦୁଝର,୧୧।୨(ସ୍ବ.ପ୍ର.) :କେନ୍ଦୁଝର ସହର ମାଇନିଂ ସ୍କୁଲ କଲୋନିରେ ରହୁଥିବା ଜଣେ କର୍ମଚାରୀଙ୍କ ବାଇକ୍‌ରେ କେହି ଦୁର୍ବୃତ୍ତ ସୋମବାର ବିଳମ୍ବିତ ରାତିରେ ନିଆଁ ଲଗାଇଥିବା ଜଣାପଡ଼ିଛି। ବାଇକ୍‌ଟି ଘର ବାହାରେ ରହିିଥିବା ବେଳେ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗେଇ ଦେଇଥିଲେ। ପରେ…

କୂଅରେ ବୁଡି ବୃଦ୍ଧଙ୍କ ମୃତ୍ୟୁ ଘଟଣା: ରାତି ଅଧରେ ବ୍ୟବଚ୍ଛେଦ ଦାବିରେ ସମ୍ପର୍କୀୟଙ୍କ ଡାକ୍ତରଙ୍କୁ ମାଡ଼ ଅଭିଯୋଗ

ପାଟଣା,୧୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ବିଳମ୍ବିତ ରାତିରେ ଜଣେ ବୃଦ୍ଧଙ୍କ ମୃତଦେହ ବ୍ୟବ୍ୟଚ୍ଛେଦ ଦାବିରେ ସେମାନଙ୍କ ସମ୍ପର୍କୀୟ ୨ ଡାକ୍ତରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ୩ ସମ୍ପର୍କୀୟ ମାଡ଼ ମାରିବା ସହ ଅସଭ୍ୟ ଭାଷାରେ…

ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗର ୮ ଗିରଫ

ପୁରୀ ଅଫିସ, ୧୧ା୨: ଗତ କିଛିଦିନ ଧରି ଏକ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଥିଲା। ଲୁଟେରାମାନଙ୍କୁ ଧରିବାକୁ ପୋଲିସ ଜାଲ ବିଛାଇଥିଲା। ସୋମବାର ପୁରୀ ପୋଲିସ ଏକ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୮ ସଦସ୍ୟଙ୍କୁ ଗିରଫ କରିଛି।…

ପୁରୀ ସଦର ଥାନା ଏଏସ୍‌ଆଇ ନିଲମ୍ବିତ

ପୁରୀ ଅଫିସ, ୧୧ା୨(ଡି.ଏନ.ଏ): ରାଜ୍ୟରେ ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇଦେବା ପାଇଁ ସରକାର ‘ମୋ ସରକାର’ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିଛନ୍ତି। ଗତ ଗାନ୍ଧୀ ଜୟନ୍ତୀଠାରୁ ଏହାକୁ କାର୍ଯ୍ୟକାରୀ କରାଯାଇଛି। ପୋଲିସ ବିଭାଗରେ ସ୍ବଚ୍ଛତା ଓ ଜନତାଙ୍କ ସହ ସୁସମ୍ପର୍କ ସ୍ଥାପନ ଲକ୍ଷ୍ୟ…

ଗଞ୍ଜାମ ବସ୍‌ ଦୁର୍ଘଟଣା ଏସ୍‌ସିବିରେ ଆହତଙ୍କୁ ଭେଟିଲେ ଭାଜପା ରାଜ୍ୟ ସଭାପତି

କଟକ ଅଫିସ,୧୧ା୨: ଗଞ୍ଜାମ ଜିଲାର ଗୋଳନ୍ଥରା ଥାନା ଅଧୀନ ମେଣ୍ଢରାଜପୁର ଛକରେ ରବିବାର ଅପରାହ୍ନରେ ସିଲ୍‌କ ସିଟି ନାମକ ଏକ ବସ୍‌ରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗିଯିବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ଅନେକ ଗୁରୁତର ଆହତ ହୋଇଥିଲେ।…

ଶପଥ ନେଲେ ବିଚାରପତି ସଞ୍ଜୀବ ପାଣିଗ୍ରାହୀ

କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ସୋମବାର ଅପରାହ୍ନରେ ଶପଥ ଗ୍ରହଣ କରିଛନ୍ତି ସଞ୍ଜୀବ କୁମାର ପାଣିଗ୍ରାହୀ। ହାଇକୋର୍ଟ ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା…

୩୫ ଚାଷୀ ଗଲେ ମହାରାଷ୍ଟ୍ର

ଚମ୍ପୁଆ,୧୧।୨(ଡି.ଏନ.ଏ.)- ଚାଷ ସମ୍ବନ୍ଧୀୟ ସୂଚନା ଓ ସର୍ବେକ୍ଷଣ ନିମନ୍ତେ ଚମ୍ପୁଆ ଉଦ୍ୟାନ କୃଷି ବିଭାଗ ପକ୍ଷରୁ ୩୫ ଜଣ ଚାଷୀଙ୍କୁ ମହାରାଷ୍ଟ୍ର ପଠାଯାଇଛି। ଚମ୍ପୁଆ, ଯୋଡା ଓ ଝୁମ୍ପୁୁରା ବ୍ଲକର ଏହି ଚାଷୀମାନଙ୍କୁ ଏଥି ପାଇଁ ସୁଯୋଗ ଦିଆଯାଇଛି। ଏହି ଚାଷୀମାନେ…

୪ ଅଭିଯୁକ୍ତ ଗିରଫ: ମାରଣାସ୍ତ୍ର ଜବତ

ଯୋଡ଼ା,୧୧।୨(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ପୋଲିସ୍‌ ଏକ ବଡ ଧରଣର ଡକାୟତି ଯୋଜନାକୁ ପଣ୍ଡ କରି ଏଥିରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କଠାରୁ ଗୋଟିଏ ଟାଟା ସଫାରି ଗାଡି ଓ ବିଭିନ୍ନ ମାରଣାସ୍ତ୍ର ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?